Browsing Category

ଆଜିର ଖବର

ଗ୍ୟାସ ପରେ ମହଙ୍ଗା ଖାଇବା ତେଲ

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ଧୀରେ ଧୀରେ ଏହାର ପ୍ରଭାବ ଦେଖାଯାଉଛି । ଅର୍ଥାତ, ବଢିଲା ଖାଇବା ତେଲର ଦର । ଚିନ୍ତାରେ ଖାଉଟି । ଲିଟର ପିଛା ୧୦ ଟଙ୍କା ଖାଇବା ତେଲ ବର୍ତ୍ତମାନ ବଢିଥିବା କୁହାଯାଉଛି । କଟକ ମାଲଗୋଦାମରେ ରିଫାଇନ ତେଲ ଆଗରୁ ଲିଟର ପିଛା ୧୬୦ ଟଙ୍କାରେ ବିକ୍ରି ହେଉଥିବା ବେଳେ

ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍‌-ଟ୍ରେଜରୀ-ଆଇନ ମନ୍ତ୍ରୀ

ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ ଟ୍ରେଜରୀ । ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉତ୍ତର ରଖିଲେ ଆଇନମନ୍ତ୍ରୀ । ଏବେ ସବୁ ଟ୍ରେଜରୀ କାମ ଅନଲାଇନ ମାଧ୍ୟମରେ ହେଉଛି । ପେନସନରୁ ଆରମ୍ଭ କରି ଚାଲାଣ ଓ ବିଲ ଅନଲାଇନରେ ହେଉଛି । ଇ- ଭାଉଚରରେ ସବୁ ହେଉଥିବାରୁ ଆଉ ସବ- ଟ୍ରେଜରୀ ଖୋଲିବ

ଏପ୍ରିଲ୍‌ ୨ରୁ ଯୁକ୍ତ ଦୁଇ ଖାତା ଦେଖା

ଏପ୍ରିଲ୍‌ ୨ରୁ ଯୁକ୍ତ୨ ଖାତାଦେଖା। ଏଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ଖାତା ମୂଲ୍ୟାୟନ କରାଯିବ। ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ୍‌ ୨ରୁ ୧୩ ଓ ଦ୍ବିତୀୟ ପର୍ଯ୍ୟାୟରେ ଏପ୍ରିଲ ୧୫ରୁ ୨୬ ତାରିଖ ଯାଏଁ ଖାତାଦେଖା ଚାଲିବ।ଦୁଇଟି ପର୍ଯ୍ୟାୟ‌ରେ ୧୬ ହଜାର ଅଧ୍ୟାପକ ନିୟୋଜିତ ହେବେ ବୋଲି ଉଚ୍ଚମାଧ୍ୟମିକ

ଭୁବନେଶ୍ବର, କଟକ ସମେତ ଉପକୂଳ ଓଡ଼ିଶାର ତାପମାତ୍ରା ମଧ୍ୟ ୩୮ ଡିଗ୍ରି ଛୁଇଁବ

ଆସନ୍ତା ୧୧ ତାରିଖଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ। ଭୁବନେଶ୍ବର, କଟକ ସମେତ ଉପକୂଳ ଓଡ଼ିଶାର ତାପମାତ୍ରା ମଧ୍ୟ ୩୮ ଡିଗ୍ରି ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉତ୍ତର ଓଡ଼ିଶାରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ। ମାର୍ଚ୍ଚ

ଆଜି ଶ୍ରୀଜୀଉଙ୍କ ଖସାପଡ଼ା ନୀତି: ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ। ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ଖସାପଡ଼ା ଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ

ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନର ୨ୟ ପର୍ଯ୍ୟାୟ

ଆଜିଠୁ ପୁଣି କମ୍ପିବ ବିଧାନସଭା । ମୁହାମୁହିଁ ହେବେ ଶାସକ- ବିରୋଧୀ । ଅଧିବେଶନର ପ୍ରଥମ ପର୍ଯ୍ୟାୟ ଭଳି ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ସରଗରମ ରହିବ । ରାଜ୍ୟରେ ମହିଳା ସୁରକ୍ଷା, ବିପର୍ଯ୍ୟୟ ଆଇନ ଶୃଙ୍ଖଳା ସ୍ଥିତି, ମଣ୍ଡିରୁ ଧାନ ଉଠିନପାରିବା ଓ ବେକାରୀ ସମସ୍ୟା ପ୍ରମୁଖ ପ୍ରସଙ୍ଗ ସାଜିବ ।

ଦେଶ ବ୍ୟାପୀ ୧୦୦ ଦିନିଆ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଉଦଯାପିତ

୧୦୦ ଦିନିଆ ଦେଶ ବ୍ୟାପି ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଓ ଭାରତ ସରକାରଙ୍କ ୨୦୩୦ ମସିହା ସୁଦ୍ଧା ବାଲ୍ୟ ବିବାହ ମୁକ୍ତ ଭାରତ ଗଠନ କୁ ସାକାର କରିବା ନିମନ୍ତେ ବିଶ୍ୱ ଯୁବ କେନ୍ଦ୍ର ତରଫରୁ ବିଭିନ୍ନ କାର୍ଯୟକ୍ରମମାନ ଚାଲିଆସିଥିଲା। ଉକ୍ତ କାର୍ଯ୍ୟକ୍ରମ ର ଉଦ୍ଜାପନ ଅନ୍ତର୍ଜାତୀୟ ମହିଳା

