Browsing Category

ଆଜିର ଖବର

ଏଥର ୩ ଲକ୍ଷ ୧୦ ହଜାର କୋଟିର ଓଡ଼ିଶା ବଜେଟ୍ 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ପୂର୍ବରୁ ଗୁରୁବାର ରାଜ୍ୟ ସରକାର ବିଧାନସଭାରେ ଅର୍ଥନୀତିକ ସର୍ଭ ଉପସ୍ଥାପନ କରିଥିଲେ । ଅର୍ଥନୈତିକ ସର୍ଭରେ ବିକାଶର ଗୋଲାପୀ ଚିତ୍ର ରଖିଥିଲେ ସରକାର । ବଜେଟର ଅର୍ଥନୀତିକ

ସ୍କୁଲ ଡ୍ରପ ଆଉଟ ୧୫%କୁ ବୃଦ୍ଧି

ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ବଡ ଖବର । ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି।ନବମ ଓ ଦଶମ ଶ୍ରେଣୀରେ ୧୨.୫% ଝିଅ, ୧୭.୩ % ପୁଅ ପାଠ ଛାଡିଛନ୍ତି । ଷଷ୍ଠରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୩.୨% ଡ୍ରପ ଆଉଟ କରିଛନ୍ତି ଛାତ୍ରଛାତ୍ରୀ । ପ୍ରଥମରୁ ପଞ୍ଚମ

ବିଏସଏଫରେ ଯୋଗଦେବେ ରୋଜାଲିନ୍‌ , ସମ୍ବର୍ଦ୍ଧିତ କଲେ ସରପଞ୍ଚ।

ଗଣିଆ,(ବିଶ୍ୱରଂଜନ ସେଠି) ନୟାଗଡ଼ ଜିଲା ଗଣିଆ ବ୍ଳକର ପ୍ରଥମ ମହିଳା ବିଏସଏଫଭାବେ ଯୋଗଦାନ କରିବେ ରୋଜାଲିନ୍ । ଗଣିଆ ଗ୍ରାମର ପରିକ୍ଷିତ ବେହେରାଙ୍କ ଝିଅ ରୋଜାଲିନ ବେହେରା (୨୨) ନିଜର କଠିନ ପରିଶ୍ରମ ଓ ଦୃଢଇଚ୍ଛାଶକ୍ତି ଆଗରେ ହାର ମାନିଛି ଆର୍ଥିକ ପରିସ୍ଥିତି ସମେତ ବହୁ ବାଧାବିଘ୍ନ ଓ ନିଜର

ଟ୍ରମ୍ପ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସଂଘର୍ଷ ରୋକିବା ପାଇଁ ତାଙ୍କ ଦାବିକୁ ପୁଣି ଦୋହରାଇଲେ

ଆମେରିକା ରା‌ଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଭାରତ-ପାକିସ୍ତାନ ମଧ୍ୟରେ ଗତବର୍ଷ ହୋଇଥିବା ଯୁଦ୍ଧ ବନ୍ଦ କରିବାରେ ମଧ୍ୟସ୍ଥତା କରିଥିବା ନେଇ ଦାବି ଦୋହରାଇଛନ୍ତି। ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା ଯାହା ଅନ୍ତର୍ଜାତୀୟ ଗଣମାଧ୍ୟମରେ

ସାମାନ୍ୟ କମିଲା ସୁନା ଦର 

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ପୁଣି କମିଲା ସୁନା କିନ୍ତୁ ଆଜି ରୂପା ଦର ଅପରିବର୍ତ୍ତିତ ରହିଛି । ଆଜି ୨୪କ୍ୟାରେଟ ସୁନାର ଦାମ୍‌ ୧୦ଗ୍ରାମ୍‌ ପ୍ରତି ୩୨୦ଟଙ୍କା ହ୍ରାସ ପାଇ ୧ଲକ୍ଷ ୫୬ହଜାର ୩୨୦ଟଙ୍କାରେ

ବିଧାନସଭାରେ ଥମୁନି ଚାଷୀ ଝଡ଼: ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଚାଲିପାରୁନି ଗୃହ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି । ଗୃହରେ ଚାଷୀ ସମସ୍ୟା ନେଇ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ ଜାରି ରଖିଛନ୍ତି । ଆଜି ମାତ୍ର ୬ମିନିଟ ଗୃହ ଚାଲିବା ପରେ ଆଜି ପ୍ରଶ୍ନକାଳ ମୁଲତବୀ କରିଥିଲେ ବାଚସ୍ପତି ସୁରମା ପାଢୀ । ବିଜେଡି ସଦସ୍ୟମାନେ ହାତରେ

ଦୋଳ ପୂର୍ଣ୍ଣିମାରେ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ , ଭାରତରେ ରକ୍ତଚନ୍ଦ୍ର ଦୃଶ୍ୟମାନ ହେବ

୨୦୨୬ର ପ୍ରଥମ ଚନ୍ଦ୍ର ଗ୍ରହଣ, ପୁଣି ବଡ଼ ଗ୍ରହଣ |ଏଥର ଦୋଳ ପୂର୍ଣ୍ଣିମା ଫାଲଗୁନ ପୂର୍ଣ୍ଣିମାରେ ପଡ଼ୁଛି ।୨୦୨୬ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୩ ତାରିଖରେ ଘଟିବ, ଏବଂ ଏହା କେବଳ ଏକ ଚମତ୍କାର ଜ୍ୟୋତିର୍ବିଜ୍ଞାନ ଘଟଣା ହେବ ନାହିଁ, ବରଂ ଭାରତ ସମେତ ସାରା ବିଶ୍ୱରେ ଦୃଶ୍ୟମାନ ହେବ।

ଗାର୍ଲଫ୍ରେଣ୍ଡ ସହ ହୋଟେଲକୁ ଆସିଥିଲେ ଯୁବକ, ଏବେ ମିଳିଲା ମୃତଦେହ

ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ଓୟୋ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ପ୍ରେମିକା ଏବେ ଫେରାର୍ ଥିବା ସୂଚନା

ଏପ୍ରିଲରୁ ସାରା ଦେଶରେ ହେବ SIR, ପ୍ରସ୍ତୁତି ସାରିବାକୁ ସମସ୍ତ ରାଜ୍ୟ CEOଙ୍କୁ ନିର୍ଦ୍ଦେଶ

ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପଦକ୍ଷେପ ଚଳିତ ବର୍ଷ ଏପ୍ରିଲରୁ ସାରା ଦେଶରେ ପର୍ଯ୍ୟାୟକ୍ରମେ

ଏଣିକି ଟ୍ରାନ୍ସଜେଣ୍ଡର ଦେଇପାରିବେ ଓସିଏସ୍ ପରୀକ୍ଷା

ଏଣିକି ତୃତୀୟ ଲିଙ୍ଗ ବା କିନ୍ନର ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା (ଓସିଏସ୍ଇ) ଦେଇପାରିବେ । ଏ ସଂକ୍ରାନ୍ତରେ ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯଦି ତୃତୀୟ ଲିଙ୍ଗ ମାନ୍ୟତା ପାଇବା ପରେ ପ୍ରାର୍ଥୀଙ୍କ ନାମରେ କୌଣସି ପରିବର୍ତ୍ତନ ହୋଇଥାଏ, ତେବେ ସେ

ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ରେଡ୍

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ । ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ସେକ୍ସନର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ।ଜବତ ହୋଇଛି ବିଡା ବିଡା ଟଙ୍କା ଓ ପୁଳା ପୁଳା ସୁନା । ସମସ୍ତ

ଆଜି ଆସିବ ଓଡ଼ିଶା ବଜେଟ୍ ୨୦୨୬ ।ବିକଶିତ ଓଡିଶା ଲକ୍ଷ୍ୟକୁ ମିଳିବ ନୂଆ ଦିଗ

ଆଜି ଆସିବ ଓଡ଼ିଶା ବଜେଟ୍ ୨୦୨୬ । ଆୟ ବ୍ୟୟର ହିସାବ ପେଡ଼ି ଖୋଲିବେ ମୁଖ୍ୟମନ୍ତ୍ରୀ । କେଉଁଠୁ ଆସିବ ଅର୍ଥ, କେମିତି ଖର୍ଚ୍ଚ ହେବ ।ମିଳିଥିବା ସୂଚନା କହୁଛି ବଜେଟ୍ ବ୍ୟୟ ବରାଦ ପାଖାପାଖି ୯ ପ୍ରତିଶତ ବଢ଼ିପାରେ । ବଜେଟ୍ ଆକାର ୩ ଲକ୍ଷ ୧୫ ହଜାର କୋଟି ଛୁଇଁବ । (୬୦%ରୁ ଅଧିକ) ବିକାଶମୂଳକ