Browsing Category
ଆଜିର ଖବର
ବର୍ତ୍ତମାନର ସଙ୍କଟକୁ ମୁକାବିଲା କରିବାରେ ସମସ୍ତ ଏକ ହୁଅନ୍ତୁ- ପ୍ରଧାନମନ୍ତ୍ରୀ
ଦେଶବାସୀଙ୍କୁ କେନ୍ଦ୍ର ସରକାରଙ୍କ ଆଶ୍ବାସନା । ଦେଶରେ ତୈଳ ଓ ଗ୍ୟାସର ସଂକଟ ନାହିଁ । ଗଲା ୫ଦିନ ଭିତରେ ଦେଶରେ LPG ଉତ୍ପାଦନ ୨୮% ବୃଦ୍ଧି ପାଇଛି । ଦେଶବାସୀଙ୍କୁ ଆଶ୍ବସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୧୪୦ କୋଟି ଭାରତୀୟଙ୍କ ଉପରେ ବିଶ୍ବାସ ରହିଛି, କୋଭିଡ୍ ସମୟ ପରି!-->…
ଇରାନର ନୂଆ ଯୁଦ୍ଧ ରଣନୀତି ହର୍ମୁଜ ପ୍ରଣାଳୀ ବନ୍ଦ ପାଇଁ ମୋଜତାବାଙ୍କ ନିର୍ଦେଶ
ଆକ୍ରମଣ, ପ୍ରତିଆକ୍ରମଣ ଭିତରେ ଇରାନର ସର୍ବୋଚ୍ଚ ନେତାଙ୍କ ଚେତାବନୀ । ଯୁଦ୍ଧରେ ଚାପ ସୃଷ୍ଟି ପାଇଁ ହର୍ମୁଜ୍ ପ୍ରଣାଳୀ ବନ୍ଦ ରଖିବାକୁ ଇରାନର ସର୍ବୋଚ୍ଚ ନେତା ମୋଜତବା ଖାମେନେଇ ଧମକ ଦେଇଛନ୍ତି ।ସର୍ବୋଚ୍ଚ ନେତା ନିର୍ବାଚିତ ହେବା ପରେ ଗୁରୁବାର ମୋଜତାବା ପ୍ରଥମ କରି ଦେଶବାସୀଙ୍କୁ!-->…
ଡରାଇଲାଣି ତାତି, ଆହୁରି ବଢ଼ିବ ପାରଦ
ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଅତିକ୍ରମ କରିଛି। ପଶ୍ଚିମ ଓଡ଼ିଶାର ଶିଳ୍ପ ସହର ଝାରସୁଗୁଡ଼ା ଏବେ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି।ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି, ୨୪!-->…
ଜନସାଧାରଣଙ୍କୁ ଆତଙ୍କିତ ନ ହେବାକୁ ପରାମର୍ଶ : କୃଷ୍ଣଚନ୍ଦ୍ର ପାତ୍ର
ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଅଧ୍ଯକ୍ଷତାରେ ରାଜ୍ୟରେ ରନ୍ଧନ ଗ୍ୟାସ୍ (ଏଲ୍ ପିଜି) ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ୍ (ଏଲ୍. ପି. ଜି) ଉପଲବ୍ଧ ରହିଛି ଏବଂ!-->…
ଗ୍ୟାସ ସଙ୍କଟ ଦେଖାଦେବା ପରେ କଟକ ପ୍ରଶାସନର ତତ୍ପରତା
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ରାଜ୍ୟରେ ଗ୍ୟାସ୍ ଯୋଗାଣରେ ବାଧା । ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର । ଏଲପିଜି ସିଲିଣ୍ଡର ପାଇଁ ଏଜେନସୀ ଆଗରେ ଲମ୍ବା ଲାଇନ। ସ୍ଥିତି ଏମିତି ହେଇଛି ଯେ, ୨୦-୨୫ ଦିନ ପୂର୍ବରୁ ଗ୍ୟାସ ବୁକ କରିଥିଲେ ବି ମିଳୁନି ସିଲିଣ୍ଡର । ଗ୍ୟାସ ସଙ୍କଟ ଦେଖାଦେବା ପରେ!-->…
ଦେଶରେ ଏଲପିଜି ସିଲିଣ୍ଡର କିମ୍ବା ଅନ୍ୟ କୌଣସି ପ୍ରକାରର ଗ୍ୟାସର ଅଭାବ ରହିବ ନାହିଁ- ପେଟ୍ରୋଲିୟମ ମନ୍ତ୍ରୀ
ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ବିବାଦ ବିଶ୍ୱ ତୈଳ ଏବଂ ଗ୍ୟାସ ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ସଂସଦରେ ପରିସ୍ଥିତି ସ୍ପଷ୍ଟ କରି କହିଛନ୍ତି ଯେ ଭାରତର ଅଶୋଧିତ ତୈଳ ଏବଂ ଗ୍ୟାସ!-->…
ଭୁବନେଶ୍ବର କୋର୍ଟକୁ ବୋମା ଧମକ। କୋର୍ଟ ପରିସରରେ ସନ୍ଧାନୀ କୁକୁର ଓ ବମ୍ ସ୍କ୍ବାଡ ପହଞ୍ଚି ଯାଞ୍ଚ ଆରମ୍ଭ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ। ଇ-ମେଲ ଜରିଆରେ କୋର୍ଟକୁ ଉଡାଇ ଦେବାକୁ ଧମକ ମିଳିଥିଲା। କୋର୍ଟ ପରିସରରେ ସନ୍ଧାନୀ କୁକୁର ଓ ବମ୍ ସ୍କ୍ବାଡ ପହଞ୍ଚି ବିଭିନ୍ନ ସ୍ଥାନରେ ଯାଞ୍ଚ କରିଛନ୍ତି । ଦମକଳ ବାହିନୀ ମଧ୍ୟ କୋର୍ଟ ପରିସରରେ ପହଞ୍ଚିଥିଲେ। କୋର୍ଟ ପରିସରରେ ପୋଲିସ ଟିମ୍!-->…
ନିୟମ ଉର୍ଦ୍ଧ୍ୱରେ କେହି ନୁହଁନ୍ତି: ଓମ ବିର୍ଲା
ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିପକ୍ଷରେ ବିରୋଧିଙ୍କ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଛି। ଏହା ଉପରେ ସଂସଦରେ ଦୁଇଦିନ ପର୍ଯ୍ୟନ୍ତ ଚର୍ଚ୍ଚା ହୋଇଥିଲା। ଶେଷରେ ଗତକାଲି ଧ୍ବନୀ ମତରେ ଖାରଜ ହୋଇଛି। ଅନାସ୍ଥା ଖାରଜ ପରେ ଗୁରୁବାର ଓମ୍ ବିର୍ଲା ସଂସଦକୁ ସମ୍ବୋଧିତ କରିଛନ୍ତି।!-->…
ଟି-୨୦ ବିଜୟ ପରେ ବିବାଦରେ ହାର୍ଦ୍ଦିକ ପାଣ୍ଡ୍ୟା
ଟି-୨୦ ବିଶ୍ୱକପ୍ ବିଜୟ ପରେ ବିବାଦରେ ହାର୍ଦ୍ଦିକ ପାଣ୍ଡ୍ୟା । ଜାତୀୟ ପତାକାକୁ ଅପମାନ ଅଭିଯୋଗରେ ମାମଲା ହୋଇଛି । ବିଜୟ ଉତ୍ସବ ସମୟରେ ଜାତୀୟ ପତାକାକୁ ଅପମାନିତ କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ପୁଣେର ଶିବାଜୀ ନଗର ପୁଲିସ୍ ଷ୍ଟେସନରେ ଏକ ଅଭିଯୋଗ ଦାୟର ହୋଇଛି । ହାର୍ଦ୍ଦିକ!-->…
ଖରା ଦିନେ ହେବନି ବିଦ୍ୟୁତ କାଟ:ସୁରେଶ ପୂଜାରୀ
ଚଳିତ ବର୍ଷ ହେବନି ପାୱାରକଟ୍ । ବିଧାନସଭାରେ ଲିଖିତ ଉତ୍ତରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି । ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭକୁ!-->…
IAS ସ୍ତରରେ ଅଦଳବଦଳ
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ!-->…
ମାଆ ପିତାମ୍ବରୀଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ
-ମାହାଙ୍ଗା ବ୍ଲକ କୁଣ୍ଡି ପଞ୍ଚାୟତ ଅନ୍ତର୍ଗତ ମଲ୍ଲିକପୁର ଗ୍ରାମର ଆରାଧ୍ୟା ମାଆ ପିତାମ୍ବରୀଙ୍କ ଵୀଜେସ୍ଥଳୀ ତିନିଦିନ ବ୍ୟାପୀ ଆୟୋଜିତ ମାଆଙ୍କ ବାର୍ଷିକ ଉତ୍ସବ ଉଦଯାପିତ ହୋଇଯାଇଛି l ମାଆ ପିତାମ୍ବରୀଙ୍କୁ ସ୍ଥାନୀୟ ଅଞ୍ଚଳବାସୀ ପ୍ରତ୍ୟେକ୍ଷ ଦେବତା ଭାବେ କାହିଁ କେଉଁ ଅନାଦି କାଳରୁ!-->…