Browsing Category

ଆଜିର ଖବର

ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ

ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ ଭାରତରେ ଗ୍ୟାସ୍ ଅଭାବ ବ୍ୟାପକ ଚିନ୍ତାର କାରଣ ହୋଇଛି। ତଥାପି ପରିସ୍ଥିତି ଦ୍ରୁତ ଗତିରେ ସୁଧୁରୁଛି। ନିବାର ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ, ୨୯ଟି ରାଜ୍ୟ

ଆସନ୍ତାକାଲି ଭୁବନେଶ୍ୱର ଫେରିବେ ସୁରେଶ ପୂଜାରୀ

ଆସନ୍ତାକାଲି ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ମନ୍ତ୍ରୀ ସୁରେଶ ପୂଜାରୀ । ସନ୍ଧ୍ୟା ସାଢେ ୮ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଯାଇଥିଲେ ମନ୍ତ୍ରୀ ସୁରେଶ ପୂଜାରୀ ।ସୂଚନାଯୋଗ୍ୟ ଯେ, ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗତ

କଟକରୁ ଭୁବନେଶ୍ୱର ପ୍ରତି ଅଧ ଘଣ୍ଟାରେ ଚାଲିବ ନମୋ ଟ୍ରେନ

ଭୁବନେଶ୍ୱର-କଟକ ମଧ୍ୟରେ ଯାତାୟାତ ଲାଗି କେନ୍ଦ୍ର ସରକାର ନମୋ ଭାରତ ନାମକ ବିକଳ୍ପ ଦ୍ରୁତ ରେଳ ବ୍ୟବସ୍ଥା ଉପରେ ବିଚାର କରୁଛନ୍ତି।ଟ୍ୱିନସିଟିରେ ସାଧାରଣ ପରିବହନ ସେବାକୁ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ନମୋ ଭାରତ ରାପିଡେକ୍ସ ଟ୍ରେନ୍ ଚଳାଇବାକୁ ଯୋଜନା କରୁଛନ୍ତି। କେନ୍ଦ୍ରମନ୍ତ୍ରୀ

ଯୁଦ୍ଧ ଯୋଗୁଁ ବନ୍ଦ ରପ୍ତାନି, ଓଡ଼ିଶାରେ ଶସ୍ତା ହେଲା ଅଣ୍ଡା

ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଜାରି ରହିଛି । ଏହା କେବେ ଶେଷ ହେବ ତାହାର କୌଣସି ନିଶ୍ଚିତତା ନାହିଁ ।ଯୁଦ୍ଧକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା ଉପସାଗରୀୟ ଦେଶଗୁଡ଼ିକୁ ଭାରତର ଅଣ୍ଡା ରପ୍ତାନିକୁ ବନ୍ଦ କରିଦେଇଛି, ଯାହା ଫଳରେ ମୂଲ୍ୟରେ ଯଥେଷ୍ଟ ହ୍ରାସ ଘଟିଛି ।ଜାତୀୟ

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ୬୮ ବିଧାୟକଙ୍କୁ ଗୁରୁତ୍ୱପୂର୍ଣ୍ଣ ବୈଠକ

ଦିନକ ପରେ ରାଜ୍ୟସଭା ନିର୍ବାଚନ। ଆରୋପ-ପ୍ରତ୍ୟାରୋପରେ ଉଠୁଛି ପଡୁଛି ରାଜ୍ୟ ରାଜନୀତି। ସମୟ ଯେତିକି ଗଡ଼ୁଛି ନେତାଙ୍କ ଛାତିକି ସେତିକି ଧଡ଼ଧଡ଼ ହେଉଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି ।

ମୁକୁଳିବେ ସୋନମ ଓ୍ୱାଙ୍ଗଚୁକ୍ : କେନ୍ଦ୍ର ସରକାର ହଟାଇଲେ ଏନଏସଏ

ସୋନମ ଓ୍ୱାଙ୍ଗଚୁକଙ୍କୁ ଆଶ୍ୱସ୍ତି । ଲଦ୍ଦାଖରେ ଅଶାନ୍ତି ରୋକିବାକୁ ସରକାରଙ୍କ ବଡ ଉଦ୍ୟମ । କଟକଣା ହଟାଇଲା କେନ୍ଦ୍ର ଗୃହ ମନ୍ତ୍ରାଳୟ । ଅର୍ଥାତ ଗୃହ ମନ୍ତ୍ରାଳୟ ରାଷ୍ଟ୍ରୀୟ ସୁରକ୍ଷା ଅଧିନିୟମ ବା ଏନଏସଏ ଅନୁସାରେ ଲଦ୍ଦାଖର ସାମାଜିକ କାର୍ଯ୍ୟକର୍ତ୍ତା ସୋନମଙ୍କ ଉପରେ ଲଗାଇଥିବା ସମସ୍ତ

