Browsing Category

ଆଜିର ଖବର

ଏୟାର ଇଣ୍ଡିଆରେ ମହାଘୋଟାଲା: ୪ ହଜାର କର୍ମଚାରୀଙ୍କ କଳାକାରନାମା

ଏୟାର ଇଣ୍ଡିଆରେ ଏକ ବଡ଼ ଧରଣର ଜାଲିଆତି ସାମ୍ନାକୁ ଆସିଛି, ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଏୟାରଲାଇନ୍‌ର ହିଁ କର୍ମଚାରୀ ଫ୍ରି ଟିକେଟ୍ ପିଲିସିର ବ୍ୟାପକ ଦୂରୁପଯୋଗ କରିଥିବା ପର୍ଦ୍ଦାଫାସ୍ ହୋଇଛି । କମ୍ପାନୀର ଶତାଧିକ କର୍ମଚାରୀ ବାହାର ଲୋକଙ୍କୁ ନିଜର ସମ୍ପର୍କୀୟ ସଜାଇ ବର୍ଷକୁ

କାହାକୁ ଭୋଟ ଦେଲେ ବିଜେଡିରୁ ନିଲମ୍ବିତ ବିଧାୟକ ସନାତନ ମହାକୁଡ଼

ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ ଗଣତି କରାଯିବ। ବିଧାୟକଙ୍କ ହାତରେ ମନମୋହନ ସାମଲ, ସୁଜିତ କୁମାର, ସଂତୃପ୍ତ ମିଶ୍ର, ଡାକ୍ତର ଦତ୍ତେଶ୍ୱର ହୋତା ଓ ଦିଲ୍ଲୀପ ରାୟଙ୍କ ଭାଗ୍ୟ ।ତେବେ

SCB ନିଆଁ :୧୦ ମୃତକଙ୍କ ମିଳିଲା ପରିଚୟ

କଟକ ବଡ଼ ମେଡିକାଲରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ଯାଇଛି ୧୦ ଜୀବନ। ଏ ଘଟଣାକୁ ଗମ୍ଭୀରତାର ସହ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେମିତି ଅଗ୍ନିକାଣ୍ଡ ଘଟିଲା ? ନିଆଁ ଲାଗିବା ପରେ କେମିତି ଏତେ ସଂଖ୍ୟାରେ ଜୀବନ ଗଲା ତାକୁ ନେଇ ମୁଖ୍ୟମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି। ଏ

କମିବ ଦିନ ତାପମାତ୍ରା, ରାଜ୍ୟର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଆଗାମୀ ପାଞ୍ଚ ଦିନ ଯାଏ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ । ଦିନର ତାପମାତ୍ରା ୩ରୁ ୫ ଡିଗ୍ରୀ କମ ରହିବ । ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।ଆଜି ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼,

ଆଜି ରାଜ୍ୟସଭା ନିର୍ବାଚନ,ଚତୁର୍ଥ ଆସନକୁ ନେଇ ଛକାପଞ୍ଝା

ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ଆଜି ଭୋଟ ହେବ। ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ, ମୁଜିବୁଲ୍ଲା ଖାନ(ମୁନା) ଏବଂ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେବ। । ତେବେ ଆଜି ସକାଳ ୯ଟାରୁ ଭୋଟିଂ ଆରମ୍ଭ ହୋଇ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଚାଲିବ। ଅପହରାହ୍ଣ

ଏସ୍‌ସିବିରେ ନିଆଁ: ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ, ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ

SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି ଉପୁଜିଛି। ସୂଚନା ଅନୁଯାୟୀ, ଯେଉଁ

ବସନ୍ତପୁର ଗ୍ରାମରେ ଅଖଣ୍ଡ ହନୁମାନ ଚାଳିଶା ଓ ଅଷ୍ଟପ୍ରହର ନାମଯଜ୍ଞ

ଗଣିଆ,( ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ରାସଙ୍ଗ ପଚାଂୟତର ବସନ୍ତପୁର ଗ୍ରାମରେ ରବିବାର ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱର କଲ୍ୟାଣ ନିମନ୍ତେ ଚଳିତ ଚୈତ୍ରମାସ କୃଷ୍ଣପକ୍ଷ ଦଶମୀରେ ଶନିବାର ଦିନ ଗଣିଆ ସ୍ଥିତ ବସନ୍ତପୁର ଗ୍ରାମରେ ଅଖଣ୍ଡ ହନୁମାନ ଚାଳିଶା ପାଠ ସହିତ ଅଧିବାସ

