Browsing Category
ଆଜିର ଖବର
ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଲେ ଜୟ ଢୋଲକିଆ
ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଗୁରୁବାର ମଧ୍ୟାହ୍ନରେ ବାଚସ୍ପତି ସୁରମା ପାଢୀ ତାଙ୍କ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ଢୋଲକିଆଙ୍କ ମା, ପତ୍ନୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।ନୂଆପଡା!-->…
କୋଣାର୍କ ପରିଦର୍ଶନ କଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ କୁମାରସ୍ୱାମୀ
ସପତ୍ନୀକ କୋଣାର୍କ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚଡି କୁମାରସ୍ଵାମୀ। ଗୁରୁବାର ସକାଳ ୯ଟାରେ ସେ ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। କୋଣାର୍କ ମନ୍ଦିରର ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ବିମୋହିତ ହୋଇଛନ୍ତି।ପତ୍ନୀଙ୍କ ସହ କୁମାରସ୍ୱାମୀ ପ୍ରାୟ ଏକ!-->…
ସ୍କୁଲ୍ ଛାତ୍ରଛାତ୍ରୀଙ୍କୁ ତୁରନ୍ତ ୟୁନିଫର୍ମ ଦେବାକୁ ନିର୍ଦ୍ଦେଶ- ଗଣଶିକ୍ଷା ମନ୍ତ୍ରୀ
ସ୍କୁଲ ଛାତ୍ରଛାତ୍ରୀଙ୍କୁ କାହିଁକି ଆଜିଯାଏଁ ୟୁନିଫର୍ମ ମିଳୁନି । ତୁରନ୍ତ ଛାତ୍ରଛାତ୍ରୀଙ୍କୁ ଡ୍ରେସ ଦେବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଏନ.ତିରୁମାଲା ନାୟକ । ଯେତେ ଶୀଘ୍ର ସମ୍ଭବ ୟୁନିଫର୍ମ ଦେବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି!-->…
ଦଶମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର
ଆଜିଠୁ ବିହାରରେ ନୀତୀଶ ରାଜ୍। ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର। ଗାନ୍ଧୀ ମୈଦାନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ଶାସିତ ରାଜ୍ୟର!-->…
ଗାଡ଼ି ଫିଟନେସ୍ ପାଇଁ ଦେବାକୁ ପଡ଼ିବ୧୦ ଗୁଣା ଅଧିକ ଫି’
ଏଣିକି ପୁରୁଣା ଗାଡ଼ି ମାଲିକଙ୍କୁ ଝଟକା । କାରଣ ଭାରତ ସରକାରଙ୍କ ସଡ଼କ ପରିବହନ ମନ୍ତ୍ରଣାଳୟ ପୂରା ଦେଶରେ ଗାଡି ଫିଟନେସ ନିୟମରେ କରିଛି ବଡ଼ ସଂଶୋଧନ କରିଛନ୍ତି ।ସଂଶୋଧିତ ନିୟମ ଅନୁସାରେ , ଏଥର ଗାଡ଼ି ଫିଟନେସ୍ ପାଇଁ ୧୦ ଗୁଣା ଅଧିକ ଫି ଦେବାକୁ ପଡ଼ିବ । ଏହି ପରିବର୍ତ୍ତନ central motor!-->…
କୁଲଡିହା ଅଭୟାରଣ୍ୟରେ ବାଘ ଗଣନା ଆରମ୍ଭ
ବାଲେଶ୍ୱର ଜିଲା କୁଳଡିହା ଅଭୟାରଣ୍ୟରେ ଗୁରୁବାର ବାଘ ଗଣନା ଆରମ୍ଭ ହୋଇଯାଇଛି।ବାଘ ଗଣନା ପାଇଁ ୧୭ଟି ଟିମ୍ ନିୟୋଜିତ ହୋଇଛନ୍ତି। ୨୭ହଜାର ୨ ୭୫ ବର୍ଗ କିଲୋମିଟର ପରିମିତ ଏହି ଅଭୟାରଣ୍ୟରେ ବିଭିନ୍ନ ପ୍ରଜାତିର ଜୀବଜନ୍ତୁ ଅଛନ୍ତି । ଏହି ଜଙ୍ଗଲରେ କଲରାପତରିଆ, ହେଟା ବାଘ ଥିବାବେଳେ ଗତବର୍ଷ!-->…
