Browsing Category
ଆଜିର ଖବର
ଭିଜିଲାନ୍ସ ଜାଲରେ କଟକ ଖଣି ଉପନିର୍ଦ୍ଦେଶକ ,ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି
ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି । ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ । କଟକ ସର୍କଲ ଖଣି ଉପ ନିର୍ଦ୍ଦେଶକ ଦେଵବ୍ରତ ମହାନ୍ତିଙ୍କ ଘରେ ଟଙ୍କାର ପାହାଡ଼ ।ଖଣି ଉପନିର୍ଦ୍ଦେଶକଙ୍କ ତିନୋଟି ଠିକଣାରେ ଚଢ଼ାଉ ହୋଇଛି ।ଜଣେ ଲାଇସେନ୍ସ ପ୍ରାପ୍ତ କୋଇଲା ବ୍ୟବସାୟୀଙ୍କ!-->…
ଲିଫ୍ଟ ଦେବା ବାହାନାରେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା, ପାରାଦୀପରୁ ମିଳିଲା ମୃତଦେହ
ପାରାଦୀପ ତାରିଣୀଗଡ଼ାରେ ଛାତରୁ ପଡି ମୃତ୍ୟୁ ଘଟଣାରେ ମିଳିଲା ମୃତକଙ୍କ ପରିଚୟ । ମୃତକ ହେଉଛନ୍ତି ଜଗତସିଂହପୁର ଜିଲ୍ଲା କୋଲର ଅଞ୍ଚଳର ଜଣେ ଯୁବତୀ । ସେ ଗତ ଶନିବାର ଠାରୁ ନିଖୋଜ ଥିଲେ । ସାରଳା ରୋଡ ନିକଟରୁ ବିହାରର ଜଣେ ଯୁବକ ବାଇକରେ ଲିଫ୍ଟ ଦେବା ବାହାନାରେ ପାରାଦୀପ ନେଇ ଆସିଥିଲେ ।!-->…
ଶ୍ରୀ ଶ୍ରୀ ଚିନ୍ତାମଣି ଜୀଉଙ୍କ ୭ମ ବାର୍ଷିକ ଉତ୍ସବ ଉଦ୍ପାଯିତ
ଗଣିଆ, (ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ କୁମ୍ଭୀରଖଣି ଗ୍ରାମରେ ବିରାଜିତ ଶ୍ରୀ ଶ୍ରୀ ଜିନ୍ତାମଣି ଜୀଉଙ୍କ ୭ମ ବାର୍ଷିକ ଉତ୍ସବର ପ୍ରଥମ ଦିନରେ ଅଙ୍କୁରାରୋପଣ, ଅଧିବାସ ଓ କଳସ ଯାତ୍ରା ଅନୁଷ୍ଠିତ ହୋଇଥିବାବେଳେ ୨ୟ ଦିନ ମଙ୍ଗଳବାର ଦିନ ୪ର୍ଥ ପ୍ରହରୀ ନାମସଂକୀର୍ତନ, ସୂର୍ଯ୍ୟପୂଜା, ଗୀତାଯଜ୍ଞ,!-->…
ସରିଲା ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ: ବିରୋଧୀଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ
ବିଧାନସଭାର ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଅଧିବେଶନ ଶେଷ ହୋଇଛି । ଏହି ଅଧିବେଶନରେ ବିରୋଧୀ ପ୍ରବଳ ହଟ୍ଟଗୋଳ ଯୋଗୁ ପ୍ରଶ୍ନକାଳ ଚାଲିବା ମୁସ୍କିଲ ହୋଇଥିଲା । ଏହି ଅଧିବେଶନ ଶେଷ ହେବା ପରେ ଗୃହକୁ ଆସନ୍ତା ମାର୍ଚ୍ଚ ୯ ତାରିଖ ସକାଳ ୧୦ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି!-->…
ବର୍ଷକ ଭିତରେ ‘ଆମ ବସ୍’ ନେଲାଣି ୭ ମୁଣ୍ଡ
ସ୍ମାର୍ଟସିଟିର ଲାଇଫ ଲାଇନ୍ କୁହାଯାଉଥିବା 'ଆମ ବସ' ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି ।ବର୍ଷକ ଭିତରେ ଆମ ବସ୍ ନେଲାଣି ୭ ମୁଣ୍ଡ । ଆମ ବସ୍ ଦୁର୍ଘଟଣାରେ ସର୍ବାଧିକ ଭୁବନେଶ୍ୱରରେ ୬ ଜଣ ମୃତ୍ୟୁବରଣ କରିଥିବା ବେଳେ କଟକରେ ଜଣେ ମୃତ୍ୟୁବରଣ କରିଛନ୍ତି । ସେହିପରି ଆମ ବସ୍!-->…
ପ୍ରେମ ପାଇଁ ଜନ୍ମ ଦେଇଥିବା ମାଆ ଓ ଭାଇଙ୍କୁ ହତ୍ୟା କଲା ଝିଅ
ପ୍ରେମ ପାଇଁ ଜନ୍ମ ଦେଇଥିବା ମାଆ ଓ ଭାଇଙ୍କୁ ହତ୍ୟା। ପ୍ରେମିକ ସହିତ ମିଶି ଝିଅ ଜଘନ୍ୟକାଣ୍ଡ ଭିଆଇଥିବା ସନ୍ଦେହ। କୋରାପୁଟ ଜିଲ୍ଲା ଜୟପୁର ବୋରିଗୁମ୍ମାରେ ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି ।ନିଖୋଜ ମା, ପୁଅଙ୍କ ମୃତଦେହ ଉଦ୍ଧାର ହୋଇଛି । ଗତ ୨୧ତାରିଖରୁ ନିଖୋଜ ଥିବା ନେଇ ବୋରିଗୁମ୍ମା!-->…
