Browsing Category
ଆଜିର ଖବର
ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ
ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ।ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି । ଚତୁର୍ଥ ଆସନ ପାଇଁ ବି ଦୁଇ ଜଣଙ୍କ ନାଁ ସ୍ପଷ୍ଟ ହୋଇ!-->…
ଯୋଡାରେ ମହିଳାଙ୍କୁ ଗଣବଳାତ୍କାର କଲେ ଦୁଇ ଯୁବକ
କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା ଅଞ୍ଚଳରେ ଜଣେ ମହିଳାଙ୍କୁ ଗଣବଳାତ୍କାର । ଏହି ଘଟଣାରେ ମଙ୍ଗଳବାର ଦିନ ୨ ଜଣଙ୍କୁ ଗିରଫ କରାଯାଇଛି। ସୂଚନା ମୁତାବକ, ଗତ ୨୦ ଫେବୁଆରୀ ମାସରେ ପୀଡିତା ତାଙ୍କ ଛୁଆଙ୍କ ସହ ବିଲେଇପଦା ଭାଗଲପୁର ଗ୍ରାମରେରେ ଚାଲିଥିବା ମାଘେ ପର୍ଵର ଆଦିବାସୀ!-->…
ବିଶୃଂଖଳ ଆଚରଣ ଓ ସେବାପୂଜାରେ ବିଳମ୍ବ ପାଇଁ ୩ ସେବକଙ୍କୁ କୈଫିୟତ୍ ତଲବ
ଗତ ୨୮ ଫେବୃଆରୀ ତାରିଖରେ ସେବା ପୂଜାରେ ବିଳମ୍ବ, କର୍ତ୍ତବ୍ୟରତ ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର ଓ ବିଶୃଂଖଳ ଆଚରଣ ଅଭିଯୋଗରେ ତିନି ଜଣ ସେବାୟତଙ୍କୁ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ କୈଫିୟତ୍ ତଲବ କରିଛନ୍ତି ।ଶ୍ରୀ ରାମକୃଷ୍ଣ ଖୁଣ୍ଟିଆ, ଅନ୍ୟ ଜଣେ ପାଳିଆ ଖୁଣ୍ଟିଆ ସେବକଙ୍କ ଖଟଣିଆ ଭାବେ!-->…
ଚକିଆ ଗାଡି ଧକାରେ କରଡ଼ା ଖମନ ଗ୍ରାମ ର ବିରଞ୍ଚି କୁମାର ପ୍ରଧାନ ଙ୍କ ଘଟଣା ସ୍ଥଳ ରେ ମୂର୍ତ୍ତ
ଅନଗୁଳ ଜିଲ୍ଲା କଣିହାଁ ବ୍ଲକ ଅର୍କିଲ ପଂଚାୟତ କରଡ଼ାଖମନ ଗ୍ରାମର ବିରଞ୍ଚି କୁମାର ପ୍ରଧାନ ଖମାର କାପିଟାଲ ମାର୍କେଟ ରେ ନାଇଟ ମ୍ୟାନ ଭାବରେ କାମ କରନ୍ତି ସେ ଆଜି ଡିଉଟି କରିବା ପାଇଁ ଆସୁଥଲେ ଖମାର ମାର୍କେଟ ରେ ଠିଆ ହୋଇ ଥିବା ବେଳେ ପାଲଲହଡା ପଟୁ ଆଇରନ ବୋଝେଇ od09ac8010ଷୋହଲ ଚକିଆ!-->…
ଇରାନର ନୂଆ ‘ସୁପ୍ରିମ୍ ଲିଡର’ ହେଲେ ମୋଜତାବା
ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣରେ ଆୟାତୁଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ପରେ ଇରାନର ରାଜନୀତିରେ ଏକ ବଡ଼ ଧରଣର ବିସ୍ଫୋରକ ପରିସ୍ଥିତି ସୃଷ୍ଟି ହୋଇଛି । ଖାମେନେଇଙ୍କ ପୁଅ ମୋଜତାବାଙ୍କ ହାତକୁ ଗଲା ଦେଶର ଶାସନ ଡୋରି । ବାପାଙ୍କ ପରେ ଏବେ ପୁଅ । ଇରାନର ନୂଆ ‘ସୁପ୍ରିମ୍ ଲିଡର’ ହେଲେ!-->…
ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତୀୟଙ୍କ ପାଇଁ ସରକାରଙ୍କ କଣ୍ଟ୍ରୋଲ ରୁମ୍, ହେଲ୍ପଲାଇନ ନମ୍ବର ଜାରି
ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଫସି ରହିଥିବା ଭାରତୀୟମାନଙ୍କୁ ଉଦ୍ଧାର କରିବା ପାଇଁ ଭାରତ ସରକାର ଏକ ନିୟନ୍ତ୍ରଣ କକ୍ଷ ସ୍ଥାପନ କରିଛନ୍ତି ଏବଂ ହେଲ୍ପଲାଇନ୍ ନମ୍ବର ଜାରି କରିଛନ୍ତି। ପଶ୍ଚିମ ଏସିଆ ଏବଂ ଉପସାଗରୀୟ କ୍ଷେତ୍ରର ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ବୈଦେଶିକ!-->…
ବୁଡ଼ିଗଲା ଇରାନର ଯୁଦ୍ଧ ଜାହାଜ ‘ଇରିସ୍ ଦେନା’, ୧୦୧ ନିଖୋଜ, ୭୮ ଆହତ
ଶ୍ରୀଲଙ୍କା ସମୁଦ୍ରରେ ଇରାନ ଯୁଦ୍ଧ ଜାହାଜ ଉପରେ ସବ୍ ମେରିନ୍ ଆକ୍ରମଣରେ ୧୦୧ ନୌସୈନିକ ନିଖୋଜ ଓ ୭୮ ଆହତ । ସବ୍ ମେରିନ୍ ମାଡ଼ରେ ବୁଡ଼ିଗଲା ଇରାନର ଯୁଦ୍ଧ ଜାହାଜ ‘ଇରିସ୍ ଦେନା ‘। ଯାହା ଭାରତର ବିଶାଖାପାଟନମରେ ମିଲାନ୍ ୨୦୨୬ ବହୁରାଷ୍ଟ୍ରୀୟ ନୌସେନା ଅଭ୍ୟାସରେ ଅଂଶଗ୍ରହଣ କରି ଇରାନ!-->…
ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର ! କିଏ ହେବେ ବିହାର ମୁଖ୍ୟମନ୍ତ୍ରୀ ?
ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନର ଆଲୋଚନା ହେଉଛି। ନୀତୀଶ କୁମାର ରାଜ୍ୟ ସଭା ଏମ୍ପି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏଥିପାଇଁ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିବ।ଆଜି ପାଟନାରେ ଏନଡିଏ ବିଧାୟକଙ୍କ ବୈଠକ ଏହି ସମୀକରଣ ଉପରେ ଚୂଡ଼ାନ୍ତ ମୋହର ବାଜିପାରେ। ଜେଡିୟୁର!-->…
ଶେଷ ମୁହୂର୍ତ୍ତରେ ସହଯୋଗ ମାଗିଲେ ମୁଁ କିଛି କରିପାରିବିନି- ଭକ୍ତ ଦାସ
ପିସିସି ସଭାପତି ଭକ୍ତ ଦାସଙ୍କ ସହ କଥା ହେଲେ ଦିଲ୍ଲୀପ ରାୟ । ଫୋନରେ କଥା ହୋଇଛନ୍ତି କହିଲେ ଭକ୍ତ ଦାସ । ସେ ପ୍ରତିକ୍ରିୟା ରଖି କହିଛନ୍ତି, ସେ ମୋର ବନ୍ଧୁ, ଶେଷ ମୂହୂର୍ତ୍ତରେ କାହିଁକି ସ୍ୱାଧୀନ ପାର୍ଥି ହେଲେ ଜାଣିନି । ମୁଁ ପୂର୍ବରୁ ତାଙ୍କୁ କହିଥିଲି ବିଜେଡି ଏବଂ କଂଗ୍ରେସ ପ୍ରାର୍ଥୀ!-->…
ରାଜ୍ୟରେ କାଳବୈଶାଖୀ ସମ୍ଭାବନା
ଆସୁଛି କାଳବୈଶାଖୀ ବର୍ଷା । ଆସନ୍ତା ମାର୍ଚ୍ଚ ୭ରୁ ୯ ତାରିଖ ମଧ୍ୟରେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ବିଶେଷ କରି ଉପକୂଳ ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାମାନଙ୍କରେ ଏହାର ପ୍ରଭାବ ଦେଖାଦେଇପାରେ । ଏବେ କିଛି ଦିନ!-->…
ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଥାନାରେ ଶିକ୍ଷକ ଅଟକ
ଗୁରୁ ଓ ଶିଷ୍ୟର ପବିତ୍ର ସମ୍ପର୍କରେ ପୁଣି ଲାଗିଲା ଦାଗ। ପୁଣି ଜଣେ ଛାତ୍ରୀ ଯୌନ ପିପାସୁ ଶିକ୍ଷକଙ୍କ ଶିକାର ହୋଇଛନ୍ତି। ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଛି ଫୁଲବାଣୀ ସଦର ବ୍ଲକରେ।ଗତବର୍ଷ ନଭେମ୍ବର ୨୧ ତାରିଖରେ ଛାତ୍ରୀଜଣକ ଫୁଲବାଣୀ ଠାରେ ଚାଲିଥିବା ବିଜ୍ଞାନ ମେଳାରେ ଭାଗ ନେବାକୁ ଉକ୍ତ!-->…
ମଧ୍ୟପ୍ରାଚ୍ୟ ଉତ୍ତେଜନା: ଭାରତ ପାଖରେ ୪୫ ଦିନର ତୈଳ ଗଚ୍ଛିତ
ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର ବଜାର ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ଏହା ତରଳୀକୃତ ପ୍ରାକୃତିକ ଗ୍ୟାସ (LNG) ର ମୂଲ୍ୟ ଉପରେ ମଧ୍ୟ ପ୍ରଭାବ ପକାଉଛି। ଏହାର ଅର୍ଥ ହେଉଛି!-->…