Browsing Category
ଆଜିର ଖବର
ମଙ୍ଗଳା ଠାକୁରାଣୀଙ୍କ ବାର୍ଷିକ ଉତ୍ସବ ପାଳିତ
ଗଣିଆ,୦୫.୦୩(ପି ଏ ନ୍ ଏସ) ଗଣିଆ ବଜାରରେ ବିରାଜିତ ମା’ ମଙ୍ଗଳା ଠାକୁରାଣୀଙ୍କ ବାର୍ଷିକ ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି । ସକାଳୁ ରୀତିନୀତି ଅନୁସାରେ ପୂଜାପାଠ କରାଯିବା ସହିତ ଘୃତଯଜ୍ଞ ହୋଇଥିଲା । ସଂନ୍ଧ୍ୟାରେ ମହିଳା ସଂକୀର୍ତନ ମଣ୍ଡଳୀ କଳାକାରମାନଙ୍କ ଦ୍ୱାରା ଭଜନ ପରିବେଷଣ!-->…
ବ୍ଳକ ସଦଭାବନା ସଭାଗୃହରେ ଗଣିଆ ଲଙ୍କାପୋଡ଼ି ଯାତ୍ରା ନିମନ୍ତେ ପ୍ରଶାସନିକ ବୈଠକଯୋଗଦେଲେ କନ୍ଧମାଳ ସାଂସଦ
ଗଣିଆ,(ବିଶ୍ୱରଂଜନ ସେଠି) ଗୁରୁବାର ଦିନ ଗଣିଆ ବ୍ଳକ ସଦଭାବନା ସଭାଗୃହରେ ବିଡିଓ ଲବଣେନ୍ଦୁ ମହାନ୍ତିଙ୍କ ତତ୍ୱାବଧାନରେ ମୁଖ୍ୟ ଅତିଥିଭାବେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦାନ କରିଥିବାବେଳେ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ଗୋଚ୍ଛି, ଗଣିଆ ଥାନା ଅଧିକାରୀ ଟଙ୍କଧର!-->…
ଭୁବନେଶ୍ବରରେ ଆୟୋଜିତ ହେବ ଭାରତର ନୂତନ ନ୍ୟାୟିକ ବ୍ୟବସ୍ଥାର ରୂପରେଖ ସମ୍ପର୍କୀତ ପ୍ରଦର୍ଶନୀ
ନୂତନ ଅପରାଧିକ ଆଇନରେ ଐତିହାସିକ ସଂଶୋଧନ ଓ ନୂତନ ନ୍ୟାୟ ବ୍ୟବସ୍ଥା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ୟୁନିଟ–III ସ୍ଥିତ ପ୍ରଦର୍ଶନୀ ପଡିଆ, ଭୁବନେଶ୍ୱରଠାରେ “ନ୍ୟାୟ ସଂହିତା ପ୍ରଦର୍ଶନୀ” ଆୟୋଜନ କରାଯାଉଛି। ଆସନ୍ତା ୬ ତାରିଖରେ କେନ୍ଦ୍ର!-->…
ଖାମେନେଇଙ୍କ ମୃତ୍ୟୁର ୫ ଦିନ ପରେ ଶୋକ ପ୍ରକାଶ କଲା ଭାରତ
ଭାରତ ସରକାରଙ୍କ ପକ୍ଷରୁ, ବୈଦେଶିକ ସଚିବ ବିକ୍ରମ ମିଶ୍ର ଗୁରୁବାର (ମାର୍ଚ୍ଚ ୫, ୨୦୨୬) ନୂଆଦିଲ୍ଲୀସ୍ଥିତ ଇରାନ ଦୂତାବାସରେ ଏକ ଶୋକ ପୁସ୍ତକରେ ସ୍ବାକ୍ଷର କରିଥିଲେ ଏବଂ ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।୨୮ ଫେବ୍ରୁଆରୀ!-->…
ଇରାନ-ଇସ୍ରାଏଲ ଯୁଦ୍ଧକୁ ନେଇ ମୁହଁ ଖୋଲିଲେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୟୁକ୍ରେନ ଏବଂ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧର ଶୀଘ୍ର ଶେଷ ପାଇଁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ ଯେକୌଣସି ବିବାଦର ସମାଧାନ ଯୁଦ୍ଧ ନୁହେଁ, କେବଳ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ହୋଇପାରିବ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ବିବୃତ୍ତି!-->…
ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ଗୋ ଅଭୟାରଣ୍ୟ ଘୋଷଣା ଦାବିରେ ବୈଠକ
ଗଣିଆ - ଗଣିଆ ବ୍ଳକର ଘଞ୍ଚ ଜଙ୍ଗଲ, ପାହାଡ ଘେରା ଅନୁସୂଚିତ ଜନଜାତି ବାଇଶିପଲି ନାମରେ ପରିଚିତ ବଡସିଲିଂଙ୍ଗା ପଞ୍ଚାୟତର ପ୍ରତ୍ୟେକ ଗ୍ରାମର ବୁଦ୍ଧିଜୀବୀ ପୁରୁଷ, ମହିଳା ଯୁବକ ମାନଙ୍କୁ ନେଇ ବ୍ୟାଘ୍ର ସଂରକ୍ଷଣଙ୍କୁ ପରିବର୍ତ୍ତନ କରାଯାଇ ଗୋମାତା ଅଭାୟରଣ୍ୟ କରିବା ପାଇଁ ଧୂଆପାଜୁ ଠାରେ ଏକ!-->…
