Browsing Category
ଆଜିର ଖବର
ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ୬୦ ଟଙ୍କା ବୃଦ୍ଧି
ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ ହୋଇଥିବା ତରଳ ପଦାର୍ଥର ମୂଲ୍ୟ ବୃଦ୍ଧି ପାଇଛି। ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ୬୦ ଟଙ୍କା ବୃଦ୍ଧି ହୋଇଛି । ସେହିପରି!-->…
ଶନିବାରଠୁ ତିନି ଦିନ ଘଡ଼ଘଡ଼ି ସହ କୁଆପଥର ବର୍ଷା, ୪ ଜିଲ୍ଲାକୁ ଆଲର୍ଟ
ଆସନ୍ତା ତିନି ଦିନ ରାଜ୍ୟରେ ଝଡ଼ ବର୍ଷା ହୋଇପାରେ । କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ଅଛି। ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି । ଏହି ଘୂର୍ଣ୍ଣିବଳୟ ଦେଇ ଏକ ଟ୍ରଫ୍!-->…
ଆଗାମୀ ୪ ସପ୍ତାହ ପର୍ଯ୍ୟନ୍ତ TRP ରେଟିଂ ବନ୍ଦ
ଯୁଦ୍ଧ ପାଇଁ ଟିଭି ଚ୍ୟାନେଲ୍ ର TRP ବନ୍ଦ । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବଡ଼ ପଦକ୍ଷେପ । ଇସ୍ରାଏଲ୍ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ କିଛି ନ୍ୟୁଜ୍ ଚ୍ୟାନେଲ୍ ଅତ୍ୟଧିକ ଭୟଭୀତ କରିବା ଭଳି ଏବଂ ଅଯଥା ଗୁଜବ ଖବର ପ୍ରସାରଣ କରୁଥିବା ସରକାର ଲକ୍ଷ୍ୟ କରିଛନ୍ତି । ଏହାଦ୍ୱାରା!-->…
ଧାର୍ଯ୍ୟ ସୀମାଠାରୁ ଅଧିକ ଭଡ଼ା ଆଦାୟ ବିରୋଧରେ ନିୟମିତ ଯାଞ୍ଚ ପାଇଁ ଆରଟିଓଙ୍କୁ ନିର୍ଦ୍ଦେଶ
ଧାର୍ଯ୍ୟ ସୀମାଠାରୁ କୌଣସି ବସ୍ ଅଧିକ ଭଡ଼ା ଆଦାୟ କରିପାରିବେ ନାହିଁ। ଯାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିୟମ ଉଲ୍ଲଙ୍ଘନ କରୁଥିବା ବସ୍ ବିରୋଧରେ ମୋଟର ଯାନ ଆଇନ ଅନୁଯାୟୀ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ!-->…
ମା’ ଓ ଭଉଣୀଙ୍କୁ ଆତ୍ମନିର୍ଭରଶୀଳ କରାଯିବ: ଶାହ
ପାରାଦୀପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। IFFCO ପରିସରରେ ଏକ ସଲଫ୍ୟୁରିକ ଏସିଡ ପ୍ଲାଣ୍ଟ ଉଦଘାଟନ କରିଛନ୍ତି। ଏଥି ସହ ଉପସ୍ଥିତ ଜନତାଙ୍କୁ ମଧ୍ୟ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସମବାୟ ମନ୍ତ୍ରୀ,!-->…
କନ୍ଧମାଳ ସାଂସଦଙ୍କ ଦ୍ୱାରା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ
ଗଣିଆ,-(ବିଶ୍ୱରଂଜନ ସେଠି): ଗଣିଆବ୍ଲକସ୍ଥିତକିଶୋର ପ୍ରସାଦପଞ୍ଚାୟତର କିଶୋରପ୍ରସାଦ ବିଶ୍ଵନାଥମନ୍ଦିରରପୂଜାମଣ୍ଡପକାର୍ଯ୍ୟସମୀକ୍ଷା କରିବା ସହିତ ଏହି ପ୍ରକଳ୍ପ ପାଖରେ ବସଷ୍ଟାଣ୍ଡଠାରେ ଏକ ପାନୀୟ ଜଳ ପ୍ରକଳ୍ପର ଉଦଘାଟନ କରିଛନ୍ତି କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ।ଏଠାରେ ଏକ!-->…
ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଚପିଭି ଟିକାକରଣ ଶୁଭାରମ୍ଭ