କୌଣସି ଟୋକେନ୍ ଲାପ୍ସ ହେବନି, ମାର୍ଚ୍ଚ ୩୧ ସୁଦ୍ଧା ସବୁ ଧାନ କିଣିବେ ସରକାର: ଯୋଗାଣ ମନ୍ତ୍ରୀ
ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସବୁ ଧାନ କିଣିବେ ସରକାର। କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବାକୁ ସରକାର ନିର୍ବାଚନ ପ୍ରତିଶୃତି ଦେଇଥିଲେ, ସେହି ହିସାବରେ ସରକାର ଧାନ କିଣୁଛନ୍ତି ବୋଲି ବିଧାନସଭାରେ ପ୍ରତିଶ୍ରୁତି ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର।ସେ ଆହୁରି ମଧ୍ୟ!-->…
ନିର୍ବାଚନ ପୂର୍ବରୁ ବଦଳିଲା ନାଁ: ”କେରଳରୁ-କେରଳମ୍”
ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ପ୍ରଥମ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ, କେରଳ କୁ କେରଳମ କରିବା ପାଇଁ ସରକାରଙ୍କ ପ୍ରସ୍ତାବକୁ ଅନୁମୋଦନ ମିଳିଛି ।କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, “ଭାଷା ଭିତ୍ତିରେ ରାଜ୍ୟ ସୃଷ୍ଟି!-->…
ନୀଳାଦ୍ରିବିଜେ ପୂର୍ବରୁ ଗଣତି ମଣତି ପାଇଁ ତାଲିକା ପ୍ରସ୍ତୁତ: ମୁଖ୍ୟ ପ୍ରଶାସକ
ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏସଓପିକୁ ନେଇ ହୋଇଛି ବିସ୍ତୃତ ଆଲୋଚନା । ଏସଓପିକୁ ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ମହାପ୍ରଭୁଙ୍କ ନିକଟରେ ସମର୍ପଣ କରାଯାଇଛି । ଗଣତି ମଣତି ପାଇଁ!-->…
ଆଗୁଆ ହେବନି ପଞ୍ଚାୟତ ନିର୍ବାଚନ -ପଞ୍ଚାୟତିରାଜ ମନ୍ତ୍ରୀ
୨୦୨୭ ଫେବ୍ରୁଆରୀ ପୂର୍ବରୁ ପଞ୍ଚାୟତ ନିର୍ବାଚନ କରିବା ନେଇ କୌଣସି ନିଷ୍ପତି ହୋଇନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି ।୨୦୨୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବ ନାହିଁ ପଞ୍ଚାୟତ କି ବ୍ଲକ ପୁନର୍ଗଠନ । ନୂତନ ସୀମା ନିର୍ଦ୍ଧାରଣ ନ କରିବାକୁ ରାଜ୍ୟ ସରକାର!-->…
ଦେଢ ବର୍ଷରେ ମଲେଣି ୧୧୪ ହାତୀ-ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ
ଥମୁନି ହାତୀ ମଣିଷ ଲଢେଇ।ବିଧାନସଭାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆଙ୍କ ଲିଖିତ ତଥ୍ୟ ଅନୁଯାୟୀ, ଶିକାରୀଙ୍କ ଦ୍ଵାରା ୬ ଟି ହାତୀଙ୍କୁ ହତ୍ୟା କରାଯାଇଛି। ଲୋକଙ୍କ ପ୍ରତିଶୋଧ ପରାୟଣ ପାଇଁ ୩ଟି ହାତୀ ଓ ରେଳ ଦୁର୍ଘଟଣାରେ ୪ଟି ହାତୀଙ୍କ ମୃତ୍ୟୁ!-->…
ଆଜି ସୁନା ବଢିଛି, କମିଛି ରୁପାର ଦର
ଆଜି ସୁନା ଦର ସାମାନ୍ୟ ବୃଦ୍ଧି ଘଟିଥିବାବେଳେ ରୂପା ଦର କମିଛି।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୭୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୮,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୧,୭୮୦!-->…