Browsing Category

ଆଜିର ଖବର

ଆକ୍ସନ ମୁଡରେ ଭିଜିଲାନ୍ସ : ମୁଖ୍ୟମନ୍ତ୍ରୀ

ଆଜି ବିଧାନସଭା ବଜେଟ୍ ଅଧିବେଶନର ଷଷ୍ଠ ଦିନ।ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନର ଏମିତି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ ଆକ୍ସନ ମୋଡରେ ଭିଜିଲାନ୍ସ ବିଭାଗ । ବିଗତ ୫ବର୍ଷ ଠାରୁ ବର୍ତ୍ତମାନ ୩୧୦ଜଣ ସରକାରୀ କର୍ମଚାରୀ ଓ ଅଧିକାରୀ ଆୟ

ନବ ବଧୂକୁ ଅଧବାଟରୁ ଅପହରଣ ଘଟଣା, ପ୍ରେମିକ ନୁହେଁ ପ୍ରେମିକା ରଚିଥିଲା ଷଡଯନ୍ତ୍ର

ନବ ବଧୂ ଅପହରଣର ନୂଆ ମୋଡ଼ । ଫିଲ୍ମ ଷ୍ଟାଇଲରେ ନବ ବଧୂକୁ ଅଧବାଟରୁ ଉଠାଇ ନେଇଥିବା ପ୍ରେମିକ ଘଟଣାରେ ଟ୍ବିଷ୍ଟ । ପ୍ରେମିକ ନୁହେଁ ବରଂ ପ୍ରେମିକା ରଚିଥିଲା ଷଡଯନ୍ତ୍ର । ନିଜେ ପ୍ରେମିକକୁ ଡାକି ତାସହ ଫେରାର ମାରିଥିଲା ବୋଲି ପୋଲିସ ଜାଣିବାକୁ ପାଇଛି । ପୂର୍ବ ସମ୍ପର୍କକୁ କେନ୍ଦ୍ରକରି ଏଭଳି

IRSଙ୍କ ଦୁଷ୍କର୍ମ ଘଟଣା,NHRCରେ ପହଞ୍ଚିଲା ମାମଲା

ଭୁବନେଶ୍ବର ଇନକମ୍ ଟ୍ୟାକ୍ସ ଅଫିସରେ କାର୍ଯ୍ୟରତ IRS ବିରୋଧରେ ଆସିଛି ଦୁଷ୍କର୍ମ ଅଭିଯୋଗ । ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ନେଇ ସହୀଦ ନଗର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଆଧାର କରି ସହୀଦ ଥାନାରେ କେସ ନମ୍ବର ୧୦୪/୨୬ରେ ମାମଲା ରୁଜୁ କରି ତନାଘନା କରୁଛି ପୋଲିସ । ପୀଡ଼ିତାଙ୍କ

ହସ୍ପିଟାଲରେ  ମିଳୁନି ରକ୍ତ । କଲବଲ ହେଉଛନ୍ତି ରୋଗୀ ଓ ପରିଜନ

ଓଡ଼ିଶାରେ ବର୍ଷକୁ ୬ଲକ୍ଷ ୟୁନିଟ୍ ରକ୍ତ ଆବଶ୍ୟକ । ହେଲେ ସଂଗ୍ରହ ହେଉଛି ସାଢେ ୫ଲକ୍ଷ ୟୁନିଟ୍ । ଆହୁରି ଦରକାର ୫୦ହଜାର ୟୁନିଟ୍ । କିନ୍ତୁ ସଂଗ୍ରହ ହୋଇପାରୁନି। କଲବଲ ହେଉଛନ୍ତି ରୋଗୀ ଓ ପରିଜନ । ସୁପର ସ୍ପେସିଆଲ ଚିକିତ୍ସା, ହେପାଟୋଲୋଜି ଚିକିତ୍ସା, ନ୍ୟୁରୋ ଟ୍ରାନ୍ସପ୍ଲାଣ୍ଟ, କିଡ୍ନୀ

ଷଷ୍ଠ ଦିନରେ ବି ଗୃହ ଅଚଳ, ସାଢେ ୧୧ଟା ଯାଏଁ ବିଧାନସଭା ମୁଲତବୀ

ବିଧାନସଭା ବଜେଟ୍ ଅଧିବେଶନ । ଷଷ୍ଠ ଦିନରେ ବି ଗୃହ ଅଚଳ । ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ହୋହାଲ୍ଲା ଏବଂ ହଟ୍ଟଗୋଳ । ଯାହାଫଳରେ ବିଧାନସଭାକୁ ଦିନ ସାଢେ ୧୧ଟା ଯାଏ ମୁଲତବୀ ରଖିଲେ ବାଚସ୍ପତି । ତେବେ ଗୃହରେ ଆଜି ଅର୍ଥ, ସ୍ବରାଷ୍ଟ୍ର, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ,

ବିବାହ ଦିନ ବିଷପାନ କରି ଦୁଇ ଭଉଣୀଙ୍କ ଆତ୍ମହତ୍ୟା

ବାହାଘର ପ୍ରସ୍ତୁତି ଚାଲିଥିଲା । ସମସ୍ତେ ବାହାଘରକୁ ନେଇ ଉତ୍ସାହିତ ଥିଲେ । ବର ଆସିଥାନ୍ତା ବାହାଘର ପରେ ଶାଶୂଘରକୁ ଯାଇଥାନ୍ତେ । ହେଲେ ନିମିଷକେ ସବୁ କିଛି ସରିଗଲା । ବିବାହ ଉତ୍ସବ ଶୋକରେ ବୁଡିଗଲା । ବିବାହ ଦିନ ଉଠିଲା ଦୁଇ ଭଉଣୀଙ୍କ କୋକେଇ । ରାଜସ୍ଥାନର ଯୋଧପୁର ଜିଲା ଅନ୍ତର୍ଗତ

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ । ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଜଷ୍ଟିସ୍ ବେଲା ଏମ୍. ତ୍ରିବେଦୀ, ଟ୍ରିବ୍ୟୁନାଲର ସଦସ୍ୟ ଏବଂ ତାଙ୍କ ପରିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏଥିରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟଙ୍କ ସହ ୧୦ ଜଣ ରହିବେ । ରାଜ୍ୟ

ବଙ୍ଗୋପସାଗରରେ ଲଘୁଚାପ: ଆଜିଠୁ ବର୍ଷା

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆକାଶ ମେଘୁଆ ରହିବ । ଘଡ଼ଘଡ଼ି ସହ ବର୍ଷା ନେଇ ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

ମହୁକଣ, କୁମ୍ଭୀରଖଣୀ ଓ ରାଜିଙ୍ଗି ଦେଇ ଲକ୍ଷ୍ମୀ ବସ ଚଳାଚଳ ପାଇଁ ଦାବୀବସଷ୍ଟାଣ୍ଡ ଅଛି ଗାଁକୁ ଗଡ଼ୁନି ଗାଡ଼ି

ଗଣିଆ (ବିଶ୍ୱରଂଜନ ସେଠି) ଗଣିଆ ବ୍ଳକର ବିଭିନ୍ନ ପଂଚାୟତରେ ଲକ୍ଷ୍ମୀ ବସ ଚଳାଚଳ କରୁଥିବାବେଳେ ସାଧାରଣ ଲୋକେ ଏଥିରେ ଉପକୃତ ହେଉଛନ୍ତି । ମାତ୍ର କିଛି ନିର୍ଦ୍ଧିଷ୍ଟ ପଂଚାୟତର କିଛି ଗାଁକୁ ବସ ଚଳାଚଳ ବ୍ୟବସ୍ଥା ହୋଇପାରୁନାହିଁ । ଫଳରେ ଉକ୍ତ ଅଂଚଳବାସୀ ବସ ସେବାରୁ ବଂଚିତ ହେବାନେଇ ଅଭିଯୋଗ

ସ୍କୁଲରେ ଗ୍ରୀଷ୍ମ ମୁକାବିଲା ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ

ଆଗକୁ ଆସୁଛି ଗୀଷ୍ମ | ତେଣୁ ଏହାର ମୁକାବିଲା ପାଇଁ ସ୍କୁଲମାନଙ୍କରେ ପ୍ରସ୍ତୁତି ଏବଂ ସତର୍କତାମୂଳକ ପଦକ୍ଷେପ ନେବା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଚିଠି । ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଗ୍ରୀଷ୍ମ

ଗଣିଆ ବ୍ଲକରେ ୪ଗୋଟି ପଂଚାୟତରେ ୨୨ଜଣଙ୍କୁ ଭତ୍ତା ବଣ୍ଟନ

ଗଣିଆ, (ବିଶ୍ୱରଂଜନ ସେଠି) ଗଣିଆ ବ୍ଳକ ୮ଗୋଟି ପଂଚାୟତରୁ ୪ଗୋଟି ପଂଚାୟତରେ ୨୨ଜଣ ନୂତନ ହିତାଧିକାରୀଙ୍କୁ ଭତା ବଂଟନ କରାଯାଇଛି । ଆଡ଼କଟା ପଂଚାୟତରେ ୬ଜଣ, କରଡ଼ାପଡ଼ା ପଂଚାୟତରେ ୨ଜଣ, କିଶୋରପ୍ରସାଦ ପଂଚାୟତରେ ୯ଜଣ ଓ ଗଣିଆ ପଂଚାୟତରେ ୫ଜଣ ହିତାଧିକାରୀଙ୍କୁ ଭତା ବଂଟନ କରାଯାଇଛି । ଏହି ଭତା

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର

କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି।ଉତ୍ତରପ୍ରଦେଶରେ ଜଣେ ବର କୁକୁରକୁ ବାଡ଼େଇବାରୁ କନିଆଁ ନିଜ ବାହାଘର ଭାଙ୍ଗିଦେଇଛି । କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯାଇଥିବା