Browsing Category
ଆଜିର ଖବର
ଟିପିସିଡିଓଏଲ ଏସଡିଓଙ୍କୁ ଭେଟି ଦାବିପତ୍ର ଦେଲା ବିଦ୍ୟୁତ ଉପଭୋକ୍ତା କମିଟି !
ମାହାଙ୍ଗା -୧୩ /୩ (ଆପ୍ର)ଟାଟା ପାୱାର ରାଜ୍ୟରେ ବିଦ୍ୟୁତ ବିତରଣ ଓ ପରିଚାଳନା ଦାୟୀତ୍ୱ ନେବା ପରଠାରୁ ସାଧାରଣ ଉପଭୋକ୍ତା ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେବାରୁ ତୀବ୍ର ଜନ ଅସନ୍ତୋଷ ମୁଣ୍ଡ ଟେକିଛି lଟିପିସିଓଡ଼ିଏଲ ର ଏହି ମନମାନି ବିରୁଦ୍ଧରେ ସାଲେପୁର ଡିଭିଜନ ବିଦ୍ୟୁତ ଉପଭୋକ୍ତା!-->…
ବନ୍ଦ ହେବ ନାହିଁ ହୋଟେଲ କି ରେସ୍ତୋରାଁ, ସରକାର ନେଲେ ବଡ଼ ନିଷ୍ପତ୍ତି
ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ପ୍ରଭାବ ଏବେ ଭାରତର ରୋଷେଇ ଶାଳରେ ଅନୁଭୂତ ହେଉଛି। ଦେଶବ୍ୟାପୀ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ଘୋର ଅଭାବ ଦେଖାଦେଇଥିବା ବେଳେ, ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ!-->…
ସଭାପତିଙ୍କ ନିର୍ଦ୍ଦେଶ ଫୁ’ କରି ବୁଲୁଛନ୍ତି ବିଧାୟକ
ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ୮ ଜଣ ବିଧାୟକ ବେଙ୍ଗାଲୁରୁ ଯିବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ତାଙ୍କୁ କିଏ ଜବରଦସ୍ତ ନେଇନାହାନ୍ତି, ନିଜ ଇଚ୍ଛାରେ ଯାଇଛନ୍ତି, ବହୁ ଦିନ ହେବ ବାହାରକୁ ଯାଇନଥିଲେ, ୨ ଦିନ ବୁଲି!-->…
ମାର୍ଚ୍ଚ ଶେଷ ସୁଦ୍ଧା ଔଷଧ ମୂଲ୍ୟ ୧୦-୨୦% ବୃଦ୍ଧି ଆଶଙ୍କା
ଆମେରିକା-ଇସ୍ରାଏଲ-ଇରାନ ବିବାଦ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିବା ସହିତ ଭାରତର ଔଷଧ କ୍ଷେତ୍ର ବାଧାପ୍ରାପ୍ତ ହେବା ସମ୍ଭାବନା ଦେଖାଦେଇଛି ।ଶିଳ୍ପ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି ଯେ, ମାର୍ଚ୍ଚ ଶେଷ ସୁଦ୍ଧା ବଫର ଷ୍ଟକ୍ ହ୍ରାସ ପାଇବା ଏବଂ ଲଜିଷ୍ଟିକ୍ସ ଖର୍ଚ୍ଚ ବୃଦ୍ଧି ପାଇବା ସହିତ!-->…
ବକେୟା ଇ-ଚାଲାଣ ଜରିମାନା ପାଇଁ ନୂଆ ଯୋଜନା! ମିଳିବ ୫୦ % ଡିସକାଉଣ୍ଟ
ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଲକ୍ଷଲକ୍ଷ ଇ-ଚାଲାଣ କଟାଯାଇଛି। ଏହି ଚାଲାଣରୁ କେତେକ ମାମଲାରେ କୋର୍ଟରେ ପ୍ରସିକ୍ୟୁସନ୍ ରିପୋର୍ଟ (ପିଆର) ଦାଖଲ ହୋଇଥିବା ବେଳେ କେତେକ ମାମଲାରେ ଏପର୍ଯ୍ୟନ୍ତ ଦାଖଲ ହୋଇନାହିଁ। ଏହାକୁ ଦୃଷ୍ଟିରେ ରଖି ସରକାର ରାଷ୍ଟ୍ରୀୟ ଲୋକ ଆଦାଲତ ମାଧ୍ୟମରେ ଏହାର ସମାଧାନ!-->…
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟ ରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରିରୀକ ଶିକ୍ଷା
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟ ରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରିରୀକ ଶିକ୍ଷା । ଏନେଇ ଗୃହରେ ଉତ୍ତର ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ଶାରୀରିକ ଶିକ୍ଷା ଦିଆଯିବ । ଏବେ ଡିଜିଟାଲ କ୍ଲାସରୁମରେ ଇ-କଣ୍ଟଣ୍ଟ ଦ୍ୱାରା!-->…
ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବା ପାଇଁ ବିରୋଧୀଙ୍କ ପ୍ରସ୍ତୁତି
ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବିରୋଧୀ ମେଣ୍ଟ ଇଣ୍ଡିଆର ମୋଟ ୧୯୩ ସାଂସଦ ତାଙ୍କୁ ହଟାଇବା ପାଇଁ ଏକ ନୋଟିସରେ ସ୍ୱାକ୍ଷର କରିଛନ୍ତି। ଏହି ନୋଟିସ ଶୁକ୍ରବାର ସଂସଦର ଉଭୟ ଗୃହରେ ଉପସ୍ଥାପିତ ହୋଇପାରେ। ନିୟମ!-->…
ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ଏଏସ୍ଆଇ
ଚୋରା ମଦ ବେପାର ପାଇଁ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ପୁଲିସ ଏଏସଆଇ। ଏଏସଆଇ ଜଣକ ହେଉଛନ୍ତି ବଡ଼ ଗାଁ ଥାନାର ଅରୁପା ନନ୍ଦ ଦାଶ। ଚୋରା ମଦ ବେପାର ପାଇଁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ।ଗୁରୁବାର ସନ୍ଧ୍ୟାରେ ବଡ଼ଗାଁ ପୋଲିସ ଥାନାର ଏଏସ୍ଆଇ ଅରୂପା ନନ୍ଦ ଦାସ ରାସ୍ତା!-->…
କୂଅରେ ୪ ଝିଅଙ୍କୁ ଫିଙ୍ଗି ମାରିଲା ମା’; ନିଜେ ବି ହାରିଲେ ଜୀବନ
ଗୋଟିଏ ପରିବାରର ୪ ଝିଅଙ୍କ ମୃତଦେହ ଘର ପାଖ କୂଅରୁ ମିଳିବା ପରେ ହଇଚଇ ସୃଷ୍ଟି ହୋଇଛି । ତାଠୁ ଅଧିକ ବିଚଳିତ କରିଛି, ସେମାନଙ୍କ ମା’ ହିଁ ୪ ନାବାଳିକାଙ୍କ ହତ୍ୟାକାରୀ । ଅନ୍ୟପଟେ ମହିଳାଙ୍କ ଝୁଲନ୍ତା ମୃତଦେହ ମିଳିଛି | ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ ଜଣେ ମା’ ତାଙ୍କର ଚାରି ନିର୍ଦ୍ଦୋଷ!-->…
ରାଜ୍ୟସଭା ନିର୍ବାଚନ : ନବୀନ ପଟ୍ଟନାୟକଙ୍କ କଡା ନିର୍ଦ୍ଦେଶ
ରାଜ୍ୟସଭା ନିର୍ବାଚନକୁ ନେଇ ନବୀନଙ୍କ ବଡ଼ ନିଷ୍ପତ୍ତି । ସବୁ ବିଧାୟକଙ୍କୁ ଚିଠି ଲେଖିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଜାରି କରିଥିବା ହ୍ବିପକୁ ମାନିବାକୁ ଦେଲେ କଡ଼ା ନିର୍ଦ୍ଦେଶ ।ବିଜେଡି ସଭାପତି ନବୀନ ପଟ୍ଟନାୟକ ଓ କଂଗ୍ରେସ ସଭାପତି ଭକ୍ତ ଚରଣ!-->…
ବର୍ତ୍ତମାନର ସଙ୍କଟକୁ ମୁକାବିଲା କରିବାରେ ସମସ୍ତ ଏକ ହୁଅନ୍ତୁ- ପ୍ରଧାନମନ୍ତ୍ରୀ
ଦେଶବାସୀଙ୍କୁ କେନ୍ଦ୍ର ସରକାରଙ୍କ ଆଶ୍ବାସନା । ଦେଶରେ ତୈଳ ଓ ଗ୍ୟାସର ସଂକଟ ନାହିଁ । ଗଲା ୫ଦିନ ଭିତରେ ଦେଶରେ LPG ଉତ୍ପାଦନ ୨୮% ବୃଦ୍ଧି ପାଇଛି । ଦେଶବାସୀଙ୍କୁ ଆଶ୍ବସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୧୪୦ କୋଟି ଭାରତୀୟଙ୍କ ଉପରେ ବିଶ୍ବାସ ରହିଛି, କୋଭିଡ୍ ସମୟ ପରି!-->…
ଇରାନର ନୂଆ ଯୁଦ୍ଧ ରଣନୀତି ହର୍ମୁଜ ପ୍ରଣାଳୀ ବନ୍ଦ ପାଇଁ ମୋଜତାବାଙ୍କ ନିର୍ଦେଶ
ଆକ୍ରମଣ, ପ୍ରତିଆକ୍ରମଣ ଭିତରେ ଇରାନର ସର୍ବୋଚ୍ଚ ନେତାଙ୍କ ଚେତାବନୀ । ଯୁଦ୍ଧରେ ଚାପ ସୃଷ୍ଟି ପାଇଁ ହର୍ମୁଜ୍ ପ୍ରଣାଳୀ ବନ୍ଦ ରଖିବାକୁ ଇରାନର ସର୍ବୋଚ୍ଚ ନେତା ମୋଜତବା ଖାମେନେଇ ଧମକ ଦେଇଛନ୍ତି ।ସର୍ବୋଚ୍ଚ ନେତା ନିର୍ବାଚିତ ହେବା ପରେ ଗୁରୁବାର ମୋଜତାବା ପ୍ରଥମ କରି ଦେଶବାସୀଙ୍କୁ!-->…