Browsing Category

ଆଜିର ଖବର

ଅକ୍ଟୋବରରେ PM କିଷାନ କିସ୍ତି ମିଳିବାର ସମ୍ଭାବନା

ଆସନ୍ତା ଅକ୍ଟୋବର ମାସରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM KISAN) ଯୋଜନାର 24ତମ କିସ୍ତି ଜାରି କରିବେ କେନ୍ଦ୍ର ସରକାର । ପ୍ରତି 4 ମାସରେ ଥରେ ସରକାର କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ 2000 ଟଙ୍କା ରାଶି ପ୍ରଦାନ କରୁଛନ୍ତି । ଏହା ପୂର୍ବରୁ ଗତ ଜୁନ 20ରେ 23ତମ କିସ୍ତି ପ୍ରଦାନ

ମୋଦିଙ୍କ କାର୍ଯ୍ୟକ୍ରମ ପୂର୍ବରୁ ୨ ସନ୍ଦିଗ୍ଧ ଗିରଫ, ପିଏମଓର ନକଲି ପରିଚୟ ପତ୍ର ଏବଂ ବନ୍ଧୁକ ଜବତ

ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ ବନ୍ଧୁକ ଉଦ୍ଧାର କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ବିକେସିର ନୀତା ମୁକେଶ ଅମ୍ବାନୀ

୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ନିର୍ଦ୍ଦେଶ

ବିପଦପୂର୍ଣ୍ଣ କୋଠା ବିରୋଧରେ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ PG ଟ୍ରାଜେଡି ପରେ ରାଜଧାନୀରେ ଭଙ୍ଗାଯିବ ଅସୁରକ୍ଷିତ କୋଠା । ଅସୁରକ୍ଷିତ ବିଲ୍ଡିଙ୍ଗ ଯାଞ୍ଚ କରିବାକୁ ଗଠନ ହୋଇଛି ସ୍ବତନ୍ତ୍ର କମିଟି । ୧୫ ଦିନ ଭିତରେ ରିପୋର୍ଟ ଦେବ କମିଟି । ଗୃହ ନିର୍ମାଣ ଏବଂ ନଗର

ଚଳିତ ଖରିଫ ଋତୁରେ ପଞ୍ଜୀକରଣରେ ଓଡ଼ିଶାର ସର୍ବକାଳୀନ ରେକର୍ଡ : ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଓଡ଼ିଶାରେ ଚଳିତ ଖରିଫ ଋତୁ (୨୦୨୬-୨୭) ପାଇଁ ଧାନ ବିକ୍ରି ନିମନ୍ତେ ଚାଷୀଙ୍କ ପଞ୍ଜୀକରଣ ଏକ ନୂଆ ରେକର୍ଡ ସୃଷ୍ଟି କରିଛି । ରାଜ୍ୟରେ ଏଥର ସର୍ବକାଳୀନ ରେକର୍ଡ ସଂଖ୍ୟକ ଚାଷୀ ପଞ୍ଜୀକରଣ କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ରାଜ୍ୟର ବିଭିନ୍ନ ଉପଖଣ୍ଡରେ ନୂଆ ଉପଜିଲ୍ଲାପାଳ ନିଯୁକ୍ତ 

ରାଜ୍ୟ ପ୍ରଶାସନିକ ସ୍ତରରେ ବଡ଼ ପରିବର୍ତ୍ତନହୋଇଛି । ରାଜ୍ୟର ବିଭିନ୍ନ ଉପଖଣ୍ଡରେ ନୂଆ ଉପଜିଲ୍ଲାପାଳଙ୍କୁ ନିଯୁକ୍ତି ମିଳିଛି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । IAS ଅନିମେଶ ପ୍ରଧାନଙ୍କୁ ଆଠଗଡ଼ ଉପଜିଲାପାଳ, ପ୍ରଜ୍ଞାନନ୍ଦନ ଗିରିଙ୍କୁ ତାଳଚେର ଉପଜିଲାପାଳ,

୧୧ ତାରିଖ ଦିନ ପ୍ରବାସୀ ଓଡ଼ିଆଙ୍କୁ ସମ୍ୱୋଧନ କରିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ ଅଭିମୁଖେ ମୁଖ୍ୟମନ୍ତ୍ରୀ। ପ୍ରଥମେ ନୂଆଦିଲ୍ଲୀ ଯାଇ ସେଠାରୁ ଆବୁଧାବି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ମଙ୍ଗଳବାରଠୁ ପାଞ୍ଚ ଦିନିଆ UAE ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା କାଲି ଠାରୁ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ସଂଯୁକ୍ତ ଆରବ ଏମିରେଟ୍ସକୁ ପାଞ୍ଚ ଦିନିଆ ଗସ୍ତରେ

