Browsing Category

ଆଜିର ଖବର

ରାସଙ୍ଗରେ ଶ୍ରୀମଦ୍ ଭାଗବତ ସପ୍ତାହ ପାରାୟଣ ଜ୍ଞାନଯଜ୍ଞ ଉଦ୍‌ଯାପିତ

ଗଣିଆ,(ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ରାସଙ୍ଗ ପଚାଂୟତ ରାସଙ୍ଗ ଗ୍ରାମବାସୀଙ୍କ ତରଫରୁ ସପ୍ତବିଂଶତମ ବିର୍ଷିକି ଶ୍ରୀମଦ୍ ଭାଗବତ ସପ୍ତାହ ପାରାୟଣ ଜ୍ଞାନଯଜ୍ଞ ଉଦଯାପିତ ହୋଇଯାଇଛି । ଗତ ଫେବୃୟାରୀ ୧୮ ତାରିଖରେ ଶୁଭାଧିବାସ ଅବସରରେ ଘଟ କଳସ ସ୍ଥାପନ କରାଯାଇଥିଲା । ଗତ ବୁଧବାରଠାରୁ ପ୍ରତ୍ୟହ

ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦୀ। ବିମାନ ବନ୍ଦରରେ ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଓ ତାଙ୍କ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିନ ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଯାଇ ତେଲ ଅଭିଭରେ ପହଞ୍ଚିଛନ୍ତି। ଇସ୍ରାଏଲୀ ପ୍ରତିନିଧି ବେଞ୍ଜାମିନ ନେତାନ୍ୟାହୁଙ୍କ ନିମନ୍ତ୍ରଣରେ ମୋଦୀ ଇସ୍ରାଏଲ ଯାଇଛନ୍ତି।ଇସ୍ରାଏଲ ପ୍ରଧାନମନ୍ତ୍ରୀ ତାଙ୍କ ପତ୍ନୀ ସାରା ନେତାନ୍ୟାହୁଙ୍କ ସହିତ ବେନ୍ ଗୁରିଅନ୍

 ଧାନକିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ସୂଚନା : ବଢ଼ିବ ଧାନକିଣା ଅବଧି

ଧାନକିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ଯେ ଟୋକନ ସମୟ ସମାପ୍ତ ହୋଇଗଲେ ମଧ୍ୟ ଆଉ ୧୫ ଦିନ ପର୍ଯ୍ୟନ୍ତ ଏହି ଅବଧି ବଢ଼ାଯିବ। ରାଜ୍ୟରେ ସମସ୍ତ ଜିଲାପାଳ ଏହି ଅବଧି ସମୟ ବଢ଼ାଇ ପାରିବେ। ବିଳମ୍ବ କିମ୍ବା ସମସ୍ୟା ଯୋଗୁ ରାଜ୍ୟର ଚାଷୀଙ୍କୁ ବାଦ୍‌ ଦିଆଯିବ ନାହିଁ।

NCERT ବହିକୁ ନେଇ ରାଗିଗଲେ CJI

ଗତକାଲି ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୮ମ ଶ୍ରେଣୀ ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକରେ “ନ୍ୟାୟପାଳିକାରେ ଦୁର୍ନୀତି” ଶୀର୍ଷକ ଏକ ଅଂଶ ଅନ୍ତର୍ଭୁକ୍ତ କରିଛି। ସୁପ୍ରିମକୋର୍ଟ ଏବେ ଏହି ମାମଲାର ସ୍ୱତଃ ତଦନ୍ତ କରିଛନ୍ତି।ସିଜେଆଇ ସୂର୍ଯ୍ୟକାନ୍ତ କହିଛନ୍ତି, “ମୁଁ ଏ

ଏସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ରାଜ୍ୟରେ କାଳବୈଶାଖୀ ପ୍ରଭାବ ।ଗତକାଲି କିଛି କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଝଟକା ପବନ ବି ଅନୁଭୂତ ହୋଇଥିଲା । ଗୋଟିଏ କି ଦୁଇଟି ସ୍ଥାନରେ କୁଆପଥର ମାଡ଼ ମଧ୍ୟ ହୋଇଛି। ଟୁଇନ ସିଟିରେ ପ୍ରବଳ ବର୍ଷା| ଆଜି ବର୍ଷା ସହ ହୋଇପାରେ ବିଜୁଳି ଘଡଘଡି ଓ ଝଟକା ପବନ

ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି

ଚଳିତ ବର୍ଷ କେନ୍ଦ୍ରାପଡ଼ାର ନୂତନ ବ୍ରହ୍ମ ତାଳଧ୍ୱଜ ରଥ ନିର୍ମାଣ ପାଇଁ ରାଜ୍ୟ ସରକାର ଏକ କୋଟି ଟଙ୍କାର ବିଶେଷ ଅନୁଦାନ ମଞ୍ଜୁର କରିଛନ୍ତି।ବିଗତ କିଛି ବର୍ଷ ଧରି ରଥର ୧୪ଟି ଚକ ଠିକ ନ ଥିବାରୁ ଅସୁବିଧା ହେଉଥିଲା। ରଥଟଣା ବେଳେ ବିଭିନ୍ନ ପ୍ରକାର ବିଘ୍ନ ସୃଷ୍ଟି ହେଉଥିଲା।ବାହୁଡ଼ା ଯାତ୍ରା

