Browsing Category

ଆଜିର ଖବର

ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ସହ ସାମୟିକ ଡିଲ : ସଂତୃପ୍ତ

ବିଜେଡିର ରାଜ୍ୟସଭା ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କ ବଡ ବୟାନ । ରାଜ୍ୟସଭା ନିର୍ବାଚନକୁ ନେଇ ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କ ବଡ଼ ବୟାନ ।ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ସହ ସାମୟିକ ଡିଲ ହୋଇଛି କହିଲେ ସଂତୃପ୍ତ ମିଶ୍ର । କଂଗ୍ରେସ ଏକାକୀ ପ୍ରାର୍ଥୀ ଦେଇ ରାଜ୍ୟସଭା ପଠାଇ ପାରିବନି ।

ଚଳନ୍ତା ଟ୍ରେନ ବାଥରୁମରେ ବିଚାରପତିଙ୍କ ପତ୍ନୀଙ୍କ ମୃତ୍ୟୁ

ମଧ୍ୟପ୍ରଦେଶର ରତଲାମରେ ଚଳନ୍ତା ଟ୍ରେନ୍‌ରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଟ୍ରେନର ବାଥରୁମରେ ଜଣେ ବିଚାରପତିଙ୍କ ପତ୍ନୀ ପ୍ରାଣ ହରାଇଛନ୍ତି ।ଷ୍ଟେସନରେ ମହିଳାଙ୍କ ପତି ତଥା ବିଚାରପତି ଅପେକ୍ଷା କରିଥିଲେ । ହେଲେ ତାଙ୍କୁ ପତ୍ନୀଙ୍କ ମୃତ୍ୟୁ ଖବର ମିଳିଥିଲା । ଦୀର୍ଘ ସମୟ ଧରି

କଟକ ମୁଣ୍ଡୁଳି ସ୍ଥିତ ସିଆଇଏସ୍ଏଫ୍ କାର୍ଯ୍ୟକ୍ରମରେ ସାମିଲ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ନକ୍ସଲ ମୁକ୍ତରେ CISFର ବଡ଼ ଅବଦାନ । ମୁଣ୍ଡଳିରେ CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ CISFର ଭୂମିକାକୁ ପ୍ରଶଂସା କଲେ ଅମିତ ଶାହ । ସମୟ ସହିତ ନିଜକୁ ଗଢ଼ିଛି CISF । ଦେଶର ସୁରକ୍ଷାରେ CISFର ଭୂମିକା ଗୁରୁତ୍ବପୂର୍ଣ୍ଣ । ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ ବୋଲି କହିଛନ୍ତି ଶାହ

ରାଜ୍ୟସଭାର ଚତୁର୍ଥ ଆସନ: ଦିଲୀପ ରାୟ ପ୍ରାର୍ଥୀ ହେବା ପରେ ରାଜନୀତି ସରଗରମ

ରାଜ୍ୟସଭା ପାଇଁ ଗୁରୁବାର ଚତୁର୍ଥ ଆସନରେ ଦିଲୀପ ରାୟ ବିଜେପି ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଭାବେ ମନୋନୟନପତ୍ର ଦାଖଲ କରିବା ପରେ ରାଉରକେଲାରେ ରାଜନୀତି ସରଗରମ ହୋଇଛି। ଗତ ୨୦୦୨ରେ ଶ୍ରୀ ରାୟ ରାଜ୍ୟସଭା ପାଇଁ ସ୍ବାଧୀନ ପ୍ରାର୍ଥୀ ଭାବେ ଛିଡ଼ା ରାଜନୈତିକ ଗୋଟିଚାଳନାରେ ତିନି ପ୍ରମୁଖ ଦଳ

ଋଷଠୁ ତେଲ କିଣି ପାରିବ ଭାରତ, ଅନୁମତି ଦେଲା ଆମେରିକା

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଥମିବାର ନାଁ ନେଉନି । ଇସ୍ରାଏଲ ଏବଂ ଆମେରିକା ମିଳିତ ଭାବେ ଇରାନ ଉପରେ ଆକ୍ରମଣ କରୁଛନ୍ତି । ଇରାନ ମଧ୍ୟ କଡା ଜବାବ ଦେଉଛି । ତେବେ ଯୁଦ୍ଧର ପ୍ରଭାବ ବୈଶ୍ୱିକ ଅର୍ଥନୀତି ଉପରେ ପଡିଛି । ଏହା ଭିତରେ ଭାରତକୁ ରୁଷିଆରୁ ତେଲ କିଣିବା ପାଇଁ ଆମେରିକାର ଅନୁମତି । ତେବେ