ସର୍ଟ୍ ଷ୍ଟେ’ ହୋମରେ ଗର୍ଭବତୀ ହୋଇଗଲେ ନାବାଳିକା ! ଥାନାରେ ୨ ଜଣ ଅଟକ

କେନ୍ଦ୍ରାପଡ଼ାରେ ସୁଧାର ଗୃହରେ ନାବାଳିକା ଗର୍ଭବତୀ ଅଭିଯୋଗ, ୨ ଜଣଙ୍କୁ ଥାନାକୁ ଆଣି ପୁଲିସର ପଚରାଉଚରା । କେନ୍ଦ୍ରାପଡ଼ା ସଦର ଥାନା ସୁଧାର ଗୃହରେ ଥିବା ଜଣେ ନାବାଳିକା ଗର୍ଭବତୀ ହୋଇଥିବା ଅଭିଯୋଗକୁ ନେଇ ବଢ଼ୁଛି ଚର୍ଚ୍ଚା ।ଅଭିଯୋଗରୁ ପ୍ରକାଶ, ସମ୍ପୃକ୍ତ ନାବାଳିକା ଛାତ୍ରୀଙ୍କୁ

 ଅଧା ହୋଇଯିବ ପେଟ୍ରୋଲ ଓ ଡିଜେଲ ଦାମ୍: ଟ୍ରମ୍ପ

ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଯଦି ଏହା ପୂରଣ ହୁଏ ତେବେ ନିକଟ ଭବିଷ୍ୟତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ହ୍ରାସ ପାଇପାରେ। ମଙ୍ଗଳବାର

ବାଲେଶ୍ବର ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ

ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ । ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ । ବଡ଼ପାହି ନିକଟରୁ ଠାବ କରିଛି ଉଦୟପୁର ବନବିଭାଗ । ଜୀବଗୁଡ଼ିକୁ ଉଦ୍ଧାର ପରେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ପଶୁ ଚିକିତ୍ସାଳୟକୁ ନିଆଯାଇଛି । ଦେଖିବାକୁ

ଆଶୁତୋଷ ମୃଦଙ୍ଗିଆ ହତ୍ୟା ମାମଲା : କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଦେଲେ ନିର୍ଦ୍ଦେଶ

ଓଡ଼ିଶା ମୋଟର ଭେହିକଲ୍ ବିଭାଗର କନଷ୍ଟେବଲ୍ ଆଶୁତୋଷ ମୃଦଙ୍ଗିଆ ହତ୍ୟା ମାମଲା ନେଇ ବ୍ରହ୍ମପୁର ପୋଲିସ ତଦନ୍ତରେ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ । କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ହସ୍ତାନ୍ତର ପାଇଁ ଦେଲେ ନିର୍ଦ୍ଦେଶ ।ଆଶୁତୋଷ କେମିତି ପୋଡି ହୋଇ ମରିଲେ? ମୃତ୍ୟୁ କାଳୀନ ଜମାନ ବନ୍ଦୀରେ ସେ

ପାଲଲହଡ଼ା : ଗୋଷ୍ଠି ମୁଳକ ରେ ସଚେତନତା କାର୍ଯ୍ୟ କ୍ରମ ଅନୁଷ୍ଠିତ

ପାଲଲହଡ଼ା ବ୍ଲକ, ଇଞ୍ଜିଦି ଆଙ୍ଗନ୍ ୱାଡି କେନ୍ଦ୍ର ଠାରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ଶିକ୍ଷକ ଶିକ୍ଷୟତ୍ରୀ ଅଙ୍ଗନୱାଡି କର୍ମୀ, , କିଶୋର,କିଶୋରୀ

ଶ୍ରୀମନ୍ଦିରରେ ହେବ ପ୍ରଳମ୍ବାସୁର ବଧ ନୀତି

ଶ୍ରୀକୃଷ୍ଣ ଜନ୍ମଲୀଳାର ଆଜି ଚତୁର୍ଥ ଦିନ । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଦ୍ବାପର ଯୁଗରେ ଯେତେବେଳେ ଭଗବାନ ଶ୍ରୀକୃଷ୍ଣ ବୃନ୍ଦାବନରେ ଗୋପାଳକ ମାନଙ୍କ ସହ ଖେଳୁଥିଲେ । ସେହି ସମୟରେ ଭଗବାନ ଶ୍ରୀକୃଷ୍ଣଙ୍କୁ ମାରିବା ପାଇଁ