Browsing Category
ଆଜିର ଖବର
ପାନ ମସଲା ପ୍ୟାକେଜିଂକୁ ନେଇ ସରକାରଙ୍କ ନୂତନ ନିର୍ଦ୍ଦେଶାବଳୀ ଜାରି
ପାନ ମସଲା ପ୍ୟାକେଜିଂକୁ ନେଇ ସରକାରଙ୍କ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି। ଏବେ, ଯେକୌଣସି ଆକାର କିମ୍ବା ଓଜନର ପାନ ମସଲା ପ୍ୟାକେଟଗୁଡ଼ିକରେ ଖୁଚୁରା ବିକ୍ରୟ ମୂଲ୍ୟ ଏବଂ ଅନ୍ୟାନ୍ୟ ସମସ୍ତ ବାଧ୍ୟତାମୂଳକ ବିବରଣୀ ସ୍ପଷ୍ଟ ଭାବରେ ପ୍ରଦର୍ଶନ କରିବାକୁ ପଡିବ। ସୂଚନା ଅନୁଯାୟୀ, ଏହି ନିୟମ!-->…
ଓଡିଶା ସରକାରଙ୍କୁ ଟାର୍ଗେଟ କଲେ ମହୁଆ ମୋଇତ୍ରା
ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ବୁଧବାର ଓଡ଼ିଶାର ନୟାଗଡ଼ ଜିଲା ପୋଲିସ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ନୟାଗଡ଼ ପୋଲିସ୍ ଚାରି ଜଣ ବଙ୍ଗାଳୀ ଭାଷାଭାଷୀ ମୁସଲିମ୍ ବ୍ୟବସାୟୀଙ୍କୁ ବଳପୂର୍ବକ ରାଜ୍ୟରୁ ବାହାର କରିଦେଇଛି, ଯେଉଁମାନଙ୍କ ପାଖରେ!-->…
ଗୀତା ଜୟନ୍ତି ପାଳିତ
ଗଣିଆ,(ବିଶ୍ୱରଂଜନ ସେଠି . ) ଶ୍ରୀରାମଦୟା ପରିଷଦ, ଗଣିଆ ତରଫରୁ ବୁଧବାରଦିନ ମହାଆଡ଼ମ୍ବରରେ ଗୀତା ଜୟନ୍ତି ପାଳିତ ହୋଇଯାଇଛି । ଶ୍ରୀରାମ ମନ୍ଦିର ପରିସରରେ ଏହି ଗୀତା ଯଜ୍ଞର ଆୟୋଜନ କରାଯାଇଥିଲା । ମନ୍ଦିରରେ ପ୍ରାତଃରୁ ବିଷ୍ଣୁ ସହସ୍ରନାମ କରାଯିବା ସହିତ ରାମନାମ ଧୁନରେ ଗ୍ରାମ ପରିକ୍ରମା!-->…
ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ: ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
ଆଜି ବିଧାନସଭାରେ ଉଠିଛି ଶୀତଳ ଭଣ୍ଡାର କଥା । ରାଜ୍ୟରେ ଶୀତଳଭଣ୍ଡାର ନେଇ ଗୃହରେ ସରଗରମ ଆଲୋଚନା ହୋଇଛି। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ରହିଛି।!-->…
ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ
।ଗଣିଆ ( ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ଶିକ୍ଷକ ଭବନ ପରିସର ରେ ବୁଧବାର ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ନୟାଗଡ଼ ଜିଲ୍ଲା ସମଗ୍ର ଶିକ୍ଷା ଓ ଗଣିଆ ଗୋଷ୍ଟୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୫୦ ଜଣ ଦିବ୍ୟାଂଗ ଛାତ୍ରୀ ଛାତ୍ର ଓ ୫୦ ଜଣ ଅଭିଭାବକ!-->…
୫୩ତମ ଶତକ ହାସଲ କଲେ ବିରାଟ
ରାଞ୍ଚି ପରେ ରାୟପୁରରେ ଶତକୀୟ ଇନିଂସ ଖେଳିଲେ କିଙ୍ଗ କୋହଲି । ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଦିନିକିଆରେ ୯୦ ବଲରେ ଶତକ ହାସଲ କରିଛନ୍ତି ବିରାଟ କୋହଲି । ଏହା ବିରାଟଙ୍କ ଦିନିକିଆ କ୍ୟାରିୟରର ୫୩ତମ ଶତକ । ଏହା ପୂର୍ବରୁ ରାଞ୍ଚିରେ ୧୩୫ ରନର ଦମଦାର ଇନିଂସ ଖେଳିଥିଲେ ବିରାଟ କୋହଲି ।!-->…
ଆଜି ଭାରତୀୟ ମୁଦ୍ରା “ଟଙ୍କା”ର ମୂଲ୍ୟ ଦ୍ରୁତ ଗତିରେ ହ୍ରାସ,ଡଲାର ତୁଳନାରେ ୯୦କୁ ଖସିଲା ଟଙ୍କା
ଆଜି ଭାରତୀୟ ମୁଦ୍ରା “ଟଙ୍କା”ର ମୂଲ୍ୟ ଦ୍ରୁତ ଗତିରେ ହ୍ରାସ ପାଇଛି । ପ୍ରଥମ ଥର ପାଇଁ ଡଲାର ତୁଳନାରେ ୯୦ସ୍ତର ଅତିକ୍ରମ କରିଛି ଟଙ୍କା । ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ ଡଲାରର ସ୍ଥାନୀୟ ଚାହିଦା ବୃଦ୍ଧି ଏବଂ ବିଦେଶୀ ନିବେଶକଙ୍କ ଦ୍ୱାରା ଲାଭ ଆଦାୟ ଯୋଗୁଁ ଟଙ୍କାର ହ୍ରାସ ଘଟିଛି।
!-->!-->!-->…
ଆସିଲା +୨ ପରୀକ୍ଷା ତାରିଖ; ଫେବୃୟାରୀ ୧୮ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ
ଫେବୃୟାରୀ ୧୮ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ। ମାର୍ଚ୍ଚ ୨୧ରେ ସରିବ ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ପରୀକ୍ଷା ତାରିଖ ଘୋଷଣା ନେଇ ସୂଚନା ପ୍ରଦାନ କରିଛନ୍ତି। ତେବେ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରି ୨ରୁ ଆରମ୍ଭ ହୋଇ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହାପରେ ଥିଓରି!-->…
୭ ହଜାର କୋଟି ବିଦ୍ୟୁତ ବିଲ ବାକି: ଉପମୁଖ୍ୟମନ୍ତ୍ରୀ
ରାଜ୍ୟରେ ବିଦ୍ୟୁତ ବିଲ ବାକି ପଡିଛି ପ୍ରାୟ ୭ ହଜାର କୋଟି ଟଙ୍କା । ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେ ଉତ୍ତର ରଖି କହିଛନ୍ତି, ମୋଟ ୬ ହଜାର ୯୫୬ କଟି ୯୩ ଲକ୍ଷ ଟଙ୍କା ବିଦ୍ୟୁତ ବିଲ ବାକି ପଡିଛି । ସାଧାରଣ ଗ୍ରାହକଙ୍କ ଉପରେ ୬ ହଜାର ୫୫୮ କଟି ଟଙ୍କା ବିଲ!-->…
ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଇ-କେୱାସି ପ୍ରକ୍ରିୟା
ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଇ-କେୱାସି ପ୍ରକ୍ରିୟା । ଇ-କେୱାସି ତର୍ଜମା ସମୟରେ ୬ ଲକ୍ଷ ୮୩ ହଜାର ୯୯୫ ମୃତ ବ୍ୟକ୍ତି ଚିହ୍ନଟ । ସେହିପରି ୩୩ ହଜାର ୧୨୮ ଅଯୋଗ୍ୟ ରାସନ କାର୍ଡ ବାତିଲ କରାଯାଇଛି, ଯାହାର ପରିବାର ସଦସ୍ୟଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୧୯୯ । ସର୍ବାଧିକ!-->…
ମାପ ଓଜନରେ ସାଧାରଣ ଖାଉଟିକୁ ଠକୁଛନ୍ତି ବ୍ୟବସାୟୀ
ମାପ ଓଜନରେ ସାଧାରଣ ଖାଉଟିକୁ ଠକୁଛନ୍ତି ବ୍ୟବସାୟୀ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସୂଚନା ଦେଇ କହିଛନ୍ତି ଯେ ଦୁଇ ବର୍ଷରେ ସାମ୍ନାକୁ ଆସିଲାଣି ୧୫୩ ମାମଲା । ୨ ବର୍ଷରେ ୩ ଲକ୍ଷ ୧୨ ହଜାର ୩୨୬ ଚଢାଉ ହୋଇଛି । ୧୦ ହଜାର ୭୫୬!-->…
ଆଜି ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’
ଆଜି ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’ । ଡିସେମ୍ବର ୩ ତାରିଖ ଆଜିର ଦିନରେ ବିଶ୍ୱବ୍ୟାପୀ ଉତ୍ସାହ ଓ ଉଦ୍ଦୀପନାର ସହ ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’ ପାଳନ କରାଯାଉଛି ।ଜାତିସଂଘ ଆନୁକୂଲ୍ୟରେ ୧୯୯୨ ମସିହା ଡିସେମ୍ବର ୩ ତାରିଖକୁ ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’ ଭାବରେ ପାଳନ କରାଯାଉଛି।!-->…