Browsing Category
ଆଜିର ଖବର
ବଦଳିବ ଓଡ଼ିଶାର ବିଭିନ୍ନ ସ୍ଥାନର ଅପଭ୍ରଂଶ ଇଂରାଜୀ ନାମ
ବଦଳିବ ଓଡ଼ିଶାର ବିଭିନ୍ନ ସ୍ଥାନର ଇଂରାଜୀ ନାମ । ବ୍ରିଟିଶ୍ ଶାସନ କାଳରୁ ପ୍ରଚଳିତ ଭୁଲ୍ ନାମକରଣର ହେବ ସଂଶୋଧନ। ମୂଳ ଓଡ଼ିଆ ନାମର ହେବ ପୁନରୁଦ୍ଧାର। ନାମ ପରିବର୍ତ୍ତନ ପାଇଁ ପ୍ରସ୍ତାବ ପଠାଇବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର!-->…
ହଷ୍ଟେଲରେ ତଳ ଶ୍ରେଣୀର ଛାତ୍ରଙ୍କୁ ରାଗିଂ କଲେ ବଡ଼ ଶ୍ରେଣୀର ଛାତ୍ର
ମୟୂରଭଞ୍ଜ ଖୁଣ୍ଟା ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭାବନୀୟ ଘଟଣା ।ହଷ୍ଟେଲରେ ସୀମା ଟପିଲେ ବଡ଼ ଶ୍ରେଣୀର ଛାତ୍ର। ତଳ ଶ୍ରେଣୀ ଛାତ୍ରଙ୍କୁ କରିଲେ ରାଗିଙ୍ଗ୍ । ଖେଳ ସମୟରେ ହଷ୍ଟେଲର ୩ ଜଣ ସପ୍ତମ ଶ୍ରେଣୀ ଛାତ୍ର ହଷ୍ଟେଲ ପଛ ପାଖରେ ଖେଳୁଥିବାରୁ ତାଙ୍କ ଉପରେ ନିର୍ଯାତନା!-->…
ଭଣ୍ଡାରିପୋଖରୀ ମୁନସୀ ମେଲଣପ୍ରଥମ ସଂଧ୍ୟା ଅନୁଷ୍ଠିତ ହୋଇଯାଇ ଅଛି
ଭଣ୍ଡାରିପୋଖରୀ,୨୭/୦୨: ଐତିହାସିକ ଭଣ୍ଡାରିପୋଖରୀ ମୁନସୀ ମେଲଣ ୨୭ ଓ ୨୮ଦୁଇ ଦିନ ଧରି ଅନୁଷ୍ଠିତ ହେଉଅଛି।ଅତିଥି ପରିଚୟ ପ୍ରଦାନ କରିଥିଲେ ଭଣ୍ଡାରିପୋଖରୀ କଲେଜ ଅଧ୍ୟାପକ ଭାରତ ଚନ୍ଦ୍ର କରଣ।ମୁଖ୍ୟ ଅତିଥି ଜିଲ୍ଲା ଆରକ୍ଷୀ ଅଂଶୁମାନ ଦ୍ୱିବେଦୀ, ପୋଲିସ ଉପଖଣ୍ଡ ଅଧିକାରୀ ଅନିରୁଦ୍ଧ!-->…
ଶଗଡ଼ ଗାଡ଼ିରେ ଶାଶୁଘରକୁ ବିଦା ହେଲେ ସୁନା କନିଆ
ପ୍ରାଚୀନ ପରମ୍ପରା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ସାମନ୍ତରାପଲି ଗାଁରେ। ପୋଲସରା ବ୍ଲକ କଳମ୍ବ ଗ୍ରାମ ସ୍କୁଲ ସାହିର ଦେବରାଜ ପ୍ରଧାନଙ୍କ ଝିଅ ବର୍ଷା ପ୍ରଧାନ ଆସିଥିଲେ ଶାଶୁଘର ସାମନ୍ତରାପଲି ଗ୍ରାମକୁ। ସବୁଠାରୁ ମଜାର କଥା ଯେ, ଏଥିପାଇଁ ବର ପ୍ରମୋଦ ପ୍ରଧାନଙ୍କ ପୁଅ!-->…
ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ
ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ । ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ ପ୍ରାଣୀ ସମ୍ପଦ ଓ ଗୋଟିଏ କୃଷି କଲେଜ ଖୋଲିବ। ସୋନପୁରରେ ଖୋଲାଯିବ ମତ୍ସ୍ୟ ବିଜ୍ଞାନ ମହାବିଦ୍ୟାଳୟ। ଚିପିଲିମାରେ ପ୍ରାଣୀ ସମ୍ପଦ ଓ ବଲାଙ୍ଗିରରେ କୃଷି କଲେଜ ଖୋଲିବ। ବ୍ରହ୍ମପୁର ଉପକଣ୍ଠ ରଙ୍ଗେଇଲୁଣ୍ଡାରେ!-->…
ଏଣିକି ହୋଡିଂ ଲଗାଇଲେ ବିଏମସି ଠାରୁ ନେବାକୁ ହେବ ଅନୁମତି
ହୋର୍ଡିଂ ଟ୍ରାଜେଡି ପରେ ବିଏମ୍ସିର ପଶିଲା ଚେତା ।ଏଣିକି ମନଇଛା ଲଗାଇ ପାରିବେନି ହୋର୍ଡିଂ । ଏଥିପାଇଁ ବିଏମସି ଅଞ୍ଚଳରେ ନେବାକୁ ପଡିବ ଅନୁମତି । ପ୍ରତି ହୋର୍ଡିଂର ହେବ ତୃତୀୟ ପକ୍ଷ ଇନ୍ସ୍ୟୁରାନ୍ସ ।ସ୍ଥାୟୀ ପ୍ରମାଣପତ୍ର ଦେବା ପାଇଁ ବାଧ୍ୟତାମୂଳକା କରାଯାଇଛି ବୋଲି କହିଛନ୍ତି!-->…
ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ
