Browsing Category

ଆଜିର ଖବର

ଆଡକଟା କଲେଜରେ ରାଷ୍ଟ୍ରୀୟ ସେବା ଯୋଜନାର ସ୍ୱତନ୍ତ୍ର ଶିବିର ଉଦଘାଟିତ

ଗଣିଆ - ବିଶ୍ୱରଞ୍ଜନ ସେଠି) ଉତ୍କଳ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ମଙ୍ଗଳବାର ଦିନ ଗଣିଆ ବ୍ଳକସ୍ଥିତ ଆଂଚଳିକ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ଏକ ସ୍ୱତନ୍ତ୍ର ସେବା ଶିବିର ଉଦଘାଟନ ହୋଇଯାଇଛି । ଏହି ଶିବିର ଆସନ୍ତା ୫ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡ଼ିଛି । ଏଥିରେ

ନିଶାମୁକ୍ତ ଗ୍ରାମ ଗଠନ ପାଇଁ ଅକ୍ଟୋବର ୨ରୁ ଏକ ମାସ ପାଇଁ ଚାଲିବ କାର୍ଯ୍ୟକ୍ରମ

ନିଶାମୁକ୍ତ ଗ୍ରାମ ଗଠନ ପାଇଁ ଅଣ୍ଟା ଭିଡ଼ିଲେ ସରକାର । ଆମ ସଂକଳ୍ପ ନିଶା ନୁହେଁ ଜୀବନ । ଡ୍ରଗ୍ସ ଫ୍ରି ଭୁବନେଶ୍ୱର ପାଇଁ ଆୟୋଜନ ହେବ ଦ୍ୱତୀୟ ପର୍ଯ୍ୟାୟ ସଚେତନତା କାର୍ଯ୍ୟକ୍ରମ । ମଦ୍ୟପାନ କରି ଗାଡ଼ିଚାଳନା ବିରୁଦ୍ଧରେ ସ୍ୱତନ୍ତ୍ର ଅଭିଯାନ ଚଳାଇବା ପାଇଁ ଆର୍‌ଟିଓଗୁଡ଼ିକୁ ନିର୍ଦ୍ଦେଶ

ପୁରୀରେ ହବିଷ୍ୟାଳୀ କେନ୍ଦ୍ରରେ ହେବେ ପୋଲିସ ମୁତୟନ

ଅକ୍ଟୋବର ୭ରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ । ଏହି ଅବସରରେ ପୁରୀରେ ବହୁ ମାତ୍ରାରେ ହବିଷ୍ୟାଳିମାନଙ୍କ ଆଗମନ ହେବା ସହିତ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ହେବ । ଏହାକୁ ଦୃଷ୍ଟିରେ ହବିଷ୍ୟାଳି ମାଆମାନଙ୍କ ପାଇଁ ସ୍ବତନ୍ତ୍ର ପୋଲିସ ବ୍ୟବସ୍ଥା ସହ ସମସ୍ତ ହବିଷ୍ୟାଳି କେନ୍ଦ୍ରରେ ପୋଲିସ ମୁତୟନ

ଶ୍ରୀମନ୍ଦିର ୧ କିମି ପରିଧି କିମ୍ବା ବଡ଼ଦାଣ୍ଡରେ ବିକ୍ରି ହେବନି ମଦ

ଅବକାରୀ ମନ୍ତ୍ରୀଙ୍କ ବଡ଼ ଘୋଷଣା । ଶ୍ରୀମନ୍ଦିରର ୧ କିମି ପରିଧି କିମ୍ବା ବଡ଼ଦାଣ୍ଡରେ ବିକ୍ରି ହେବନି ମଦ । ଶ୍ରୀକ୍ଷେତ୍ରକୁ ନିଶାମୁକ୍ତ କରିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି ବୋଲି କହିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।ଏପରରିକି ବଡ଼ଦାଣ୍ଡ ଏବଂ ସଂଯୋଗ

ହାତୀଙ୍କ ପାଇଁ ଘର କରିବେ ସରକାର

ହାତୀଙ୍କ ପାଇଁ ଘର କରିବେ ସରକାର । ହାତୀ ସୁରକ୍ଷା ପାଇଁ ହେବ ଦୀର୍ଘକାଳୀନ ଯୋଜନା । ଓଡ଼ିଶାରେ ୨୧୦୦ ରୁ ଉର୍ଦ୍ଧ ହାତୀ ଅଛନ୍ତି । ୪୦୦ ହାତୀଙ୍କ ନାହିଁ ଘର ସେମାନଙ୍କୁ ଘର ଅଭାବ ଯୋଗୁଁ ବୁଲୁଛନ୍ତି। ସେମାନଙ୍କ ପାଇଁ ନାହିଁ ଉଚିତ ପରିବେଶ । ଏ ନେଇ ସୂଚନା ଦେଇଛନ୍ତି ଜଙ୍ଗଲ ପରିବେଶ

ପୋଲିସ ଏସଆଇ ପରୀକ୍ଷା ସ୍ଥଗିତ

ପୋଲିସ SI ପରୀକ୍ଷା ସ୍ଥଗିତ ଘୋଷଣା। ଅକ୍ଟୋବର ୫ ଓ ୬ରେ ହେବାକୁ ଥିବା ଲିଖିତ ପରୀକ୍ଷା ସ୍ଥଗିତ ରଖାଯାଇଥିବା ନେଇ ସୂଚନା ମିଳିଛି। ଅପ୍ରତ୍ୟାଶିତ ଘଟଣାକ୍ରମକୁ ନେଇ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି ହୋଇଛି। ସାନି ପରୀକ୍ଷା ତାରିଖ ଶୀଘ୍ର ଘୋଷଣା ନେଇ ସୂଚନା ଦିଆଯିବ । ସୂଚନାଥାଉକି, କିଛି

