Browsing Category

ଆଜିର ଖବର

ଖରା ଦିନେ ହେବନି ବିଦ୍ୟୁତ କାଟ:ସୁରେଶ ପୂଜାରୀ

ଚଳିତ ବର୍ଷ ହେବନି ପାୱାରକଟ୍ । ବିଧାନସଭାରେ ଲିଖିତ ଉତ୍ତରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି । ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭକୁ

IAS ସ୍ତରରେ ଅଦଳବଦଳ

IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ

ମାଆ ପିତାମ୍ବରୀଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ

-ମାହାଙ୍ଗା ବ୍ଲକ କୁଣ୍ଡି ପଞ୍ଚାୟତ ଅନ୍ତର୍ଗତ ମଲ୍ଲିକପୁର ଗ୍ରାମର ଆରାଧ୍ୟା ମାଆ ପିତାମ୍ବରୀଙ୍କ ଵୀଜେସ୍ଥଳୀ ତିନିଦିନ ବ୍ୟାପୀ ଆୟୋଜିତ ମାଆଙ୍କ ବାର୍ଷିକ ଉତ୍ସବ ଉଦଯାପିତ ହୋଇଯାଇଛି l ମାଆ ପିତାମ୍ବରୀଙ୍କୁ ସ୍ଥାନୀୟ ଅଞ୍ଚଳବାସୀ ପ୍ରତ୍ୟେକ୍ଷ ଦେବତା ଭାବେ କାହିଁ କେଉଁ ଅନାଦି କାଳରୁ

ବିଧାନସଭାରେ ଗ୍ୟାସ୍ ତାତି,ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ବିଧାନସଭାରେ LPG ତାତି । ରାଜ୍ୟରେ ରନ୍ଧନ ଗ୍ୟାସ ଅଭାବ ଅଭିଯୋଗ ଆଣି ଡବଲ ଇଞ୍ଜିନ ସରକାରଙ୍କୁ ଘେରିଲେ ବିରୋଧୀ । ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ଉଭୟ ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଫଳରେ ବାଚସ୍ପତି ପ୍ରଥମେ ଗୃହକୁ ୧୧ .୩୦ ମିନିଟ୍ ଏବଂ ପରେ ୧୨ .୧୦ ପର୍ଯ୍ୟନ୍ତ

ଆଜି କମିଲା ସୁନା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୩,୩୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୯,୭୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୨,୨୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର

୪୦୦ ନିୟୁତ ବ୍ୟାରେଲ୍ ତୈଳ ପଠାଇବ ଆଇଇଏ

ଆଜି ୧୨ ମାର୍ଚ୍ଚ, ୨୦୨୬ ରେ ତେଲ ମୂଲ୍ୟରେ ବୃଦ୍ଧି ଘଟିଛି କାରଣ ପ୍ରମୁଖ ଦେଶଗୁଡ଼ିକ ଇରାନରେ ସଂଘର୍ଷର ପ୍ରଭାବକୁ ସୀମିତ କରିବା ପାଇଁ ଜରୁରୀକାଳୀନ ତୈଳ ଭଣ୍ଡାର ମୁକ୍ତ କରିବାକୁ ରାଜି ହୋଇଛନ୍ତି। ମଧ୍ୟପ୍ରାଚ୍ୟ ରାଷ୍ଟ୍ରଗୁଡିକରୁ ତୈଳ ଯୋଗାଣ ବନ୍ଦ ହୋଇଯାଇଥିବାରୁ ଆଇଇଏ ଏହାର ମହଜୁଦ୍ ତୈଳ

ଚୌଦ୍ବାରରେ ଚାଞ୍ଚଲ୍ୟକର ଘଟଣା। ବିରୂପା ନଦୀରୁ ମିଳିଲା ଦୁଇ ଭାଇଙ୍କ ମୃତଦେହ

ଚୌଦ୍ବାରରେ ଚାଞ୍ଚଲ୍ୟକର ଘଟଣା। ବିରୂପା ନଦୀରୁ ମିଳିଲା ଦୁଇ ଭାଇଙ୍କ ମୃତଦେହ। ମୃତକ ହେଲେ ଚୌଦ୍ବାର ମଣ୍ଡାପଡ଼ା ଗାଁର ଦେବାଶିଷ ଓ ଶୁଭାଶିଷ ସାହୁ। ଚୌଦ୍ବାର ବିରୂପା ବ୍ୟାରେଜ୍ ଏକ ନମ୍ବର ଗେଟ ନିକଟରେ ମୃତଦେହ ଭାସୁଥିବାର ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ। ଆଜି ତାଙ୍କ ମୃତ୍ୟୁ

