Browsing Category

ଆଜିର ଖବର

ଟ୍ରାକ୍ଟରରେ ବୁହାହେଲେ ଛାତ୍ରଛାତ୍ରୀ

ଟ୍ରାକ୍ଟରରେ ବୁହାହେଲେ ଛାତ୍ରଛାତ୍ରୀ। ବାଜିରେ ଲାଗିଛି ମାଟ୍ରିକ ପରୀକ୍ଷାର୍ଥୀଙ୍କ ଜୀବନ। ପରୀକ୍ଷା କେନ୍ଦ୍ରକୁ ଟ୍ରାକରରେ ବସି ଯିବାର ଭିଡିଓ ଭାଇରାଲ୍। ଏଭଳି ଘଟଣା ସାମ୍ନାକୁ ଆସିଛି କନ୍ଧମାଳ ଜିଲ୍ଲା କ.ନୁଆଗାଁ ଅଞ୍ଚଳରୁ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ପରୀକ୍ଷା

ଟ୍ରେନରେ ମହିଳାଙ୍କ ପ୍ରସବ ବେଦନା,ଭୁବନେଶ୍ବର ଷ୍ଟେସନରେ ଅଟକିଲା ଦୁରୋନ୍ତ ଏକ୍ସପ୍ରେସ୍

ଟ୍ରେନରେ ମହିଳାଙ୍କ ପ୍ରସବ ବେଦନା। କଷ୍ଟ ସମ୍ଭାଳି ନପାରି ମେରୀ ସହେଲୀ ଆପରେ ସହାୟତା ମାଗିଲେ ମହିଳା। ଖବର ପାଇ ଭୁବନେଶ୍ବର ଷ୍ଟେସନରେ ଅଟକିଲା ଦୁରୋନ୍ତ ଏକ୍ସପ୍ରେସ୍। ଟ୍ରେନରୁ ମହିଳାଙ୍କୁ ଉଦ୍ଧାର କଲେ ଆରପିଏଫର ମେରୀ ସହେଲୀ ଟିମ୍। ଏହା ପରେ ଆରପିଏଫର ମେରି ସହେଲି ଟିମ କ୍ୟାପିଟାଲ

ସାମ୍ବାଦିକ ଙ୍କୁ ମରଣାତ୍ମକ ଆକ୍ରମଣ ପ୍ରତିବାଦରେ ଏସ ୟୁ ଜେ ପକ୍ଷରୁ ପୋଲିସ ମହାନିର୍ଦେଶକ ଙ୍କୁ ଦାବିପତ୍ର ପ୍ରଦାନ

ଜଗତସିଂହପୁରତା=21/2/26ସମଗ୍ର ରାଜ୍ୟରେ ସାମ୍ବାଦିକ ମାନଙ୍କୁ ଅସାମାଜିକ ଏବଂ ମାଫିଆ ମାନଙ୍କ ଦ୍ଵାରା ମରଣାନ୍ତକ ଆକ୍ରମଣ, ପୋଲିସ ରେ ମିଛ ମାମଲା ଇତ୍ୟାଦି ବଢ଼ି ଚାଲିଛି। ଓଡ଼ିଶା ସରକାର ସାମ୍ବାଦିକ ମାନଙ୍କ ପାଇଁ ସୁରକ୍ଷା ଆଇନ ପ୍ରଣୟନ କରିବା ନିମନ୍ତେ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି।

ଓଡିଶାରେ ଏପ୍ରିଲ ୧ରୁ ଏସଆଇଆର

ରାଜ୍ୟରେ ଏପ୍ରିଲ ୧ ତାରିଖରୁ ଆରମ୍ଭ ହେବ ଏସଆଇଆର ପ୍ରକ୍ରିୟା । ଜାରି ରହିଛି ମ୍ୟାପିଂ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ସନ୍ଥଗୋପାଳନ ସୂଚନା ଦେଇଛନ୍ତି । ୧୯ ଫେବ୍ରୁଆରୀ ୨୦୨୬ରେ ଜାରି ହୋଇଥିବା ଏକ ସରକାରୀ ଚିଠି ଅନୁଯାୟୀ, SIRର ପରବର୍ତ୍ତୀ ପର୍ଯ୍ୟାୟ ଏପ୍ରିଲ ମାସରୁ ଓଡ଼ିଶା

ଶ୍ରୀଜଗନ୍ନାଥଙ୍କ ହୁଣ୍ଡିରୁ ୧୮.୫୯ କୋଟି

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ହୁଣ୍ଡିକୁ ଆସୁଛି କେଜି କେଜି ସୁନା । ଭକ୍ତମାନେ ସ୍ବହସ୍ତରେ ଦାନ କରୁଛନ୍ତି ସୁନା ରୁପା । ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ଗତବର୍ଷ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ମିଳିଛି । ମନ୍ତ୍ରୀ କହିଛନ୍ତି ଭକ୍ତମାନେ ୩ କେଜି ୪୪୧ ଗ୍ରାମ ମିଶ୍ରିତ ସୁନା ଦାନ

ଆଉ କାଚ ବୋତଲରେ ମିଳିବନି ମଦ

କାଚ ବୋତଲ ବଦଳରେ ଫ୍ରୁଟି ଭଳି ମୋଟାକାଗଜ ଖୋଳରେ ମିଳିବ ମଦ । ସନା ମହାକୁଡଙ୍କ ପ୍ରଶ୍ନରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ରଖି କହିଛନ୍ତି,ଯେ କାଚ ବୋତଲ ପରିବର୍ତ୍ତେ ଟେଟ୍ରା ପ୍ୟାକ୍‌ ବ୍ୟବହାର କରାଯିବ। ଯାହା ପରିବେଶ ସୁରକ୍ଷା ପାଇଁ ଅନୁକୂଳ ଅଟେ। ସରକାର କାଚ ବୋତଲର ପୁନଃ

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ: ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ୪ ଶିକ୍ଷକଙ୍କ ସଂପୃକ୍ତି ଅଭିଯୋଗ

କେନ୍ଦ୍ରାପଡ଼ାରେ ଲଜ୍ଜା। ପୁଣି ଗୁରୁ ନାଁରେ କଳଙ୍କ ! ଜଣେ ୧୨ ବର୍ଷର ନାବାଳିକା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଘରୋଇ ସ୍କୁଲରେ ପଢ଼ୁଥିବା ଛାତ୍ରୀଙ୍କୁ ତାଙ୍କ ବିଦ୍ୟାଳୟର ୪ଜଣ ଶିକ୍ଷକ ବିଗତ କିଛି ଦିନ ଧରି ପାଳି କରି ଦୁଷ୍କର୍ମ କରିଥିବା ଓ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ଉଠିଛି ।

ରାଜ୍ୟରେ ଅଛନ୍ତି ୩୪୮୬ ପଞ୍ଜୀକୃତ କିନ୍ନର

ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, କିନ୍ନର ସଂପ୍ରଦାୟଙ୍କ ସାମାଜିକ ନିରାପତ୍ତା ପାଇଁ ମଧୁବାବୁ ପେନ୍‌ସନ୍ ଯୋଜନାରେ ମାସିକ ହଜାର ଟଙ୍କା ଭତ୍ତା ଦିଆଯାଉଛି। ୧୮ବର୍ଷରୁ କମ୍ କିନ୍ନରଙ୍କ

ଆସୁଛି ଲଘୁଚାପ, ୧୫ ଜିଲ୍ଲାକୁ ୱାର୍ଣ୍ଣିଂ

ଶୀତର ପ୍ରକୋପ ଧୀରେ ଧୀରେ କମୁଥିବା ବେଳେ, ଲୋକଙ୍କୁ ଏବେ ପୁଣି ଡରାଇବାକୁ ଯାଉଛି ଲଘୁଚାପ ବର୍ଷା । ବିଷୁବୀୟ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି।ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର

ବଡ଼ ବିସ୍ଫୋରଣ କରିବାକୁ ଲସ୍କର-ଏ-ତୋଏବାର ଯୋଜନା: ପୁଣି ଲାଲକିଲ୍ଲା ଉପରେ ଆତଙ୍କୀ ଆଖି!

ଆତଙ୍କବାଦୀଙ୍କ ଟାର୍ଗେଟ୍‌ରେ ରାଜଧାନୀ ଦିଲ୍ଲୀ । ବଡ଼ ଧରଣର ବିସ୍ଫୋରଣ କରିବାକୁ ଲସ୍କର-ଏ-ତୋଏବାର ଯୋଜନା । ବିଭିନ୍ନ ବଡ଼ ବଡ଼ ମନ୍ଦିରକୁ ଟାର୍ଗେଟ୍ କରିଛି ଆତଙ୍କୀ ସଂଗଠନ । ଗୁଇନ୍ଦା ସୂଚନା ପରେ ଦିଲ୍ଲୀ ପୁଲିସ ପକ୍ଷରୁ ହାଇ ଆଲର୍ଟ ଜାରି ହୋଇଛି । ଦିଲ୍ଲୀର ଚାନ୍ଦନୀଚୌକରେ ଥିବା ଏକ

ଫେବୃଆରୀ ୨୮ ଯାଏଁ ବଢିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅବଧି

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ପୂର୍ବରୁ ଫେବୃଆରୀ ୫ ତାରିଖ ଯାଏଁ ବଢ଼ାଯାଇଥିଲା। ପରେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଥିଲା। ଏବେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫- ୨୬" ଅଧୀନରେ ସମସ୍ତ ପୁରସ୍କାର ପାଇଁ ଆବେଦନ ସମୟସୀମା ୨୮ ଫେବୃଆରୀ ୨୦୨୬

ଏପ୍ରିଲ ୧ରେ ଭୁବନେଶ୍ୱରରେ ଖୋଲିବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

୨୦୨୬ ଏପ୍ରିଲ ୧ ରୁ ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେବ ଏକ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ର ଲେଖି ଭିଏଫଏସ ଗ୍ଲୋବାଲ ଗ୍ରୁପର ପ୍ରତିଷ୍ଠାତା ତଥା ସିଇଓ ଜୁବିନ କର୍କାରିଆ ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