ମାର୍ଚ୍ଚ ପ୍ରଥମ ସପ୍ତାହରେ ରତ୍ନଭଣ୍ଡାର ଗଣତିମଣତି

ମାର୍ଚ୍ଚ ପ୍ରଥମ ସପ୍ତାହରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।ସେ କହିଛନ୍ତି ମ୍ୟାନେଜିଂ କମିଟି ଓ ମନ୍ଦିର ପ୍ରଶାସନକୁ ଦାୟିତ୍ବ ଦିଆଯାଇଛି । ସେମାନେ ଛତିଶା ନିଯୋଗ ସହିତ କଥା ହୋଇ ଠାକୁରଙ୍କ ନୀତିକାନ୍ତି ଅନୁଯାୟୀ କେଉଁ ସମୟରେ

ଅଶ୍ଳୀଳ କଣ୍ଟେଣ୍ଟ ପାଇଁ ୫ଟି OTT ପ୍ଲାଟଫର୍ମ ବନ୍ଦ

‘ଅଶ୍ଳୀଳ’ ବିଷୟବସ୍ତୁ ପ୍ରସାରଣ ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ୫ଟି OTT ପ୍ଲାଟଫର୍ମ ବ୍ୟାନ । ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ‘ଅଶ୍ଳୀଳ’ ବିଷୟବସ୍ତୁ ପ୍ରସାରଣ କରୁଥିବା ୫ଟି OTT ପ୍ଲାଟଫର୍ମକୁ ବନ୍ଦ କରିଛନ୍ତି। ସାର୍ବଜନୀନ ଶାଳୀନତା, ଜାତୀୟ ସ୍ୱାର୍ଥ ଏବଂ ସାମ୍ବାଦିକ ନୀତିକୁ

ବିବାହ କରିବା ପୂର୍ବରୁ ଫସିଯାଇଛି ବର । ହାତଗଣ୍ଠି ପୂର୍ବରୁ ବର ହାତରେ ପଡିଛି ହାତକଡି

ହାତଗଣ୍ଠି ପୂର୍ବରୁ ହାତକଡି । ଆଜି ପଡିଥାନ୍ତା ହାତଗଣ୍ଠି, ବେଦୀକୁ ଯିବା ପୂର୍ବରୁ ଟେକିନେଲା ପୋଲିସ ।ଗିରଫ ଅଭିଯୁକ୍ତ ସିଦ୍ଧାର୍ଥ ଶଙ୍କର ରଥ । ଭୁବନେଶ୍ୱର ଖଣ୍ଡଗିରି ଥାନାରୁ ଆସିଛି ସାଂଘାତିକ ଅଭିଯୋଗ । ପ୍ରେମିକାକୁ ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇଛନ୍ତି ଇଞ୍ଜିନିୟରି ସିଦ୍ଧାନ୍ତ

୨ ଝିଅ ଅନ୍ୟ ଜାତିରେ ବିବାହ କରିବାରୁ ମଲା ପରେ ବି ବାପାଙ୍କୁ ମିଳିଲାନି ଚାରିକାନ୍ଧ

୨ ଝିଅ ଅନ୍ୟ ଜାତିରେ ବିବାହ କରିବାରୁ ମଲା ପରେ ବି ବାପାଙ୍କୁ ମିଳିଲାନି ଚାରିକାନ୍ଧ। ସାହି ଭାଇ ତ ଦୂରର କଥା, ନିଜ ବଡ଼ ପୁଅ ବି କାନ୍ଧ ଦେଲାନି ବାପାଙ୍କୁ। ଅଭିଯୋଗ ଆସିଛି, ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ୍ କଂଗ୍ରା ଗାଁରୁ। ଶେଷରେ ମୃତକଙ୍କ ଭଉଣୀ ଓ ପୁଅ-ଝିଅ କାନ୍ଧରେ ନେଇ

ରାଜଧାନୀରେ ଆସନ୍ତା ୬ ତାରିଖରୁ ହଟିବ ବେଆଇନ ହୋର୍ଡିଂ

ରାଜଧାନୀରେ ହୋର୍ଡିଂ ପଡ଼ି ଦୁଇଜଣଙ୍କ ମୃତ୍ୟୁ । ଗତକାଲି ହୋଇଥିବା କାଳବୈଶାଖୀରେ ଆଇଗିଣିଆ ଦୁର୍ଗାପୂଜା ମଣ୍ଡପ ପାଖରେ ଲାଗିଥିବା ହୋଡ଼ିଂ ଗଳି ପଡିଥିଲା । ଫଳରେ ଗଂଜାମ ଆସ୍କାର ଟୁନା ଗୌଡ଼ ନାମକ ଯୁବକଙ୍କ ମତ୍ୟୁ ହୋଇଛି । ଅନ୍ୟପଟେ ହୋର୍ଡିଂ ତଳେ ଚାପିହୋଇ ରହି ଡୁମୁଡୁମାର ଇଂଜିନିୟରିଂ ଛାତ୍ର

କିଶୋରୀ ଓ ମହିଳାଙ୍କ ପାଇଁ ବଡ଼ ଆଶ୍ୱସ୍ତି । ମାଗଣାରେ ମିଳିବ ‘ଜରାୟୁ କ୍ୟାନସର’ ସୁରକ୍ଷା କବଚ

ଗର୍ଭାଶୟ ଗ୍ରୀବା କର୍କଟ (ସର୍ଭାଇକାଲ କ୍ୟାନ୍‌ସର) ହେଉଛି ମହିଳାମାନଙ୍କଠାରେ ଦେଖାଦେଉଥିବା ୪ର୍ଥ ସର୍ବାଧିକ ସାଧାରଣ କ୍ୟାନ୍‌ସର। ବିଶ୍ୱରେ ଯେତେ ମହିଳା ଏହି ରୋଗରେ ପୀଡ଼ିତ, ତାହାର ଏକ-ତୃତୀୟାଂଶ କେବଳ ଭାରତରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ରିପୋର୍ଟରୁ ଜଣାପଡ଼ିଛି।