Browsing Category
ଆଜିର ଖବର
ଫଳ ଉତ୍ପାଦନରେ ୧୧ନଂରେ ଓଡିଶା: ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ
ବିଧାନସଭା ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନ ଅଟେ | ଧ୍ରୁବ ଚରଣ ସାହୁଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଉତ୍ତର ରଖି କହିଛନ୍ତି ଯେ, ସର୍ବଭାରତୀୟ ସ୍ତରରେ ବାର୍ଷିକ ଫଳ ଉତ୍ପାଦନରେ ଓଡିଶାର ସ୍ଥାନ ୧୧ ନଂ ରେ ରହିଛି । ରାଜ୍ୟରେ ୭୯୧୯ ଉଦ୍ୟୋଗୀ ବ୍ୟବସାୟିକ ଦୃଷ୍ଟିରୁ ଫୁଲ, ଫଳ!-->…
୭ ଗହଣା ଦୋକାନ ଉପରେ ଆକ୍ସନ- ଯୋଗାଣ ମନ୍ତ୍ରୀ
ମାପରେ ଠକୁଥିବା ଅଭିଯୋଗରେ ୭ ଗହଣା ଦୋକାନ ଉପରେ ଆକ୍ସନ ନିଆଯାଇଛି କହିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏଥିରେ ବହୁ ବଡ ବଡ ଜୁଏଲାରୀ ବ୍ରାଣ୍ଡର ନାଁ ଅଛି, ୮୦ ହଜାର ଜରିମାନା ଦେଇଛନ୍ତି । କେନ୍ଦୁଝରର ୩, ସମ୍ବଲପୁରର ୨, ସୁନ୍ଦରଗଡ ଓ ପୁରୀର ଗୋଟିଏ ଦୋକାନ ଉପରେ!-->…
କଂଗ୍ରେସ ଗୋଟିଏ ରାଜ୍ୟସଭା ପ୍ରାର୍ଥୀ ଦେବ:ରାମଚନ୍ଦ୍ର କାଡାମ
ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି ଯେ କଂଗ୍ରେସ ରାଜ୍ୟସଭା ପାଇଁ ଗୋଟିଏ ପ୍ରାର୍ଥୀ ଦେବ । ଦଳ ଭିତରୁ ଜଣଙ୍କୁ ପ୍ରାର୍ଥୀ କରିବୁ, ଏକ୍ ହୋଇ ଜିତାଇବାକୁ ଚେଷ୍ଟା କରିବୁ । ନବୀନ ପଟ୍ଟନାୟକଙ୍କୁ ଆମ ସଭାପତି ଭେଟିବା ପରେ!-->…
ମୋଦି ପିନ୍ଧିଲେ AI ଦ୍ୱାରା ବିକଶିତ ସର୍ବମ କାଜେ !ଟ୍ରାନ୍ସଲେଟ୍ ଠାରୁ ରେକର୍ଡିଂ ପର୍ଯ୍ୟନ୍ତ ରହିଛି ଅତ୍ୟାଧୁନିକ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡିଆ AI ଇମ୍ପାକ୍ଟ ସମିଟ୍ 2026 ରେ ଏକ ଅନନ୍ୟ ସ୍ମାର୍ଟ ଚଷମା ପିନ୍ଧିଥିବାର ଦେଖାଯାଇଛି। ଏହି ଚଷମାର ନାଁ ସର୍ବମ କାଜେ । ଯାହାକୁ ଭାରତୀୟ ଷ୍ଟାର୍ଟଅପ୍ ସର୍ବମ AI ଦ୍ୱାରା ବିକଶିତ କରାଯାଇଛି। ଏଗୁଡ଼ିକ ସାଧାରଣ ଚଷମା ନୁହେଁ, ବରଂ ଏକ ସ୍ମାର୍ଟ!-->…
ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ
ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ।ବାଲେଶ୍ବର ଜଳେଶ୍ବର ବାଲିଆପାଳ ଥାନା ନାରାୟଣପୁର ଗାଁରେ ଘଟିଛି ଅଭାବନୀୟ ଘଟଣା । ନାରାୟଣପୁର ଗାଁର ରାଜେନ୍ଦ୍ର ସାମନ୍ତରାୟଙ୍କ ଝିଅ ମାଳତ୍ରୀ ଗାଁର କରୁଣାକର କବିଙ୍କୁ ୭ ବର୍ଷ ପୂର୍ବେ!-->…
ଏପ୍ଷ୍ଟିନ୍-ପୁରୀଙ୍କ ମଧ୍ୟରେ ୧୪ ଥର ସାକ୍ଷାତ, ୬୨ ଇମେଲ୍: ବୈଠକ ଅଭିଯୋଗ କଲା କଂଗ୍ରେସ
ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍ଷ୍ଟିନ୍ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ ମଧ୍ୟରେ ୬୨ଟି ଇ-ମେଲ୍ ଆଦାନପ୍ରଦାନ ହୋଇଥିଲା ବୋଲି କଂଗ୍ରେସ ମଙ୍ଗଳବାର ଅଭିଯୋଗ କରିଛି। ଏପ୍ଷ୍ଟିନ୍!-->…
ଧାନ ପ୍ରସଙ୍ଗ ନେଇ ଗୃହ ଅଚଳ, ୧୧.୩୦ ଯାଏଁ ଗୃହ ମୁଲତବି
ବୁଧବାର ଦ୍ୱିତୀୟ ଦିନରେ ଅଚଳ ଅବସ୍ଥାରେ ଗୃହ। ପ୍ରଶ୍ନକାଳରୁ ହିଁ ବିରୋଧୀଙ୍କ ହଙ୍ଗାମା। ଧୋଇଗଲା ପ୍ରଶ୍ନକାଳ। ୧୧.୩୦ ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି।ଆଜି ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ଧାନମଣ୍ଡି ସମସ୍ୟା ପ୍ରସଙ୍ଗକୁ ନେଇ ବିଜେଡି ଓ କଂଗ୍ରେସ ବିଧାୟକମାନେ ପ୍ରତିବାଦ କରିଥିଲେ ।!-->…
ଫେବୃଆରୀ ୨୬ରେ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି,ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ ହେବା ନେଇ ପ୍ରେସ୍ନୋଟ୍ ଜାରି କଲେ ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ । ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ, ୬ରେ ଯାଞ୍ଚ!-->…
ଶୃଙ୍ଖଳିତ ରଥଯାତ୍ରା ପାଇଁ ମାଷ୍ଟରପ୍ଲାନ୍ ,ଗୁଣ୍ଡିଚା ଓ ବାହୁଡ଼ା ପାଇଁ ପୃଥକ ଚାରମାଳ
ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ୨ୟ ସମୀକ୍ଷା ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ରଥଯାତ୍ରାରେ ଯେଉଁ ଯେଉଁ କ୍ଷେତ୍ରରେ ବିଭ୍ରାଟ ଦେଖାଯାଉଛି ତାର ଯଥାସମ୍ଭବ ସମାଧାନ କରିବାକୁ ପୁରୀ ଜିଲ୍ଲାପାଳ!-->…
ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା : ଏଆଇ ନଜରରେ ପରୀକ୍ଷା ପରିଚାଳନା
ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ଏହି ପରୀକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରଥମ ଦିନ ବିଜ୍ଞାନ ବର୍ଗ ଛାତ୍ରୀଛାତ୍ରମାନେ ମାତୃଭାଷା ପରୀକ୍ଷା ଦେବେ।!-->…
ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ ପାଳିତଉତ୍ତମ ଛାତ୍ରଛାତ୍ରୀ ଗଠନରେ ଶିକ୍ଷକଙ୍କ ଭୂମିକା…
ଗଣିଆ -(ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ଅନ୍ତର୍ଗତ ଆଡକଟାଠାରେ ଗଢ଼ି ଉଠିଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି । ନରସିଂପୁର ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ କୁଳମଣୀ ବାରିକିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ!-->…
ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ
ଗଣିଆ (ବିଶ୍ୱରଂଜନ ସେଠି) ମଙ୍ଗଳବାର ଦିନ ବ୍ଲକ କାଯ୍ୟାଳୟ ପରିସରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150 ତମ ଜନ୍ମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଝୁନା ଜେନା ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି!-->…