କମିଲା ସୁନା ଓ ରୁପା ଦାମ୍

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୨୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୭,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୯,୬୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୬,୩୫୦

୪ ବର୍ଷ ଧରି ମିଳିଥିଲା ବିବାହ ପ୍ରତିଶ୍ରୁତି, ଶେଷରେ ଭିଡିଓ କରି ଆତ୍ମହତ୍ୟା କଲେ ଯୁବତୀ

ଉତ୍ତର ପ୍ରଦେଶର ଆଗ୍ରା ଜିଲ୍ଲା ତାଜଗଞ୍ଜ ଥାନା ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି । ତାଜଗଞ୍ଜ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି ।ଭାଇରାଲ ଭିଡିଓରେ ମୃତ ଯୁବତୀ ଜଣକ ଅଭିଯୁକ୍ତ କନଷ୍ଟେବଳ ଜେବି ଗୌତମଙ୍କ ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି।

ଆସନ୍ତା ୧୬ରେ ଚାଲିବନି ବିଧାନସଭା, ରାଜ୍ୟସଭା ପାଇଁ ପଡ଼ିବ ଭୋଟ 

ରାଜ୍ୟସଭା ନିର୍ବାଚନ ଲାଗି ଚଳିତ ମାସ ୧୬ ପୂର୍ବାହ୍ଣ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଥିବାରୁ ଏହିଦିନ ବିଧାନସଭା ବୈଠକ ହେବନାହିଁ। ଶୁକ୍ରବାର ଗୃହରେ ଗୃହୀତ କାର୍ଯ୍ୟ ପରାମର୍ଶଦାତା କମିଟିଙ୍କ ରିପୋର୍ଟ ଅନୁଯାୟୀ ଏହା ସ୍ଥିରିକୃତ ହୋଇଛି। ମାର୍ଚ୍ଚ ୧୬ ବୈଠକରେ ଆଲୋଚନା ହେବାକୁ

ଇରାନ ଉପରେ ଆମେରିକାର ପ୍ରଚଣ୍ଡ ଆକ୍ରମଣ, ଧ୍ୱଂସ ହେଲା ଇରାନର ‘ଖାର୍ଗ ଦ୍ୱୀପ’

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ତାଙ୍କ ନିର୍ଦ୍ଦେଶରେ ଆମେରିକୀୟ ସେନା ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଖାର୍ଗ ଦ୍ୱୀପ (Kharg Island) ଉପରେ ଏକ ଭୟଙ୍କର ବୋମା ମାଡ଼ କରିଛି। ଏହି ଆକ୍ରମଣରେ ସେଠାରେ ଥିବା ସମସ୍ତ

ମାଡ଼ିଆସୁଛି କି ମହାବିପତ୍ତି! ପୁଣି ପୁରୀ ଶ୍ରୀମନ୍ଦିର ଉପରେ ଉଡିଲା ଚିଲ

ଗତ କିଛଦିନ ହେବ ବାରମ୍ବାର ନୀଳଚକ୍ରରେ ଲାଗିଥିବା ପତିତପାବନ ବାନା ଉପରେ ଚିଲ ବସିବ। ନୀଳଚକ୍ରରେ ସଂଯୋଗ ହୋଇଥିବା ମାଳମାଳ ମାନସିକ ବାନା ଛିଣ୍ଡିଯିବା ପରେ ଆଜି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଶହଶହ ସଂଖ୍ୟାରେ ଚିଲ ଉଡିବା ନଜରକୁ ଆସିଛି। ସେହିପରି ବହୁତ ଦିନ ଆଗରୁ ମଧ୍ୟ ଏପରି ଘଟଣା ସାମ୍ନାକୁ

ଜରୁରି ଏୟାର ଲିଫ୍ଟିଂ ଯୋଜନା ମଞ୍ଜୁର

ଗୁଣାତ୍ମକ ଓ ଅତ୍ୟାଧୁନିକ ଚିକିତ୍ସା ଯୋଗାଇବେ ରାଜ୍ୟ ସରକାର । ରୋଗୀଙ୍କୁ ଅତି ଜରୁରି ସମୟରେ ରାଜ୍ୟ ବାହାରକୁ ଘରୋଇ ଆମ୍ବୁଲାନ୍ସରେ ଚିକିତ୍ସା ପାଇଁ ସ୍ୱତନ୍ତ୍ର ‘ଏମର୍ଜେନ୍ସି କେୟାର ବାଏ ଏୟାର ଲିଫ୍ଟିଂ’ ଯୋଜନାକୁ ମଞ୍ଜୁର ମିଳିଛି । ନୂଆ ବ୍ୟବସ୍ଥା ଅନୁଯାୟୀ ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