Browsing Category
ଆଜିର ଖବର
ଧାନକିଣା ବିଭ୍ରାଟ: ମୁଖ୍ୟମନ୍ତ୍ରୀଙ୍କ ଆକ୍ସନ ଚେତାବନୀ
ଧାନ କିଣା ବିଭ୍ରାଟକୁ ନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚେତାବନୀ ଦେଇଛନ୍ତି । ୨୪ ବର୍ଷ ସରକାରର ଇକୋ ସିଷ୍ଟମ ଆକ୍ଟିଭ ଅଛି କହିଲେ । ଯେଉଁମାନେ ବିଭ୍ରାଟ କରୁଛନ୍ତି ସୁଧୁରିଯିବାକୁ ଚେତାବନୀ ଦେଉଛି । ଏହାମୋର ପରାମର୍ଶ ନହେଲେ ଚେତାବନୀ ଭାବିପାର । ବିଧାନସଭାରେ ରାଜ୍ୟପାଳଙ୍କ!-->…
ଲଘୁଚାପ କ୍ଷେତ୍ର ସକ୍ରିୟ, ଦୁଇ ଦିନ ହାଲୁକା ବର୍ଷା ସମ୍ଭାବନା
ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ ବଦଳିବାର ଆଶଙ୍କା ରହିଛି। ମତ୍ସ୍ୟଜୀବୀ ସମୁଦ୍ରକୁ ଯିବା ସମୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ତେବେ ରାଜଧାନୀ ଭୁବନେଶ୍ଵରର!-->…
ମାଳତୀପୁଟରେ ୨ଦିନିଆ ବ୍ଳକସ୍ତରୀୟ କ୍ରୀଡ଼ା ଉତ୍ସବ ଉଦଯାପିତ୍
ଗଣିଆ,(ବିଶ୍ୱରଂଜନ ସେଠି) ଗଣିଆ ବ୍ଳକସ୍ଥିତ ରାସଙ୍ଗ ପଂଚାୟତର ମାଳତୀପୁଟ ଗ୍ରାମର ଯୁବକ ସଂଘ ଆନୁକୂଲ୍ୟରେ ଭାରତ ସରକାରଙ୍କ ଯୁବ ଓ କ୍ରୀଡ଼ା ବିଭାଗ ଅଧିନରେ ଥିବା ମାଇଁ ଭାରତ, ନୟାଗଡ଼ ତରଫରୁ ବ୍ଳକ ସ୍ତରୀୟ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି । ଏହି କ୍ରୀଡ଼ା ଉତ୍ସବ ୧୮.୦୨.୨୦୨୬ରିଖରେ ଆରମ୍ଭ!-->…
ଗଣିଆ ବ୍ଲକ ୩ ପରୀକ୍ଷା କେନ୍ଦ୍ରରେ ୪୨୦ ପରୀକ୍ଷାର୍ଥୀ ଦେଲେ ପରୀକ୍ଷା।ପ୍ରଥମ ଦିନରେ ୫ ଛାତ୍ରଛାତ୍ରୀ ଅନୁପସ୍ଥିତ
ଗଣିଆ (ବିଶ୍ୱରଂଜନ ସେଠି), ମାଧମିକ ଶିକ୍ଷା ପରିଷଦ ତରଫରୁ ଗୁରୁବାର ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଯାଇଛି । ପ୍ରଥମ ଦିନରେ ଗଣିଆ ବ୍ଲକର ୩ଟି ପରୀକ୍ଷା କେନ୍ଦ୍ରରେ ୪୨୦ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ଜଣାପଡିଛି । ତେବେ ୩ଟି ଯାକ ପରୀକ୍ଷା କେନ୍ଦ୍ରରେ ସମସ୍ତ ପରୀକ୍ଷାର୍ଥୀ!-->…
ରାଜଧାନୀରେ ନିୟମ ଭାଙ୍ଗୁଛନ୍ତି ବାର ଓ ପବ୍ , ଉଡୁଛି ଟଙ୍କା !
