Browsing Category

ଆଜିର ଖବର

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ! ଦୁଇ ଦିନ ରାଜ୍ୟରେ ବର୍ଷା

ଆଜି ବି ବର୍ଷା ସମ୍ଭାବନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ସହ ରାଜ୍ୟକୁ ପ୍ରବେଶ କରୁଛି ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ।ସୁଦୃଶ ଲଘୁଚାପ କ୍ଷେତ୍ରଟି ସମୁଦ୍ର ପତନରୁ ପ୍ରାୟ ୫.୮ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ଅଛି ବୋଲି ଭାରତୀୟ ପାଣିପାଗ

ଭୁବନେଶ୍ବର ଲିଙ୍ଗିପୁରରେ ଥମୁନି ନିଆଁ,  ଜଳୁଛି ସୁପରମାର୍ଟ

ଜଳୁଛି ଭୁବନେଶ୍ଵର ଲିଙ୍ଗିପୁର ନିକଟ ସୁପରମାର୍ଟ। ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ। ଆଡଭାନ୍ସ ଟେକ୍ନୋଲୋଜି ସହ ୪୦ରୁ ଉର୍ଦ୍ଧ୍ଵ ଦମକଳ ଗାଡି ନିଆଁ ଲିଭାଇବାରେ ଲାଗିଛନ୍ତି। ଆୟତ୍ତକୁ ଆସିନି ରାତିରୁ ଲାଗିଥିବା ନିଆଁ। ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି ଅଗ୍ନିଶମ ବାହିନୀ। କ୍ରେନ୍

ପାଠ ପାଇଁ ବାପାକୁ ହାଣିଲେ ପୁଅ, ଭଉଣୀ ସାମ୍ନାରେ ମୃତଦେହକୁ ଖଣ୍ଡଖଣ୍ଡ କଲେ

ବାପାକୁ ମାରିଲା ପୁଅ । ଖଣ୍ଡଖଣ୍ଡ କରି ଡ୍ରମ୍ ଭିତରେ ପୁରାଇଲା । ପାଠପଢାକୁ ନେଇ ପୁଅର ଜଘନ୍ୟ କାଣ୍ଡ । ଉତ୍ତରପ୍ରଦେଶର ଆସିଆନା ଅଞ୍ଚଳରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଆତଙ୍କ ସୃଷ୍ଟି କରିଛି। ଜଣେ ନିଖୋଜ ପାଥୋଲୋଜି ଅପରେଟରଙ୍କ ମୃତଦେହ ତାଙ୍କ ଘର ଭିତରେ ଥିବା ଏକ

ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂକୁ ଅପହରଣ ଘଟଣା, ଧରାପଡିଲେ ପ୍ରେମିକ ଓ ପ୍ରେମିକା

ବଲାଂଗୀରର ବର ହାତରୁ ନବ ବଧୂକୁ ବନ୍ଧୁକ ମୁନରେ ଅପହରଣ ମାମଲା । ନବବଧୂକୁ ବନ୍ଧୁକ ମୁନରେ ଉଠାଇନେଇଥିବା ପ୍ରେମିକ ସଞ୍ଜୟ ସାହୁ ଗିରଫ । ପ୍ରେମିକା ରଶ୍ମି ସହ ସଞ୍ଜକୁ ସମ୍ବଲପୁର ବୁଢାରାଜା ସ୍ଥିତ ପ୍ରଫେସର କଲୋନୀରୁ ଗିରଫ କଲା ସମ୍ବଳପୁର ପୋଲିସ । ସମ୍ବଲପୁର ପୋଲିସ ଓ ସୁବର୍ଣ୍ଣପୁର ପୋଲିସ

ମାର୍ଚ୍ଚ ୧୯ ରୁ ମାଟ୍ରିକ୍ ଖାତା ଦେଖା

ମାଟ୍ରିକ୍ ପରୀକ୍ଷା ଖାତା ଦେଖା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହେବ। ଏହି ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ୍ ୨ ତାରିଖ ସୁଦ୍ଧା ଶେଷ କରିବା ପାଇଁ ବୋର୍ଡ ପକ୍ଷରୁ ସମୟ ଧାର୍ଯ୍ୟ କରାଯାଇଛି। ମାଟ୍ରିକ୍ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ (ଏସ୍ଓଏସ୍ସି)ଓ ସଂସ୍କୃତ ମଧ୍ୟମା ଖାତା ଦେଖା ପାଇଁ

 AIIMS ଭୁବନେଶ୍ଵରରେ ଅତ୍ୟାଧୁନିକ ରୋବୋଟିକ ଯକୃତ ପ୍ରତିରୋପଣ ୟୁନିଟ୍ ଆରମ୍ଭ

ସ୍ଵାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ମାଇଲଷ୍ଟୋନ୍ । ଉନ୍ନତ ମାନର ଚିକିତ୍ସା ସୁବିଧା ଦ୍ଵାରା ଲୋକଙ୍କ ଆସ୍ଥାଭାଜନ ହୋଇଥିବା ଏମ୍ସ ଭୁବନେଶ୍ଵରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ ଯକୃତ ପ୍ରତିରୋପଣ ୟୁନିଟ୍ ।ଏହି ନୂତନ ବ୍ୟବସ୍ଥାଗୁଡ଼ିକ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ମଜବୁତ କରିବ ଏବଂ

ବିଜେପି କୋର କମିଟି ବୈଠକକୁ ନେଇ ମନମୋହନ ସାମଲ ସୂଚନା

ଭାଜପା କୋର କମିଟି ବୈଠକକୁ ନେଇ ମନମୋହନ ସାମଲ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟସଭା ନିର୍ବାଚନ ଉପରେ ଚର୍ଚ୍ଚା ହୋଇଛି। ରାଜ୍ୟ ସଭା କାହାକୁ ପଠାଯିବ କୋର୍‌ କମିଟି ସଦସ୍ୟ ନାଁ ପ୍ରସ୍ତାବ ଦେବେ। ସେଇ ନାଁ ବିଜେପି ପାର୍ଲିଆମେଣ୍ଟାରୀ କମିଟି ନିକଟକୁ ପଠାଯିବ । ଓଡିଶାରୁ

ଯୌତକୁ ପାଇଁ ସୋସିଆଲ୍ ମିଡିଆରେ ସ୍ତ୍ରୀଙ୍କ ନଗ୍ନ ଫଟୋ ଭାଇରାଲ କଲା ସ୍ୱାମୀ

ପ୍ରେମ ବିବାହ କରିଥିଲେ ଦୁଇ ପ୍ରେମୀଯୁଗଳ। ପରେ ଯୌତୁକକୁ ନେଇ ଦୁଇ ପରିବାର ଭିତରେ ଦେଖାଦେଇଥିଲା ବିବାଦ। ଯାହାକୁ ନେଇ ସ୍ତ୍ରୀଙ୍କୁ ସ୍ବାମୀ ଜଣକ ଘରୁ ବାହାର ବି କରିଦେଇଥିଲେ। ଏହା ପରେ କିଛି ନଗ୍ନ ଫଟୋକୁ ଏଡିଟ୍‌ କରି ସ୍ବାମୀ ସୋସିଆଲ ମିଡିଆରେ ଭାଇରାଲ କରୁଥିବା ଭରତପୁର ଥାନାରେ ଅଭିଯୋଗ

ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ନିର୍ଦ୍ଦେଶ

ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ । ଗ୍ରୁପ ଏ ଠାରୁ ଆରମ୍ଭ କରି ଗ୍ରୁପ ଡି ପର୍ଯ୍ୟନ୍ତ ସମସ୍ତଙ୍କୁ ଦାଖଲ ନିର୍ଦ୍ଦେଶ ଦିଆଯାଇଛି ।ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅପଲୋଡ୍‌ ପାଇଁ ସରକାର ପରାମର୍ଶ ଦେଇଛନ୍ତି। ୨୦୨୫ ବର୍ଷ

ପରିସ୍ଥିତି ଗମ୍ଭୀର, ତୁରନ୍ତ ଇରାନ୍ ଛାଡିବାକୁ ଭାରତୀୟ ନାଗରିକଙ୍କୁ ସତର୍କ କଲା ଭାରତୀୟ ଦୂତାବାସ

ତେହେରାନ ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ଇରାନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ନେଇ ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି କରିଛି । ଭାରତୀୟ ଦୂତାବାସ ନିଜ ନାଗରିକଙ୍କୁ କହିଛି କି, କୌଣସି ପରିସ୍ଥିତିରେ ହେଉ ଆଜି ଇରାନ ଛାଡିଦିଅନ୍ତୁ । ଆଗାମୀ ୪୮ ଘଣ୍ଟା ମଧ୍ୟରେ କିଛି ବି

ରାଜ୍ୟରେ ୮୩ଟି ଥାନାରେ କାମ କରୁନି ସିସିଟିଭି: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୮୩ଟି ଥାନାରେ କାମ କରୁନି ସିସିଟିଭି । ଏନେଇ ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ୭୦୬ ଥାନା ଅଛି , ୬୨୩ ଥାନାରେ ସିସିଟିଭି ଲାଗିଛି । ଭୁବନେଶ୍ୱରରେ ୨ଟି ଥାନାରେ କାମ କରୁନି ସିସିଟିଭି । କଟକର ୩ ଥାନାରେ ସିସିଟିଭି ଅଚଳ, ଥାନାରେ ଲାଗିନି । ୫୫୩ ଥାନାରେ

ରାଜ୍ୟରେ ସବୁଠି ଅପମିଶ୍ରିତ ଖାଦ୍ୟ ବିକ୍ରି-ସ୍ବାସ୍ଥ୍ୟମନ୍ତ୍ରୀ

ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ । ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର, ଛେନା ପାଣି ,ବ୍ରେଡ, ମସଲା , ସୋରିଷ ତେଲ, ସୂର୍ଯ୍ୟମୁଖୀ ତେଲ ଅପମିଶ୍ରିତ ହୋଇ ରହିଛି ।ତେବେ ଚଳିତ ବର୍ଷ ୨୯ ଟି ପାଣି ନମୁନା ପରୀକ୍ଷା ହୋଇଥିବା ବେଳେ ୮ଟି ସାମ୍ପୁଲ ଅନସେଫ