ଯୁବପିଢିଙ୍କ ରିଲ୍ସ ନିଶା: ବିନା ସୁରକ୍ଷା ଜ୍ୟାକେଟରେ ଗଭୀର ସମୁଦ୍ରରେ ଷ୍ଟଣ୍ଟ୍

ବଢ଼ି ଚାଲିଛି ଯୁବପିଢିଙ୍କ ରିଲ୍ସ ନିଶା । ଗତକାଲି ପୁରୀ ବେଳାଭୂମିରେ ତିନୋଟି ଡଙ୍ଗା ବିପଦପୂର୍ଣ୍ଣ ଭାବେ ବିନା ଲାଇଫ୍ ଜାକେଟରେ କିଛି ଲୋକଙ୍କୁ ନେଇ ଜଳକ୍ରୀଡା କରିବା ପରେ ଏବେ ପର୍ଯ୍ୟଟକଙ୍କ ସୁରକ୍ଷା ଉପରେ ଉଠିଛି ପ୍ରଶ୍ନ। ଏଭଳି ବିପଦପୂର୍ଣ୍ନ ଷ୍ଟଣ୍ଟକୁ ବେଆଇନ୍ କହିବା ସହ ଘଟଣାର

ସୁଖୋଇ-୩୦ ଯୁଦ୍ଧବିମାନ କ୍ରାଶ୍: ୨ଜଣଙ୍କ ମୃତ୍ୟୁ

ଗୁରୁବାର ଭାରତୀୟ ସେନାର Su-30 MKI ଲଢ଼ୁଆ ବିମାନ ନିଖୋଜ ହୋଇଯାଇଥିଲା । ଯାହାପରେ ସନ୍ଧାନକାର୍ଯ୍ୟ ଆରମ୍ଭ କରିଦେଇଥିଲା । ତେବେ ବିମାନଟି କ୍ରାଶ୍ କରିଯାଇଥିବା ସୂଚନା ମିଳିଛି । ଏନେଇ ଏକ୍ସ ଯୋଗେ ବାୟୁସେନା ପକ୍ଷରୁ ଅପଡେଟ୍ ଦିଆଯାଇଛି ।ସୁଖୋଇ-୩୦ ବିମାନ ଦୁର୍ଘଟଣାରେ ସ୍କ୍ୱାଡ୍ରନ୍

ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ବର୍ଷା ସମ୍ଭାବନା

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ ଟପିଥିଲା।ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ

ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଲାଗିଛି । ଅମିତ ଶାହଙ୍କ ସ୍ଵାଗତ ସହ ଉଦ୍‌ଘାଟିତ ଓ ଶିଳାନ୍ୟାସ ସମ୍ପର୍କିତ ବଡ଼ ବଡ଼ ହୋର୍ଡିଂ । ଗୃହମନ୍ତ୍ରୀ ଅମିତ ଶାହ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । କଟକ, ଭୁବନେଶ୍ଵର ଓ

ଆଜିର ରାଶିଫଳ(୬ ମାର୍ଚ୍ଚ, ୨୦୨୬)

✧ମେଷକର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ

ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ

ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ l ଆଜି ଅପରାହ୍ଣରେ ନୀଳ ଚକ୍ର ଉପରେ ଏକ ଚିଲ ବସିଥିବାର ଦୃଶ୍ୟ ଦେଖିବାକୁ ମିଳିଛି l ପତିତପାବନ ବାନା ଉପରେ କିଛି ସମୟ ଧରି ବସିଥିଲା ଚିଲ । ଏନେଇ ବିଭିନ୍ନ ମହଲରେ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ସେହିପରି

‘ଗୋ-ହୋମଷ୍ଟେ’ ପୋର୍ଟାଲ୍ ଶୁଭାରମ୍ଭ କଲେ ଉପ ମୁଖ୍ୟମନ୍ତ୍ରୀ

ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ଭୁବନେଶ୍ୱରସ୍ଥିତ ଲାଇଫ୍ (LYFE) ହୋଟେଲରେ ‘ଗୋ-ହୋମଷ୍ଟେ’ (Go-Homestay) ପୋର୍ଟାଲର ଶୁଭାରମ୍ଭ କରି ଓଡ଼ିଶାରେ ସମୁଦାୟ-ନେତୃତ୍ୱାଧୀନ ପର୍ଯ୍ୟଟନକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପନ