Browsing Category

ଆଜିର ଖବର

ଆସନ୍ତା ୨୮ ତାରିଖରେ କଂଗ୍ରେସ ନେବ ରାଜ୍ୟସଭା ନିଷ୍ପତ୍ତି

ଆସନ୍ତା ୨୮ ତାରିଖରେ କଂଗ୍ରେସ ନେବ ରାଜ୍ୟସଭା ନିଷ୍ପତ୍ତି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ଏଥିପାଇଁ ଦିଲ୍ଲୀ ଯାଇ ହାଇକମାଣ୍ଡଙ୍କ ସହ ଆଲୋଚନା କରିବେ କହିଛନ୍ତି । ନବୀନଙ୍କୁ ସମୟ ମାଗିଥିଲେ ବି ଏଯାଏଁ ନବୀନ ସମୟ ଦେଇନାହାନ୍ତି କହିଲେ । ରାଜ୍ୟସଭାର ଚତୁର୍ଥ ଆସନ

ମାର୍ଚ୍ଚ ମାସରେ ୧୮ ଦିନ ବନ୍ଦ ରହିବ ବ୍ୟାଙ୍କ

୨୦୨୬ ମାର୍ଚ୍ଚ ମାସରେ ବିଭିନ୍ନ ପର୍ବପର୍ବାଣୀ ଏବଂ ସାପ୍ତାହିକ ଛୁଟି ଯୋଗୁଁ ମୋଟ୍ ୧୮ ଦିନ ବ୍ୟାଙ୍କ ବନ୍ଦ ରହିବ। ଆସନ୍ତୁ ନଜର ପକାଇବା ମାର୍ଚ୍ଚ ମାସର ବ୍ୟାଙ୍କ ଛୁଟି ତାଲିକା ଉପରେ | ତେବେ ବ୍ୟାଙ୍କ ଶାଖା ବନ୍ଦ ରହିଲେ ମଧ୍ୟ ନେଟ୍ ବ୍ୟାଙ୍କିଙ୍ଗ୍, ମୋବାଇଲ୍ ବ୍ୟାଙ୍କିଙ୍ଗ୍ ଏବଂ ଏଟିଏମ୍

ସୁପ୍ରିମ୍‌କୋର୍ଟଙ୍କ ତୀବ୍ର ସମାଲୋଚନା ପରେ NCERT ବହିରୁ ହଟିବ ବିବାଦୀୟ ଅଧ୍ୟାୟ

ସୁପ୍ରିମକୋର୍ଟଙ୍କ କଡା ଆଭିମୁଖ୍ୟ ପରେ ଏନସିଇଆରଟିର ୟୁ ଟର୍ଣ୍ଣ । ସୁପ୍ରିମ୍‌କୋର୍ଟଙ୍କ ତୀବ୍ର ସମାଲୋଚନା ପରେ କ୍ଷମା ମାଗିଛି ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ(ଏନସିଆରଟି) । ବିବାଦୀୟ ବିଷୟ ‘ନ୍ୟାୟପାଳିକା ଦୁର୍ନୀତି’ ବିଷୟକୁ ନେଇ କ୍ଷମା ପ୍ରାର୍ଥନା କରିଛି ଏନସିଆରଟି ।

ମହାପ୍ରଭୁଙ୍କ ଚାଚେରୀ ବେଶ, ଫଗୁ ଖେଳ

ଆଜି ଫଗୁ ଦଶମୀ। ଫାଲଗୁନ ଶୁକ୍ଳପକ୍ଷ ଦଶମୀ ତିଥି ଠାରୁ ଫଗୁ ବା ଅବିର ଦେବତାଙ୍କ ସେବାରେ ଲାଗେ। ଏହା ହେଉଛି ହୋଲି ପର୍ବର ପୂର୍ବ ପର୍ବ। ଆଜି ମହାପ୍ରଭୁ ଫଗୁ ଖେଳିବା ସହ ଚାଚେରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଫଗୁ ଦଶମୀରେ ଶ୍ରୀମନ୍ଦିରରେ ଆଜି ମଧ୍ୟାହ୍ନ ଧୂପ ଶେଷ ହେବା ପରେ

ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି​​​​​​​ ପ୍ରକାଶ । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ

ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି​​​​​​​ ପ୍ରକାଶ ପାଇଲା । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ,

ପରଲୋକରେ ‘ଘୋଡ଼ା ନାଚ’ ସମ୍ରାଟ ପଦ୍ମଶ୍ରୀ ଉତ୍ସବ ଚରଣ ଦାସ

ଆରପାରିରେ ଲୋକନୃତ୍ୟ ଗୁରୁ ପଦ୍ମଶ୍ରୀ ଉଛବ ଚରଣ ଦାସ। କଟକ ଚୌଦ୍ବାରସ୍ତିତ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା । ଓଡ଼ିଶାର ପାରମ୍ପରିକ 'ଘୋଡ଼ା ନାଚ'କୁ ବିଶ୍ୱସ୍ତରରେ ପରିଚିତ କରାଇବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଏଥାପାଇଁ ତାଙ୍କୁ

ସିଧାମୂଳା ବ୍ରିଜ ଉପରେ ବାଇକ ଦୁର୍ଘଟଣାରେ ମାମୁଁ ମୃତ ଭଣଜା ଗୁରୁତର

ଖଣ୍ଡପଡ଼ା ଥାନା ଅନ୍ତର୍ଗତ ସିଧାମୂଳା- ଏକଡାଳ ମହାନଦୀ ବ୍ରିଜ ଉପରେ ବୁଧବାର ସନ୍ଧ୍ୟାରେ ଏକ ବାଇକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣକ ମୃତ୍ୟୁ ଘଟିଥିବାବେଳେ ଅନ୍ୟଜଣଙ୍କର ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି ହୋଇଛନ୍ତି । ମୃତକ ଜଣକ ହେଲେ

