Browsing Category

ଆଜିର ଖବର

ଜିଲ୍ଲାପାଳଙ୍କ ଆଗରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ଆଜି କଟକ ଜିଲ୍ଲା ବାଙ୍କୀ ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣି ଚାଲିଥିବା ସମୟରେ ଜଣେ ବିଧବା ମହିଳା ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ମହିଳା ବୈଦେଶ୍ଵର ଗାଁର ସସ୍ମିତା ମାଝୀ ବୋଲି ପରିଚୟ ମିଳିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।ସେ ଦୀର୍ଘ ଦିନ ଧରି ନିଜ

କିଟ୍ ପିଛା ଛାଡୁ ନାହିଁ ବିବାଦ । ହଷ୍ଟେଲରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କିଟ୍ ପିଛା ଛାଡୁ ନାହିଁ ବିବାଦ । ଜଣଙ୍କ ପରେ ଜଣେ ଛାତ୍ରଙ୍କ ମୃତ୍ୟୁ କର୍ତ୍ତୁପକ୍ଷଙ୍କୁ ଅଙ୍ଗୁଳି ନିର୍ଦ୍ଦେଶ କରିଛି । ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ପୂର୍ଣ୍ଣଚ୍ଛେଦ ନପଡ଼ୁଣୁ ପୁଣି ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ: ମୁଖ୍ୟମନ୍ତ୍ରୀ

ଆଜି ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନ। ଚଳିତ ଅଧିବେଶନରେ ସ୍ବାଭାବିକ ଭାବେ ଚାଲୁଛି ଗୃହ । ଗୃହରେ ବିଭିନ୍ନ ପ୍ରସଙ୍ଗରେ ହେଉଛି ଆଲୋଚନା ।ରାଜ୍ୟରୁ ବିଦା ହେଲେଣି ୪୯ ବାଂଲାଦେଶୀ। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ। ନୂଆ ସରକାର ଆସିବା ପରେ ୫୧ ବାଂଲାଦେଶୀ ଚିହ୍ନଟ

ବଦଳିବ ସବୁ ଜିଲ୍ଲାପାଳ ଅଫିସ୍ ରୂପରେଖ

ନବକଳେବର ହେବ କଲେକ୍ଟରେଟ କୋଠା । ସବୁ ଜିଲ୍ଲାପାଳ କାର୍ଯ୍ୟାଳୟଗୁଡିକରେ ହେବ ନବକଳେବର । ରାଜ୍ୟରେ ନିର୍ମାଣ ହେବ ନୂତନ ମଡେଲ ଜିଲ୍ଲପାଳ କାର୍ଯ୍ୟାଳୟ। ଜିଲ୍ଲାରେ ରାଜସ୍ୱ ପ୍ରଶାସନିକ ୟୁନିଟ, ଜନସଂଖ୍ୟା, କାର୍ଯ୍ୟଭାରକୁ ବିଚାରକୁ ନେଇ ଜିଲ୍ଲାଗୁଡ଼ିକୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି।

କେନ୍ଦ୍ର ସରକାରଙ୍କ ନୂଆ ନିର୍ଦ୍ଦେଶାନାମା : ଆକ୍ଟିଭ ସିମ୍‌ ନଥିଲେ ଚାଲିବନି ହ୍ୱାଟ୍ସଆପ୍, ଟେଲିଗ୍ରାମ ଓ ସ୍ନାପଚାଟ

ଏଣିକି ମୋବାଇଲରେ ଆକ୍ଟିଭ ସିମ୍‌ ନ ଥିଲେ ଚାଲିବ ନାହିଁ ମେସେଜିଂ ଆପ୍। ସାଇବର୍ ଠକେଇର ମୁକାବିଲା ଲାଗି କେନ୍ଦ୍ର ସରକାରଙ୍କ ନୂଆ ନିର୍ଦ୍ଦେଶାନାମା। ଦୂରସଂଚାର ବିଭାଗ (DoT) ଦ୍ୱାରା ଜାରି କରାଯାଇଥିବା ଦୂରସଂଚାର ସାଇବରସୁରକ୍ଷା ସଂଶୋଧନ ନିୟମ ୨୦୨୫ ଅନୁଯାୟୀ ପ୍ରତ୍ୟେକ ହ୍ୱାଟସଆପ୍

ଚର୍ଚ୍ଚାରେ ସେଜଲଙ୍କ ପାଳିତ ମାଆଙ୍କ ଆବେଗଭରା ଚିଠି

ସାମ୍ନାକୁ ଆସିଛି ସେଜଲଙ୍କ ପାଳିତ ମା’ଙ୍କ ଆବେଗଭରା ଚିଠି। ସେଜ୍ ମାଇ ଡିଅର…ତୁମେ ଚାଲିଯିବ ବୋଲି ଭାବି ମୋ ହୃଦୟ କଷ୍ଟ ଓ ଯନ୍ତ୍ରଣାରେ ଭରିଯାଉଛି। ମୁଁ ଦୁଃଖିତ ଯେ ତୁମେ, ତୁମ ମାଆ ଙ୍କ ନାମରେ କଳଙ୍କ ଲାଗାଇଦେଲ। ତୁମେ ଜାଣିଛ ମୁଁ ତୁମ ପାଇଁ କେତେ କରି ପ୍ରେମ କରେ ଏବଂ ତୁମର ଯତ୍ନ ନିଏ।

