Browsing Category

ଆଜିର ଖବର

ମହାପ୍ରସାଦ ରନ୍ଧା ବନ୍ଦ ଚେତାବନୀ ଦେଲା ସୁଆର-ମହାସୁଆର ନିଯୋଗ

ଗତ 28 ତାରିଖରେ ଶ୍ରୀମନ୍ଦିରରେ ନୀତି ବିଳମ୍ବ ପ୍ରସଙ୍ଗ । ମହାପ୍ରସାଦ ରନ୍ଧା ବନ୍ଦ ଚେତାବନୀ ଦେଲା ସୁଆରମହାସୁଆର ନିଯୋଗ । କ୍ଷତିପୂରଣ ସହ ନୀତି ବିଳମ୍ବରେ ସମ୍ପୃକ୍ତ ସେବକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପାଇଁ ଅଡି ବସିଲା ନିଯୋଗ । ଭିତରକାଠ ଦର୍ଶନ ବିବାଦକୁ ନେଇ ଗତ 28

ମା’ ଦୁଆରସୁଣୀ କପ କ୍ରିକେଟ ଟୁର୍ଣ୍ଣାମେଂଟର ପାଇନାଲରେ ଗୁରୁ-୧୧କୁ ହରାଇ କାଦୁଆ ଚାମ୍ପିୟାନ

ଗଣିଆ,(ବିଶ୍ୱରଂଜନ ସେଠି) ମା’ ଦୁଆରଶୁଣୀ କ୍ରିକେଟ କ୍ଳବ, ଗଣିଆ ଆନୁକୁଲ୍ୟରେ ଚାଲିଥିବା ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଂଟ ରବିବାର ଉଦଯାପିତ ହୋଇଯାଇଛି । ଉଦଯାପନୀ ଦିବସରେ ଗୁରୁ-୧୧ ବନାମ କାଦୁଆ କ୍ରିକେଟ କ୍ଳବ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଟସ ଉଇନ କରି ଗୁରୁ-୧୧, ୧୦

ସରିଲା ମାଟ୍ରିକ ପରୀକ୍ଷା । ଆସନ୍ତା ୧୯ରୁ ଆରମ୍ଭ ହେବ ଖାତାଦେଖା

ସରିଲା ମାଟ୍ରିକ ପରୀକ୍ଷା । ଆସନ୍ତା ୧୯ରୁ ଆରମ୍ଭ ହେବ ଖାତାଦେଖା । ଆଜି ଅନ୍ତିମ ଦିନରେ ଗଣିତ ପରୀକ୍ଷା ସୁରୁଖୁରୁରେ ସରିଛି। ଶେଷ ପର୍ଯ୍ୟନ୍ତ କୌଣସି ବି ସେଣ୍ଟରରେ କପି ଧରାପଡ଼ିବା କିମ୍ବା ପ୍ରଶ୍ନପତ୍ର ଭାଇରାଲ ଭଳି ପରିସ୍ଥିତି ଉପୁଜିନାହିଁ । ସାରା ରାଜ୍ୟରେ ୩୦୮୨ଟି କେନ୍ଦ୍ରରେ ମୋଟ ୫

ମଧ୍ୟପ୍ରାଚ୍ୟରେ ଯୁଦ୍ଧକୁ ନେଇ ମୋଦିଙ୍କ ପ୍ରତିକ୍ରିୟା, ଶାନ୍ତି ବଜାୟ ରଖିବା ପାଇଁ କଲେ ଅପିଲ୍

ମଧ୍ୟପ୍ରାଚ୍ୟରେ ବଢୁଥିବା ଆକ୍ରମଣକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ସାମ୍ନାକୁ ଆସିଛି । ମୋଦି କହିଛନ୍ତି,ବିଶ୍ବରେ ଚାଲିଥିବା ବିଭିନ୍ନ ବିବାଦ ନେଇ ଭାରତର ଚିନ୍ତାଧାରା ସମ୍ପୂଣ ସ୍ପଷ୍ଟ। ଆମେ ଶାନ୍ତି ବଜାୟ ରଖିବାକୁ ସମର୍ଥନ କରିଆସିଛୁ। ପଶ୍ଚିମ ଏସିଆର ବର୍ତ୍ତମାନର

