Browsing Category
ଆଜିର ଖବର
ମାର୍ଚ୍ଚ ଶେଷ ସୁଦ୍ଧା ମାଲକାନଗିରିରୁ ଉଡ଼ିବ ବିମାନ
ମାର୍ଚ୍ଚ ଶେଷ ସୁଦ୍ଧା ମାଲକାନଗିରି ବିମାନ ବନ୍ଦରରୁ ନିୟମିତ ଭାବେ ଉଡ଼ିବ ବିମାନ । ଏଥିପାଇଁ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ଟିମ୍ ଏବଂ ଇଣ୍ଡିଆ ୱାନ ଏୟାର କମ୍ପାନୀର ଏକ ବୈଷୟିକ ଟିମ ମାଲକାନଗିରି ବିମାନ ବନ୍ଦର ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି ।ରନୱେରେ ଯେମିତି କୌଣସି ଗାଈ ଗୋରୁ!-->…
ବିଧାନସଭାରେ ଥମୁନି SCB ତାତି ।ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
ବିଧାନସଭା ବଜେଟ୍ ଅଧିବେଶନ ଦ୍ବିତୀୟ ପର୍ଯ୍ୟାୟର ଆଜି ହେଉଛି ଷଷ୍ଠ ଦିନ । ଆଜି ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ଏସସିବି ଅଗ୍ନିକାଣ୍ଡ ପ୍ରସଙ୍ଗ ଉଠାଇବା ସହ ସ୍ଵାସ୍ଥ୍ୟମନ୍ତ୍ରୀ ଙ୍କ ଇସ୍ତଫା ଦାବି କରାଯାଇଥିଲା। ପ୍ରବଳ ହଟ୍ଟଗୋଳ ଯୋଗୁଁ!-->…
କୋଣାର୍କ ଚନ୍ଦ୍ରଭାଗା କୂଳରେ ଡଲଫିନ୍ କୂଳରେ ଲାଗି ମୃତ।
କୋଣାର୍କ ଚନ୍ଦ୍ରଭାଗା କୂଳରେ ଡଲଫିନ୍ କୂଳରେ ଲାଗି ମୃତ। କିଛି ଗଣମାଧ୍ୟମ ପ୍ରତିନିଧିମାନେ ବହୁତ ପରିଶ୍ରମ କରି ଥିବା ବେଳେ ଲହଡି ମାଡରେ ସମୂଦ୍ର ଭିତରକୁ ଯାଇପାରିଲା ନାହିଁ ଡଲଫିନ୍। ଶେଷରେ ମୃତ୍ୟୁ ବରଣ କଲା ଡଲଫିନ୍ । ସୂଚନା ଅନୁଯାୟୀ କୋଣାର୍କ ଚନ୍ଦ୍ରଭାଗା କଇଞ୍ଚ ଘର ପାଖରେ ଆଜି ଦିନ!-->…
କଂଗ୍ରେସର ବଡ କାର୍ଯ୍ୟାନୁଷ୍ଠାନ। କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ
କଂଗ୍ରେସର ବଡ କାର୍ଯ୍ୟାନୁଷ୍ଠାନ। କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ । କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍’କୁ ନ ମାନି କ୍ରସ୍ ଭୋଟିଂ କରିଥିଲେ। ଏବେ କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। ଆଇନ(ସିଡ୍ୟୁଲ-୧୦)!-->…
ପୁଣି ବଢ଼ିଲା ଅଶୋଧିତ ତୈଳ ଦର! ମାର୍ଚ୍ଚ ୩୧ ପରେ ବଢ଼ିପାରେ ପେଟ୍ରୋଲ-ଡିଜେଲ ଦର
ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି । ହର୍ମୁଜ୍ ପ୍ରଣାଳୀରେ ଅବରୋଧ ଯୋଗୁଁ ଯୋଗାଣ ବାଧାପ୍ରାପ୍ତ ହେବାରୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ପ୍ରବଳ ବୃଦ୍ଧି ଘଟିଛି । ଶୁକ୍ରବାର ଭାରତୀୟ ଅଶୋଧିତ ତୈଳ!-->…
ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭରିଡଲେ କଇଁଛମାନଙ୍କ ଅଣ୍ଡାଦାନ ଆରମ୍ଭ
ଅଲିଭ୍ ରିଡ୍ଲେଙ୍କ ଗଣଅଣ୍ଡାଦାନ ପାଇଁ ଗହୀରମଥାକୁ ନୋ ଫିସିଂ ଜୋନ୍ ଘୋଷଣା କରାଯାଇଛି । ନଭେମ୍ବର ୧ରୁ ମେ ୩୧ ତାରିଖ ଯାଏ କଟକଣା ସମୟରେ ସମୁଦ୍ରରେ ମାଛ ଧରିବା ପାଇଁ ବାରଣ କରାଯାଇଛି । ତା’ ପରେ ମଧ୍ୟ ଟ୍ରଲର୍ଗୁଡ଼ିକ ସାମୁଦ୍ରିକ ଅଭୟାରଣ୍ୟ ଗହୀରମଥାର ନିଷିଦ୍ଧାଞ୍ଚଳରେ ପଶି ମାଛ!-->…
ସରକାରଙ୍କୁ ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ, ବଢିଲା ମୃତ୍ୟୁ ସଂଖ୍ୟା
କଟକ ଏସସିବି ଅଗ୍ନିକାଣ୍ଡର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ବାଳଙ୍କୁ ବିଚାରବିଭାଗୀୟ ତଦନ୍ତ ଦାୟିତ୍ବ ଦିଆଯାଇଛି । ଘଟଣାର ତଦନ୍ତ କରି ୧୫ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ!-->…
ଆହୁରି ୫ ଦିନ ଘଡ଼ଘଡ଼ି ସହ ବର୍ଷା
ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍ଟ୍ରପିକାଲ୍) ପଶ୍ଚିମୀ ଜେଟ୍ ଷ୍ଟ୍ରିମ୍ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି। ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ପବନ ସହିତ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।୧୮!-->…
ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍ ଗ୍ୟାସ
ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି ଦିଆଯାଇଥିଲା। ଏହି ଜାହାଜ ମଧ୍ୟରୁ ଗୋଟିଏ ଶିବାଲିକ, ଯିଏ ସୋମବାର (ମାର୍ଚ୍ଚ ୧୬) ରେ ଏଲପିଜି ଗ୍ୟାସ ନେଇ ଭାରତରେ ପହଞ୍ଚିଛି।!-->…
ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ
ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି।ବିଜୟ ପରେ ଦିଲ୍ଲୀପ ରାୟ କହିଛନ୍ତି ଯେ, ଏହି ବିଜୟ କେବଳ ତାଙ୍କର ନୁହେଁ, ବରଂ ଏହା ରାଜନୈତିକ ସୀମା ବାହାରେ ସମସ୍ତ ବିଧାୟକଙ୍କ ଭରସା ଓ ସଦିଚ୍ଛାର ପ୍ରତିଫଳନ। ସେ ଭାଜପା!-->…
ମାଇଁ ହାର୍ଟ ଅର୍ଗାଅନାଇଜେସନ ପକ୍ଷରୁ ଅଙ୍ଗନବାଡି କେନ୍ଦ୍ର ର ଉନ୍ନତିକରଣ ଏବଂ ଶିଶୁ ଓ ମା ମାନଙ୍କର ଯତ୍ନ ସମ୍ପର୍କିତ…
ଜଗତସିଂହପୁର ବ୍ଲକ ପଳାଶୋଳ ପଞ୍ଚାୟତ ମୁକୁନ୍ଦପୁର ଅଙ୍ଗନବାଡି କେନ୍ଦ୍ର ପରିସରରେ ଭୁବନେଶ୍ୱର ସ୍ଥିତ ମାଇଁ ହାର୍ଟ ଅର୍ଗନାଇଜେସନ ପକ୍ଷରୁ ଅଙ୍ଗନବାଡି କେନ୍ଦ୍ର ର ଉନ୍ନତିକରଣ ଏବଂ ଜନ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ମାଇଁ ହାର୍ଟ ଅର୍ଗନାଇଜେସନ ଡାଇରେକ୍ଟର!-->…
ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସନ୍ତୁପ୍ତ ଓ ଦିଲ୍ଲୀପ ବିଜୟୀ
ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ବାଜି ମାରିଲେ ବିଜେପିର ମନମୋହନ ସାମଲ, ସୁଜିତ କୁମାର ଓ ସ୍ବାଧୀନ ପ୍ରାର୍ଥୀ ଦିଲୀପ ରାୟ । ଅନ୍ୟପଟେ ବିଜେଡ଼ିର ସନ୍ତୁପ୍ତ ମିଶ୍ର ମଧ୍ୟ ବିଜୟୀ ହୋଇଛନ୍ତି।!-->…