Browsing Category
ଆଜିର ଖବର
ବିଜୟ ମାଲ୍ୟା କେବେ ଭାରତ ଫେରିବେ, ତାହା କହିହେବନି
ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଠକେଇ ଓ ମନି ଲଣ୍ଡରିଂର ବହୁ ମାମଲାରେ କେସ୍ ଚାଲିଛି। ବିଜୟ ମାଲ୍ୟା ଠକେଇ ଏବଂ ମନି ଲଣ୍ଡରିଂ ମାମଲା ସାମ୍ନା କରୁଛନ୍ତି। ଏହି ମାମଲାରେ, ତାଙ୍କ ଓକିଲ ବମ୍ବେ ହାଇକୋର୍ଟକୁ କହିଛନ୍ତି, ବିଜୟ ମାଲ୍ୟା କେବେ ଭାରତ ଫେରିବେ, ତାହା କହିହେବନି।!-->…
ଭାଲୁ ମୁହଁରୁ ସ୍ବାମୀଙ୍କୁ ରକ୍ଷା କଲେ ମହିଳା
ସ୍ୱାମୀକୁ ବଞ୍ଚାଇବାକୁ ଯାଇ ଭାଲୁ ସହ ଲଢ଼ିଲେ ମହିଳା । ବାଜିରେ ଲଗାଇଦେଲେ ଜୀବନ । ସ୍ବାମୀଙ୍କୁ ଆକ୍ରମଣ କରୁଥିବା ଭାଲୁକୁ ଠେଙ୍ଗା ପାହାର ଦେଲେ ମହିଳା । ଜଙ୍ଗଲକୁ ଦୌଡ଼ି ପଳାଇଲା ଭାଲୁ । ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଥାନା ଅନ୍ତର୍ଗତ ଭାଲିଆନାଳ ଗାଁରେ ଘଟିଛି ଘଟଣା । ଏହି ଗାଁର ମାଲିଦେ!-->…
ବିଶ୍ୱର କଲ୍ୟାଣ ନିମନ୍ତେ ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ
ଗଣିଆ,(ବିଶ୍ୱରଂଜନ ସେଠି) ଗଣିଆ ବ୍ଳକର ବେଲପଡ଼ା ପଂଚାୟତର ବେଲପଡ଼ାପାଟଣା ଗ୍ରାମରେ ବହୁ ଆଡ଼ମ୍ବର ସହିତ ବିଶ୍ୱର କଲ୍ୟାଣ ନିମନ୍ତେ ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗତକାଲି ମହାନଦୀରେ ପୁଜାର୍ଚ୍ଚନା କରାଯାଇ ଗଙ୍ଗାମାତାଙ୍କୁ ଆବାହନ କରି ପୂଜାକାର୍ଯ୍ୟ ପରେ ଶତାଧିକ!-->…
ଖାଦ୍ୟ-ପାନୀୟ ଜିନିଷ ହେବ ମହଙ୍ଗା, FMCG କମ୍ପାନୀ ୫% ପର୍ଯ୍ୟନ୍ତ ବଢାଇବେ ଦାମ୍
ଏବେ ଦେଶର ଫାଷ୍ଟ ମୁଭିଂ କଞ୍ଜୁମର ଗୁଡସ୍ କମ୍ପାନୀ ନିଜର ପ୍ରଡକ୍ଟର ଦାମ୍ ବଢାଇବାରେ ଲାଗିଛନ୍ତି। କୁହାଯାଉଛି ଯେ, ବହୁ କମ୍ପାନୀର ଦାମ୍ରେ ପ୍ରାୟ ୫% ପର୍ଯ୍ୟନ୍ତ ବୃଦ୍ଧି ହେବାକୁ ଯାଉଛି। ଯାହାଫଳରେ ଗ୍ରାହକଙ୍କ ଉପରେ ଦରଦାମ୍ ବୃଦ୍ଧିର ପ୍ରଭାବ ପଡିପାରେ।କଞ୍ଚାମାଲର ମୂଲ୍ୟ ବୃଦ୍ଧି ଏବଂ!-->…
କୁନୋରେ ଆଉ ୩ ନୂଆ ଚିତା ଶାବକ
ଦକ୍ଷିଣ ଆଫ୍ରିକୀୟ ଚିତା ଗାମିନି କୁନୋ ଜାତୀୟ ଉଦ୍ୟାନରେ ତିନୋଟି ଛୁଆ ଜନ୍ମ କରିଛି, ଯାହା ଫଳରେ ଦେଶର ମୋଟ ଚିତା ସଂଖ୍ୟା ୩୮ ରେ ପହଞ୍ଚିଛି।ରିପୋର୍ଟରୁ ଜଣାପଡିଛି ଯେ ବିଶ୍ୱର ପ୍ରଥମ ଆନ୍ତଃମହାଦେଶୀୟ ସ୍ଥାନାନ୍ତର ଏକ ବୃହତ ମାଂସାଶୀ ପ୍ରାଣୀର ୨୦୨୨-୨୩ ମସିହାରେ ନାମ୍ବିଆ ଏବଂ ଦକ୍ଷିଣ!-->…
ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର
ଓଡିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷାର ।ବିଧାନସଭାରେ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନର କିଛି ଏମିତି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ସେ କହିଛନ୍ତି, ୨୦୨୫ରେ ୨୨ଟି କମ୍ପାନୀର ୮୮ ସାମ୍ପଲ ଯାଞ୍ଚ କରାଯାଇଥିଲା । ସେଥିରୁ ୮୦ଟି!-->…
ବିନା ପ୍ରମାଣରେ ଖବର ପ୍ରସାରଣ କରୁଛି ମିଡିଆ-ଜେଲ ଡିଜି
ଜେଲ ଅବ୍ୟବସ୍ଥା ନେଇ ପ୍ରେସମିଟ୍ ବେଳେ ମିଡିଆକୁ ଟାର୍ଗେଟ କଲେ ଜେଲ ଡିଜି ସୁଶାନ୍ତ ନାଥ ।କହିଲେ ବିନା ପ୍ରମାଣରେ ଖବର ପ୍ରସାରଣ କରୁଛି ମିଡିଆ । ଚୌଦ୍ବାର ଜେଲ୍ରୁ କଏଦୀ ଚମ୍ପଟ୍ ୫ ମାସ ହେଲା କାହିଁକି ଚଲାଉଛନ୍ତି । ଏହାର କୌଣସି ପବ୍ଲିକ ଇଣ୍ଟରେଷ୍ଟ ନାହିଁ ବୋଲି ମୋର ବ୍ୟକ୍ତିଗତ ମତ!-->…
ଆମ ଦଳର ପ୍ରାର୍ଥୀ କିଏ ହେବେ ? ସଂସଦୀୟ ବୋର୍ଡ ନିଷ୍ପତ୍ତି ନେବ: ମନମୋହନ
ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ । ନିର୍ବାଚନ ନେଇ ପ୍ରେସ୍ନୋଟ୍ ଜାରି କରିଛନ୍ତି ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ । ତେବେ ରାଜ୍ୟସଭା ପ୍ରସଙ୍ଗରେ ବିଜେପି ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖି କହିଛନ୍ତି ,!-->…
ସୁନା ଏବଂ ରୁପା ଦର ହେଲା କମ
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୪,୨୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୧,୩୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୨୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୧,୩୫୦!-->…
ମହିଳାଙ୍କ ପାଇଜାମା ଡୋର ଖୋଲିବା ଦୁଷ୍କର୍ମର ପ୍ରୟାସ: ସୁପ୍ରିମକୋର୍ଟ
ପୋକ୍ସୋ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ। ପାଇଜାମାର ନାଡା ଖୋଲିବା ଏବଂ ଛାତିକୁ ଛୁଇଁବା ହେଉଛି ଦୁଷ୍କର୍ମ ଉଦ୍ୟମ। ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ରାୟକୁ ଭତ୍ସନା କଲେ ସର୍ବୋଚ୍ଚ ଅଦାଲତ। । ସିଜେଆଇ ସୂର୍ଯ୍ୟକାନ୍ତଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି ଯେ,!-->…
ଫଳ ଉତ୍ପାଦନରେ ୧୧ନଂରେ ଓଡିଶା: ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ
ବିଧାନସଭା ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନ ଅଟେ | ଧ୍ରୁବ ଚରଣ ସାହୁଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଉତ୍ତର ରଖି କହିଛନ୍ତି ଯେ, ସର୍ବଭାରତୀୟ ସ୍ତରରେ ବାର୍ଷିକ ଫଳ ଉତ୍ପାଦନରେ ଓଡିଶାର ସ୍ଥାନ ୧୧ ନଂ ରେ ରହିଛି । ରାଜ୍ୟରେ ୭୯୧୯ ଉଦ୍ୟୋଗୀ ବ୍ୟବସାୟିକ ଦୃଷ୍ଟିରୁ ଫୁଲ, ଫଳ!-->…
୭ ଗହଣା ଦୋକାନ ଉପରେ ଆକ୍ସନ- ଯୋଗାଣ ମନ୍ତ୍ରୀ
ମାପରେ ଠକୁଥିବା ଅଭିଯୋଗରେ ୭ ଗହଣା ଦୋକାନ ଉପରେ ଆକ୍ସନ ନିଆଯାଇଛି କହିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏଥିରେ ବହୁ ବଡ ବଡ ଜୁଏଲାରୀ ବ୍ରାଣ୍ଡର ନାଁ ଅଛି, ୮୦ ହଜାର ଜରିମାନା ଦେଇଛନ୍ତି । କେନ୍ଦୁଝରର ୩, ସମ୍ବଲପୁରର ୨, ସୁନ୍ଦରଗଡ ଓ ପୁରୀର ଗୋଟିଏ ଦୋକାନ ଉପରେ!-->…