Browsing Category
ଆଜିର ଖବର
ଇଡି ଖୋଳିବ ଖଣିବାବୁଙ୍କ କାରନାମା ! ଇଡି ମାଗିଲା ତଥ୍ୟ
ଲାଞ୍ଚ ନେଇ ଧରାପଡ଼ିଥିବା କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କୁ ୭ ଦିନିଆ ରିମାଣ୍ଡରେ ଆଣିବ ଭିଜିଲାନ୍ସ । ଭିଜିଲାନ୍ସକୁ ସମସ୍ତ ତଥ୍ୟ ମାଗିଲା ଇଡି । ଗତକାଲି ଗିରଫ କରି କୋର୍ଟ ଚାଲାଣ କରିଥିଲା ଭିଜିଲାନ୍ସ। ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରେ ଚଢ଼ାଉ ବେଳେ!-->…
କଲ୍ୟାଣପୁରରେ ଭାଗବତ ପାରାୟଣ
କୁହୁଣ୍ଡା ପଞ୍ଚାୟତ କଲ୍ୟାଣପୁର ଗୋପାଳ ସାହିରେ ସପ୍ତାହବ୍ୟାପୀ ଶ୍ରୀମଦ ଭାଗବତ ପାରାୟଣ ଉଦଯାପିତ ହୋଇଯାଇଛି l ଏହି ଅନିତ୍ୟ ସଂସାରରେ ଜୀବନ କ୍ଷଣସ୍ଥାୟୀ l ଲୋଭ ମୋହ,କାମ କ୍ରୋଧ, ହିଂସା ଓ ଅସୂୟାପଣକୁ ପରିହାର କରି, ଦୟା-କ୍ଷମା-ପ୍ରେମ ଓ ସଦଭାବନାକୁ ଜୀବନର ମହାମନ୍ତ୍ର ଭାବେ ଗ୍ରହଣ!-->…
୧ ଏପ୍ରିଲରୁ, ସାରା ଦେଶରେ ବିକ୍ରି ହେବ କେବଳ ୨୦% ଇଥାନଲ୍ ଯୁକ୍ତ ପେଟ୍ରୋଲ
ତୈଳ ଓ ଗ୍ୟାସ୍କୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ସରକାର ତେଲ ଏବଂ ଗ୍ୟାସ କମ୍ପାନୀଗୁଡ଼ିକୁ ୧ ଏପ୍ରିଲରୁ ଦେଶର ବିଭିନ୍ନ ପେଟ୍ରୋଲ ପମ୍ପରେ ୨୦ ପ୍ରତିଶତ ଇଥାନଲ୍ ମିଶ୍ରିତ ପେଟ୍ରୋଲ ବିକ୍ରୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।ତେଲ ଆମଦାନୀ ଏବଂ ପ୍ରଦୂଷଣ ହ୍ରାସ!-->…
ଦଶମ ବୋର୍ଡ ପରୀକ୍ଷା ବେଳେ ଛାତ୍ରୀଙ୍କୁ ସ୍କୁଲରେ ଆସିଲା ପ୍ରସବ ଯନ୍ତ୍ରଣା
ସାରା ଦେଶରେ ଚାଲିଛି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା । ମଧ୍ୟପ୍ରଦେଶରେ ବି ପରୀକ୍ଷା ଦେଉଛନ୍ତି ହଜାର ହଜାର ଛାତ୍ରୀ । ତେବେ ଧାର ଜିଲ୍ଲାର ପରୀକ୍ଷା ହଲ୍ରୁ ନଜର ଆଶ୍ଚର୍ଯ୍ୟ କରିବା ଭଳି ଘଟଣା ।। ସେକ୍ଟର-୧ ଥାନା ଅଞ୍ଚଳର ବୋର୍ଡ ପରୀକ୍ଷା କେନ୍ଦ୍ରକୁ ଗଣିତ ପରୀକ୍ଷା ଦେବାକୁ ଆସିଥିବା ଜଣେ!-->…
CPET ପାଇଁ କାଲିଠୁ ଫର୍ମ ପୂରଣ, ଜୁଲାଇ 10 ସୁଦ୍ଧା ପାଠପଢା ଆରମ୍ଭ
ଏକକ ପିଜି ପ୍ରବେଶିକା ପରୀକ୍ଷା ବା ସିପିଇଟି ପାଇଁ କାଲିଠୁ ଫର୍ମ ପୂରଣ ଆରମ୍ଭ । ଆସନ୍ତାକାଲିଠୁ ମାର୍ଚ୍ଚ ୧୫ ଯାଏଁ ସାମସ ପୋର୍ଟାଲରେ ଫର୍ମ ପୂରଣ କରିପାରିବେ ଇଚ୍ଛୁକ ଛାତ୍ରଛାତ୍ରୀ । ସିପିଇଟି ମାର୍କ ଆଧାରରେ ହିଁ ସ୍ନାତକୋତ୍ତର ପାଇଁ ଚୟନ ହେବେ ଛାତ୍ରଛାତ୍ରୀ । ପିଜିରେ ନାମ ଲେଖାଇବାକୁ!-->…
ରାଜଧାନୀ ଭୁବନେଶ୍ୱରରେ ନିର୍ମାଣ ହେବ ଜନ ଆଶ୍ରୟ ଭବନ
ରାଜଧାନୀ ଭୁବନେଶ୍ୱରରେ ନିର୍ମାଣ ହେବ ଜନ ଆଶ୍ରୟ ଭବନ । ମାଷ୍ଟର କ୍ୟାଣ୍ଟିନ ଛକରେ ୫ ଏକର ଜମିରେ ନିର୍ମାଣ ହେବ । ଏନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଭିନ୍ନ ଜିଲ୍ଲାରୁ ରାଜଧାନୀ ଆସୁଥିବା ଲୋକେ ଏଠାରେ ରହିପାରିବେ । ସ୍ୱଳ୍ପ ମଲ୍ୟରେ ଜନ ଆଶ୍ରୟ ଭବନରେ ୩ ଦିନ ରହିପାରିବେ ।!-->…
ଦିଲ୍ଲୀରେ ନୂଆ ଓଡ଼ିଶା ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ନୂଆ ଓଡ଼ିଶା ଭବନର ଶିଳାନ୍ୟାସ । ଦିଲ୍ଲୀରେ ନୂଆ ଓଡ଼ିଶା ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ । ଚାଣକ୍ୟପୁରୀ କୌଟିଲ୍ୟ ମାର୍ଗରେ ୭ ମହଲା ବିଶିଷ୍ଟ ହେବ ନୂଆ ଓଡ଼ିଶା ଭବନ । ୪୫ଟି କୋଠରୀ ସହ ଆଧୁନିକ ସମ୍ମିଳନୀ କକ୍ଷ ରହିବ । ଓଡ଼ିଶାର ସାଂସ୍କୃତିକ ଓ ପ୍ରଶାସନିକ କେନ୍ଦ୍ର ଭାବେ କାମ କରିବ!-->…
ଦେଶରେ ପ୍ରଥମ ଡ୍ରୋନ୍-ରୋବୋରେ ଡେଲିଭରୀ
ଦିଲ୍ଲୀ ଏନ୍ସିଆରର ଗୁରୁଗ୍ରାମରେ ଡ୍ରୋନ୍ ଓ ଏଆଇ ରୋବୋ ସାହାଯ୍ୟରେ ଡେଲିଭରୀ ସେବା ଆରମ୍ଭ ହୋଇଛି । ସ୍କାଇ ଏୟାର ମୋବିଲିଟି ଏହାର ଶୁଭାରମ୍ଭ କରିଛି। ଲଞ୍ଚ୍ ସମୟରେ କମ୍ପାନି ନିଜ ସିଷ୍ଟମର ଡେମୋ ଦେଖାଇଛି । ଏଥିରେ ଡ୍ରୋନ୍ ପ୍ରଥମେ ପାର୍ସଲ ବକ୍ସ ନେଇ ଆସୁଛି, ଯାହାକୁ ମେଲ୍ ବକ୍ସରେ!-->…
ଆସନ୍ତା ୨୮ ତାରିଖରେ କଂଗ୍ରେସ ନେବ ରାଜ୍ୟସଭା ନିଷ୍ପତ୍ତି
ଆସନ୍ତା ୨୮ ତାରିଖରେ କଂଗ୍ରେସ ନେବ ରାଜ୍ୟସଭା ନିଷ୍ପତ୍ତି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ଏଥିପାଇଁ ଦିଲ୍ଲୀ ଯାଇ ହାଇକମାଣ୍ଡଙ୍କ ସହ ଆଲୋଚନା କରିବେ କହିଛନ୍ତି । ନବୀନଙ୍କୁ ସମୟ ମାଗିଥିଲେ ବି ଏଯାଏଁ ନବୀନ ସମୟ ଦେଇନାହାନ୍ତି କହିଲେ । ରାଜ୍ୟସଭାର ଚତୁର୍ଥ ଆସନ!-->…
ମାର୍ଚ୍ଚ ମାସରେ ୧୮ ଦିନ ବନ୍ଦ ରହିବ ବ୍ୟାଙ୍କ
୨୦୨୬ ମାର୍ଚ୍ଚ ମାସରେ ବିଭିନ୍ନ ପର୍ବପର୍ବାଣୀ ଏବଂ ସାପ୍ତାହିକ ଛୁଟି ଯୋଗୁଁ ମୋଟ୍ ୧୮ ଦିନ ବ୍ୟାଙ୍କ ବନ୍ଦ ରହିବ। ଆସନ୍ତୁ ନଜର ପକାଇବା ମାର୍ଚ୍ଚ ମାସର ବ୍ୟାଙ୍କ ଛୁଟି ତାଲିକା ଉପରେ | ତେବେ ବ୍ୟାଙ୍କ ଶାଖା ବନ୍ଦ ରହିଲେ ମଧ୍ୟ ନେଟ୍ ବ୍ୟାଙ୍କିଙ୍ଗ୍, ମୋବାଇଲ୍ ବ୍ୟାଙ୍କିଙ୍ଗ୍ ଏବଂ ଏଟିଏମ୍!-->…
ସୁପ୍ରିମ୍କୋର୍ଟଙ୍କ ତୀବ୍ର ସମାଲୋଚନା ପରେ NCERT ବହିରୁ ହଟିବ ବିବାଦୀୟ ଅଧ୍ୟାୟ
ସୁପ୍ରିମକୋର୍ଟଙ୍କ କଡା ଆଭିମୁଖ୍ୟ ପରେ ଏନସିଇଆରଟିର ୟୁ ଟର୍ଣ୍ଣ । ସୁପ୍ରିମ୍କୋର୍ଟଙ୍କ ତୀବ୍ର ସମାଲୋଚନା ପରେ କ୍ଷମା ମାଗିଛି ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ(ଏନସିଆରଟି) । ବିବାଦୀୟ ବିଷୟ ‘ନ୍ୟାୟପାଳିକା ଦୁର୍ନୀତି’ ବିଷୟକୁ ନେଇ କ୍ଷମା ପ୍ରାର୍ଥନା କରିଛି ଏନସିଆରଟି ।!-->…
ମହାପ୍ରଭୁଙ୍କ ଚାଚେରୀ ବେଶ, ଫଗୁ ଖେଳ
ଆଜି ଫଗୁ ଦଶମୀ। ଫାଲଗୁନ ଶୁକ୍ଳପକ୍ଷ ଦଶମୀ ତିଥି ଠାରୁ ଫଗୁ ବା ଅବିର ଦେବତାଙ୍କ ସେବାରେ ଲାଗେ। ଏହା ହେଉଛି ହୋଲି ପର୍ବର ପୂର୍ବ ପର୍ବ। ଆଜି ମହାପ୍ରଭୁ ଫଗୁ ଖେଳିବା ସହ ଚାଚେରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଫଗୁ ଦଶମୀରେ ଶ୍ରୀମନ୍ଦିରରେ ଆଜି ମଧ୍ୟାହ୍ନ ଧୂପ ଶେଷ ହେବା ପରେ!-->…