Browsing Category
ଆଜିର ଖବର
ଦାରୁ ବିଗ୍ରହ ନିମନ୍ତେ ଲିମ୍ବ ଗଛ ପୁଜାର୍ଚ୍ଚନା
ଗଣିଆ (ବିଶ୍ୱରଂଜନ ସେଠି) ଶନିବାର ଅପରାହ୍ନରେ ନୟାଗଡ଼ ଜିଲା ଗଣିଆ ବନାଂଚଳ ଅଧିନସ୍ଥ ଗଣିଆ ଗ୍ରାମର ବ୍ରାହ୍ମଣ ଶାସନର ସରୋଜ କୁମାର ଦାଶଙ୍କ ବାଡ଼ିରେଥିବା ଲିମ୍ବ ଗଛକୁ ପାରାଦ୍ୱୀପର ମଧୁବନ ଜଗନ୍ନାଥ ମନ୍ଦିରର ବିଗ୍ରହ ନିମନ୍ତେ ପୁଜାର୍ଚ୍ଚନା କରାଯାଇଛି । ଏଥିପାଇଁ ଗଛମୂଳରେ ହୋମଯଜ୍ଞ କରାଯାଇ!-->…
ଦୋଳଉତ୍ସବ ପାଇଁ ପ୍ରସ୍ତୁତି ବୈଠକ
ଗଣିଆ,( ବିଶ୍ୱରଂଜନ ସେଠି) ଶନିବାର ଅପରାହ୍ନରେ ଗଣିଆ ଗ୍ରାମ କଳାପାଟ ମନ୍ଦିର ପରିସରରେ ଚଳିତ ବର୍ଷ ପାଇଁ ଆୟୋଜନ ହେବାକୁଥିବା ଚାରିଦୋଳ ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସରପଂଚ ଗିରିଧାରୀ ସେଠୀଙ୍କ ଅଧ୍ୟକ୍ଷତାରେ ପଂଚାୟତର ସମସ୍ତ ୱାର୍ଡ଼ସଭ୍ୟସଭ୍ୟା!-->…
ସମ୍ବଲପୁରରେ ଲଜ୍ଜ୍ୟା: ମାନସିକ ଅନଗ୍ରସର ନାବାଳିକାଙ୍କୁ ଦୁଷ୍କର୍ମ
ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ମାନସିକ ଅନଗ୍ରସର ନାବାଳିକା ଦୁଷ୍କର୍ମର ଶିକାର ହୋଇ ଗର୍ଭବତୀ ହୋଇଥିବା ଭଳି ଏକ ଲଜ୍ଜାଜନକ ଘଟଣା ଘଟିଥିବା ଜଣାପଡିଛି l ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ 14 ବର୍ଷୀୟ ମାନସିକ ଅନଗ୍ରସର ତଥା ମୁକ ବଧିର!-->…
ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ଭାରତର ବଡ଼ କ୍ଷତି!
ଇରାନ ଉପରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପୁଜିଥିବା ପରିସ୍ଥିତିରେ ଏବେ ଭାରତୀୟ ଲୋକେ ସିଧାସଳଖ ପ୍ରଭାବିତ ହେବେ। ଇରାନରୁ ଭାରତର ସର୍ୱାଧିକ ଆମଦାନୀ ହେଉଛି ଅଶୋଧିତ ତେଲ। ଭାରତ ଇରାନରୁ ପିସ୍ତା ଏବଂ ଖଜୁର ଭଳି ଶୁଖିଲା ଫଳ, କିଛି ରାସାୟନିକ ପଦାର୍ଥ,!-->…
୨୮ଟି ନୂଆ ୧୦୮ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟର ଆମ୍ବୁଲାନ୍ସ ସେବା କ୍ଷେତ୍ରରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିବା ପାଇଁ ରାଜ୍ୟ ସରକାର ସ୍ଥିର କରିଥିଲେ । ସେଥିମଧ୍ୟରୁ ୨ଟି ପର୍ଯ୍ୟାୟରେ ୪୦୦ଟି ଆମ୍ବୁଲାନ୍ସର ଶୁଭାରମ୍ଭ ହୋଇସାରି ଥିବା ବେଳେ ଆଜି (ଶନିବାର) ଆଉ ୨୮ଟି ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।!-->…
ଆସନ୍ତା ଏପ୍ରିଲ୍ ୨ରୁ ୫ ତାରିଖ ମଧ୍ୟରେ ଖଡ଼ିଛୁଆଁ ଉତ୍ସବ
ପିଲାମାନେ ଖଡ଼ି ଛୁଇଁ ଆରମ୍ଭ କରିବେ ପାଠପଢ଼ା । ପାରମ୍ପରିକ ରୀତିନୀତିରେ ପିଲାଙ୍କର ହେବ ବିଦ୍ୟାଳୟ ପ୍ରବେଶ ଉତ୍ସବ । ପ୍ରସ୍ତୁତି ଅନୁଯାୟୀ, ସ୍କୁଲରେ ପିଲାଙ୍କୁ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯିବ । ଏଥିସହ ପିଲାଙ୍କୁ ଶିକ୍ଷା କିଟ୍ ବଣ୍ଟନ ହେବ ।ଆସନ୍ତା ଶିକ୍ଷାବର୍ଷ (୨୦୨୬-୨୭) ପାଇଁ!-->…
ରାଜ୍ୟ ସଭା ପାଇଁ ଡାକ୍ତର ଦତ୍ତେଶ୍ବର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ରାଜ୍ୟସଭା ଟିକେଟ୍
ପୁଣି ଚମକେଇଲେ ନବୀନ । ସବୁ ଚର୍ଚ୍ଚା ଏବଂ ଆଲୋଚନାରେ ପୂର୍ଣ୍ଣଚ୍ଛେଦ ପକାଇଲେ ବିଜେଡି ସୁପ୍ରିମୋ ।ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛନ୍ତି ନବୀନ। ସଂତୃପ୍ତ ତୃତୀୟ ଓ!-->…
ଆରମ୍ଭ ହେଲା ଯୁଦ୍ଧ: ଇରାନ ଉପରେ ଆକ୍ରମଣ କଲା ଇସ୍ରାଏଲ
ଇସ୍ରାଏଲ ଇରାନ ଉପରେ ପ୍ରଚଣ୍ଡ ହମ୍ଲା । ଇସ୍ରାଏଲ ଇରାନ ବିରୋଧରେ ଯୁଦ୍ଧଂ ଦେହି ଡାକରା ଦେଇଛି । ଏନେଇ ସୂଚନା ଦେଇଛନ୍ତି ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ । ଆଇଡିଏଫ୍ ଲୋକଙ୍କୁ ଘର ଭିତରେ ରହିବାକୁ ନିବେଦନ କରିଛି । ସେପଟେ ଇସ୍ରାଏଲୀ ଆକ୍ରମଣ ପରେ ସାଇରନ୍ ବାଜିବା ଆରମ୍ଭ ହୋଇଛି । ଏହି!-->…
ନବୀନ ନିବାସରେ ଡାକ୍ତର ଦତ୍ତେଶ୍ୱର ହୋତା: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି
ନବୀନ ନିବାସରେ ଡାକ୍ତର ଦତ୍ତେଶ୍ୱର ହୋତା । ଆଜି ପୁଣି ଥରେ ବିଜେଡି ବିଧାୟକମାନଙ୍କୁ ନବୀନ ନିବାସକୁ ଡକାଯାଇଛି । ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି । ରାଜ୍ୟସଭା ରେସ ଭିତରେ ଡାକ୍ତର ଦତ୍ତେଶ୍ୱର ହୋତା ନବୀନ ନିବାସରେ ପହଞ୍ଚିବା ପରେ ବଢିଲା ଚର୍ଚ୍ଚା । ଲଗାତର!-->…
ମାର୍ଚ୍ଚ ୨୦୨୬ରେ ପହିଲାରୁ ବଦଳିଯିବ ଏହି ନିୟମ
୧ ମାର୍ଚ୍ଚ, ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ। ସାଧାରଣ ଏବଂ ପ୍ଲାଟଫର୍ମ ଟିକେଟ ବୁକିଂ ପାଇଁ ନିୟମ ୧ ମାର୍ଚ୍ଚ, ୨୦୨୬ରୁ ପରିବର୍ତ୍ତନ ହେବାକୁ ଯାଉଛି। ପୁରୁଣା ଭାରତୀୟ ରେଳବାଇ UTS ଆପ୍ ୧ ମାର୍ଚ୍ଚରୁ ବନ୍ଦ ହୋଇଯିବ, ଏହାକୁ ନୂତନ RailOne ଆପ୍ ସହିତ ବଦଳାଇ ଦିଆଯିବ।!-->…
ଆଜିଠୁ ସର୍ଭିକାଲ କ୍ୟାନ୍ସର ଟିକାକରଣ ଅଭିଯାନ ଆରମ୍ଭ
ଦେଶରେ ମହିଳାମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା କ୍ଷେତ୍ରରେ ଐତିହାସିକ ପଦକ୍ଷେପ ନେବାକୁ ଯାଉଛନ୍ତି କେନ୍ଦ୍ର ସରକାର । ଆଜିଠାରୁ ସାରା ଦେଶରେ ଆରମ୍ଭ ହେବାକୁ ଯାଉଛି ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ଟିକାକରଣ ଅଭିଯାନ । ୧୪ ବର୍ଷ ଯାଏଁ ଝିଅଙ୍କୁ ଦିଆଯିବ ସିଙ୍ଗଲ ଡୋଜ୍। ୧୪ ବର୍ଷରୁ!-->…
ବଦଳିବ ଓଡ଼ିଶାର ବିଭିନ୍ନ ସ୍ଥାନର ଅପଭ୍ରଂଶ ଇଂରାଜୀ ନାମ
ବଦଳିବ ଓଡ଼ିଶାର ବିଭିନ୍ନ ସ୍ଥାନର ଇଂରାଜୀ ନାମ । ବ୍ରିଟିଶ୍ ଶାସନ କାଳରୁ ପ୍ରଚଳିତ ଭୁଲ୍ ନାମକରଣର ହେବ ସଂଶୋଧନ। ମୂଳ ଓଡ଼ିଆ ନାମର ହେବ ପୁନରୁଦ୍ଧାର। ନାମ ପରିବର୍ତ୍ତନ ପାଇଁ ପ୍ରସ୍ତାବ ପଠାଇବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର!-->…