Browsing Category

ଆଜିର ଖବର

କୋଭିଡ୍ ଟିକା ପାର୍ଶ୍ୱପ୍ରତିକ୍ରିୟାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ମିଳିବ କ୍ଷତିପୂରଣ-ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ କରୋନା ଟିକାର ପାର୍ଶ୍ୱପ୍ରତିକ୍ରିୟା ଯୋଗୁଁ ହୋଇଥିବା ଆଘାତ କିମ୍ବା ମୃତ୍ୟୁ ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।କୋଭିଡ୍-୧୯ ସମୟରେ ଟିକାକରଣ ଏକ

ସାରା ଦେଶରେ ESMA ଲାଗୁ 

ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପ୍ରଭାବ ସାରା ବିଶ୍ୱରେ ପଡ଼ିଛି । ଭାରତରେ LPG ସିଲିଣ୍ଡର ସଙ୍କଟର ରିପୋର୍ଟ ଆସୁଛି । ଏହାରି ଭିତରେ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଦେଶବ୍ୟାପୀ ESMA ବା ପ୍ରାଥମିକ ସେବା ରକ୍ଷଣାବେକ୍ଷଣ ଆଇନ ଲାଗୁ କରାଯାଇଛି। କେନ୍ଦ୍ର ସରକାର ଏ

କୋଏମ୍ବାଟୁରରୁ ଧାନବାଦ ଭାୟା ଦକ୍ଷିଣ-ପଶ୍ଚିମ ଓଡ଼ିଶା: ନୂତନ ଅମୃତ ଭାରତ ଟ୍ରେନ୍ କେନ୍ଦ୍ରର ଅନୁମୋଦନ

ଓଡ଼ିଶାରେ ରେଳ ସଂଯୋଗୀକରଣକୁ ପ୍ରୋତ୍ସାହନ । କେନ୍ଦ୍ର ସରକାର ତାମିଲନାଡ଼ୁର କୋଏମ୍ବାଟୁର ଜିଲ୍ଲା ପୋତ୍ତନୁର ଏବଂ ଝାଡ଼ଖଣ୍ଡର ଧାନବାଦକୁ ସଂଯୋଗ କରିବା ପାଇଁ ଏକ ନୂତନ ଅମୃତ ଭାରତ ଟ୍ରେନ୍ ସେବା ଆରମ୍ଭ ପାଇଁ ଅନୁମୋଦନ ପ୍ରଦାନ କରିଛନ୍ତି । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏକ

ଯୁଦ୍ଧର ମହାପ୍ରଭାବ : ଖାଇବା ତେଲ ମହଙ୍ଗା, କମର୍ସିଆଲ ସିଲିଣ୍ଡର ଯୋଗାଣ ବନ୍ଦ

ଓଡ଼ିଶାରେ ମଧ୍ୟପ୍ରାଚ୍ୟ ଯୁଦ୍ଧର ମହାପ୍ରଭାବ। ହାଣ୍ଡିଶାଳରେ ମହଙ୍ଗା ମାଡ଼। ରନ୍ଧନ ଗ୍ୟାସ୍ ଓ ଖାଇବା ତେଲ ପାଇଁ ଲୋକେ ଛଟପଟ। ଗ୍ୟାସ୍ ସିଲିଣ୍ଡର ଓ ପେଟ୍ରୋଲ-ଡିଜେଲ୍ ପାଇଁ ରାତିରୁ ଲମ୍ଵା ଲାଇନ୍।ଭୁବନେଶ୍ବର ଖଣ୍ଡଗିରି ଲିଙ୍ଗରାଜ HP ଗ୍ୟାସ ଷ୍ଟେସନ୍ ସାମ୍ନାରେ ଲାଗିଛି ଗ୍ରାହକଙ୍କ ଲମ୍ବା

ଏବର୍ଷର ଯୁକ୍ତ ୨ ପିଲାଙ୍କୁ ପ୍ରଥମ କରି ମିଳିବ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ସୁବିଧା।

ସିବିଏସଇ ଢାଞ୍ଚାରେ ଓଡିଶାରେ ହେବ ପ୍ଲସଟୁ ପାଇଁ ଇମ୍ପ୍ରୁଭମେଣ୍ଟ ଏକ୍ସାମିନେସନ। ଚଳିତବର୍ଷ ପ୍ରଥମଥର ପାଇଁ କୌଣସି ଜଣେ ପରୀକ୍ଷାର୍ଥି ଚାହିଁଲେ ନିଜ ମାର୍କ ବଢାଇବା ପାଇଁ ଗୋଟିଏ ବିଷୟରେ ଆଉ ଥରେ ପରୀକ୍ଷା ଦେଇପାରିବେ। । ପରୀକ୍ଷା ଫଳାଫଳର ୬୦ ଦିନ ଭିତରେ ଇମ୍ପ୍ରୁଭ୍‌ମେଣ୍ଟ ତଥା ଉନ୍ନତି

ଓଡ଼ିଶାରେ ୧୦ ବର୍ଷରେ ଜୀବନ ହାରିଲେଣି ୫୨ ହଜାର

୧୦ ବର୍ଷରେ ଓଡ଼ିଶାରେ ୫୨ ହଜାର ୨୪୪ ଜଣ ଆତ୍ମହତ୍ୟା କରିଛନ୍ତି ।ଏନ୍ସିଆର୍ବି (ନାସ୍ନାଲ୍ କ୍ରାଇମ୍ ରେକର୍ଡସ୍ ବ୍ୟୁରୋ) ଓ ଏସ୍ସିଆର୍ବି(ଷ୍ଟେଟ୍ କ୍ରାଇମ୍ ରେକର୍ଡସ୍ ବ୍ୟୁରୋ)ର ତଥ୍ୟ କହୁଛି, ଓଡ଼ିଶାରେ ଗଲା ୧୦ ବର୍ଷରେ ୫୨ ହଜାର ୨୪୪ ଜଣ ଲୋକ ଆତ୍ମହତ୍ୟା କରିଛନ୍ତି । ୨୦୧୬ ମସିହାରେ ରାଜ୍ୟରେ

ଓଡ଼ିଶା ହଳଦୀରେ ସିସା ଖୋଜିବ ‘ହୁ’

ଓଡ଼ିଶା ହଳଦୀରେ ସିସା(ଲିଡ୍‌) ରହିଛି। ବିଶେଷ କରି ରାଜ୍ୟର ୩ଟି ଜିଲ୍ଲାରେ ଉତ୍ପାଦିତ ହେଉଥିବା ହଳଦୀରେ ସିସା ଥିବା ଆଶଙ୍କା କରିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(ହୁ)। ପ୍ରକୃତରେ କେତେ ପରିମାଣର ସିସା ହଳଦୀରେ ରହୁଛି, ତାହା ଜାଣିବା ଲାଗି ନମୁନା ପରୀକ୍ଷା ପାଇଁ ସ୍ବାସ୍ଥ୍ୟ ବିଭାଗ ସହ ଆଲୋଚନା

ଯୁଦ୍ଧ ସ୍ଥିତିକୁ ନେଇ କଥା ହେଲେ ଟ୍ରମ୍ପ-ପୁଟିନ, ସକାରାତ୍ମକ ଆଲୋଚନା ହୋଇଥିବା କହିଲେ ଟ୍ରମ୍ପ

ଆମେରିକା-ଇସ୍ରାଏଲ ଆକ୍ରମଣ ପରେ ଇରାନ ହର୍ମୁଜ୍ ପ୍ରଣାଳୀକୁ ନିଜ ନିୟନ୍ତ୍ରଣକୁ ନେଇସାରିଛି। ଫଳରେ ଶକ୍ତି ଯୋଗାଣ ଅବରୋଧ ହେବା ଦ୍ବାରା ବିଶ୍ୱ ସ୍ତରରେ ତେଲ ମୂଲ୍ୟ ବୃଦ୍ଧି ପାଇଛି। ଯଦି ଆମେରିକା ଇରାନ ବିରୋଧରେ ଜାରି ରହିଥିବା ସାମରିକ ଅଭିଯାନକୁ ଜୋରଦାର୍ କରିବାକୁ ନିଷ୍ପତ୍ତି ନିଏ,

ମଧ୍ୟ ପ୍ରଦେଶର କୁନୋ ନ୍ୟାସନାଲ ପାର୍କରୁ ପୁଣି ଥରେ ଖୁସି ଖବର। ଜନ୍ମ ହେଲେ ଆଉ ୫ ଚିତା ଶାବକ

ମଧ୍ୟ ପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ୫ଟି ଶାବକଙ୍କର ଜନ୍ମ ହୋଇଛି |ଭାରତରେ ଏବେ ମୋଟ ୫୩ ଟି ଚିତା ହୋଇଛନ୍ତି। ଯେଉଁଥିରୁ ୩୩ଟିର ଜନ୍ମ ଭାରତରେ ହୋଇଛି। ବିଶ୍ୱର ସବୁଠୁ ଦ୍ରୁତ ଦୌଡ଼ୁଥିବା ସ୍ଥଳୀୟ ଜୀବ ଚିତା ପ୍ରାୟ ୭ ଦଶକ ପୂର୍ବେ ଭାରତରୁ ବିଲୁପ୍ତ ହୋଇ ଯାଇ ଥିଲା। ସେପ୍ଟେମ୍ୱର

ଏଲପିଜି ସିଲିଣ୍ଡରର ବୁକିଂ ଅବଧି ୨୧ ଦିନରୁ ୨୫ ଦିନକୁ ବୃଦ୍ଧି

ପେଟ୍ରୋଲିୟମ ମନ୍ତ୍ରଣାଳୟ ଘରୋଇ ଗ୍ୟାସ ସିଲିଣ୍ଡର (LPG) ପାଇଁ ବୁକିଂ ଅବଧିକୁ ୨୧ଦିନରୁ ୨୫ ଦିନକୁ ବୃଦ୍ଧି କରିଛି। ସୂତ୍ର ଅନୁସାରେ ଏହାକୁ ୨୧ ଦିନରୁ ୨୫ ଦିନକୁ ବୃଦ୍ଧି କରାଯାଇଛି। କଳାବଜାରୀ ଏବଂ ମହଜୁଦକୁ ରୋକିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ସରକାର କହିଛନ୍ତି ଯେ ବର୍ତ୍ତମାନ

ବେଲପଡ଼ା ବିଦ୍ୟାଳୟରେ ପଞ୍ଚମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାରେ ବିଦ୍ୟାଳୟ ବନ୍ଦ।ଜିଲ୍ଲପାଳ ଓ ଏସପି ଙ୍କ ଉପସ୍ଥିତିରେ ଏକ…

ଗଣିଆ - ( ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ଅନ୍ତର୍ଗତ ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନ ଧରି ଲାଗିରହିଥିବା ବିବାଦ ର ଅନ୍ତଘଟି ଅଚଳାବସ୍ଥା ଦୂର ହେଇଛି l ସୋମବାର ଦିନ ପୂର୍ବାହ୍ନ ସମୟେ ନୟାଗଡ ଜିଲ୍ଲାପାଳ ମଧୁମିତା ରଥ ଏବଂ ଏସପି ଏସ ସୁଶ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ

ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କ ବିରୋଧରେ ଥିବା ଶୃଙ୍ଖଳାଗତ ତଦନ୍ତ ପ୍ରକ୍ରିୟା ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍ (କନିଷ୍ଠ ବର୍ଗ) ଏବଂ ଓଆରଏସ୍ ଅଧିକାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବକେୟା ଥିବା ତଦନ୍ତ ରିପୋର୍ଟଗୁଡିକ ଶୀଘ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର