Browsing Category

ଆଜିର ଖବର

ହର୍ମୁଜ୍‌ ପ୍ରଣାଳୀରେ ୩ ଜାହାଜ ଉପରେ ଆକ୍ରମଣ, ୩ କ୍ରୁ ସଦସ୍ୟ ନିଖୋଜ

ମଧ୍ୟପ୍ରାଚ୍ୟରେ ଲଢ଼େଇ ଭୟଙ୍କର ହୋଇଛି। ଯୁଦ୍ଧ ଆଜି ଦ୍ବାଦଶ ଦିନରେ ପହଞ୍ଚିଥିବା ବେଳେ ରଣନୈତିକ ଭାବେ ଗୁରୁତ୍ବପୂର୍ଣ୍ଣ ହର୍ମୁଜ୍ ପ୍ରଣାଳୀରେ ଆଜି ୩ଟି ଜାହାଜ ଉପରେ ଅଜଣା ପ୍ରୋଜେକ୍ଟାଇଲ ଦ୍ବାରା ଆକ୍ରମଣ ହୋଇଛି। ଏଥି ମଧ୍ୟରୁ ଭାରତ ଆସୁଥିବା ଏକ ଥାଇ କା‌ର୍ଗୋ ଜାହାଜ ଉପରେ ଆକ୍ରମଣ

ନନ୍ଦନକାନନକୁ ଆସିଲେ ୫ ପ୍ରଜାତିର ୧୧ ନୂଆ ଅତିଥି।ନୂଆ କରି ଆସିଲା ରିଙ୍ଗଟେଲ ଲେମୁର

ନନ୍ଦନକାନନ ଆସିଲେ ନୂଆ ଅତିଥି । ପ୍ରଥମଥର ପାଇଁ ପର୍ଯ୍ୟଟକ ଦେଖିବାକୁ ପାଇବେ ‘ରିଙ୍ଗ ଟେଲଡ୍ ଲେମୁର୍’। ଯାଇଥିଲେ ପୁରୁଣା, ଆସିଲେ ନୂଆ । ୧୫ ବଦଳରେ ଆସିଲେ ୧୧ । ଏଥିରେ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ବଳିଆ କୁକୁର, ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ରିଙ୍ଗଟେଲ ଲେମୁର, ଗୋଟିଏ ଅଣ୍ଡିରା

ରାଜ୍ୟରେ ଆଉ ୪ ଜିଲ୍ଲାରେ ଖୋଲିବ ଚାଉଳ ଏଟିଏମ: ଯୋଗାଣ ମନ୍ତ୍ରୀ

୭ ଲକ୍ଷ ଭୂତ ହିତାଧିକାରୀଙ୍କ ନାଁରେ ଲୁଟ ହେଉଥିଲା ରାସନ । ଲକ୍ଷାଧିକ ଅଯୋଗ୍ୟ ବି ହାତେଇ ଥିଲେ ରାସନ କାର୍ଡ । ନୂଆ ସରକାର ଇ- କେୱାଇସି ପ୍ରକ୍ରିୟା କରିବା ପରେ ସାମ୍ନାକୁ ଆସିଛି ଏହି ତଥ୍ୟ । ବିଧାନସଭାରେ ଯୋଗାଣ ମନ୍ତ୍ରୀ ଲିଖିତ ଉତ୍ତର ରଖିଛନ୍ତି । ଗତ ୨ବର୍ଷ ଭିତରେ ୩୪,୯୩୯ ଅଯୋଗ୍ୟ

ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ : ଜଣେ ଭାରତୀୟଙ୍କ ସମେତ ୪ ଜଣ ଆହତ

