Browsing Category

ଆଜିର ଖବର

ଶେଖ ହସିନାଙ୍କୁ ମିଳିଲା ୨୧ ବର୍ଷର ଜେଲଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ବଡ଼ ଝଟକା । ଦୁର୍ନୀତି ମାମଲାରେ ତାଙ୍କୁ କୋର୍ଟ ୨୧ ବର୍ଷର ଜେଲଦଣ୍ଡ ଶୁଣାଇଛନ୍ତି । ଏହାପୂର୍ବରୁ କୋର୍ଟ ତାଙ୍କୁ ମାନବାଧିକାର ସମ୍ପର୍କୀତ ଏକ ମାମଲାରେ ମୃତ୍ୟୁ ଦଣ୍ଡ ଶୁଣାଇଥିଲେ ।ବାଂଲାଦେଶର ଦୁର୍ନୀତି ନିବାରଣ କମିଶନ (ଏସିସି)

ରାଷ୍ଟ୍ରପତିଙ୍କ ଐତିହାସିକ ଅଭିଭାଷଣ : ‘ମୋର ସଫଳତାର ଶ୍ରେୟ ଏହି ଗୃହ

ଓଡ଼ିଶା ବିଧାନସଭାରେ ଆଜି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରାୟ ୧୫ ବର୍ଷ ପରେ ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶା ବିଧାନସଭାରେ ଦେଖିବାକୁ ମିଳିଛି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନ ତଥା ଶୀତକାଳୀନ ଅଧିବେଶନ-୨୦୨୫ର ପ୍ରଥମ ଦିନରେ ବିଧାୟକ, ଅଧିକାରୀ ଓ ନିମନ୍ତ୍ରିତ ଅତିଥିମାନେ ତତ୍‌କାଳୀନ

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହେଲା ବାତ୍ୟା ଡିଟୱା

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟୱା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହେଲା ବାତ୍ୟା । ଗଭୀର ଅବପାତ ପରିଣତ ହୋଇ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଅଞ୍ଚଳରେ ବାତ୍ୟାର ରୂପ ନେଇଛି ।ଓଡିଶା ଉପରେ ବିଶେଷ

ବିଧାନସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଜଭବନରୁ ବାହାରି ବିଧାନସଭାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀପରିଷଦ ସଦସ୍ୟ । ଆଜି ପ୍ରଥମ ଥର ପାଇଁ ବିଧାନସଭାରେ ଉଦ୍‌ବୋଧନ ଦେବେ ମହାମହିମ । ବିଧାନସଭାରେ ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ, ୨ ଉପମୁଖ୍ୟମନ୍ତ୍ରୀ,

୯୧ ନୁହେଁ, ୩୬ ଜଣଙ୍କ ଦରମା ବନ୍ଦ

କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖପ୍ପାକୁ ନେଇ ଦରମା ବନ୍ଦ ପ୍ରସଙ୍ଗ। ସାନି ସଂଶୋଧନ ତାଲିକା ଜାରି କରିଛି କଟକ ଜିଲ୍ଲା ପ୍ରଶାସନ। ୯୧ ଜଣଙ୍କ ସ୍ଥାନରେ ପ୍ରଶାସନ ୩୬ ଜଣଙ୍କ ବନ୍ଦ କରିଛି। ବରିଷ୍ଠ ପାହ୍ୟା ଅଧିକାରୀମାନେ ପୂର୍ବ ତାଲିକାରୁ ବାଦ୍‌ ପଡିଛନ୍ତି।ଏ ନେଇ

ଅଧିକ ଦରମା ଆଶାରେ ଚାକିରି ଛାଡ଼ିଥିଲେ, ଏବେ ମିଳୁନି ଚାକିରି

ଆଜିକାଲି ଚାକିରି ଖୋଜିବା ଏତେ ସହଜ ନୁହେଁ। ବିଶେଷକରି ଟେକ୍ନୋଲୋଜି କ୍ଷେତ୍ରରେ କାମ କରୁଥିବା ଲୋକଙ୍କ ପାଇଁ ପରିସ୍ଥିତି ଆହୁରି ଚ୍ୟାଲେଞ୍ଜିଂ ହେଉଛି। ଦିନେ ଏସି ଲାଗିଥିବା ଅଫିସରେ ସୁଟ୍-ବୁଟ୍ ପିନ୍ଧି ବସୁଥିବା କର୍ମଚାରୀ ଆଜି ଡ୍ରାଇଭର ପାଲଟିଛି। ଖରା, ଶୀତ, ବର୍ଷ ସବୁ ସହି ସେ କାମ

ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟଙ୍କ ନାପସନ୍ଦ

ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଝଟକା । ରାଜ୍ୟ ସରକାର କରିଥିବା ଚିଠିକୁ ଖାରଜ କଲେ ହାଇକୋର୍ଟ । ୧୫ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ବଦଳି ପାଇଁ ସାଂସଦ, ବିଧାୟକଙ୍କୁ ଦେଇଥିଲେ କ୍ଷମତା । ଯେଉଁଥିରେ ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ନାପସନ୍ଦ

ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧ର ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-୧ ଉନ୍ମୋଚନ କରିଛନ୍ତି । ମୋଦୀ ହାଇଦ୍ରାବାଦରେ ସ୍କାଏରୁଟ୍ ଏରୋସ୍ପେସର ଇନଫିନିଟି କ୍ୟାମ୍ପସ୍ ଉଦଘାଟନ କରିଛନ୍ତି ଏବଂ ବିକ୍ରମ-୧ ଉନ୍ମୋଚନ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରି କହିଛନ୍ତି

ନିର୍ଦ୍ଦେଶକୁ କରିଲେ ବେଖାତିର, ୯୧ ଅଧିକାରୀଙ୍କ ଦରମା ବନ୍ଦ

ମହଙ୍ଗା ପଡ଼ିଲା କାର୍ଯ୍ୟରେ ଅବହେଳା। ୯୧ ଅଧିକାରୀଙ୍କ ଦରମା ବନ୍ଦ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପରେ କାର୍ଯ୍ୟାନୁଷ୍ଠାନ। ଅଭିଯୋଗ ସମାଧାନ କ୍ଷେତ୍ରରେ କଟକ ସବୁଠୁ ପଛରେ ଥିବାରୁ ଖପ୍ପା ହେଲେ ସିଏମ୍ ଗ୍ରୀଭାନ୍ସ ସେଲ୍ । ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ସତ୍ତ୍ୱେ ଜିଲ୍ଲା ପ୍ରଶାସନ

ଅପରାହ୍ଣ ୪ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ

ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଆରମ୍ଭ ରୁ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ପରେ ଏହାକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , ଭାରତୀୟ ଜାତୀୟ କଂଗ୍ରେସ

ବିଦେଶୀ ପକ୍ଷୀଙ୍କ ଗୋଡ଼ରେ ଅଜଣା ଟ୍ୟାଗ

ବିଦେଶୀ ପକ୍ଷୀ ଗୋଡ଼ରେ ଲାଗିଛି ଅଜଣା ଟ୍ୟାଗ । ଋଷିକୂଲ୍ୟା ମୁହାଣରେ ବୁଲୁଥିବା ଅବସ୍ଥାରେ ସ୍ଥାନୀୟ ପରିବେଶବିତ ରବିନ୍ଦ୍ର ନାଥ ସାହୁଙ୍କ କ୍ୟାମେରାରେ କଏଦ ହୋଇଛି ଏହି ଚିତ୍ର । ପକ୍ଷୀଟି ସ୍ୟାଣ୍ଡ ପ୍ଲୋଭର ପ୍ରଜାତିର ହୋଇଥିବା ସୂଚନା ।ଏହାର ଗୋଡ଼ରେ ଲାଗିଥିବା ଟ୍ୟାଗ୍ ସାଧାରଣତଃ ଏମାନଙ୍କର

ରାଜ୍ୟକୁ ଫେରିଲା ଶୀତ, ଦୁଇ ଦିନ ହାଡ଼ଭଙ୍ଗା ଜାଡ଼

ରାଜ୍ୟକୁ ପୁଣି ଥରେ ଶୀତ ଆରମ୍ଭ ହୋଇଯାଇଛି । ୧୫ଟି ସ୍ଥାନର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ୪ଟି ସ୍ଥାନର ତାପମାତ୍ରା ୧୨ ଡିଗ୍ରୀ ବା ଏହାଠାରୁ ତଳକୁ ଖସିଯାଇଛି । ଆସନ୍ତା ଦୁଇ ଦିନ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ଖସିବା ସହ ଥଣ୍ଡା ବଢ଼ିଯିବ । ଶୀତକୁ ନେଇ ଏମିତି