ପଞ୍ଚାୟତିରାଜ ମନ୍ତ୍ରୀ ମନ୍ତ୍ରୀଙ୍କ କାର ସହ ବାଇକ୍ ଧକ୍କା, ଜଣେ ଆହତ

ଦେବଗଡ ଥାନା ଅନ୍ତର୍ଗତ ବଳମ ଗ୍ରାମରେ ପଂଚାୟତରାଜ ଓ ପାନୀୟ ଜଳ ଓ ଗ୍ରାମ ଉନ୍ନୟତନ ମନ୍ତ୍ରୀ ରବି ନାରାୟଣ ନାୟକଙ୍କ କାର୍‌କୁ ଧକ୍କା ଦେଇ ୨ ଜଣ ବାଇକ ଆରୋହୀ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟ୍ଟାପନ୍ନ ରହିଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା

 ବ୍ରହ୍ମପୁର ପୁଲିସ ଦ୍ବାରା ଶତାଧିକ SI ପରୀକ୍ଷାର୍ଥୀ ଅଟକ ସୂଚନା

ବ୍ରହ୍ମପୁର ପୋଲିସ ଦ୍ୱାରା ଶତାଧିକ ଏସଆଇ ଆଶାୟୀ ଅଟକ ଥିବା ସୂଚନା ମିଳିଛି । ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମରେ ପୋଲିସ ଏମାନଂକୁ ଧରିଛି ।ଓଡ଼ିଶା ପୁଲିସର ସବ୍‌ ଇନ୍ସପେକ୍ଟର ପଦବୀ ପରୀକ୍ଷା ଜାଲିଆତି ପାଇଁ ଯାଉଥିଲେ । ପରୀକ୍ଷା ଦାୟିତ୍ବ ନେଇଥିବା ସଂସ୍ଥା ଜାଲିଆତି କରିବାକୁ ଏମାନଙ୍କୁ

ରାଜଧାନୀରେ ନାବାଳିକାଙ୍କୁ ଅପହରଣ ପରେ, ଦୁଷ୍କର୍ମ ଅଭିଯୋଗ

ରାଜଧାନୀରେ ନାବାଳିକାଙ୍କୁ ଅପହରଣ ପରେ ଦୁଷ୍କର୍ମ ଅଭିଯୋଗ । ଦୁଷ୍କର୍ମ ପରେ ବ୍ଲାକମେଲିଂ ସହ ମୁହଁ ଖୋଲିଲେ ହତ୍ୟା କରିବାକୁ ଦେଇଥିଲେ ଧମକ ।ନାବାଳିକା ଜଣକ ଡିସିପିଙ୍କ ନିକଟରେ ଦେଇଥିବା ଲିଖିତ ଅଭିଯୋଗ ଅନୁସାରେ, ଗତ ୮ ଜାନୁୟାରୀ ୨୦୨୪ ରେ ନାବାଳିକା ଟ୍ୟୁସନ ସାରି ଘରକୁ ଫେରୁଥିବାବେଳେ,

ଆଜିଠାରୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ୱକପ ।

ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍ । ଗୁଆହାଟୀରେ ଉଦ୍‌ଘାଟନୀ ମ୍ୟାଚ ଖେଳାଯିବ । ଦୁଇ ଆୟୋଜକ ଟିମ୍ ଭାରତ ଓ ଶ୍ରୀଲଙ୍କା ଆଜି ସାମ୍ନାସାମ୍ନି ହେବେ । ଏଥର ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ମହିଳା କ୍ରିକେଟ୍ ବିଶ୍ବକପକୁ ଆୟୋଜନ କରୁଛନ୍ତି । ଏହି ମହିଳା ଦିନିକିଆ ବିଶ୍ୱକପରେ

 ନବଦୁର୍ଗା ମଧ୍ୟରେ ମା ସିଦ୍ଧିଦାତ୍ରୀ ହେଉଛନ୍ତି ଶେଷ ଦୁର୍ଗା

ଆଶ୍ୱିନର ଶରତ ସକାଳରେ ଧରଣୀ ହୋଇଛି ପୁଲକିତ । ଗୃହଠାରୁ ଦେବାଳୟ ପର୍ଯ୍ୟନ୍ତ ସବୁଠାରେ ଜ୍ୟୋତିର୍ମୟୀ ଜଗନ୍ମାତାଙ୍କ ଆଗମନର ପଦଧ୍ୱନି ।ମା ସିଦ୍ଧିଦାତ୍ରୀ ଚତୁର୍ଭୂଜା, ସିଂହବାହିନୀ, ପଦ୍ମାସୀନା, ସେ ଡ଼ାହାଣ ପଟ ହାତରେ ଗଦା ଓ ତଳ ହାତରେ ଚକ୍ର ଏବଂ ବାମ ପଟ ଉପର ହାତରେ ପଦ୍ମ ଓ ତଳ ହାତ ରେ

ଶାରଦୀୟ ଦୁର୍ଗାପୂଜାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ମାହାମାୟାଙ୍କ ମହାଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଜଗତଜନନୀ ମାଆ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ । ନବରାତ୍ରୀର ନବମ ଦିବସରେ ମାଆ ସିଦ୍ଧିଦାତ୍ରୀଙ୍କୁ କୋଟି କୋଟି ପ୍ରଣାମ ଜଣାଇଛନ୍ତି ।