Browsing Category
ଆଜିର ଖବର
ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲା, ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର
ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ । ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି ।କୌଣସି ଅଭିଯୁକ୍ତଙ୍କୁ ବୋର୍ଡର!-->…
ଜଳୁଛି ମଧ୍ୟପ୍ରାଚ୍ୟ, ବଢୁଛି ତେଲ ଦର
ରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ବିଶ୍ୱ ଶକ୍ତି ବଜାରରେ ତୀବ୍ର ପରିବର୍ତ୍ତନ ଘଟୁଛି। ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ତୈଳ ଯୋଗାଣ ପଥ ମଧ୍ୟରୁ ଗୋଟିଏ, ହର୍ମୁଜ ପ୍ରଣାଳୀ ଦେଇ ତୈଳ ଟ୍ୟାଙ୍କରଗୁଡ଼ିକର ଗତିବିଧି ବୃଦ୍ଧି ପାଇଥିବାରୁ, ସୁରକ୍ଷା ବିପଦ ବୃଦ୍ଧି ପାଇବା!-->…
ଦୁବାଇରେ ଫସି ରହିଥିବା ପୁଅ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ସହାୟତା ପାଇଁ ନିବେଦନ କଲେ ଗାୟକ ଅଭିଜିତ ଭଟ୍ଟାଚାର୍ଯ୍ୟ
ଇରାନ ଉପରେ ଇସ୍ରାଏଲ ଓ ଆମେରିକାର ଆକ୍ରମଣ ପରେ ୟୁଏଇର ପରିସ୍ଥିତି ସଙ୍କଟ ଜନକ ରହିଛି। ଅନେକ ସ୍ଥାନରେ ଆକାଶ ମାର୍ଗ ବନ୍ଦ ଏବଂ ବିମାନ ବାତିଲ ହେବା ଯୋଗୁ ବଲିଉଡ ତଥା ଆନ୍ତର୍ଜାତୀୟ ସେଲିବ୍ରିଟିଙ୍କ ସମେତ ଶହ ଶହ ଯାତ୍ରୀ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ତଥା ଜାୟଦ ଅନ୍ତର୍ଜାତୀୟ!-->…
ନାମାଙ୍କନ କକ୍ଷରେ ଏକାଠି ବସିଲେ ନବୀନ ଓ ଭକ୍ତ
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ । ବିଜେଡି ପ୍ରାର୍ଥୀ ସହ ସଂତୃପ୍ତ ମିଶ୍ର ଭରିଲେ ନାମାଙ୍କନ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ ପିସିସି ସଭାପତି ଭକ୍ତ ଦାସ ଏକାଠି ବସିଛନ୍ତି ।କକ୍ଷରେ କଂଗ୍ରେସ ବିଧାୟକ ଦଳ ନେତା କାଡାମ ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଅଛନ୍ତି । ବିଜେଡିର ମଧ୍ୟ!-->…
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ତାଙ୍କର ହୃଦ୍ରୋଗ ସମସ୍ୟା ଥିବାରୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରମାନେ ତାଙ୍କର ଆଞ୍ଜିଓଗ୍ରାଫି କରିଥିବାବେଳେ ଅନ୍ୟ ଚିକିତ୍ସା ବି କରିଥିଲେ।ହୃଦରୋଗ ସମସ୍ୟା ପାଇଁ ସେ ଗତ ମଙ୍ଗଳବାର ଭୁବନେଶ୍ୱର!-->…
ମା ଅମ୍ବିକା ଅନୁସୂଚିତ ଜାତି ଜନଜାତି ଆବାସିକ ସେବାଶ୍ରମ ର ଶତାଧିକ ଛାତ୍ର ଛାତ୍ରୀ ପାଳିଲେ ହୋଲି ଉତ୍ସବ
ଜଗତସିଂହପୁରତା=4/3/26ଜଗତସିଂହପୁର ଶିକ୍ଷା ଜ଼ିଲ୍ଲା ଅନ୍ତର୍ଗତ ମୁଦୁପୁର ପଞ୍ଚାୟତ ସିଦ୍ଧଳ ବଟବିହାର ସ୍ଥିତ ମା ଅମ୍ବିକା ଅନୁସୂଚିତ ଜାତି ଜନଜାତି ସେବାଶ୍ରମର ଶହ ଶହ ଛାତ୍ର ଛାତ୍ରୀ, ପରିଚାଳନା କମିଟି ସଦସ୍ୟ , ଶିକ୍ଷକ ଶିକ୍ଷୟତ୍ରୀ ସମ୍ମିଳିତ ଭାବରେ ଆନନ୍ଦ ଉଲ୍ଲାସ ରେ ହୋଲି ଉତ୍ସବ!-->…
CM ପଦ ଛାଡିବାକୁ ଘୋଷଣା କଲେ ନୀତୀଶ କୁମାର
ଗତ ୨୪ ଘଣ୍ଟା ଧରି ବିହାର ମୁଖ୍ୟମନ୍ତ୍ରୀ ନୀତଶ କୁମାରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଜାରି ରହିଛି । କୁହାଯାଉଥିଲା ଯେ ସେ ତାଙ୍କ ପଦରୁ ଇସ୍ତଫା ଦେବେ ଓ ରାଜ୍ୟସଭା ଯିବେ । ଏହି କଳ୍ପନାଜଳ୍ପନାରେ ପୂର୍ଣ୍ଣଛେଦ ପକାଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଏକ ବିବୃତ୍ତି ଏବେ ପ୍ରକାଶ ପାଇଛି ।ସେ!-->…
ହୋଲିରେ ରାଜଧାନୀବାସୀ ଖାଇଲେ ୮ କୋଟିରୁ ଅଧିକ ଆମିଷ
ହୋଲିରେ ଭୁବନେଶ୍ବରରେ ଜମିଲା ଆମିଷ ବେପାର । ହୋଲିରେ ରାଜଧାନୀବାସୀ ଖାଇଲେ ୮ କୋଟିର ଆମିଷ ।ସୂଚନାମୁତାବକ ହୋଲିରେ ୬୦ ଟନ୍ରୁ ଅଧିକ ଖାସି ମାଂସ ବିକ୍ରି ହୋଇଛି। ଖାସି ମାଂସ କେଜି ପିଛା ୮୫୦ରୁ ୯ଶହ ଟଙ୍କାରେ ବିକ୍ରି ହୋଇଥିବାବେଳେ ମୋଟ୍ ୩ କୋଟି ୨ ଲକ୍ଷ ୪୦ ହଜାର ଟଙ୍କାର ଖାସି ମାଂସ!-->…
ଆଜି ହେଉଛି ସେହି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଜନ୍ମ ଜୟନ୍ତୀ
ଆଜି ହେଉଛି ସେହି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ(Birth Anniversary of Biju Patnaik)ଙ୍କର ଜନ୍ମ ଜୟନ୍ତୀ । ବିଜୁ ବାବୁ ୧୯୧୬, ମାର୍ଚ୍ଚ ୫ ରେ କଟକରେ ଜନ୍ମ ଗ୍ରହଣ କରିଥିଲେ । । ୧୯୧୬ ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ୍ ୧୭ ତାରିଖ । ଦୀର୍ଘ ୮୧ ବର୍ଷର ଜୀବନ କାଳ ମଧ୍ୟରେ ଓଡିଶାକୁ!-->…
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟାରୁ ଅଧିକ ସମୟ ବନ୍ଦ ରହିବ ସାଧାରଣ ଦର୍ଶନ ।
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ।ଯେଉଁଥି ଲାଗି ବଡ଼ଦେଉଳରେ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଗୁରୁବାର ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା!-->…
ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ
ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ।ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି । ଚତୁର୍ଥ ଆସନ ପାଇଁ ବି ଦୁଇ ଜଣଙ୍କ ନାଁ ସ୍ପଷ୍ଟ ହୋଇ!-->…
ଯୋଡାରେ ମହିଳାଙ୍କୁ ଗଣବଳାତ୍କାର କଲେ ଦୁଇ ଯୁବକ
କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା ଅଞ୍ଚଳରେ ଜଣେ ମହିଳାଙ୍କୁ ଗଣବଳାତ୍କାର । ଏହି ଘଟଣାରେ ମଙ୍ଗଳବାର ଦିନ ୨ ଜଣଙ୍କୁ ଗିରଫ କରାଯାଇଛି। ସୂଚନା ମୁତାବକ, ଗତ ୨୦ ଫେବୁଆରୀ ମାସରେ ପୀଡିତା ତାଙ୍କ ଛୁଆଙ୍କ ସହ ବିଲେଇପଦା ଭାଗଲପୁର ଗ୍ରାମରେରେ ଚାଲିଥିବା ମାଘେ ପର୍ଵର ଆଦିବାସୀ!-->…