Browsing Category
ଆଜିର ଖବର
ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା:ସକାଳ ୧୦:୩୦ ରୁ ଆରମ୍ଭ
ଆଜିଠୁ CBSE ପରୀକ୍ଷା । ଆଜିଠାରୁ କେନ୍ଦ୍ରୀୟ ମାଧମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ବିଦ୍ୟାଳୟର ଦଶମ ଓ ଦ୍ବାଦଶ ଶ୍ରେଣୀ ଥିଓରି ପରୀକ୍ଷା । ଦଶମରେ ଦୁଇଟି ବୋର୍ଡ ପରୀକ୍ଷା ନେଇ ସିବିଏସଇ ସ୍ପଷ୍ଟୀକରଣ ରଖିଛି । ଆଜିଠୁ ଆରମ୍ଭ ହେବ ପ୍ରଥମ ବୋର୍ଡ ପରୀକ୍ଷା । ପ୍ରଥମ ବୋର୍ଡ ପରୀକ୍ଷା!-->…
ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ସ୍ଥାପନକୁ ସୁପ୍ରିମକୋର୍ଟଙ୍କ ତୀବ୍ର ଭର୍ତ୍ସନା
ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ସମ୍ବନ୍ଧୀୟ ଏକ ମାମଲାରେ ଜାମିନ ଆବେଦନର ଶୁଣାଣି ସମୟରେ ସୁପ୍ରିମକୋର୍ଟ ସୋମବାର ବିବାହ ପୂର୍ବ ସମ୍ପର୍କ ଉପରେ ତୀବ୍ର ମୌଖିକ ପ୍ରତିକ୍ରିୟା ରଖିଛନ୍ତି ।ରିପୋର୍ଟ ଅନୁଯାୟୀ ପୀଡ଼ିତା ଓ ଅଭିଯୁକ୍ତ ୨୦୨୨ ରେ ଏକ ମ୍ୟାଟ୍ରିମୋନିଆଲ୍ ସାଇଟ୍ ଜରିଆରେ!-->…
ବିବେକାନନ୍ଦ ଶିକ୍ଷାକେନ୍ଦ୍ର ରେ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ
ଚୌଦ୍ୱାର କଟକ Dt 16/02/2026 କଟକ ଜିଲ୍ଲା ଚୌଦ୍ୱାର ହିଙ୍ଗୁଳେଇ ଠାରେ ଥିବା ବିବେକାନନ୍ଦ ଶିକ୍ଷାକେନ୍ଦ୍ର ରେ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ସମ୍ବର୍ଦ୍ଧନା ଉତ୍ସବ ରେ ଶିକ୍ଷାକେନ୍ଦ୍ର ର ଅଧକ୍ଷ ଶ୍ରୀ ମାନସ ରଞ୍ଜନ ସାହୁ ଅତିଥି ପରିଚୟ ପ୍ରଦାନ ସହିତ ଚଳିତ!-->…
ଇଗ୍ନୋର ନାମଲେଖା ଅବଧି ବୃଦ୍ଧି
ଇଗ୍ନୋର ନାମଲେଖା ଚଳିତମାସ ୨୮ ତାରିଖକୁ ବୃଦ୍ଧି କରାଯାଇଛି ।ପୁନଃପଞ୍ଜିକରଣ ପାଇଁ ଅତିରିକ୍ତ୨୦୦ ଟଙ୍କା ବିଳମ୍ବଶୁଳ୍କ ଦେବାକୁ ହେବ ବୋଲି କୁହାଯାଇଛି ।ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.inକୁ ଅନୁସରଣ କରିପାରିବେ । ନାମ!-->…
JEE-2026 ନାଁରେ ନକଲି ଓ୍ୱେବସାଇଟ୍
ଖୁବ୍ ଶୀଘ୍ର JEE-2026 ରେଜଲ୍ଟ ପ୍ରକାଶ ହେବ । ଯାହାର ଫାଇଦା ନେବାକୁ ଅନେଇ ବସିଛନ୍ତି ସାଇବର ଠକ । ସରଳ ଏବଂ କମ୍ ବୟସର ଶିଶୁଙ୍କୁ ସେମାନେ ଟାର୍ଗେଟ୍ କରିବାକୁ ପ୍ରସ୍ତୁତ କରିଛନ୍ତି ଫେକ୍ ଓ୍ୱେବସାଇଟ୍ । ଏନେଇ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ସତର୍କତା ଜାରି କରିଛି । ଅନେକ ଫର୍ଜି!-->…
ମାଟ୍ରିକ ପରକ୍ଷାର୍ଥୀଙ୍କୁ ଉତ୍ସାହିତ କଲେ ସରପଞ୍ଚ ଓ ମୋ ସ୍କୁଲ ସଭାପତି
ଗଣିଆ,( ବିଶ୍ୱରଂଜନ ସେଠି) ଆଉ ୨ଦିନ ପରେ ଆରମ୍ଭ ହେବ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା। ପରୀକ୍ଷାର୍ଥୀମାନେ ଏଥି ପାଇଁ ପ୍ରସ୍ତୁତ ହୋଇସାରିଥିବା ଦେଖାଯାଇଛି। ତେବେ ପରୀକ୍ଷାର୍ଥୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ଗଣିଆ ବ୍ଲକ ଛାମୁଣ୍ଡିଆ ଗୁପ୍ତେଶ୍ୱର ସରକାରୀ ମୋ ସ୍କୁଲ ସଭାପତି କମଳ ଲୋଚନ!-->…
ବିଏସଏଫରେ ଯୋଗଦେବେ ଗଣିଆ ଝିଅ ରୋଜାଲିନ୍ ସମ୍ବର୍ଦ୍ଧିତ କଲେ ନୟାଗଡ଼
ଜିଲ୍ଲାପାଳ ଗଣିଆ,(ବିଶ୍ୱରଂଜନ ସେଠି) ନୟାଗଡ଼ ଜିଲା ଗଣିଆ ବ୍ଳକର ପ୍ରଥମ ମହିଳା ବିଏସଏଫଭାବେ ଯୋଗଦାନ କରିବାକୁ ଯାଉଛନ୍ତି ରୋଜାଲିନ୍ । ଗଣିଆ ଗ୍ରାମର ପରିକ୍ଷିତ ବେହେରାଙ୍କ ଝିଅ ରୋଜାଲିନ ବେହେରା (୨୨)ା ନିଜର କଠିନ ପରିଶ୍ରମ ଓ ଦୃଢଇଚ୍ଛାଶକ୍ତି ଆଗରେ ହାର ମାନିଛି ଆର୍ଥିକ ପରିସ୍ଥିତି ସମେତ!-->…
ଖୁବ୍ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ମଣତି
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି- ମଣତି ଆରମ୍ଭ ହେବ। ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଗଣତି-ମଣତି ପାଇଁ!-->…
ଡା. ରାସେଶ୍ୱରୀ ପାଣିଗ୍ରାହୀ ଗୁରୁତର
ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ପ୍ରତିଷ୍ଠିତ ଚିକିତ୍ସକ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ଗୁରୁତର ଅସୁସ୍ଥ ହୋଇଥିବା ଜଣାପଡ଼ିଛି । ସ୍ନାୟୁ ଜନିତ ରୋଗରେ ପୀଡିତ ଅଛନ୍ତି ଡ଼ ରାସେଶ୍ୱରୀ l ତାଙ୍କ ବାସଭବନରେ ଡାକ୍ତର କାଞ୍ଚନ ରାୟ ଓ ଅନ୍ୟ ବିଶେଷଜ୍ଞ ଡାକ୍ତରଙ୍କ ତତ୍ତ୍ୱାବଧାନରେ!-->…
ଏହିଦିନ ଖାତାକୁ ଆସିବ ‘ସୁଭଦ୍ରା’ର ଚତୁର୍ଥ କିସ୍ତି!ମହିଳାଙ୍କ ପାଇଁ ଆସିଲା ଖୁସି ଖବର।
'ସୁଭଦ୍ରା’ର ଚତୁର୍ଥ କିସ୍ତି ଆସିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ସୁଭଦ୍ରାର ଚତୁର୍ଥ କିସ୍ତି। କୋଟିଏ ମହିଳାଙ୍କ ଖାତାକୁ ଏକାଥରେ ୫ ହଜାର ଲେଖାଏଁ ଟଙ୍କା ପଠାଇବେ ରାଜ୍ୟ ସରକାର।ସମସ୍ତଙ୍କ ଖାତାକୁ ଗତ ମାସ ୨୨!-->…
ଦିଲ୍ଲୀ ହାଇକୋର୍ଟରୁ ରାଜପାଲ ଯାଦବଙ୍କୁ ମିଳିଲା ଜାମିନ,ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା
ଦିଲ୍ଲୀ ହାଇକୋର୍ଟରୁ ରାଜପାଲ ଯାଦବଙ୍କୁ ମିଳିଲା ଜାମିନ । ହାଇକୋର୍ଟ ରାଜପାଲ ଯାଦବଙ୍କ ଓକିଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ୧.୫ କୋଟି ଟଙ୍କାର ଡିମାଣ୍ଡ ଡ୍ରାଫ୍ଟ ଦାଖଲ କରିବାକୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସମୟ ଦେଇଥିଲେ । ଏହି ସମୟ ମଧ୍ୟରେ ରାଜପାଲ କୋର୍ଟରେ ୧.୫କୋଟି ଟଙ୍କା ଜମା!-->…
ବାର୍ ମାଲିକ ସାବଧାନ୍,ଆକ୍ସନ ମୋଡରେ ଅବକାରୀ ବିଭାଗ
ବାରରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ ଘଟଣା । ବାରରେ ବାଉନ୍ସରଙ୍କ ପାଇଁ ବଢୁଛି ଆକ୍ରମଣ । ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍ ।। ବାଉନ୍ସର୍ ବଦଳରେ ରହିବେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ । ପୂର୍ବରୁ ଲାଗୁ ପାଇଁ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଥିଲା ।!-->…