ଗୁଟଖା,ସିଗାରେଟ୍ ଓ ପାନ ମସଲାର ମୂଲ୍ୟ ବୃଦ୍ଧି ପାଇବ

ସେସ୍ ବାତିଲ ହେବା ପରେ ମଧ୍ୟ ତମାଖୁ, ପାନ ମସଲା ଓ ଅନ୍ୟାନ୍ୟ ସାମଗ୍ରୀ ଉପରେ ସମାନ ରହିବ ଟିକସ । ତେବେ ସୁନିଶ୍ଚିତ କରିବା ପାଇଁ ସରକାର ସୋମବାର ଲୋକସଭାରେ ଦୁଇଟି ବିଲ୍ ଆଗତ କରିବାର ଆଶା କରାଯାଉଛି । ଏହା ଏହି ସାମଗ୍ରୀ ଉପରେ ଟିକସ ମଧ୍ୟ ବୃଦ୍ଧି କରିପାରେ |ତେବେ ଆଜି ସଂସଦ ଅଧିବେଶନ

କମର୍ସିଆଲ ସିଲିଣ୍ଡରର ମୂଲ୍ୟ ୧୦ଟଙ୍କା ହ୍ରାସ 

ଡିସେମ୍ବର ୧ରେ ଭାରତରେ ଅନେକ ପରିବର୍ତ୍ତନ ଆସିଥିଲା। ଏହି ପରିବର୍ତ୍ତନଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଏଲପିଜି ସିଲିଣ୍ଡରର ମୂଲ୍ୟ। ଘରୋଇ ସିଲିଣ୍ଡରର ମୂଲ୍ୟରେ କୌଣସି ହ୍ରାସ ହୋଇନଥିବା ରିପୋର୍ଟ କରାଯାଇଛି। ଏଲ୍‌ପିଜି ଓ କମର୍ସିଆଲ୍ ସିଲିଣ୍ଡର ଦରରେ ପରିବର୍ତ୍ତନ| ୧୯ କେଜି କମର୍ସିଆଲ୍‌

ଆଗାମୀ ୪ଦିନ କମିବ ଥଣ୍ଡାର ପ୍ରକୋପ

ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ବଢ଼ିଛି। ଫଳରେ ଶୀତ ପ୍ରକୋପ କମିଛି। ଉପକୂଳବର୍ତ୍ତୀ କିଛି ଅଞ୍ଚଳରେ ପାରଦ ୨୦ ଡିଗ୍ରୀ ଛୁଇଁଛି। ମଙ୍ଗଳବାର ଓ ବୁଧବାର ଅଧିକାଂଶ ସ୍ଥାନର ରାତି ତାପମାତ୍ରା ୧୨ରୁ ୧୫ ଡିଗ୍ରୀ ଉପରେ ରହିବ । ଅଧିକ ଶୀତ ଅନୁଭୂତ ହେଉଥିବା କୋରାପୁଟ, ଫୁଲବାଣୀ,

ବାରବାଟୀ ମ୍ୟାଚ ପାଇଁ ଆଜିଠୁ ଅନଲାଇନରେ ଟିକେଟ୍ ବିକ୍ରି

ବାରବାଟୀ ଟି-୨୦ ମ୍ୟାଚ୍ ପାଇଁ ଆରମ୍ଭ ହୋଇଛି କାଉଣ୍ଟ ଡାଉନ୍ । ହାତରେ ସପ୍ତାହେ ସମୟ ଥିବାବେଳେ ଆଜି ଅନଲାଇନରେ ଉପଲବ୍ଧ ହେବ ଟିକେଟ । ଗତ ମ୍ୟାଚ୍ ତୁଳନାରେ ଏଥର ଟିକେ୍ଟ ସଂଖ୍ୟା ହ୍ରାସ ପାଇଛି । ଅର୍ଥାତ୍ ୪ହଜାର ପରିବର୍ତ୍ତେ ଏଥର ମାତ୍ର ୨ହଜାର ଟିକେଟ୍ ଦର୍ଶକଙ୍କ ପାଇଁ ଅନଲାଇନରେ ଉପଲବ୍ଧ

ସାଂସଦଙ୍କ ଖେଳ ମହୋତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ

ଗଣିଆ (ବିଶ୍ଵରଞ୍ଜନ୍ ସେଠି) ଶନିବାର ପୂର୍ବାହ୍ନରେ ଗଣିଆ ବ୍ଳକ ଗୋଷ୍ଠୀ ଶିକ୍ଷା କେନ୍ଦ୍ର ପରିସରରେ ସାଂସଦଙ୍କ ଖେଳ ମହୋତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ରାଉତରାୟଙ୍କ ସଭାପତିିତ୍ୱରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ

ଡାକ୍ତରଙ୍କ ପ୍ରେସକ୍ରିପସନ ବିନା ଆଉ ମିଳିବନି କଫ ସିରପ

ମଧ୍ୟ ପ୍ରଦେଶରେ ଗତ କିଛି ଦିନ ତଳେ କଫ ସିରପ ଖାଇବା ପରେ ଅନେକ ପିଲାଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲା ରାଜ୍ୟ ଏବଂ ସାରା ଦେଶରେ ବ୍ୟାପକ ଅସନ୍ତୋଷ ସୃଷ୍ଟି କରିଥିଲା। କେନ୍ଦ୍ର ସରକାର ଏହି ବିଷୟକୁ ବହୁତ ଗମ୍ଭୀରତାର ସହ ନେଇଛନ୍ତି ଏବଂ ଏହି ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସରକାରଙ୍କ