Browsing Category
ଆଜିର ଖବର
ମଧ୍ୟପ୍ରାଚ୍ୟ ଉତ୍ତେଜନା: ଭାରତ ପାଖରେ ୪୫ ଦିନର ତୈଳ ଗଚ୍ଛିତ
ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର ବଜାର ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ଏହା ତରଳୀକୃତ ପ୍ରାକୃତିକ ଗ୍ୟାସ (LNG) ର ମୂଲ୍ୟ ଉପରେ ମଧ୍ୟ ପ୍ରଭାବ ପକାଉଛି। ଏହାର ଅର୍ଥ ହେଉଛି!-->…
ପୁଣି କମିଲା ସୁନା, ରୂପା ଦର
ହୋଲିରେ କମିଛି ସୁନା ଏବଂ ରୁପା ଦର | ଆଜି ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୩ ହଜାର ୧୧୦ ଟଙ୍କା ହ୍ରାସ ଘଟି ୧ ଲକ୍ଷ ୬୪ ହଜାର ୫୧୦ ହୋଇଛି। ଗତକାଲି ଦର ୧ ଲକ୍ଷ ୬୭ ହଜାର ୬୨୦ ଟଙ୍କା ଥିଲା। ସେହିପରି ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ୍ ପ୍ରତି ୨୮୫୦ ଟଙ୍କା କମି ୧ ଲକ୍ଷ ୫୦ ହଜାର ୮୦୦ ଟଙ୍କା!-->…
ଆଜି ରଙ୍ଗର ପର୍ବ ହୋଲି
ଆଜି ରଙ୍ଗର ଉତ୍ସବ ହୋଲି। ସାଧାରଣ ଲୋକଙ୍କଠୁ ନେଇ ସେଲିବ୍ରେଟି ସମସ୍ତେ ଏହି ଖୁସି, ଉଲ୍ଲାସ, ଉତ୍ସାହର ପର୍ବକୁ ବେଶ ଧୁମଧାମ ସହ ପାଳିଥାଆନ୍ତି। ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ପରସ୍ପର ପରସ୍ପରକୁ ଅବିର ଲଗାଇ ହୋଲିର ଶୁଭେଛା ଜଣାଉଛନ୍ତି ସମସ୍ତେ। ସାରା ଦେଶ ପାଳନ କରୁଛି ରଙ୍ଗର ପର୍ବ।!-->…
କଟକରେ ହୋଲି ପାଇଁ ମଦ ବିକ୍ରି ବ୍ୟାନ୍
କଟକରେ ହୋଲିରେ ମଦ ବିକ୍ରି ବ୍ୟାନ୍। ମଦ ବିକ୍ରି ପାଇଁ ଅନୁମତି ଦିଆଯିବନି ବୋଲି କହିଛନ୍ତି କଟକ ଡିସିପି। ସୁରକ୍ଷା ଦୃଷ୍ଟି କୋଣରୁ ସହରରେ ମୋଟ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ୨୦୦ ହୋମ ଗାର୍ଡ ମଧ୍ୟ ରହିବେ। ଅନ୍ୟ କାହାକୁ ଅସୁବିଧାରେ ପକାଇ ରଙ୍ଗ ନଖେଳିବାକୁ ଅପିଲ କରିଛନ୍ତି କଟକ!-->…
ଦିଲ୍ଲୀପ ରାୟ ନିଶ୍ଚୟ ବିଜୟୀ ହେବେ କହିଲେ ମୁଖ୍ୟମନ୍ତ୍ରୀ
ଦିଲ୍ଲୀପ ରାୟ ଜଣେ ବିଚକ୍ଷଣ ଓ ବୁଦ୍ଧି ସମ୍ପନ୍ନ ରାଜନେତା କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିଜସ୍ୱ ଶକ୍ତି ବଳରେ ରାଜ୍ୟସଭାକୁ ଯିବାର ନଜିର ରହିଛି । ଆମ ଦଳର ସଭାପତି ଦିଲ୍ଲୀପଙ୍କୁ ସମର୍ଥନ ଘୋଷଣା କରି ସାରିଛନ୍ତି । ସ୍ପଷ୍ଟ ସଂଖ୍ୟା ନଥିଲେ ବି ସେ ସ୍ୱାଧୀନ ଭାବେ ବିଜୟୀ ହେବେ ।!-->…
ଇରାନ-ଇସ୍ରାଏଲ ସଂଘର୍ଷ ମଧ୍ୟରେ ବାୟୁସେନାର ଶକ୍ତି ବୃଦ୍ଧି ପାଇଁ ବଡ଼ ପଦକ୍ଷେପ
ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଆଉ ତିନୋଟି ରାଷ୍ଟ୍ର ମଧ୍ୟରେ ସୀମିତ ନାହିଁ। ଏହା ସମଗ୍ର ମଧ୍ୟପ୍ରାଚ୍ୟରେ ବ୍ୟାପିଛି। ତେବେ ଏହା ଭିତରେ ଭାରତ ରୁଷ୍ ଠାରୁ ଆଉ ୫ଟି ନୂଆ S-400 ସୁଦର୍ଶନ ଏୟାର ଡିଫେନ୍ସ ମିସାଇଲ ସ୍କ୍ୱାଡ୍ରନ କିଣିବାକୁ ଯାଉଛି। ଗତ ବର୍ଷ 'ଅପରେସନ ସିନ୍ଦୂର'!-->…
କେନ୍ଦୁଝର ଜିଲ୍ଲା ଦୌରାଜଜ୍ଙ୍କ କୋର୍ଟକୁ ବୋମାମାଡ଼ ଧମକ
କେନ୍ଦୁଝର ଜିଲ୍ଲା ଦୌରାଜଜ୍ଙ୍କ କୋର୍ଟକୁ ବୋମାମାଡ଼ ଧମକ ମିଳିଛି। ଭୟଙ୍କର ବୋମାମାଡ଼ ଆକ୍ରମଣରେ ଉଡ଼ାଇ ଦେବାକୁ ଏକ ସାଙ୍ଘାତିକ ଧମକ ଆସିଛି। କୋର୍ଟଙ୍କ ଅଫିସିଆଲ୍ ଇ-ମେଲ୍କୁ ଏହି ଧମକପୂର୍ଣ୍ଣ ଚିଠି ଆସିବା ପରେ ଜିଲ୍ଲା ପ୍ରଶାସନ ଓ ପୁଲିସ ମଧ୍ୟରେ ହଇଚଇ ସୃଷ୍ଟି ହୋଇଛି। କେନ୍ଦୁଝର!-->…
ରାଜ୍ୟସଭା ପାଇଁ ବିହାରରୁ ନିତିନ ନବୀନ ପ୍ରାର୍ଥୀ
୯ ଜଣିଆ ରାଜ୍ୟସଭା ପ୍ରାର୍ଥୀ ତାଲିକା ଘଷଣା କଲା ବିଜେପି । ଏହି କ୍ରମରେ ବିହାରରୁ ନିତିନ ନବୀନ (ବିଜେପି ରାଷ୍ଟ୍ରୀୟ ସଭାପତି) ଓ ଶିବେଶ କୁମାରଙ୍କ ନାମ ଦଳ ଘୋଷଣା କରିଛି । ସେହିଭଳି ଆସାମରୁ ତେରାଶ ଗୋବାଲ ଓ ଜୋଗେନ ମୋହନଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଛତିଶଗଡ଼ରୁ ବିଜେପି ତରଫରୁ!-->…
ଜିଲ୍ଲା ସ୍ତରୀୟ ମିଶ୍ରଣ ପର୍ବ ରେ କଂଗ୍ରେସ ଓ ବିଜେଡି କୁ ଛାଡି 300 ରୁ ଉର୍ଦ୍ଧ କର୍ମୀ ପଦ୍ମ ଧରିଲେ
କଳାହାଣ୍ଡି ଭାରତୀୟ ଜନତା ପାର୍ଟି ରେ ମହା ମିଶ୍ରଣ ପର୍ବ ଭବାନୀପାଟଣା ଟାଉନ୍ ହଲ୍ ଠାରେ ଜିଲ୍ଲା ସଭାପତି ଶ୍ରୀ ଯୁଗଳ କିଶୋର ପୋଡ଼ ଙ୍କ ନେତୃତ୍ଵ ରେ ଜିଲ୍ଲା ସ୍ତରୀୟ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି ଏହି ମିଶ୍ରଣ ପର୍ବ ରେ ଜିଲ୍ଲା ର ପାଞ୍ଚ ଗୋଟି ନିର୍ବାଚନ ମଣ୍ଡଳୀ ରୁ ୩୦୦ ରୁ ଉର୍ଦ୍ଧ!-->…
ରାଜ୍ୟସଭା ପାଇଁ ମୁଁ ସ୍ୱାଧୀନ ପ୍ରାର୍ଥୀ : ଦିଲ୍ଲୀପ ରାୟ
ଆଜି ଭାଜପା ତରଫରୁ ରାଜ୍ୟ ସଭାପତି ମନମୋହନ ସାମଲ ଓ ସୁଜିତ କୁମାରଙ୍କ ନାମ ମଧ୍ୟ ଘୋଷଣା କରିଛି । ଏସବୁ ଭିତରେ ଦିଲୀପ ରାୟ ବଡ଼ ଘୋଷଣା କରିଛନ୍ତି।ସ୍ୱାଧୀନ ପ୍ରାର୍ଥୀ ହେବା ନେଇ ବରିଷ୍ଠ ନେତା ଦିଲୀପ ରାୟ ଘୋଷଣା କରିଛନ୍ତି। ସେ ୫ ତାରିଖରେ ନାମାଙ୍କନ ଭରିପାରନ୍ତି। ଏନେଇ ଦିଲୀପ କହିଛନ୍ତି,!-->…
ରାଜ୍ୟସଭା ପାଇଁ ମନମୋହନ ସାମଲ, ସୁଜିତ କୁମାର ବିଜେପି ପ୍ରାର୍ଥୀ
ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ରାଜ୍ୟସଭା ପାଇଁ ୨ ଜଣ ପ୍ରାର୍ଥୀ ଘୋଷଣା କଲା ବିଜେପି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ସୁଜିତ କୁମାର ବିଜେପିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି । ତେବେ ବଡ କଥା ଚତୁର୍ଥ ଆସନକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି । ବିଜେପିର!-->…
ଖାମେନେଇଙ୍କ ମୃତ୍ୟୁରେ ଚୁପ୍ କାହିଁକି ଭାରତ ? ସୋନିଆ ଗାନ୍ଧୀଙ୍କ ପ୍ରଶ୍ନ
ଆମେରିକା ଓ ଇସ୍ରାଏଲ ପକ୍ଷରୁ ଇରାନ ଉପରେ କରାଯାଉଥିବା ଆକ୍ରମଣ ଏବଂ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସୟଦ ଅଲି ହୋସେନି ଖେମିନିଙ୍କ ହତ୍ୟା ପରେ ମଧ୍ୟପ୍ରାଚ୍ୟରେ ପରିସ୍ଥିତି ଭୟଙ୍କର ରହିଛି। ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଇରାନ ଉପରେ ମିଳିତ ଆକ୍ରମଣ ଓ ଭାରତ ସରକାରଙ୍କ ନୀରବତାକୁ!-->…