ଓଡ଼ିଆଙ୍କୁ ଉଦ୍ଧାର ଲାଗି ପ୍ରୟାସ, ଟୋଲ୍ ଫ୍ରି ନମ୍ବର ଜାରି

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଛନ୍ତି। ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍ ବେଗ ପ୍ରକାଶ କରିଛନ୍ତି। ଗତ ମାର୍ଚ୍ଚ ୨ତାରିଖରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ମଧ୍ୟପ୍ରାଚ୍ୟ ଘଟଣା ସମ୍ପର୍କରେ ଏକ

ଅମାନିଆ ଗାଡ଼ି ଚାଳକ ସାବଧାନ। ୨୧ରୁ ପରିବହନ ବିଭାଗର ସ୍ୱତନ୍ତ୍ର ଅଭିଯାନ

ଅମାନିଆ ଗାଡ଼ି ଚାଳକ ସାବଧାନ। ମାର୍ଚ୍ଚ ୨୧ରୁ ହେବ ଆକ୍ସନ । ସଡ଼କ ନିୟମ ଉଲ୍ଲଙ୍ଘନ ବିରୋଧରେ କଡ଼ାକଡ଼ି ହେବ ଗାଡ଼ି ଯାଞ୍ଚ । ପରିବହନ ବିଭାଗ ଚଳାଇବ ସ୍ବତନ୍ତ୍ର ଅଭିଯାନ । ସାରା ରାଜ୍ୟରେ ଆରଟିଓ ଟିମ୍ କରିବେ ଏନଫୋର୍ସମେଣ୍ଟ । ସଡ଼କ ସୁରକ୍ଷା ନିୟମ ଅନୁପାଳନକୁ ଅଧିକ କଡ଼ାକଡ଼ି କରିବା ଏବଂ

ଯୁଦ୍ଧ ସଙ୍କଟ ବେଳେ ଭାରତ ଉପରେ ଶୁଳ୍କ ମାଡ ଦେବାକୁ ପ୍ରସ୍ତୁତ ହେଉଛନ୍ତି ଆମେରିକା

ଆମେରିକା ଉପରେ ସମ୍ପୂର୍ଣ୍ଣ ଭରସା କରିବା ମୁସ୍କିଲ । ପରିସ୍ଥିତି ଏପରି ହୋଇଛି ଯେ ବିଶ୍ୱର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର ଆମେରିକାର ନୀତିଗୁଡ଼ିକରେ ଅସ୍ଥିରତା ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ୧୬ଟି ପ୍ରମୁଖ ବାଣିଜ୍ୟିକ ଅଂଶୀଦାର ଦେଶର ବାଣିଜ୍ୟ ନୀତି ଉପରେ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, କଟକରେ ୫୦ ଜଣଙ୍କର ବିବାହ ଆୟୋଜିତ ହେବ

ରାଜ୍ୟରେ ଗରିବ ପରିବାରର ଝିଅମାନଙ୍କୁ ବିବାହ ପାଇଁ ଓଡ଼ିଶା ସରକାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା। ଏହି ଯୋଜନା ଦ୍ବାରା ମହିଳାଙ୍କ ବିକାଶ ଦିଗରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ତେବେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୨ଦିନରେ ୧୯୦ଟି ବିବାହ କରାଇବେ

ପେଟ୍ରୋଲ୍ ପମ୍ପ୍‌ରେ ଗ୍ରାହକଙ୍କୁ ଠକେଇ ନେଇ ୧୦୯ କେସ୍

ରାସନ କାର୍ଡ ଧାରୀଙ୍କୁ ଓଜନ ମାପରେ ଠକୁଛନ୍ତି ଡିଲର । ବିଧାନସଭାରୁ ଆସିଲା ସାଙ୍ଘାତିକ ତଥ୍ୟ । ୭୫ ରାସନ ଡିଲରଙ୍କ ବିରୋଧରେ ଆକ୍ସନ ନେଇଛନ୍ତି ସରକାର । ଲାଇସେନ୍ସ ବାତିଲ ସହ ଜଣଙ୍କ ବିରୁଦ୍ଧରେ ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ ଦିଆଯାଇଛି । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର