Browsing Category

ଆଜିର ଖବର

ଅଧା ଦିଲ୍ଲୀର ସ୍ଥିତି ଭୟାନକ,ଦିଲ୍ଲୀର ୪୪% ଜଳ ନମୁନା ସୁରକ୍ଷା ପରୀକ୍ଷାରେ ଫେଲ୍

ବାୟୁ ପରେ ଏବେ ଦିଲ୍ଲୀରେ ଜଳ ଚିନ୍ତା। ରାଜଧାନୀବାସୀ ପିଉଛନ୍ତି ବିଷାକ୍ତ ଜଳ।ଦିଲ୍ଲୀର ୧୮ଟି ସ୍ଥାନରେ ହିନ୍ଦୁସ୍ତାନ ଟାଇମ୍ସ ଦ୍ୱାରା ସାତ ଦିନିଆ ଜଳ ନମୁନା ପରୀକ୍ଷା କରାଯାଇଥିଲା। ଶ୍ରୀରାମ ଇନଷ୍ଟିଚ୍ୟୁଟ୍ ଫର୍ ଇଣ୍ଡଷ୍ଟ୍ରିଆଲ୍ ରିସର୍ଚ୍ଚ ସହିତ କରାଯାଇଥିବା ଏହି ଅଧ୍ୟୟନରୁ ପ୍ରଦୂଷଣର

ସମ୍ପତ୍ତି ତାଲିକା ଦାଖଲ କରିନାହାନ୍ତି ୧.୨୫ ଲକ୍ଷ ସରକାରୀ କର୍ମଚାରୀ

ସମ୍ପତ୍ତି ତାଲିକା ଦେଉନାହାଁନ୍ତି ସରକାରୀ ବାବୁ। ବିଧାନସଭାରେ ଆସିଲା ସାଂଘାତିକ ତଥ୍ୟ। ସମ୍ପତ୍ତି ଲୁଚାଉଛନ୍ତି ସରକାରୀ ବାବୁ। ମାର୍ଚ୍ଚ ୨ ତାରିଖ ସୁଦ୍ଧା ୧,୨୫,୮୪୭ ଜଣ ସରକାରୀ କର୍ମଚାରୀ ସମ୍ପତ୍ତି ତାଲିକା ଦାଖଲ କରିନାହାନ୍ତି। ଏଭଳି ତଥ୍ୟ ସାମ୍ନାକୁ ଆସିବା ପରେ ବିଭିନ୍ନ ମହଲରେ

ସରିଲା ରାଜ୍ୟସଭା ନିର୍ବାଚନ ନାମାଙ୍କନ ପ୍ରତ୍ୟାହାର ସମୟସୀମା, ମଇଦାନରେ ୫ ପ୍ରାର୍ଥୀ

ସରିଲା ରାଜ୍ୟସଭା ନିର୍ବାଚନ ନାମାଙ୍କନ ପ୍ରତ୍ୟାହାର ସମୟସୀମା । କୌଣସି ପ୍ରାର୍ଥୀ କଲେନି ନାମାଙ୍କନ ପ୍ରତ୍ୟାହାର । ଫଳରେ ଏବେ ମଇଦାନରେ ରହିଛନ୍ତି ମୋଟ ୫ ପ୍ରାର୍ଥୀ। ବିଜେପିରୁ ମନମୋହନ ସାମଲ, ସୁଜିତ କୁମାର, ବିଜେଡିରୁ ସଂତୃପ୍ତ ମିଶ୍ର, ଡାକ୍ତର ଦତ୍ତେଶ୍ବର ହୋତା ଓ ବିଜେପି ସମର୍ଥନରେ

ଯୁଦ୍ଧ ମଧ୍ୟରେ ଖସିଲା ସୁନା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୬୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୮,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୧,୬୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୮,୨୦୦

ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଡାକ୍ତର ଅଭାବ ଏବେ ଏକ ଗୁରୁତର ଚିନ୍ତାର ବିଷୟ ପାଲଟିଛି ।ଓଡ଼ିଶାରେ ବର୍ତ୍ତମାନ ରାଜ୍ୟରେ ପ୍ରତି ୧୨୬୫ ଜଣ ଲୋକଙ୍କ ପାଇଁ ମାତ୍ର ଜଣେ ଡାକ୍ତର ଅଛନ୍ତି । ସରକାରୀ ତଥ୍ୟ ଅନୁଯାୟୀ, ରାଜ୍ୟରେ ମୋଟ ୧୫,୭୯୩ଟି ଡାକ୍ତର ପଦବୀ ମଞ୍ଜୁର ହୋଇଥିବା ବେଳେ ସେଥିରୁ

ମାତିଛନ୍ତି ସାଇବର ଲୁଟେରା । ଦୁଇ ବର୍ଷରେ ଲୁଟି ନେଇଛନ୍ତି ୭୧୧ କୋଟି

ଦୁଇ ବର୍ଷରେ ଲୁଟିଲେଣି ୭୧୧ କୋଟିରୁ ଅଧିକ ଟଙ୍କା । କିନ୍ତୁ ସାଇବର ଠକଙ୍କ ଠାରୁ ଫେରିଛି ମାତ୍ର ୭ କୋଟି ଟଙ୍କା । ବିଧାନସଭା ର ତଥ୍ୟ କହୁଛି ୨୦୨୪ ରେ ୨୭ ହଜାର ୩୬୮ ଟି ମାମଲା ରୁଜୁ ହେଉଥିବା ବେଳେ, ୨୭୯ କୋଟି ୭୧ ଲକ୍ଷ ୨୯ ହାଜର ୬୬୨ ଟଙ୍କା ଠକେଇ ହେଇଛି l ସେଥି ମଧ୍ୟରୁ ମାତ୍ର ୨

ଓଡ଼ିଶା ସଚିବାଳୟରେ ବଡ଼ବାବୁଙ୍କ ପଦବୀ ଖାଲି

ଓଡ଼ିଶା ସଚିବାଳୟରେ ବଡ଼ବାବୁଙ୍କ ପଦବୀ ଖାଲି ପଡ଼ିଛି। ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତର ରଖିଛନ୍ତି।୧୦୫ ଅନୁ ଶାସନ ସଚିବ ଓ ଗୋଟିଏ ଅତିରିକ୍ତ ଶାସନ ସଚିବ ପଦବୀ ଖାଲି ପଡିଛି । ୨ ଯୁଗ୍ନ ଶାସନ ସଚିବ ଓ ୨ ଉପ ଶାସନ ସଚିବ ପଦବୀ ଖାଲି ମଧ୍ୟ

ଗରିବ ଶ୍ରେଣୀର ଗ୍ରାମାଞ୍ଚଳ ପିଲାଙ୍କ ପାଈଁ ଖୋଲିଲା କମ୍ପୁଟର ଶିକ୍ଷା କେନ୍ଦ୍ର

କୋଣାର୍କ:-ଗ୍ରାମାଞ୍ଚଳ ର ଆର୍ଥିକ ସ୍ଵଛଳ ନଥିବା ଛାତ୍ର, ଛାତ୍ରୀ ଙ୍କ ପାଈଁ ମୋ ଗାଁ -ମୋ ଗର୍ବ ତରଫରୁ ଶିକ୍ଷା କେନ୍ଦ୍ରରେ ଅଗ୍ରଗତି ପାଈଁ ଖୋଲିଲା କମ୍ପୁଟର ଶିକ୍ଷା କେନ୍ଦ୍ର।ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଆଳସାହି ନିକଟସ୍ଥ ଗାଦିବ୍ରହ୍ମ ମଠ ପରିସରରେ ଗଢି ଉଠିଥିବା ମୋ ଗାଁ -ମୋ ଗର୍ବ

ଜାତୀୟ ମହିଳା ଦିବସ ରେ ପ୍ରତିମା ପୁରସ୍କୃତ

ନବରଙ୍ଗପୁର - ତା ୦୮. ୦୩( ନି ପ୍ର ) ଜାତୀୟ ମହିଳା ଦିବସ ଅବସରରେ ଆଜି ନବରଙ୍ଗପୁର ସରୋଜିନୀ ଫଙ୍କସନ ହଲ ଠାରେ ଅନୁଷ୍ଠିତ ଜାତୀୟ ମହିଳା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଆଜିର ଏହି କାର୍ଯ୍ୟକ୍ରମ କୁ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁଭ ଉଦଘାଟନ କରିଥିବା ବେଳେ ସାଂସଦ

ଯଦି ଆକ୍ରମଣ ବନ୍ଦ ନହୁଏ, ଇରାନ ‘ସବୁଠାରୁ ବଡ଼ କ୍ଷତି’ ସହିବ : ସାଉଦି ଆରବ

ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଇରାନ-ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ସାଉଦି ଆରବ ସୋମବାର ଦିନ ଇରାନକୁ ଏକ କଡ଼ା ଚେତାବନୀ ଦେଇଛି । ସେ କହିଛି ଯେ ଯଦି ଇରାନ ଆରବ ଦେଶମାନଙ୍କ ଉପରେ ଆକ୍ରମଣ ଜାରି ରଖେ, ତେବେ ଇରାନକୁ ‘ସବୁଠାରୁ ବଡ଼ କ୍ଷତି’ ସହିବାକୁ ପଡ଼ିପାରେ। ସାଉଦି ଆରବର ପ୍ରମୁଖ

୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ

ଚଳିତ ରାଜ୍ୟସଭା ନିର୍ବାଚନ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାରତୀୟ ଜନତା ପାର୍ଟି । ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ । ଓଡ଼ିଶା, ବିହାର ଓ ହରିୟାଣା ପାଇଁ ବିଜେପି ପକ୍ଷରୁ ପର୍ଯ୍ୟବେକ୍ଷକ ନିଯୁକ୍ତ

୮୬ ଜେଲରେ ଅଛନ୍ତି ୧୮ ହଜାର ୧୭୬ କଏଦୀ

ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି।ରାଜ୍ୟରେ ୮୬ ଜେଲରେ ଅଛନ୍ତି ୧୮ ହଜାର ୧୭୬ କଏଦୀ । ସେଥିରୁ ୧୪ ହଜାର ୪୦ ବିଚାରଧୀନ, ୪ ହଜାର ୧୩୬ ଦଣ୍ଡ ପାଇ ଅଛନ୍ତି ।ଏନେଇ ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