ଦିଲ୍ଲୀ ଗଲେ ପିସିସି ସଭାପତି ଭକ୍ତ ଦାସ । ହାଇକମାଣ୍ଡଙ୍କ ସହ କଥା ହେବାକୁ ଦିଲ୍ଲୀ ଯାଉଛି,ପ୍ରାର୍ଥୀ ଫାଇନାଲ୍ ହେବ କହିଲେ ପିସିସି ସଭାପତି ଭକ୍ତ ଦାସ । ରାଜ୍ୟର ଜଣେ ପ୍ରତିଭା ସମ୍ପନ୍ନ ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବ କଂଗ୍ରେସ । ୫ଟି ନାଁକୁ ନେଇ ଆଲୋଚନା ଚାଲିଛି ବୋଲି ଭକ୍ତ ଦାସ!-->…
ପୂର୍ବଦୟରୁ ହେବ ନବ ଭାରତର ଉଦୟ ।ପାରାଦ୍ୱୀପରେ ହେବ ଗ୍ରୀନ ହାଇଡ୍ରୋଜେନ ଜେଟି
ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧିକୁ ଆଖି ଆଗରେ ରଖି ଓଡିଶାକୁ ମୋଦି ସରକାରଙ୍କ ବଡ଼ ଭେଟି । ବିକଶିତ ଓଡିଶା ବିକଶିତ ଭାରତ ସ୍ୱପ୍ନକୁ ସାକାର କରିବାକୁ କେନ୍ଦ୍ର ସରକାରଙ୍କ ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରାଳୟ ପକ୍ଷରୁ ବନ୍ଦର ସହର ପାରାଦ୍ୱୀପ ଠାରେ ଏକ 'ଗ୍ରୀନ ହାଇଡ୍ରୋଜେନ ଜେଟି' ବିକଶିତ!-->…
ଲାଞ୍ଚ ନେଇ ଧରାପଡ଼ିଲେ ଆର୍ଆଇ
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରାଜନଗର କେରେଡ଼ାଗଡ଼ ଆର୍ଆଇ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ତହସିଲ ଅନ୍ତର୍ଗତ କେରେଡ଼ାଗଡ଼ ସର୍କଲର ରାଜସ୍ୱ ନିରୀକ୍ଷକ (RI) ଶ୍ରୀ ପ୍ରଦ୍ୟୁମ୍ନ କେଶରୀ ବେହୁରା । ଏକ ପଟ୍ଟାକୁ ସଂଶୋଧନ କରାଇଦେବା ପାଇଁ ଶୁକ୍ରବାର ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ!-->…
ପାରାଦୀପ ତାରିଣୀଗଡ଼ା ଜଘନ୍ୟ ହତ୍ୟା କାଣ୍ଡ, ଯୁବତୀଙ୍କ ବୟଫ୍ରେଣ୍ଡ ଥିଲା ହତ୍ୟା ପଛର ମାଷ୍ଟରମାଇଣ୍ଡ
ପାରାଦୀପ ତାରିଣୀଗଡାରେ ଛାତରୁ ପଡ଼ି ଯୁବତୀଙ୍କ ମୃତଦେହ ମିଳିବା ଘଟଣାରେ ଦୁଇ ଜଣଙ୍କୁ ଗିରଫ କଲା ପାରାଦୀପ ଆଦର୍ଶ ଥାନା ପୋଲିସ । ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଥିଲା ପୋଲିସ । ଯୁବତୀଙ୍କ ବୟଫ୍ରେଣ୍ଡ ସୋମନାଥ ଥିଲା ହତ୍ୟା ପଛର ମାଷ୍ଟରମାଇଣ୍ଡ । ହତ୍ୟାକାଣ୍ଡରେ ଭଡ଼ାଟିଆ ଶୁଭମ ସିଂ!-->…
କୋଲକାତାରେ ଭୂମିକମ୍ପର ଝଟକା! ଭୂକମ୍ପରେ ଥରିଲା କଟକ ଓ ବାଲେଶ୍ୱର
ଭୂମିକମ୍ପରେ ଥରିଲା କୋଲକାତା…ଆଜି ହଠାତ୍ କୋଲକାତା ଏବଂ ଏହାର ଆଖପାଖ ଅଞ୍ଚଳରେ ଭୂମିକମ୍ପର ଝଟକା ଲାଗିଛି। ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା ସମେତ ରାଜ୍ୟର ବିଭିନ୍ନ ଜିଲାରେ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୪ ରେକର୍ଡ!-->…
ରାଜନଗର ଚାଷୀ ମୃତ୍ୟୁ ମାମଲା! ମଣ୍ଡିରେ ଅପେକ୍ଷା କରି ଚାଷୀଙ୍କ ମୃତ୍ୟୁ ହୋଇନି: ମନ୍ତ୍ରୀ
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକର ଚାଷୀ ମୃତ୍ୟୁକୁ ନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳବନ୍ତ ସାମନ୍ତରାୟ ପ୍ରତିକ୍ରିୟା ରଖି କହିଛନ୍ତି । ମଣ୍ଡିରେ ଦିନ ଦିନ ଧରି ଅପେକ୍ଷା କରି ଚାଷୀଙ୍କ ମୃତ୍ୟୁ ହୋଇନି କହିଲେ । ଅନ୍ୟ ରୋଗ ଯୋଗୁଁ ଚାଷୀ ତ୍ରିଲୋଚନ ନାୟକଙ୍କ ଦେହାନ୍ତ ହୋଇଛି । ମଣ୍ଡିରେ!-->…