Browsing Category
ଆଜିର ଖବର
ଆସନ୍ତା ସୋମବାର ଲୋକଙ୍କ ଅଭିଯୋଗ ଶୁଣିବେନି ମୁଖ୍ୟମନ୍ତ୍ରୀ
ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ୧୭ତମ ଓଡ଼ିଶା ବିଧାନସଭାର ଷଷ୍ଠ ଅଧିବେଶନ ଚାଲୁ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ସାଧାରଣ ଅଭିଯୋଗ ଶୁଣାଣି (ଜନ ଅଭିଯୋଗ ଶୁଣାଣି) ଫେବୃଆରୀ ୨୩ ତାରିଖ ସୋମବାର ବନ୍ଦ ରହିବ।
ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ!-->!-->!-->…
ତୁଟିଲା କଳି, ଆଜି ହେବ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ
ମହାପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା । ୧୧ ବର୍ଷ ପରେ ଆଜି ହେବ ହାଣ୍ଡିଭଙ୍ଗା ଯାତ। ଆଜି ଏକାଠି ହେବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ, ବାସୁଦେବ, ମା’ପାର୍ବତୀ, କପିଳେଶ୍ୱର ଓ ଶନିଶ୍ୱର। ପୂରଣ ହେବ ଶ୍ରଦ୍ଧାଳୁ ଆଉ ସେବାୟତଙ୍କ ଦେବନୀତି ଦର୍ଶନର ଉତ୍କଣ୍ଠା।ଦୀର୍ଘ ବର୍ଷ ଧରି ଖୁଣ୍ଟିଆ!-->…
ଅନ୍ତର୍ଜାତୀୟ ମାତୃଭାଷା ଦିବସ: ବିକାଶ ଓ ଏକତାର ସେତୁ ମାତୃଭାଷା
ଅନ୍ତର୍ଜାତୀୟ ମାତୃଭାଷା ଦିବସ ୨୧ ଫେବୃୟାରୀରେ ପାଳନ କରାଯାଉଛି। ୟୁନେସ୍କୋ ୧୭ ନଭେମ୍ବର ୧୯୯୯ ରେ ଏହି ଦିବସ ଘୋଷଣା କରିଥିଲା। ପରେ ୨୧ ଫେବୃୟାରୀ,୨୦୦୦ରେ ପ୍ରଥମେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ କରାଯାଇଥିଲା। ବିଶ୍ଵରେ ଭାଷା ଓ ସାଂସ୍କୃତିକ ବିବିଧତାକୁ ପ୍ରୋତ୍ସାହିତ କରିବା ଏବଂ!-->…
ଫୁଟବଲ୍ ଖେଳୁଥିବା ବେଳେ ସିଲଂ ସାଂସଦଙ୍କ ମୃତ୍ୟୁ
ସିଲଂର ମଲାଇ ମୱିଙ୍ଗ ଠାରେ ଫୁଟବଲ ଖେଳୁଥିବା ବେଳେ ଲୋକସଭା ସାଂସଦ ରିକି ଏଜେ ସିଙ୍ଗକନଙ୍କର ଆଜି ହୃଦ୍ଘାତରେ ମୃତ୍ୟୁ ଘଟିଛି । ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା । ସେ ଭଏସ୍ ଅଫ୍ ଦି ପିପୁଲ୍ସ ପାର୍ଟି (ଭିପିପି)ର ନେତା ଥିଲେ ।ତାଙ୍କୁ ତୁରନ୍ତ ଏକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା!-->…
ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରିଛନ୍ତି । ଏହି ବଜେଟରେ ସାଧାରଣ ଜନତାଙ୍କ ପାଇଁ କଲ୍ୟାଣକାରୀ ଯୋଜନା ସହ ସୁଭଦ୍ରା ଯୋଜନା ଉପରେ ସ୍ୱତନ୍ତ୍ର ଫୋକସ୍ ଦିଆଯାଇଛି ।ସୁଭଦ୍ରା ଯୋଜନା ପାଇଁ ୧୦ ହଜାର ୧୪୫ କୋଟି ଟଙ୍କା!-->…
ସ୍ବାସ୍ଥ୍ୟ ସେବା ପାଇଁ ୨୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ
୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ସ୍ବାସ୍ଥ୍ୟ ପ୍ରତି ମଧ୍ୟ ଗୁରୁତ୍ୱ ଦେଇଛନ୍ତି। ସ୍ବାସ୍ଥ୍ୟ ସେବା!-->…
ସମୃଦ୍ଧ କୃଷକ ଯୋଜନା ପାଇଁ ୬,୦୮୮ କୋଟି ବ୍ୟୟବରାଦ
୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ କୃଷି ଓ କୃଷକଙ୍କ ସର୍ବାଙ୍ଗୀନ ବିକାଶକୁ ସର୍ବାଧିକ ପ୍ରାଥମିକତା!-->…
ଆଉ ୬ ଲକ୍ଷ ହିତାଧିକାରୀ ପାଇବେ ମଧୁବାବୁ ପେନସନ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ।ବାର୍ଦ୍ଧକ୍ୟ ବିଧବା ଭତ୍ତା ପାଇଁ କାହାକୁ ଅପେକ୍ଷା କରିବାକୁ ପଡିବନି । ମଧୁବାବୁ ପେନସନ ଯୋଜନାରେ ସମସ୍ତ ଯୋଗ୍ୟଙ୍କୁ ସାମିଲ କରାଯିବ । ହିତାଧିକାରୀ ମରିଲେ ଖାଲି ସ୍ଥାନ ପୂରଣ!-->…
ରାଜ୍ୟରେ ୪ଟି ନୂତନ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା କରାଯିବା ନେଇ ଘୋଷଣା
ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ରାଜ୍ୟ ବଜେଟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ମୁଖ୍ୟମନ୍ତ୍ରୀ ରାଜ୍ୟ ବିଶ୍ବବିଦ୍ୟାଳୟ, ସରକାରୀ କଲେଜ ଏବଂ ବେସରକାରୀ ଅନୁଦାନପ୍ରାପ୍ତ କଲେଜଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ୪ ଶହ ୭୦ କୋଟି ଟଙ୍କାର ପ୍ରସ୍ତାବ ଦେଇଛନ୍ତି। ଏହା ବ୍ୟତୀତ!-->…
Budget2026: ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା
ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରାଯାଉଛି । ୩ ଲକ୍ଷ ୧୦ ହଜାର କୋଟିର ବଜେଟ ଉପସ୍ଥାପନା କରାଯାଇଛି । ବଜେଟ୍ ୨୦୨୬-୨୭ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା ହୋଇଛି । ଆର୍ଥିକ ଦୁର୍ବଳ!-->…
ଶ୍ରୀଜଗନ୍ନାଥ ମନ୍ଦିରକୁ ଦାନ ପାଇଁ ‘ସମର୍ପଣ’ ନାଁରେ ଅନଲାଇନ ଡିଜିଟାଲ ହୁଣ୍ଡି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ଆରମ୍ଭରେ ହିଁ ପ୍ରଭୁ ଜଗନ୍ନାଥ ଓ ପୁରୀ ସହ ଜଡିତ ବିକାଶ ପ୍ରକଳ୍ପ ବାବଦରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧!-->…
ରାଜ୍ୟ ବଜେଟ୍ ୨୦୨୬-୨୭ :ଜାଣନ୍ତୁ କେଉଁ କ୍ଷେତ୍ରକୁ କଣ ମିଳିଲା?
ଆସିଲା ରାଜ୍ୟ ବଜେଟ୍ ୨୦୨୬-୨୭। ବିଧାନସଭାରେ ବଜେଟ୍ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତବର୍ଷ ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ କରାଯାଉଛି। ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି।ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା!-->…