ସମୁଦ୍ର କୂଳରେ ଆଉ ଚୋରି ହେବନି ବ୍ୟାଗ୍ ! ପୁରୀ ସମୁଦ୍ର କୂଳରେ କରାଯାଇଛି ବ୍ୟାଗେଜ୍ ଲକର୍ ସିଷ୍ଟମ୍

ପୁରୀ ସମୁଦ୍ର କୂଳରେ କରାଯାଇଛି ବ୍ୟାଗେଜ୍ ଲକର୍ ସିଷ୍ଟମ୍।ସମୁଦ୍ର ବାଲିରେ ନିଜର ବ୍ୟାଗ୍ ରଖି ସମୁଦ୍ରକୁ ସ୍ନାନ କରିବାକୁ ଯାଆନ୍ତି ପର୍ଯ୍ୟଟକ। ଏଥିପାଇଁ ବିଭିନ୍ନ ସମୟରେ ବ୍ୟାଗ ଚୋରି ହୋଇଯାଉଥିବା ଅଭିଯୋଗ ହୋଇ ଆସୁଥିଲା। ଏହାକୁ ଦୃଷ୍ଟିରେ ରଖି ପୁରୀ ପୌରସଂସ୍ଥା ପକ୍ଷରୁ ଏକ ନିଆରା

କମିବ ଖାଇବା ତେଲ ଦାମ

ଅଶୋଧିତ ତେଲ ଉପରେ ଆମଦାନୀ ଶୁଳ୍କ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଏହି ନୂଆ ନିୟମ ୩୧ ମେରୁ ସାରା ଦେଶରେ କାର୍ଯ୍ୟକାରୀ ହେବ। କେନ୍ଦ୍ର ଏ ସମ୍ପର୍କରେ ଏକ ସରକାରୀ ବିଜ୍ଞପ୍ତି ଜାରି କରିସାରିଛି। ଯାହା ଫଳରେ ଆଗାମୀ ଦିନରେ ତେଲର ମୂଲ୍ୟରେ ଯଥେଷ୍ଟ ହ୍ରାସ ହେବାର

ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି ସବୁଠୁ କୁନି ପରିକ୍ଷାର୍ଥୀ, ଉଚ୍ଚତା ମାତ୍ର ଦେଢ଼ ଫୁଟ

ସବୁଠୁ କୁନି ପରିକ୍ଷାର୍ଥୀ । ଉଚ୍ଚତା ମାତ୍ର ଦେଢ଼ ଫୁଟ । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି । ସାଙ୍ଗରେ ଅଛନ୍ତି ଭାଇ। ଏଦୃଶ୍ୟ ହେଉଛି ଢେଙ୍କାନାଳ ଜିଲ୍ଲା କାନପୁର ପଞ୍ଚାୟତିରାଜ ହାଇସ୍କୁଲର। ଯେଉଁଠି ମାଟ୍ରିକ ପରୀକ୍ଷା ଦେଉଛନ୍ତି ସବୁଠାରୁ କମ୍ ଉଚ୍ଚତା ବିଶିଷ୍ଟ ୧୦ମ ଶ୍ରେଣୀର

ବିଏସଏଫରେ ଯୋଗଦେବେ ରୋଜାଲିନ୍‌ , ସମ୍ବର୍ଦ୍ଧିତ କଲେ ନିଖିଳ ଉତ୍କଳ ତଅଁଳା ଚାରି ରାଜ୍ୟ ସମାଜ

ଗଣିଆ,(ବିଶ୍ୱରଂଜନ ସେଠି) ନୟାଗଡ଼ ଜିଲା ଗଣିଆ ବ୍ଳକର ପ୍ରଥମ ମହିଳା ବିଏସଏଫଭାବେ ଯୋଗଦାନ କରିବେ ରୋଜାଲିନ୍ । ଗଣିଆ ଗ୍ରାମର ପରିକ୍ଷିତ ବେହେରାଙ୍କ ଝିଅ ରୋଜାଲିନ ବେହେରା (୨୨) ନିଜର କଠିନ ପରିଶ୍ରମ ଓ ଦୃଢଇଚ୍ଛାଶକ୍ତି ଆଗରେ ହାର ମାନିଛି ଆର୍ଥିକ ପରିସ୍ଥିତି ସମେତ ବହୁ ବାଧାବିଘ୍ନ ଓ ନିଜର

ଗଣିଆ ଜଙ୍ଗଲ ନିଆଁ ରୋକିବା ପାଇଁ ବିଦ୍ୟାଳୟରେ ସଚେତନତା କର୍ମଶାଳା

ଗଣିଆ : (ବିଶ୍ୱରଂଜନ ସେଠି)ଏବେ ଜାରି ରହିଛି ଗ୍ରୀଷ୍ମର ଲହରୀ । ଗଛ ମାନେ ଏଇ ସମୟରେ ପତ୍ର ଝଡା ମଧ୍ୟ ଦେଇଥାନ୍ତି । ଆଉ କିଛି ଦିନ ଗଲା ପରେ ଶୁଖିଲା ପତ୍ର ଓ ଡାଳ ମିଶି ଜଙ୍ଗଲ ନିଆଁ ପାଇଁ ବାଟ ଫିଟେଇବେ। ଗତ ବର୍ଷ ଅନେକ ଜଙ୍ଗଲରେ ନିଆଁ ଲାଗିଥିଲା ଏବଂ ଅନେକ କ୍ଷୟକ୍ଷତି ମଧ୍ୟ ହୋଇଥିଲା ।