ଗଣିଆ: (ବିଶ୍ୱରଂଜନ ସେଠି)ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଅଜମେରରୁ ୧୪ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚପିଭି ଟିକାକରଣ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିବା ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଵାସ୍ଥ୍ୟ ଅଧିକାରୀ ମଧୁସୁଦନ ଦାସ ଏହାକୁ ଗୁରୁବାର ଦିନ ଶୁଭ!-->…
୧୬ ବର୍ଷରୁ କମ୍ ପିଲାଙ୍କୁ ସୋସିଆଲ ମିଡିଆ ମନା
କର୍ଣ୍ଣାଟକରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍। ପିଲାଙ୍କ ପାଇଁ ଫେସବୁକ୍, ଇନଷ୍ଟାଗ୍ରାମ ବନ୍ଦ । ଭାରତର ପ୍ରଥମ ରାଜ୍ୟଭାବେ କର୍ଣ୍ଣାଟକ ଏହି ନିୟମ ଲାଗୁ କରିଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ରାଜ୍ୟ ବଜେଟରେ ଏହି ବଡ଼ ଘୋଷଣା କରିଛନ୍ତି । ୧୬ ବର୍ଷରୁ!-->…
ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ମୂଲ୍ୟ ନିର୍ଦ୍ଧାରଣ ପ୍ରକ୍ରିୟା ଶୀଘ୍ର ସମାପ୍ତି ଉପରେ ଗୁରୁତ୍ୱ: ପୂର୍ତ୍ତ ମନ୍ତ୍ରୀ
ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ନିର୍ମାଣ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆଜି ପୂର୍ବାହ୍ନରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ସରକାରଙ୍କ ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ!-->…
ରାଜ୍ୟରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା
ରାଜ୍ୟରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୯୦% ମ୍ୟାପିଂ କରାସରିଛି । ୨୦୨୫ ଭୋଟର ତାଲିକାରେ ଅଛନ୍ତି,୨୦୦୨ରେ ବି ଥିଲେ BLOଙ୍କୁ ଜଣାଇବେ। ତେବେ ୨୦୦୨ରେ କେଉଁ ନିର୍ବାଚନମଣ୍ଡଳୀରେ ଥିଲେ BLOଙ୍କୁ ଜଣାଇବେ। ଆମେ ନିଜ ଆଡୁ ପ୍ରାୟ ୯୦ ପ୍ରତିଶତ!-->…
ସିଭିଲ୍ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ : ଅନୁଜ ଅଗ୍ନିହୋତ୍ରୀ ଟପ୍ପର
ୟୁପିଏସସି ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି । ଅନୁଜ ଅଗ୍ନିହୋତ୍ରୀ ଅଲ୍ ଇଣ୍ଡିଆ ଟପ୍ପର ହୋଇଛନ୍ତି । ଦ୍ୱିତୀୟରେ ରାଜେଶ୍ୱରୀ ସୁଭେ ଏମ୍, ତୃତୀୟରେ ଆକାଂଶ ଧୂଲ, ଚତୁର୍ଥରେ ରାଘବ ଝୁନଝୁନୱାଲା ରହିଥିବା ବେଳେ ପଞ୍ଚମରେ ଇସାନ ଭଟ୍ଟନାଗର ରହିଛନ୍ତି । ଚଳିତ!-->…
କୋଟିପତି ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କ ଅଡୁଆ ବଢ଼ିଲା !
ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କୋଟିପତି ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କ ଅଡୁଆ ବଢ଼ିଲା। ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କୁ ନେଇ ଫୁଲବାଣୀରେ ପହଞ୍ଚିଛି ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଓ ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇଥିଲେ ଖଣି!-->…