Browsing Category

ଆଜିର ଖବର

ବିଦେଶୀ ପକ୍ଷୀଙ୍କ ଗୋଡ଼ରେ ଅଜଣା ଟ୍ୟାଗ

ବିଦେଶୀ ପକ୍ଷୀ ଗୋଡ଼ରେ ଲାଗିଛି ଅଜଣା ଟ୍ୟାଗ । ଋଷିକୂଲ୍ୟା ମୁହାଣରେ ବୁଲୁଥିବା ଅବସ୍ଥାରେ ସ୍ଥାନୀୟ ପରିବେଶବିତ ରବିନ୍ଦ୍ର ନାଥ ସାହୁଙ୍କ କ୍ୟାମେରାରେ କଏଦ ହୋଇଛି ଏହି ଚିତ୍ର । ପକ୍ଷୀଟି ସ୍ୟାଣ୍ଡ ପ୍ଲୋଭର ପ୍ରଜାତିର ହୋଇଥିବା ସୂଚନା ।ଏହାର ଗୋଡ଼ରେ ଲାଗିଥିବା ଟ୍ୟାଗ୍ ସାଧାରଣତଃ ଏମାନଙ୍କର

ରାଜ୍ୟକୁ ଫେରିଲା ଶୀତ, ଦୁଇ ଦିନ ହାଡ଼ଭଙ୍ଗା ଜାଡ଼

ରାଜ୍ୟକୁ ପୁଣି ଥରେ ଶୀତ ଆରମ୍ଭ ହୋଇଯାଇଛି । ୧୫ଟି ସ୍ଥାନର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ୪ଟି ସ୍ଥାନର ତାପମାତ୍ରା ୧୨ ଡିଗ୍ରୀ ବା ଏହାଠାରୁ ତଳକୁ ଖସିଯାଇଛି । ଆସନ୍ତା ଦୁଇ ଦିନ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ଖସିବା ସହ ଥଣ୍ଡା ବଢ଼ିଯିବ । ଶୀତକୁ ନେଇ ଏମିତି

ଏସଆଇ ସ୍କାମ୍‌: : ୩ ଦିନିଆର ରିମାଣ୍ଡରେ ୪ ଅଭିଯୁକ୍ତ

ବହୁଚର୍ଚ୍ଚିତ ପୁଲିସ୍ ଏସ୍ଆଇ ଜାଲିଆତି ଘଟଣାରେ ସିବିଆଇ ୪ ଜଣ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଇଛି । ସେମାନେ ହେଲେ ତଫିନ ଅହମ୍ମଦ ଖାନ୍, ବିଶ୍ୱଜିତ୍ ହରିଚନ୍ଦନ, ବିଶ୍ୱରଞ୍ଜନ ବେହେରା ଓ ଲୋକନାଥ ସାହୁ । ଏମାନଙ୍କ ୫ ଦିନ ରିମାଣ୍ଡ ନେବାକୁ ସ୍ପେଶାଲ୍ ସିବିଆଇ କୋର୍ଟରେ ଆବେଦନ

୨ କୋଟିରୁ ଅଧିକ ମୃତ ବ୍ୟକ୍ତିଙ୍କ ଆଧାର କାର୍ଡ ନିଷ୍କ୍ରିୟ

ନିଷ୍କ୍ରିୟ ହେଲା ୨ କୋଟି ଆଧାର ନମ୍ବର। ଦୁଇ କୋଟିରୁ ଅଧିକ ମୃତ ବ୍ୟକ୍ତିଙ୍କ ଆଧାର ନମ୍ବରକୁ ନିଷ୍କ୍ରିୟ କଲା UIDAI । ଭାରତୀୟ ସ୍ୱତନ୍ତ୍ର ପରିଚୟ ପ୍ରାଧିକରଣ (UIDAI)ଦେଶବ୍ୟାପୀ ଚଳାଉଥିବା ଆଧାର ସ୍ୱଚ୍ଛ ଅଭିଯାନରେ ମୃତ୍ୟୁବରଣ କରିଥିବା୨କୋଟିରୁ ଅଧିକଲୋକଙ୍କର ଆଧାର ନମ୍ବରକୁ ନିଷ୍କ୍ରିୟ

ଆଲୋକୀକରଣ ହେବ ଶ୍ରୀମନ୍ଦିର: ଖର୍ଚ୍ଚ ହେବ ୧୭ କୋଟି ଟଙ୍କା

ଶ୍ରୀମନ୍ଦିର ଆଲୋକୀକରଣ ହେବ। ଏଥିପାଇଁ ଖର୍ଚ୍ଚ ହେବ ୧୭ କୋଟି ୧୨ ଲକ୍ଷ।ଏହି ଅର୍ଥ ଅବଢ଼ା ଯୋଜନାରେ ଖର୍ଚ୍ଚ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ସରକାରଙ୍କୁ ଅନୁରୋଧ କରିବ। ଭାରତୀୟ ଏଏସ୍‌ଆଇ ପ୍ରସ୍ତୁତ କରିଥିବା ଡିପିଆର୍‌କୁ ମୋହର ମାରିଛି ପରିଚାଳନା କମିଟି ।ସୂଚନାମୁତାବକ , ୨୦୨୧

ହଂକଂରେ ଭୟାବହ ଅଗ୍ନିକାଣ୍ଡ: ୪୪ ମୃତ

ହଂକଂ ତାଇ-ପୋର ଏକ ରେସିଡେନ୍ସିଆଲ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ । ୪୪ଜଣ ଜୀଅନ୍ତା ଜଳିଯାଇଥିବା ବେଳେ ୩୦୦ଶହରୁ ଅଧିକ ନିଖୋଜ ଅଛନ୍ତି । ନିଆଁ ଲିଭାଇବାକୁ ୧୪୦ ଅଗ୍ନିଶମ ଗାଡ଼ି ଲାଗିଥିବା ବେଳେ, ୬୦ରୁ ଅଧିକ ଆମ୍ବୁଲାନ୍ସ ମୁତୟନ ହୋଇଛନ୍ତି । ପ୍ରାୟ ୯ଶହ ଲୋକଙ୍କୁ ଉଦ୍ଧାର କରି

ଆଜିଠୁ ବିଧାନସଭା ଶୀତ ଅଧିବେଶନ,ମୁହାଁମୁହିଁ ହେବେ ଶାସକ-ବିରୋଧୀ

ଗୁରୁବାରଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିଛି । ତେବେ ବିଧାନସଭାର ଶୀତ ଅଧିବେଶନକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ତେବେ ପ୍ରଥମ ଦିନରେ ରାଷ୍ଟ୍ରପତି

୨୦୩୦ କମନଓ୍ବେଲ୍ଥ ଗେମ୍ସ ଆୟୋଜନ ଦାୟିତ୍ବ ଭାରତକୁ ମିଳିଛି

ପୁଣି ଭାରତରେ ହେବ କମନଓ୍ବେଲ୍ଥ ଗେମ୍ସ । ୨୦୩୦ କମନଓ୍ବେଲ୍ଥ ଗେମ୍ସ ଆୟୋଜନ ଦାୟିତ୍ବ ଭାରତକୁ ମିଳିଛି । ସ୍କଟଲ୍ୟାଣ୍ଡର ଗ୍ଲାସଗୋରେ କମନଓ୍ବେଲ୍ଥ ସ୍ପୋର୍ଟ୍ସ ଜେନେରାଲ ଆସେମ୍ବ୍ଲିର ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।ବୈଠକରେ ଭାରତର ଅହମ୍ମଦାବାଦ ସହରରେ ଏହାକୁ ଆୟୋଜନ

ପୂର୍ବତ୍ତନ ମୁଖ୍ୟମନ୍ତ୍ରୀଙ୍କୁ ବାସଭବନ ଛାଡିବାକୁ ବିଜେପି ସରକାରଙ୍କ ନିର୍ଦ୍ଦେଶ

ବିହାରରେ ଏନଡିଏ ସରକାରଙ୍କ ନେତୃତ୍ଵତରେ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ହେବା ପରେ ଦୁଇଦଶନ୍ଧି ଧରି ସରକାରୀ ବାସଭବନରେ ରହୁଥିବା ପୂର୍ବତ୍ତନ ମୁଖ୍ୟମନ୍ତ୍ରୀଙ୍କୁ ବାସଭବନ ଖାଲି କରିବାକୁ ନିର୍ଦ୍ଦେଶ ଦିଅ ଯାଇଛି । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଲାଲୁ ଯାଦବଙ୍କ ପତ୍ନୀ ରାବ୍ରୀ ଦେବୀ

କେନ୍ଦ୍ର କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବକୁ ମଞ୍ଜୁରୀ-ବିରଳ ଧାତୁ ଚୁମ୍ବକ ପାଇଁ ୭୨୮୦ କୋଟି ଟଙ୍କା ନିବେଶ…

କେନ୍ଦ୍ର କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ୭ ହଜାର ୨୮୦ କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ପୁଣେ ମେଟ୍ରୋ ଟ୍ରେନ୍ ସମ୍ପ୍ରସାରଣକୁ ମିଳିଲା ମଞ୍ଜୁରୀ। ମୁମ୍ବାଇ ନିକଟବର୍ତ୍ତୀ ବଦଲାପୁର-କର୍ଜତ ଲାଇନ ଏବଂ ଗୁଜରାଟର ଦ୍ୱାରକା ଲାଇନ। ଏହି ନିଷ୍ପତ୍ତିଗୁଡ଼ିକ

 ଓଡ଼ିଶାରୁ ଅଧିକ ୮ ଲକ୍ଷ ଟନ୍ ଧାନ ଉଠାଇବେ କେନ୍ଦ୍ର ସରକାର 

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ଭାରତୀୟ ଖାଦ୍ୟ ନିଗମ ବା ଏଫସିଆଇ ଓଡ଼ିଶାରୁ ଅତିରିକ୍ତ ୮ ଲକ୍ଷ ମେଟ୍ରିକ୍ ଟନ୍ ତଥା ମୋଟ ୫୮ ଲକ୍ଷ ଧାନ(ଚାଉଳ ଆକାରରେ) କିଣିବ ବୋଲି କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ

ବିଧାନସଭା ଅଧିବେଶନ ନେଇ ସର୍ବଦଳୀୟ ବୈଠକ : ଶୀତ ଅଧିବେଶନ ସୁରୁଖୁରୁରେ ଚାଲିବା ନେଇ ଆଲୋଚନା

ଗୁରୁବାର ଆରମ୍ଭ ହେଉଛି ବିଧାନସଭାର ଶୀଳକାଳୀନ ଅଧିବେଶନ । ବିଧାନସଭା ସୁରୁଖୁରୁରେ ଚଳାଇବାକୁ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି ।ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆଜି ସର୍ବଦଳୀୟ ବୈଠକ ବସିଥିଲା । ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କେଭି