ରାଜଧାନୀରେ ନିୟମ ଭାଙ୍ଗୁଛନ୍ତି ବାର ଓ ପବ୍ । ମ୍ୟୁଜିକ ଆଳରେ ଚଲାଉଛନ୍ତି ଡ୍ୟାନସ ବାର। ସାମ୍ନାକୁ ଆସିଛି ବାର ଭିତରେ ନାଚ ଗୀତର ଆସର ସହ ଅସ୍ମିତା କ୍ଷୁର୍ଣ୍ଣ ହେଲା ଭଳି ଦୃଶ୍ୟ । ଯାହାକୁ ନେଇ ଅଭିଯୋଗ ପରେ ଯାଂଚ ଆରମ୍ଭ କରିଛି ଅବକାରୀ ଟିମ୍ ।ରାତି ବଢିବା ସାଙ୍ଗକୁ ବଢୁଛି ଡିଜେର ଶବ୍ଦ।!-->…
ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ପରିଚୟ ପତ୍ର ବାଧ୍ୟତାମୂଳକ
ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ କଡ଼ା ନିର୍ଦ୍ଦେଶାବଳୀ । ଏବେ କ୍ୟାମ୍ପସରେ ପରିଚୟ ପତ୍ର ବାଧ୍ୟତାମୂଳକ। ନିୟମ ଉଲ୍ଲଂଘନ କଲେ ହେବ ପୋଲିସ କାର୍ଯ୍ୟାନୁଷ୍ଠାନ। ନୂତନ ନିୟମ ଅନୁଯାୟୀ ବିଶ୍ୱବିଦ୍ୟାଳୟର ସୁରକ୍ଷା କର୍ମୀମାନେ ଯେକୌଣସି ସମୟରେ ଛାତ୍ରଛାତ୍ରୀଙ୍କ ପରିଚୟ ପତ୍ର ଯାଞ୍ଚ କରିପାରିବେ।!-->…
ଲାଞ୍ଚ ନେବା ବେଳେ ସୋର ତହସିଲଦାର ଦୈତାରୀ ମଲ୍ଲିକଙ୍କୁ ମାଡ଼ି ବସିଲା ଭିଜିଲାନ୍ସ
ଲାଞ୍ଚ ନେବା ବେଳେ ବାଲେଶ୍ୱର ଜିଲ୍ଲା ସୋର ତହସିଲଦାର ଦୈତାରୀ ମଲ୍ଲିକଙ୍କୁ ମାଡ଼ି ବସିଲା ଭିଜିଲାନ୍ସ lଜଣେ ଟ୍ରକ୍ ମାଲିକଙ୍କ ଠାରୁ ୪୦,୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ସମୟରେ ଏହି ଚଢ଼ାଉ କରାଯାଇଥିଲା
ତହସିଲଦାର ମଲ୍ଲିକ ଗତ ୧୧ ଫେବୃଆରୀରୁ ପଥର ବୋଝେଇ ୫ଟି ଟ୍ରକକୁ ଅଟକ ରଖିଥିଲେ।!-->!-->!-->…
ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ:ରାଜସ୍ୱ ମନ୍ତ୍ରୀ
ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି।ଆଉ ୩୧ଟି ନୂଆ ଜିଲ୍ଲା ପାଇଁ ସରକାରଙ୍କ ନିକଟକୁ ପ୍ରସ୍ତାବ!-->…
ମୟୂରଭଞ୍ଜର ମାଟି ତଳେ ଅଛି କେତେ ସୁନା, କେତେ ତମ୍ବା ଆଉ ନିକେଲ୍ ? ତଥ୍ୟ ଦେଲେ ସରକାର
ମୟୂରଭଞ୍ଜ ଜିଲ୍ଲାର ୩ଟି ସ୍ଥାନରେ ଭାରତୀୟ ଭୂତାତ୍ତ୍ଵିକ ସର୍ବେକ୍ଷଣ ସଂସ୍ଥା ତମ୍ବାର ସନ୍ଧାନ କରିଥିବା ବେଳେ ଗୋଟିଏ ସ୍ଥାନରେ ସୁନା ଓ ନିକେଲ୍ ରହିଛି । ମୟୂରଭଞ୍ଜର କୋଳିଅଣା ବ୍ଲକର ମଦନାସାହି-କାଞ୍ଜିଆ ଅଞ୍ଚଳରେ ରହିଛି ସୁନା ସହ ତମ୍ବା ।ଏନେଇ ବିଧାନସଭାରେ ବାଙ୍ଗିରିପୋଷି ବିଧାୟିକା!-->…
ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ
ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା ମାଗଣା ସୁବିଧା ଦେଶର ବିକାଶରେ ବାଧା ସୃଷ୍ଟି କରୁଥିବା କହିଛନ୍ତି ସର୍ବୋଚ୍ଚ ଅଦାଲତ।ସୁପ୍ରିମକୋର୍ଟ ଡିଏମକେ ସରକାର!-->…
୧୧୭୧ ସ୍କୁଲ ବସରେ ନାହିଁ ଫିଟନେସ୍ ସାର୍ଟିଫିକେଟ
ବିପଜ୍ଜନକ ସ୍ଥିତିରେ ସ୍କୁଲ କଲେଜ ଯାଉଛନ୍ତି ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀଙ୍କୁ ନେବା ଆଣିବା କରୁଥିବା ୧୧୭୧ ବସରେ ନାହିଁ ଫିଟନେସ । ରାଜ୍ୟରେ ଛାତ୍ରଛାତ୍ରୀଙ୍କୁ ନେବା ଆଣିବା ବ୍ୟବହାର ହେଉଛି ୪୦୪୫ ବସ । ରାଜଧାନୀରେ ଗଡୁଥିବା ୧୭ଟି ବସର ନାହିଁ ଫିଟନେସ ସାର୍ଟିଫିକେଟ ।ସେପଟେ ପରିବହନ!-->…
ଲରେନ୍ସ ଗ୍ୟାଙ୍ଗର ‘ବ୍ୟୁଟି କିଲର’ ଗିରଫ
ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗର ଡ୍ରଗ୍ସ ସିଣ୍ଡିକେଟ୍ରେ ଜଡିତ ଥିବା ଅଭିଯୋଗରେ ପୁଲିସ ଜଣେ ମହିଳା ଡନ୍ ଖୁସନୁମା ଅନସାରୀ ଓରଫ ନେହାଙ୍କୁ ଗିରଫ କରିଛି । ନେହା ଗ୍ୟାଙ୍ଗ ମଧ୍ୟରେ "ମାଡାମ୍ ଜେହେର" ନାମରେ ଜଣାଶୁଣା। ତଦନ୍ତରୁ ଜଣାପଡିଛି ଯେ ନେହା ଉତ୍ତର-ପୂର୍ବ ଦିଲ୍ଲୀରେ ଏକ ବ୍ୟୁଟି ପାର୍ଲର!-->…