ସରପଂଚଙ୍କ ପିତୃ ବିୟୋଗ

ଗଣିଆ (ବିଶ୍ୱରଂଜନ ସେଠି) ରବିବାରଦିନ ଅପରାହ୍ନରେ ଜଣେ ଧର୍ମ ପରାୟଣ ତଥା ସମାଜ ସେବୀଙ୍କ ପରଲୋକ ଘଟିଛି । ସୁଚନା ଥାଉକି ଗଣିଆ ବ୍ଳକସ୍ଥିତ ରାସଙ୍ଗ ପଂଚାୟତର ସରପଂଚ ମାନସ ମହାଖୁଡ଼ଙ୍କ ପିତା କମଳ ଲୋଚନ ମହାଖୁଡ଼ (୮୪)ଙ୍କ ପରଲୋକ ଘଟିଛି । ସେ ୧୯୬୬ ମସିହା ମସିହାରେ ସ୍ୱାସ୍ଥ୍ୟ ବିଭାଗରେ

ବଢିବ ଟୋଲ୍ ଦର; ଚଳିତ ବର୍ଷ ଅପ୍ରେଲ ୧ ତାରିଖରୁ କାର୍ଯ୍ୟକାରୀ

ଆସନ୍ତା ଅପ୍ରେଲ ପହିଲାରୁ ମହଙ୍ଗା ହୋଇପାରେ ଯାତ୍ରା। ଚଳିତ ବର୍ଷ ଅପ୍ରେଲ ୧ ତାରିଖରୁ ବଢିବାକୁ ଯାଉଛି ଟୋଲ୍ ଦର।ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବାର୍ଷିକ ଟୋଲ୍ ପାସ୍ ମୂଲ୍ୟ ବୃଦ୍ଧି କରିବାକୁ ଘୋଷଣା କରିଛି।୨୦୨୬ ଅପ୍ରେଲ ପହିଲାରୁ ଗାଡି଼ ଚାଳକଙ୍କୁ ଟୋଲ ପାସ୍ ପାଇଁ ୩୦୦୦ ବଦଳରେ ୩୦୭୫

ରଘୁନାଥ ଜୀଉ ଡିଗ୍ରୀ ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ତାଲିମ ଶିବିର ଉଦଯାପିତ

ଗଣିଆ,(ବିଶ୍ୱରଂଜନ ସେଠି) ଗଣିଆସ୍ଥିତ ଶ୍ରୀ ଶ୍ରୀ ରଘୁନାଥ ଜୀଉ ଡିଗ୍ରୀ ମହାବିଦ୍ୟାଳୟରେ ଶନିବାର ବାଳିକା ଆତ୍ମରକ୍ଷା ତାଲିମ ଶିବିର ଉଦଯାପିିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଅଖିଳ କୁମାର ହୋତାଙ୍କ ଅଧ୍ୟକ୍ଷତାରେ ଆତ୍ମରକ୍ଷା ଶିବିରର ସଂଯୋଜକ ଶର୍ମିଳା ଦାଶ, ସୁଚାରୁ ରୂପେ ଦାୟିତ୍ୱ

ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ

ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ ଭାରତରେ ଗ୍ୟାସ୍ ଅଭାବ ବ୍ୟାପକ ଚିନ୍ତାର କାରଣ ହୋଇଛି। ତଥାପି ପରିସ୍ଥିତି ଦ୍ରୁତ ଗତିରେ ସୁଧୁରୁଛି। ନିବାର ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ, ୨୯ଟି ରାଜ୍ୟ

ଆସନ୍ତାକାଲି ଭୁବନେଶ୍ୱର ଫେରିବେ ସୁରେଶ ପୂଜାରୀ

ଆସନ୍ତାକାଲି ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ମନ୍ତ୍ରୀ ସୁରେଶ ପୂଜାରୀ । ସନ୍ଧ୍ୟା ସାଢେ ୮ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଯାଇଥିଲେ ମନ୍ତ୍ରୀ ସୁରେଶ ପୂଜାରୀ ।ସୂଚନାଯୋଗ୍ୟ ଯେ, ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗତ