Browsing Category

ଆଜିର ଖବର

ଦାଦନ ଫେରନ୍ତା ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

ଦମ୍ପତ୍ତିଙ୍କୁ ଆଶ୍ରୟ ଦେବାକୁ କହି ଜଣେ ମହିଳାଙ୍କୁ ଦୁଷ୍କର୍ମ ହୋଇଥିବା ଘଟଣା ଚାଞ୍ଚଲ୍ୟ ଖେଳାଇଛି । ଅଭିଯୋଗ ହେବା ପରେ ପୁଲିସ ତନାଘନା କରିବା ସହ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି।ଗତକାଲି କୋରାପୁଟ ଜିଲ୍ଲାର ଦାଦନ ଦମ୍ପତି ନିଜ ଅଞ୍ଚଳକୁ ଫେରିବା ପାଇଁ ରାୟଗଡା ବସଷ୍ଟାଣ୍ଡରେ

ନୀତୀଶ କୁମାର ଏନଡିଏ ବିଧାୟକ ଦଳ ନେତା; କାଲି ୧୦ମ ଥର ପାଇଁ ନେବେ ଶପଥ

ନୀତୀଶ କୁମାର ବୁଧବାର (୧୯ ନଭେମ୍ବର) ରାଜଭବନ ପହଞ୍ଚି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ଏନଡିଏ ବିଧାୟକଙ୍କ ସମର୍ଥନ ପତ୍ର ମଧ୍ୟ ପ୍ରଦାନ କରିଛନ୍ତି । ରାଜ୍ୟରେ ନୂତନ ସରକାର ଗଠନ ପାଇଁ ଦାବି କରିଛନ୍ତି ନୀତୀଶ । ଏନଡିଏ ବିଧାୟକ ଦଳର ନେତା

ଏବେ ପୁଣି ବଦଳିବ ଆପଣଙ୍କ ଆଧାର, ରହିବ କେବଳ ଫଟୋ ଓ QR

ଆଜିକାଲି ଆଧାର କେତେ ଗୁରୁତ୍ୱପୂର୍ଣ୍ଣ ତାହା ଆପଣ ଜାଣିଥିବେ। ପରି ଏକ ଅତ୍ୟାବଶ୍ୟକୀୟ ଡକ୍ୟୁମେଣ୍ଟର ଅପବ୍ୟବହାର ହେବାର ବିପଦ ଥାଏ। ଏହି ବିପଦକୁ ଆଶଙ୍କା କରି, ସରକାର ପୁଣି ଥରେ ଆଧାରକୁ ଅଧିକ ସୁରକ୍ଷିତ କରିବା ପାଇଁ ପରିବର୍ତ୍ତନ ଘୋଷଣା କରିଛନ୍ତି। ଆସିବାକୁ ଥିବା ନୂଆ ଆଧାର କାର୍ଡରେ

 ମଞ୍ଚ ଉପରେ ବସିଥିଲେ ପ୍ରଧାନମନ୍ତ୍ରୀ ମୋଦି, ପାଦ ଛୁଇଁ ପ୍ରଣାମ କଲେ ଐଶ୍ୱର୍ଯ୍ୟା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନ ସ୍ୱର୍ଗତ ଆଧ୍ୟାତ୍ମିକ ଗୁରୁ ଶ୍ରୀ ସତ୍ୟସାଇ ବାବାଙ୍କ ଜୀବନ , ଶିକ୍ଷା ଏବଂ ଐତିହ୍ୟକୁ ସମ୍ମାନ ଜଣାଇବା ପାଇଁ ୧୦୦ ଟଙ୍କାର ଏକ ସ୍ମାରକୀ ମୁଦ୍ରା ଏବଂ ଡାକ ଟିକେଟ ସେଚ ଉନ୍ମୋଚନ କରିଛନ୍ତି । ଶ୍ରୀ ସତ୍ୟସାଇଙ୍କ ଜନ୍ମ ବାର୍ଷିକୀ ଉତ୍ସବରେ ମୋଦି

ମହଙ୍ଗା ପଡିଲା ଯୁବତୀଙ୍କୁ ପ୍ରେମ ପ୍ରତାରଣା । ବନ୍ଧା ହେଲେ ଏୟାର ଫୋର୍ସର ଯବାନ

ମହଙ୍ଗା ପଡିଲା ଯୁବତୀଙ୍କୁ ପ୍ରେମ ପ୍ରତାରଣା । ବନ୍ଧା ହେଲେ ଏୟାର ଫୋର୍ସର ଯବାନ । ଗୋଲକ ବିହାରୀ ଦିକ୍ଷିତଙ୍କୁ ଭୁବନେଶ୍ବର ମାର୍କେଟ ବିଲ୍ଡିଂରୁ ଗିରଫ କଲା ବଡଗଡ ଥାନା ପୋଲିସ । ସେ ଲଦାଖରେ କାର୍ଯ୍ୟରତ ଥିଲେ। ବଡଗଡ ଥାନା ଅଞ୍ଚଳରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ତାଙ୍କୁ ଗିରଫ

 ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ସମ୍ଭାବନା

ପ୍ରଶାସନିକ ବ୍ୟବସ୍ଥାକୁ ସୁଦୃଢ଼ ଏବଂ ସେବା ଯୋଗାଣକୁ ଅଧିକ କାର୍ଯ୍ୟକ୍ଷମ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ରାଜ୍ୟରେ ନୂତନ ତହସିଲ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୨୭ ଜନଗଣନା ପରେ ରାଜ୍ୟରେ ତହସିଲ ସଂଖ୍ୟା ବଢ଼ିବ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ପ୍ରଥମ

ଭୁବନେଶ୍ୱରରେ ଲାଗିବ ସଡ଼କ ଦୁର୍ଘଟଣା ଘଣ୍ଟା । ସଚେତନ ହେବେ ଲୋକେ

ଭୁବନେଶ୍ବର ଏଜି ଛକରେ ସ୍ଥାପନ ହେବ ସଡ଼କ ଦୁର୍ଘଟଣା ଘଣ୍ଟା । ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍ ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଦେଶକଙ୍କ ଚିଠି । ସଡ଼କ ଦୁର୍ଘଟଣା ବାବଦରେ ସଚେତନ କରିବ ସଡ଼କ ଦୁର୍ଘଟଣା ଘଣ୍ଟା।ଦିନକୁ ଦିନ ଦୁର୍ଘଟଣା ବଢ଼ିଚାଲିଥିବା ବେଳେ ଦୁର୍ଘଟଣାକୁ ରୋକିବା

 ଆସନ୍ତା ଡିସେମ୍ବର୨୫ ତାରିଖରୁ ରାଜ୍ୟରେ ଖୋଲିବ ମଣ୍ଡି

ରାଜ୍ୟରେ ଆସନ୍ତା ଡିସେମ୍ବର ୨୫ରୁ ମଣ୍ଡି ଖୋଲିବ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ଗୋଦାମ ଖାଲି କରିବା ପାଇଁ ମିଲରଙ୍କୁ ଦାୟିତ୍ୱ ଦିଆଯାଇଛି । ପଞ୍ଜୀକୃତ ସମସ୍ତ ଚାଷୀଙ୍କ ଠାରୁ ଧାନ କିଣାଯିବ ।ଗତବର୍ଷ ଅପେକ୍ଷା ଚଳିତ ବର୍ଷ ଅଧିକ ଧାନ ଚାଷ ହେଇଛି । ଯେଉଁମାନେ

ଆନ୍ଧ୍ର ପୋଲିସ କବ୍‌ଜାରେ ୫୦ ମାଓବାଦୀ

ଆନ୍ଧ୍ର-ଓଡ଼ିଶା ସୀମାରେ ବଡ଼ ଧରଣର ସର୍ଚ୍ଚ ଅପରେସନ। ୫୦ ସିପିଆଇ ମାଓବାଦୀଙ୍କୁ ଗିରଫ କଲେ ସୁରକ୍ଷାକର୍ମୀ । କ୍ରିଷ୍ଣା, ଏଲୁରୁ, ଏନଟିଆର ବିଜୟୱାଡା, କାକିନାଡ଼ା କୋଣାସୀମାରୁ ଗିରଫ । ସବୁ ମାଓବାଦୀ ଦକ୍ଷିଣ ବସ୍ତର ଓ ଦଣ୍ଡକାରଣ୍ୟ ଡିଭିଜନର ।ସେପଟେ ଦେଶରେ ଟପ୍ ମାଓନେତା ମାଡ୍‌ଭି ହିଡମାର

 ଶିମିଳିପାଳରେ କଳା ମହାବଳବାଘ କାଳିଆକୁ ନେଇ ଚର୍ଚ୍ଚା

କଳାବାଘ କାଳିଆକୁ ନେଇ ଚର୍ଚ୍ଚା । ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ବୁଲୁଥିବା ନଜରକୁ ଆସିଛି । ଏନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ପୂର୍ବତନ ପିସିସିଏଫ୍ ସୁଶାନ୍ତ ନନ୍ଦ । ସୁଶାନ୍ତ ନନ୍ଦ ଏହି ମହାବଳ ବାଘକୁ କଳା ସୁନ୍ଦରୀ ବୋଲି ଉଲ୍ଲେଖ କରିଥିବା ବେଳେ ଶିମିଳିପାଳ ଅଭୟାରଣ୍ୟରେ

ଆଜିଠୁ ବିଶ୍ୱ ଐତିହ୍ୟ ସପ୍ତାହ: ମାଗଣାରେ କୋଣାର୍କ ବୁଲିବେ ପର୍ଯ୍ୟଟକ

ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ ପକ୍ଷରୁ ସମସ୍ତ ପର୍ଯ୍ୟଟକ ମାନଙ୍କୁ ଆଜି ଦିନକ ପାଇଁ କୋଣାର୍କ ସୂର୍ଯ୍ୟମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି I ଏନେଇ ଏଏସ୍‌ଆଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି Iସୂର୍ଯ୍ୟ ମନ୍ଦିରର ନିଖୁଣ କାରୁକାର୍ଯ୍ୟ ଆଜି ଦିନକ ପାଇଁ

ଘରୋଇ ଟିଭି ଚ୍ୟାନେଲଗୁଡିକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ପରାମର୍ଶ

ଦିଲ୍ଲୀ ଲାଲକିଲ୍ଲା କାର ବିସ୍ଫୋରଣ ଘଟଣାରେ କେନ୍ଦ୍ର ସରକାର ଗଣାଧ୍ୟମ ପାଇଁ ଆଡଭାଇଜରି ଜାରି କରିଛନ୍ତି। ବେଆଇନ କାର୍ଯ୍ୟକଳାପକୁ ସମର୍ଥନ କିମ୍ବା ପ୍ରୋତ୍ସାହନ କଲା ଭଳି କୌଣସି ବିଷୟବସ୍ତ ପ୍ରସାରଣ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।ସେହିପରି ବିସ୍ଫୋରକ ପ୍ରସ୍ତୁତି ନେଇ ମଧ୍ୟ