ଶିକ୍ଷକ ଜୀବନରେ ଛାତ୍ରଛାତ୍ରୀ ଗଢିବା ଶିକ୍ଷା ପ୍ରଦାନ କରିବା କାମ ନୁହେଁ।

କୋଣାର୍କ:-08/03/2026 ଶିକ୍ଷକ ଜୀବନରେ ଛାତ୍ରଛାତ୍ରୀ ଗଢିବା ଶିକ୍ଷା ପ୍ରଦାନ କରିବା କାମ ନୁହେଁ। ଶିକ୍ଷକ ଶିକ୍ଷା ଅନୁଷ୍ଠାନ ତୋଳିବାରେ ମୁଖ୍ୟ ଭୁମିକାଥିବାରୁ ବିଦାୟ କାଳିନ ସମୟରେ ଗ୍ରାମବାସୀ ଦ୍ବାରା ପ୍ରସ°ସା ସାଉଁଟିବା ଶିକ୍ଷକଙ୍କ ପ୍ରତି ଗ୍ରାମବାସୀ ଙ୍କ ଠାରୁ ଭଲ ପାଇବା ରୁ ହିଁ

ବିଶ୍ୱ ଯୁବ କେନ୍ଦ୍ର ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ବିଶ୍ୱ ଯୁବ କେନ୍ଦ୍ର, ଅନୁଗୋଳ ତରଫରୁ ଅନୁଗୋଳ ଜିଲ୍ଲା ର ବିଭିନ୍ନ ପଦବୀ ରେ ଥିବା ମହିଳା ପଦାଧିକାରୀ,ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ ପୋଲିସ (ଡିଏସପି) , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ,ଜିଲ୍ଲା ପଞ୍ଚାୟତ ଅଧିକାରୀ,ଜିଲ୍ଲା ଶ୍ରମ ଅଧିକାରୀ, ସହକାରୀ ଶ୍ରମ ଅଧିକାରୀ, ଶିଶୁ ବିକାଶ ପ୍ରକଳ୍ପ

ସାଲେବିଡ଼ି ( ବାଟପଡା ) ରେ ବାଲ୍ୟ ବିବାହ ବନ୍ଦ

ଚନ୍ଦାହାଣ୍ଡି - ତା ୦୭. ୦୩ (ଆ ପ୍ର ) ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଅଧିନସ୍ଥ ବାଟପଡା ଗାଁରେ ଆଜି ଚନ୍ଦାହାଣ୍ଡି ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ତଥା ବାଲ୍ୟ ବିବାହ ନିଷେଧ ଅଧିକାରୀ ଙ୍କ ନେରୁତ୍ୱରେ ଏକ ବାଲ୍ୟ ବିବାହ ବନ୍ଦ କରାଯାଇଥିବା ସୂଚନା ମିଳିଛି l ସୂଚନା ଅନୁଯାୟୀ

ନାବାଳିକାକୁ ପୋଷାକ ଉପରୁ ସ୍ପର୍ଶ ମଧ୍ୟ ଯୌନ ନିର୍ଯାତନା: ହାଇକୋର୍ଟ

ପୋକ୍ସୋ ଆଇନରେ ଓଡ଼ିଶା ହାଇକୋର୍ଟଙ୍କ ବଡ଼ ରାୟ । ନାବାଳିକାକୁ ପୋଷାକ ଉପରୁ ସ୍ପର୍ଶ କରିବା ମଧ୍ୟ ଯୌନ ନିର୍ଯାତନା।ଜଣେ ନାବାଳିକାଙ୍କ ବକ୍ଷୋଜକୁ ସ୍ପର୍ଶ କରିବା ପକ୍ସୋ ଆାଇନ ଅନୁଯାୟୀ ଗମ୍ଭୀର ଅପରାଧ ବା ଯୌନ ନିର୍ଯାତନା ଅଟେ । ଅଭିଯୁକ୍ତ ଏବଂ ପୀଡ଼ିତାଙ୍କ ମଧ୍ୟରେ

ରଘୁନାଥ ଜୀଉ ଡିଗ୍ରୀ ମହାବିଦ୍ୟାଳୟରେ ବାଳିକା ଆମ୍‌ôରକ୍ଷା ତାଲିମ ଶିବିର

ଉଦଘାଟିତ(ବିଶ୍ୱରଂଜନ ସେଠି) ଗଣିଆସ୍ଥିତ ଶ୍ରୀ ଶ୍ରୀ ରଘୁନାଥ ଜୀଉ ଡିଗ୍ରୀ ମହାବିଦ୍ୟାଳୟରେ ଶନ ବାଳିକା ଆତ୍ମରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଅଖିଳ କୁମାର ହୋତାଙ୍କ ଅଧ୍ୟକ୍ଷତାରେ ଆତ୍ମରକ୍ଷା ଶିବିରର ସଂଯୋଜକ ଶର୍ମିଳା ଦାଶ, ସୁଚାରୁ ରୂପେ ଦାୟିତ୍ୱ