୩୫୦ କୋଟି ହ୍ଵାଟ୍ସଆପ୍ ୟୁଜରଙ୍କ ଡାଟା ବିପଦରେ
୩୫୦ କୋଟି ହ୍ଵାଟ୍ସଆପ୍ ୟୁଜରଙ୍କ ଡାଟା ବିପଦରେ । ଏକ ବଡ଼ ନିରାପତ୍ତାଜନିତ ତ୍ରୁଟି କାରଣରୁ ୟୁଜରଙ୍କ ପ୍ରୋଫାଇଲ ଫୋଟୋ, ଷ୍ଟାଟସ୍ ଏବଂ ଆବାଉଟ୍ ସେକ୍ସନ୍ର ବିବରଣୀ ଲିକ୍ ହୋଇପାରେ । ଭିଏନା ୟୁନିଭର୍ସିଟିର ଗବେଷକମାନେ ଏହି ତ୍ରୁଟିକୁ ଚିହ୍ନଟ କରିଛନ୍ତି ।ଗବେଷକମାନେ କୁହନ୍ତି ଯେ, ସମସ୍ୟା!-->…
ପୀତବାସ ହତ୍ୟା ମାମଲାରେ ଟିଆଇ ପରେଡ୍ ରିପୋର୍ଟ, କେବଳ ଦୁଇ ଅଭିଯୁକ୍ତ ଚିହ୍ନଟ
ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ଟିଆଇ ପରେଡ଼ ରିପୋର୍ଟ ଆସିଛି । । ଟିଆଇ ପରେଡ଼୍ ଦ୍ୱାରା ଚିହ୍ନଟ ହେଲେ କେବଳ ଚିଣ୍ଟୁ ଓ କୁରୁପତି । ୮ ଜଣଙ୍କର ହୋଇଥିଲା ଟିଆଇ ପରେଡ଼୍ ।ଜେଏମଏଫସି (ଏଲ ଆର ଏବଂ ଏଲ ଟି ଭି) ବ୍ରହ୍ମପୁର ଦୀପିକା ବଡ଼ମାଳିଙ୍କ ଉପସ୍ଥିତିରେ ୫ଜଣ ସାକ୍ଷୀ!-->…
ପୁଣି ଆସୁଛି ଲଘୁଚାପ, ବଢ଼ିଲା ବାତ୍ୟା ଭୟ
ବଙ୍ଗୋପ ସାଗରରେ ଆସୁଛି ଆଉ ଏକ ବାତ୍ୟା । ନଭେମ୍ବର ମାସ ଶେଷ ଆଡ଼କୁ ସୃଷ୍ଟି ହେବାକୁ ଯାଉଛି ବାତ୍ୟା । ଆସନ୍ତା ସପ୍ତାହରେ ବାତ୍ୟା ସୃଷ୍ଟି ସମ୍ଭାବନା ରହିଛି । ଏହା ତାମିଲନାଡୁ କିମ୍ବା ଆନ୍ଧ୍ରକୁ ହିଟ୍ କରିପାରେ। ଭାରତୀୟ ପାଣିପାଗ ସଂସ୍ଥା IMD ବାତ୍ୟା ପୂର୍ବାନୁମାନ କରି ନଥିଲେ ମଧ୍ୟ,!-->…
ଲାଞ୍ଚ ନେବା ମହଙ୍ଗା ପଡିଲା : ଅବକାରୀ ଅଧିକ୍ଷକ ଓ ଏଏସ୍ଆଇ ଗିରଫ
ଭିଜିଲାନ୍ସ ଜାଲରେ ଅବକାରୀ ବିଭାଗ ଅଫିସର ଇନଚାର୍ଜ ବିଜୟ ମହାନ୍ତି । ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ବୁଧବାର ଏଭଳି ଏକ ଘଟଣାକ୍ରମରେ ଓଡ଼ିଶା ଭିଜିଲାନ୍ସ ହାତରେ କେନ୍ଦୁଝର ଅବକାରୀ ଅଧୀକ୍ଷକ ସୀତାରାଣୀ ପଟ୍ଟାୟତ ଏବଂ ଚମ୍ପୁଆ ଅବକାରୀ ଷ୍ଟେଶନ ଦାୟିତ୍ୱରେ!-->…
ଦାଦନ ଫେରନ୍ତା ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ
ଦମ୍ପତ୍ତିଙ୍କୁ ଆଶ୍ରୟ ଦେବାକୁ କହି ଜଣେ ମହିଳାଙ୍କୁ ଦୁଷ୍କର୍ମ ହୋଇଥିବା ଘଟଣା ଚାଞ୍ଚଲ୍ୟ ଖେଳାଇଛି । ଅଭିଯୋଗ ହେବା ପରେ ପୁଲିସ ତନାଘନା କରିବା ସହ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି।ଗତକାଲି କୋରାପୁଟ ଜିଲ୍ଲାର ଦାଦନ ଦମ୍ପତି ନିଜ ଅଞ୍ଚଳକୁ ଫେରିବା ପାଇଁ ରାୟଗଡା ବସଷ୍ଟାଣ୍ଡରେ!-->…
ନୀତୀଶ କୁମାର ଏନଡିଏ ବିଧାୟକ ଦଳ ନେତା; କାଲି ୧୦ମ ଥର ପାଇଁ ନେବେ ଶପଥ
ନୀତୀଶ କୁମାର ବୁଧବାର (୧୯ ନଭେମ୍ବର) ରାଜଭବନ ପହଞ୍ଚି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ଏନଡିଏ ବିଧାୟକଙ୍କ ସମର୍ଥନ ପତ୍ର ମଧ୍ୟ ପ୍ରଦାନ କରିଛନ୍ତି । ରାଜ୍ୟରେ ନୂତନ ସରକାର ଗଠନ ପାଇଁ ଦାବି କରିଛନ୍ତି ନୀତୀଶ । ଏନଡିଏ ବିଧାୟକ ଦଳର ନେତା!-->…