ରାଜଧାନୀରୁ ସିମ୍ ବକ୍ସ ରାକେଟ ଠାବ ,ଉମର ଓ ସିଆକୁଲ ଖାନ ଗିରଫ

ଚାଇନାରୁ ହାର୍ଡୱେୟାର.. ବଂଲାଦେଶ ରୁ ସପ୍ଟୱେୟାର.. ଭାରତରୁ ସିମ.. ଓଡିଶାରୁ ଅପରେଟ |ଚନ୍ଦ୍ରଶେଖରପୁରର ଏକ ହଷ୍ଟେଲରୁ ଠାବ ହୋଇଛି ସିମ୍ ବକ୍ସ । ୧୨ଟି ସିମ୍ ବକ୍ସ ଜବତ କରିବା ସହ ୨ଜଣ କେରଳ ଯୁବକଙ୍କୁ ଅଟକ ରଖାଯାଇଛି । ଆସାମର ସିମ ଆଣି ଚଳାଉଥିଲେ ଯୁବକ । ଡିସିପି ଭୁବନେଶ୍ୱରଙ୍କ

ଜୟପୁର କୋର୍ଟରେ ଆତ୍ମସମର୍ପଣ କଲେ ନିଲମ୍ବିତ ଥାନା ଅଧିକାରୀ ରାଜେଶ ବଳିଆର ସିଂ, ଜେରା ବେଳେ ଚକମା ଦେଇ ଫେରାର ଥିଲେ ।

କୋଣାର୍କ:- 02/03/2026 କୋରାପୁଟ ଜିଲ୍ଲା କୋର୍ଟରେ ଆତ୍ମସମର୍ପଣ କଲେ ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନାର ନିଲମ୍ବିତ ଥାନା ଅଧିକାରୀ ରାଜେଶ ବଳିଆର ସିଂ । ଚୋରା ଗଞ୍ଜେଇ କାରବାରରେ ସାମିଲ ଥିବା ଅଭିଯୁକ୍ତଙ୍କ ସହ ଲିଙ୍କ୍ ଘଟଣାରେ ଜେରା ବେଳେ ପୁଲିସକୁ ଚକମା ଦେଇ ଖସି ଯାଇଥିଲେ। ଗତବର୍ଷ

ଉଚ୍ଚଶିକ୍ଷା ବିଭାଗର SOP : ସକାଳେ ପରୀକ୍ଷା କର

ରାଜ୍ୟରେ ଆଗାମୀ ଦିନର ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କ ପାଇଁ ବିଭାଗ ପକ୍ଷରୁ ଏସଓପି ଜାରି କରାଯାଇଛି।ଉଚ୍ଚ ଶିକ୍ଷା ବିଭାଗ ଜାରି କରିଥିବା ଏସ୍‌ଓପି ଅନୁସାରେ, ଆଗାମୀ ଦିନରେ ହେବାକୁ ଥିବା ପରୀକ୍ଷାକୁ ସକାଳ

୪ସେଟ୍‌ ଫର୍ମ କିଣିଲା ବିଜେପି

ରାଜ୍ୟସଭା ରାଜନୀତି ନେଇ ରାଜ୍ୟ ଉଠୁଛି ପଡୁଛି । ବିଜେଡି-ବିଜେପି-କଂଗ୍ରେସ ଟଣାଓଟରା । ବୟାନ ବି ଜବରଦସ୍ତ । ୪ସେଟ ଫର୍ମ କିଣିଲା ବିଜେପି । ମୁଖ୍ୟ ସଚେତକ ସରୋଜ ପ୍ରଧାନ ଓ ୪ ବିଧାୟକ ଯାଇ ଫର୍ମ କିଣିଲେ । ବିଜେପି ୧୬ ସେଟ ଫର୍ମ କିଣିବାକୁ ନେଇ ବଢିଲା ଚର୍ଚ୍ଚା । ପୂର୍ବରୁ ବିଜେଡି

ହୋଲିରେ ସୋସିଆଲ ମିଡିଆରେ ଗୁଜବ ଓ ଉତ୍ତେଜନାମୂଳକ ପ୍ରଚାର ରୋକିବା ଉପରେ ଗୁରୁତ୍ବ

ଦିନକ ପରେ ଫଗୁ ଓ ଫଗୁଣର ପର୍ବ ହୋଲି। ଏହାକୁ ଧୁମ୍‌ଧାମ୍‌ରେ ପାଳନ ପାଇଁ ଚାରିଆଡେ ପ୍ରସ୍ତୁତି ଚାଲିଛି। ସବୁ ଦୋଳ ମେଲଣ ପଡ଼ିଆ ଏବଂ ସାହି ବସ୍ତିରେ ଆଧ୍ୟାତ୍ମିକ ପରିବେଶ। ସାହି, ବସ୍ତି ଓ କଲୋନୀରେ ଠାକୁର ବିମାନରେ ଘର ଘର ବୁଲୁଥିବା ବେଳେ ବଜାରରେ ରଙ୍ଗର ପସରା ଦେଖିବାକୁ ମିଳୁଛି।

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଭୁବନେଶ୍ୱର- ଦୁବାଇ ବିମାନ ବାତିଲ

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଭୁବନେଶ୍ୱର- ଦୁବାଇ ବିମାନ ବାତିଲ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ । ଆଜି ଦୁବାଇକୁ ବିମାନ ଯିବାର ସିଡ୍ୟୁଲ ଥିଲା କିନ୍ତୁ ଗତକାଲି ଏହାକୁ କ୍ୟାନସେଲ କରାଯାଇଛି । ଏୟାର ସ୍ପେସ ନ ଥିବାରୁ ମଧ୍ୟ ପୂର୍ବ ଅଞ୍ଚଳ ପାଇଁ ବିମାନ ସେବା

ଓଟିଏସ୍ ସ୍କିମ୍ ଲାଗୁ ହେବା ପରେ ଆଦାୟ ମାତ୍ର ଶହେ କୋଟି

ଗତ ୫ମାସ ତଳେ ଓଟିଏସ୍ ସ୍କିମ୍ ଲାଗୁ କରିଥିଲେ ରାଜ୍ୟ ସରକାର | ଇତିମଧ୍ୟରେ ମାତ୍ର ୧୦% ଜରିମାନା ଅର୍ଥ ଆଦାୟ ହୋଇଛି । ପରିବହନ ବିଭାଗ ପକ୍ଷରୁ ଗତ ସେପ୍ଟେମ୍ବର ୧୭ରେ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ୧୭ଟି ଏମ୍‌ଭି ଆକ୍ଟରେ କଟାଯାଇଥିବା ଚାଲାଣ କ୍ଷେତ୍ରରେ ୫୦% ଜରିମାନା ଛାଡ଼୍

ସେୟାର ବଜାରରେ ଅସ୍ଥିରତା, ହୁ ହୁ ହୋଇ ବଢିଲା ସୁନା ଦର

ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ବଢିଲା ସୁନା ଏବଂ ରୂପାର ଦର। ୩ ପ୍ରତିଶତ ଲେଖାଏଁ ସୁନା ଏବଂ ରୂପା ଦର ବୃଦ୍ଧି ଘଟିଛି। ୨୪ କ୍ୟାରେଟ୍ ସୁନା ପାଖାପାଖି ୫ ହଜାର ଟଙ୍କା ବଢିଛି। ୧୦ ଗ୍ରାମ୍ ସୁନାର ଦର ୧ ଲକ୍ଷ ୭୦ ହଜାର ୩୦୯ ଟଙ୍କା ରହିଛି। ସେହିପରି ରୂପା ଦର ମଧ୍ୟ ବୃଦ୍ଧି ଘଟିଛି। କେଜି ୩