Browsing Category

ଆଜିର ଖବର

ପରୀକ୍ଷା କେନ୍ଦ୍ରରେ ପହଞ୍ଚିଥିଲେ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ 

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟରେ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ର ଛାତ୍ରୀ ପରୀକ୍ଷା ଦେଉଛନ୍ତି । ପରୀକ୍ଷାରେ ସ୍ୱଚ୍ଛତା,

 ପ୍ରେମିକାକୁ ଲଜ୍‌କୁ ଡାକି ଦୁଷ୍କର୍ମ କରିବା ଅଭିଯୋଗ, ୪ ଅଟକ

ପ୍ରେମିକାକୁ ଲଜ୍ ରେ ରଖି ଦୁଷ୍କର୍ମ କରିବା ଅଭିଯୋଗରେ ୪ ଅଟକ। ପ୍ରେମିକ ସମେତ ୪ ଜଣଙ୍କୁ ଅଟକ ରଖିଛି କେନ୍ଦ୍ରାପଡା ସଦର ପୋଲିସ। ଅଭିଯୋଗ ଅନୁଯାୟୀ ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଯୁବତୀଙ୍କର କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଅରୁଆ କଦଳୀବଣ ଗାଁର

ଅର୍ଥନୈତିକ ସର୍ଭେ ରିପୋର୍ଟ, ବଢିଛି ମୁଣ୍ଡପିଛା ଆୟ

ଗୃହରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। ବର୍ତ୍ତମାନର ମୂଲ୍ୟରେ ଓଡିଶାର ଅର୍ଥନୀତିର ଆକାର (ଜିଏସଡିପି) ୨୦୨୫-୨୬ରେ ୯.୯ ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି । ଏହା ୨୦୨୪-୨୫ର ୯ ଲକ୍ଷ କୋଟି ଟଙ୍କାଠାରୁ ୯.୫% ବୃଦ୍ଧି ପାଇଛି। ୨୦୨୫-୨୬ରେ ବାସ୍ତବ ଆର୍ଥିକ

ଡିଜିସିଏର ନୂଆ ଗାଇଡଲାଇନ; ବିମାନରେ ହଙ୍ଗାମା କଲେ ୩୦ ଦିନ ଉଡାଣ ନିଷେଧ

ବିମାନ ଭିତରେ ହଙ୍ଗାମା କଲେ ମହଙ୍ଗା ପଡିବ । ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଏନେଇ ଡିଜିସିଏ ପକ୍ଷରୁ ନୂଆ ନିୟମ କରାଯାଇଛି । ଏଭଳି ଯାତ୍ରୀଙ୍କୁ ୩୦ ଦିନ ପର୍ଯ୍ୟନ୍ତ କୌଣସି ବିମାନରେ ଉଡାଣ ପାଇଁ ମିଳିବନି ଅନୁମତି । DGCA ଅନୁଯାୟୀ, ବିମାନ, ଯାତ୍ରୀ

ପୂର୍ବତନ ଇସ୍ରୋ କର୍ମଚାରୀ ପତ୍ନୀଙ୍କୁ ହତ୍ୟା କରି ଗିରଫ

ପୂର୍ବତନ ଇସ୍ରୋ କର୍ମଚାରୀ ପତ୍ନୀଙ୍କୁ ହତ୍ୟା କରି ଏବେ ପୋଲିସ ହେପାଜତରେ | ବେଙ୍ଗାଲୁରୁରେ ଇସ୍ରୋର ଜଣେ ପୂର୍ବତନ କର୍ମଚାରୀ ନାଗେଶ ରାଓଙ୍କୁ ନିଜ ପତ୍ନୀଙ୍କ ହତ୍ୟା ଅଭିଯୋଗରେ ଗିରଫ କରାଯାଇଛି। ଗତ କିଛି ଦିନ ହେବ ସେ ଚାପଗ୍ରସ୍ତ ରହୁଥିଲେ ଏବଂ ତାଙ୍କ ଚିକିତ୍ସା ଚାଲିଥିଲା। ତାଙ୍କ

ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନ, ଆଗତ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ

ବିଧାନସଭା ବଜେଟ ଅଧିବେଶନର ଆଜି ତୃତୀୟ ଦିନ। ଆଜି ବିଧାନସଭାରେ ଆଗତ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଗୃହରେ ବିବୃତି ରଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ତୃତୀୟ ଦିନରେ ମଧ୍ୟ ଚାଷୀ ପ୍ରସଙ୍ଗକୁ ନେଇ ଗୃହ ହୁଲସ୍ତୁଲ କରିବେ

ଆଜିଠୁ ମାଟ୍ରିକ ପରୀକ୍ଷା, AI-ଯୁକ୍ତ CCTV କ୍ୟାମେରା ନଜରରେ ସମସ୍ତ ପରୀକ୍ଷା ସେଣ୍ଟର

ଆଜିଠୁ ଛାତ୍ରଛାତ୍ରୀଙ୍କ ଜୀବନର ପ୍ରଥମ ବଡ଼ ପରୀକ୍ଷା ମାଟ୍ରିକ ପରୀକ୍ଷା । ରାଜ୍ୟର ୩ ହଜାର ୮୨ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ଛାତ୍ରଛାତ୍ରୀ।ମାଟ୍ରିକ୍ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ ପରୀକ୍ଷା(ଏସଓଏସ୍) ଏବଂ ସଂସ୍କୃତ ମଧ୍ୟମା ପରୀକ୍ଷା ଏକ ସମୟରେ ହେବ ।

ଗୋଡ଼ରେ ଲେଖି ମାଟ୍ରିକ ପରୀକ୍ଷା ଦେବେ ଲକ୍ଷ୍ମୀ ଖେମୁଡୁ !

ଆଜି ମାଟ୍ରିକ ପରୀକ୍ଷା ଦେବେ ମାଲକାନଗିରି ଜିଲ୍ଲା ଲକ୍ଷ୍ମୀ ଖେମୁଡୁ । ଜନ୍ମରୁ ସଂପୂର୍ଣ୍ଣ ଦିବ୍ୟାଙ୍ଗ ହୋଇଥିବାରୁ ନା ଉଠି ବସି ପାରୁଛନ୍ତି,ନା ଚାଲି ପାରୁଛନ୍ତି । ପଢିବା ପାଇଁ ଇଛା ଥିବାରୁ ଗୋଡରେ ଲେଖିବା ଅଭ୍ୟାସ ଆରମ୍ଭ କରିଥିଲେ । ଏବେ ମାଟ୍ରିକ ପରୀକ୍ଷାରେ ନିଜେ ଗୋଡରେ ଲେଖି

ସାର୍ଥକ ନିଖୋଜ ଘଟଣା: ସ୍ପଷ୍ଟୀକରଣ ରଖିଲା ଜାହାଜ କମ୍ପାନୀ

ମଝି ସମୁଦ୍ରରେ ନିଖୋଜ ହୋଇଯାଇଥିବା ୨୨ ବର୍ଷୀୟ ଡେକ କ୍ୟାଡେଟ ସାର୍ଥକ ମହାପାତ୍ରଙ୍କ ମିଳୁନି ଖୋଜଖବର । ପରିବାର ଲୋକେ ସିଙ୍ଗାପୁରରୁ ଫେରିବା ପରେ ଜାହାଜ କମ୍ପାନୀ ଉପରେ ଦୋଷ ଲଦିଥିବା ବେଳେ ଏହା ଉପରେ ଆଜି(ବୁଧବାର) ସ୍ପଷ୍ଟୀକରଣ ରଖିଛି ଜାହାଜ କମ୍ପାନୀ ।ଆଙ୍ଗ୍ଲୋ ଇଷ୍ଟର୍ନ ସିିପିଂ

ବିଜୟ ମାଲ୍ୟା କେବେ ଭାରତ ଫେରିବେ, ତାହା କହିହେବନି

ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଠକେଇ ଓ ମନି ଲଣ୍ଡରିଂର ବହୁ ମାମଲାରେ କେସ୍ ଚାଲିଛି। ବିଜୟ ମାଲ୍ୟା ଠକେଇ ଏବଂ ମନି ଲଣ୍ଡରିଂ ମାମଲା ସାମ୍ନା କରୁଛନ୍ତି। ଏହି ମାମଲାରେ, ତାଙ୍କ ଓକିଲ ବମ୍ବେ ହାଇକୋର୍ଟକୁ କହିଛନ୍ତି, ବିଜୟ ମାଲ୍ୟା କେବେ ଭାରତ ଫେରିବେ, ତାହା କହିହେବନି।

ଭାଲୁ ମୁହଁରୁ ସ୍ବାମୀଙ୍କୁ ରକ୍ଷା କଲେ ମହିଳା

ସ୍ୱାମୀକୁ ବଞ୍ଚାଇବାକୁ ଯାଇ ଭାଲୁ ସହ ଲଢ଼ିଲେ ମହିଳା । ବାଜିରେ ଲଗାଇଦେଲେ ଜୀବନ । ସ୍ବାମୀଙ୍କୁ ଆକ୍ରମଣ କରୁଥିବା ଭାଲୁକୁ ଠେଙ୍ଗା ପାହାର ଦେଲେ ମହିଳା । ଜଙ୍ଗଲକୁ ଦୌଡ଼ି ପଳାଇଲା ଭାଲୁ । ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଥାନା ଅନ୍ତର୍ଗତ ଭାଲିଆନାଳ ଗାଁରେ ଘଟିଛି ଘଟଣା । ଏହି ଗାଁର ମାଲିଦେ

ବିଶ୍ୱର କଲ୍ୟାଣ ନିମନ୍ତେ ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ

ଗଣିଆ,(ବିଶ୍ୱରଂଜନ ସେଠି) ଗଣିଆ ବ୍ଳକର ବେଲପଡ଼ା ପଂଚାୟତର ବେଲପଡ଼ାପାଟଣା ଗ୍ରାମରେ ବହୁ ଆଡ଼ମ୍ବର ସହିତ ବିଶ୍ୱର କଲ୍ୟାଣ ନିମନ୍ତେ ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗତକାଲି ମହାନଦୀରେ ପୁଜାର୍ଚ୍ଚନା କରାଯାଇ ଗଙ୍ଗାମାତାଙ୍କୁ ଆବାହନ କରି ପୂଜାକାର୍ଯ୍ୟ ପରେ ଶତାଧିକ