କୋର୍ଟ ସାମ୍ନାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା
ଗଂଜାମ ଜିଲ୍ଲା ଭଂଜନଗର ଥାନା ଠାରୁ କିଛି ଦୂରରେ ଥିବା କୋର୍ଟ ସମୁଖରେ ଗୁରୁବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଆଜି ଅପରାହ୍ନ ସାଢେ ୨ଟା ସମୟରେ ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲି ଗ୍ରାମର!-->…
ଆସନ୍ତାକାଲି ଓଡିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ
ଆଜି ନୁହେଁ ଆସନ୍ତାକାଲି ଓଡିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଓଡିଶା ପହଞ୍ଚିବା ପରେ ସିଧା ମୁଣ୍ଡୁଳି ଯାଇ କାର୍ଯ୍ୟକ୍ରମରେ ଯୋଗ ଦେବେ । ପରେ ପରେ ପାରାଦୀପ ଓ ଭୁବନେଶ୍ୱରରେ ମଧ୍ୟ ଶାହ କାର୍ଯ୍ୟକ୍ରମରେ ଯୋଗ ଦେବାର ଅଛି । ଜଟଣୀ ଠାରେ ଜାତୀୟ ଫୋରେନସିକ୍ ବିଜ୍ଞାନ!-->…
ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ନୀତୀଶ କୁମାର
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଗୁରୁବାର ରାଜ୍ୟସଭା ନିର୍ବାଚନ ପାଇଁ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନେକ ବରିଷ୍ଠ ଏନଡିଏ ନେତା ଉପସ୍ଥିତ ଥିଲେ।ଫେବୃଆରୀ ୨୭ରେ ୧୦ମ ଥର ପାଇଁ ନୀତୀଶ କୁମାର ବିହାର ମୁଖ୍ୟମନ୍ତ୍ରୀ ଭାବରେ!-->…
ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ମନମୋହନ,ସୁଜିତ,ଦିଲ୍ଲୀପ ରାୟ
ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ମନମୋହନ ସାମଲ । ସେପରି ବିଜେପିର ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ସୁଜିତ କୁମାର । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି । ସ୍ୱାଧୀନ ପ୍ରାର୍ଥୀ ଭାବେ ଦିଲ୍ଲୀପ ରାୟ ମଧ୍ୟ ନାମାଙ୍କନ ଭରିଛନ୍ତି । କିଛି!-->…
ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲା, ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର
ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ । ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି ।କୌଣସି ଅଭିଯୁକ୍ତଙ୍କୁ ବୋର୍ଡର!-->…
ଜଳୁଛି ମଧ୍ୟପ୍ରାଚ୍ୟ, ବଢୁଛି ତେଲ ଦର
ରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ବିଶ୍ୱ ଶକ୍ତି ବଜାରରେ ତୀବ୍ର ପରିବର୍ତ୍ତନ ଘଟୁଛି। ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ତୈଳ ଯୋଗାଣ ପଥ ମଧ୍ୟରୁ ଗୋଟିଏ, ହର୍ମୁଜ ପ୍ରଣାଳୀ ଦେଇ ତୈଳ ଟ୍ୟାଙ୍କରଗୁଡ଼ିକର ଗତିବିଧି ବୃଦ୍ଧି ପାଇଥିବାରୁ, ସୁରକ୍ଷା ବିପଦ ବୃଦ୍ଧି ପାଇବା!-->…