ପୁଣି ଟାର୍ଗଟରେ ଦୁବାଇ ଏୟାରପୋର୍ଟ । ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଖସିଲା ଡ୍ରୋନ । ଜଣେ ଭାରତୀୟଙ୍କ ସମେତ ୪ ଜଣ ଆହତ ।ଦୁବାଇ ମିଡିଆ ଅଫିସ୍ ସୋସିଆଲ ମିଡିଆ ଏକ୍ସରେ ଏକ ବିବୃତିରେ କହିଛି, ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର (ଡିଏକ୍ସବି) ନିକଟରେ ଦୁଇଟି ଡ୍ରୋନ୍କୁ ବାୟୁ

ହଟିବ କାଠ ଓ କୋଇଲା ଚୁଲା କଟକଣା

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବରେ ରନ୍ଧନ ଗ୍ୟାସ୍ ସଙ୍କଟ ଦେଖାଦେଇଛି । ଗ୍ୟାସ୍ ସଙ୍କଟ ଯୋଗୁଁ ରୋଷେଇ ଘରେ, ହୋଟେଲ, ରେଷ୍ଟୁରାଣ୍ଟରେ ଏହାର ପ୍ରଭାବ ଧିରେ ଧିରେ ପରିଲକ୍ଷିତ ହେଲାଣି । ରାଜଧାନୀରୁ କାଠ ଓ କୋଇଲା ଚୁଲା ବ୍ୟବହାର କଟକଣା ହଟିବ । ଏନେଇ ସୂଚନା ଦେଲେ ବିଏମସି ମେୟର ସୁଲୋଚନା ଦାସ

ଚଳନ୍ତା ଟ୍ରେନ୍ ସାମ୍ନାରେ ଛିଡା ହୋଇଗଲେ ଯୁବକ। ଧକ୍କା ଦେଲା ଟ୍ରେନ 

ଚଳନ୍ତା ଟ୍ରେନ୍ ସାମ୍ନାରେ ଛିଡା ହୋଇଗଲେ ଯୁବକ। ଧକ୍କା ଦେଲା ଟ୍ରେନ । ଭାଗ୍ୟ ବଶତଃ ଅଳ୍ପକେ ବର୍ତ୍ତିଗଲେ । ହେଲେ ଟ୍ରେନ୍ ଧକ୍କାରେ କଟି ଯାଇଛି ଯୁବକଙ୍କ ଗୋଡ଼। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବରଗଡ଼ ବରପାଲି ରେଲୱେ ଫାଟକ ନିକଟରେ।ସେହିପରି ଯୁବକ ଜଣକ ବରପାଲି ଥାନା ରେମତା ଗ୍ରାମର ବୋଲି

ରାଜ୍ୟସଭା ନିର୍ବାଚନ: କ୍ରସ୍‌ ଭୋଟିଂ ଭୟ, ଚାଲିଛି ମୂଲଚାଲ୍‌

ରାଜ୍ୟସଭା ନିର୍ବାଚନ ପାଇଁ ଆଉ ମାତ୍ର ୫ ଦିନ ବାକି ଥିବାବେଳେ ଓଡ଼ିଶା ରାଜନୀତି ସରଗରମ ହୋଇଛି। ବିଶେଷ କରି କ୍ରସ୍‌ ଭୋଟିଂକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ଶିବିରରେ ଛନକା ପଶିଛି। ନିର୍ମାଲ୍ୟ ଛୁଆଁରୁ ଡିନର ପାର୍ଟି ଯାଏଁ ସବୁ ଗୋଟି ଚାଳନା ଆରମ୍ଭ ହୋଇଯାଇଛି । ଖାଲି ସେତିକି ନୁହେଁ,

ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ :ସୁପ୍ରିମକୋର୍ଟ

ଜୀବନ ଓ ମୃତ୍ୟୁର ସୀମା ରେଖାରେ ୧୩ ବର୍ଷ ଧରି ଛଟପଟ ହେଉଥିବା ଜଣେ ଯୁବକଙ୍କ ପାଇଁ ଶେଷରେ ସୁପ୍ରିମକୋର୍ଟ ଏକ ଐତିହାସିକ ତଥା ମର୍ମାହତ ଶୁଣାଣି କରିଛନ୍ତି । ଗାଜିଆବାଦର ୩୦ ବର୍ଷୀୟ ଯୁବକ ହରିଶ ରାଣାଙ୍କୁ ''ନିଷ୍କ୍ରିୟ ଇଚ୍ଛାମୃତ୍ୟୁ'' ପାଇଁ ଅନୁମତି ପ୍ରଦାନ କରିଛନ୍ତି| କୋର୍ଟ କହିଛନ୍ତି

ଆମେରିକାରେ ତୈଳ ବିଶୋଧନାଗାର ଖୋଲିବ ରିଲାଏନ୍ସ !

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଟେକ୍ସାସରେ ୩୦୦ ବିଲିୟନ ଡଲାରର ତୈଳ ବିଶୋଧନାଗାର ଚୁକ୍ତି ଘୋଷଣା କରିଛନ୍ତି। ଏଥିପାଇଁ ସେ ଭାରତୀୟ କମ୍ପାନି ରିଲାଏନ୍ସକୁ ଧନ୍ୟବାଦ ଦେଇଛନ୍ତି। ସୋସିଆଲ ମିଡିଆ ପୋଷ୍ଟରେ ପ୍ରକଳ୍ପ ସମ୍ପର୍କରେ ଘୋଷଣା କରି ଟ୍ରମ୍ପ କହିଛନ୍ତି, ଏହି ବିଶୋଧନାଗାର

ଗାଡି ଚାଳକ ଙ୍କ ଅସାବଧାନତା ଯୋଗୁଁ ଦୁର୍ଘଟଣା ଗ୍ରସ୍ତ ସ୍କୁଲ ଭେନ*.

* କଳାହାଣ୍ଡି :ପ୍ରତିଦିନ ପରି ଆଜି ମଧ୍ୟ ଶିକ୍ଷା ବିଦ୍ୟା ମନ୍ଦିର ଶାନ୍ତ ପୁର ର ସ୍କୁଲ ଭେନ ଶାନ୍ତ ପୁର ରୁ ଆସି କିଡିଙ୍ଗ, କାଉଗୁଡା ଓ ସିକେରକୂପା ପିଲାମାନଙ୍କୁ ନେଇ ସ୍କୁଲ ଅଭିମୁଖେ ଯାଉଥିବା ବେଳେ ବାଞ୍ଜlରୀ ଘାଟି ନିକଟରେ ଗାଡି ଚାଳକ ଙ୍କ ବେପରୁହା ଗାଡି ଚାଳନା ଯୋଗୁଁ ରାସ୍ତା

ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲ୍‌ଦାର

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ କଣ୍ଟାପଡା ତହସିଲଦାର OAS ପ୍ରସନ୍ନ କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ୭ଟି ସ୍ଥାନରେ ଏକକାଳୀନ ତଲାସୀ ଆରମ୍ଭ କରାଯାଇଛି । କଟକର ସ୍ୱତନ୍ତ୍ର ଭିଜିଲାନ୍ସ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଚଢାଉ କରାଯାଉଛି

ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ

ଭାଷା ଆମ ଗୌରବ, ଆମ ବୈଭବ । ଭାଷା ଆମ ପରିଚୟକୁ କରିଛି ସମୃଦ୍ଧ । ଆମ ଭାଷାର ଗରିମା ଅକ୍ଷୁର୍ଣ୍ଣ ରଖି ମର୍ଯ୍ୟଦା ସ୍ୱରୂପ ଆଜି ଆମେ ପାଳନ କରୁଛେ 'ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ଦିବସ ।ଆଜିକୁ ଠିକ୍ ୧୨ ବର୍ଷ ତଳେ ଭାରତ ସରକାରଙ୍କ ରାଜପତ୍ରରେ ଓଡ଼ିଆକୁ ଶାସ୍ତ୍ରୀୟ ଭାଷା ଭାବେ ଘୋଷଣା