Browsing Category
ଆଜିର ଖବର
ଶିମିଳିପାଳରେ କଳା ମହାବଳବାଘ କାଳିଆକୁ ନେଇ ଚର୍ଚ୍ଚା
କଳାବାଘ କାଳିଆକୁ ନେଇ ଚର୍ଚ୍ଚା । ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ବୁଲୁଥିବା ନଜରକୁ ଆସିଛି । ଏନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ପୂର୍ବତନ ପିସିସିଏଫ୍ ସୁଶାନ୍ତ ନନ୍ଦ । ସୁଶାନ୍ତ ନନ୍ଦ ଏହି ମହାବଳ ବାଘକୁ କଳା ସୁନ୍ଦରୀ ବୋଲି ଉଲ୍ଲେଖ କରିଥିବା ବେଳେ ଶିମିଳିପାଳ ଅଭୟାରଣ୍ୟରେ!-->…
ଆଜିଠୁ ବିଶ୍ୱ ଐତିହ୍ୟ ସପ୍ତାହ: ମାଗଣାରେ କୋଣାର୍କ ବୁଲିବେ ପର୍ଯ୍ୟଟକ
ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ ପକ୍ଷରୁ ସମସ୍ତ ପର୍ଯ୍ୟଟକ ମାନଙ୍କୁ ଆଜି ଦିନକ ପାଇଁ କୋଣାର୍କ ସୂର୍ଯ୍ୟମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି I ଏନେଇ ଏଏସ୍ଆଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି Iସୂର୍ଯ୍ୟ ମନ୍ଦିରର ନିଖୁଣ କାରୁକାର୍ଯ୍ୟ ଆଜି ଦିନକ ପାଇଁ!-->…
ଘରୋଇ ଟିଭି ଚ୍ୟାନେଲଗୁଡିକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ପରାମର୍ଶ
ଦିଲ୍ଲୀ ଲାଲକିଲ୍ଲା କାର ବିସ୍ଫୋରଣ ଘଟଣାରେ କେନ୍ଦ୍ର ସରକାର ଗଣାଧ୍ୟମ ପାଇଁ ଆଡଭାଇଜରି ଜାରି କରିଛନ୍ତି। ବେଆଇନ କାର୍ଯ୍ୟକଳାପକୁ ସମର୍ଥନ କିମ୍ବା ପ୍ରୋତ୍ସାହନ କଲା ଭଳି କୌଣସି ବିଷୟବସ୍ତ ପ୍ରସାରଣ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।ସେହିପରି ବିସ୍ଫୋରକ ପ୍ରସ୍ତୁତି ନେଇ ମଧ୍ୟ!-->…
ଅନ୍ତର୍ଜାତୀୟ ପୁରୁଷ ଦିବସ
ପୁରୁଷ ପରିବାରର ମେରୁଦଣ୍ଡ । ଘରର ଦାୟିତ୍ବ ନେବା ସହ ପରିବାରର ସାହାରା ହୋଇଥାନ୍ତି । ଧୈର୍ଯ୍ୟବାନ ହୋଇଥାନ୍ତି । ପରିବାରର ଖୁସି ପାଇଁ ସେମାନେ ବଳିଦାନ ଦେଇଥାନ୍ତି । କେବେ ଜଣେ ବାପା ଭାଇ ,ସ୍ବାମୀ ତ ପୁଣି କେବେ ଜଣେ ଭଲ ବନ୍ଧୁ ହୋଇଥାନ୍ତି । ଦୁଃଖ କଷ୍ଟ ସହି ନିଜର ଦାୟିତ୍ବ!-->…
ଆଜିଠାରୁ ମହାପ୍ରଭୁଙ୍କ ଦେବ ଦୀପାବଳି ନୀତି
ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ । ମାର୍ଗଶୀର ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଅର୍ଥାତ ଆଜି ଠାରୁ ତିନିଦିନ ଧରି ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଆଜି ପ୍ରଥମ ଦିନରେ ମହାପ୍ରଭୁ!-->…
ସୂର୍ଯ୍ୟ ମନ୍ଦିର ର ସୁରକ୍ଷା ବ୍ୟବସ୍ଥା ର ସ୍ଥିତି ଅନୁଧ୍ୟାନ କଲେ ପୁରୀ ଏସପି ପ୍ରତୀକ ସିଂହ।
କୋଣାର୍କ:-19/11/2025 ଦିଲ୍ଲୀ ଠାରେ ଆତଙ୍କବାଦୀ ମାନଙ୍କ ବଡ ଧରଣର କାର ବିସ୍ପୋରଣ ଘଟଣାକୁ ନଜର ରେ ରଖି ପୁରୀ ଏସପି ସୂର୍ଯ୍ୟମନ୍ଦିର ପରିଦର୍ଶନ ରେ ଆସି ଅନୁଧ୍ୟାନ କରିଛନ୍ତି। ଦେଶବିଦେଶ ର ପର୍ଯ୍ୟଟକ ମାନଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରେ ରଖି ବିଶ୍ୱଐତିହ୍ୟ ସୂର୍ଯ୍ୟ ମନ୍ଦିର ପରିସର!-->…
ଆଜି ପିଏମ୍ କିଷାନର ୨୧ତମ କିସ୍ତି
ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୧ତମ କିସ୍ତି ବୁଧବାର ପ୍ରେରଣ କରାଯିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତି ଯୋଗ୍ୟ କୃଷକଙ୍କ ବ୍ୟାଙ୍କ ଖାତାକୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ଜରିଆରେ ୨,୦୦୦ ଟଙ୍କା ଲେଖାଏ ପଠାଇବେ।!-->…
ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ସାର୍ ଗିଲବର୍ଟ ୱାକର ସମ୍ମାନ ପ୍ରଦାନ
ମାଟି ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ। ଭାରତୀୟ ପାଣିପାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ସାର୍ ଗିଲବର୍ ୱାକର୍ ଗୋଲ୍ଡ ସମ୍ମାନ।ପାଣିପାଗ କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ପାଇଁ ତାଙ୍କୁ ଇଣ୍ଡିଆନ୍ ମେଟ୍ରୋଲୋଜିକାଲ ସୋସାଇଟି ଆଇଏମଏସ ତରଫରୁ ଏହି ପୁରସ୍କାର ଦିଆଯାଇଛି ।ପାଣିପାଗ!-->…
ଏସ୍ସିବିରେ ମହିଳା ରୋଗୀଙ୍କୁ ଅସଦାଚରଣ
କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼ ଡାକ୍ତରଖାନାର ଆଇସିୟୁ ଓ୍ବାର୍ଡ ଭିତରେ ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ମଙ୍ଗଳବାଗ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ!-->…
ଆସନ୍ତା ୨୭ତାରିଖରେ ଓଡ଼ିଶା ବିଧାନସଭାରେ ଉଦବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ ସ୍ଥିତ ଲୋକ ସଭା ସଚିବାଳୟର ପାର୍ଲିଆମେଣ୍ଟାରୀ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ ଇନଷ୍ଟିଚ୍ୟୁଟ ଫର ଡେମୋକାର୍ସି (ପ୍ରାଇଡ) ତରଫରୁ ୧୨ଟି ଦେଶର ୪୦ ଜଣ ବିଦେଶୀ ପ୍ରତିନିଧି ଓଡିଶା ବିଧାନସଭା ପରିଦର୍ଶନ କରିଛନ୍ତି। ଏଥିସହ ସଚିବାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ!-->…
ବାଂଲାଦେଶୀ ନାବାଳିକା ଚାଲାଣ ମାମଲା;୧୦ ଅଭିଯୁକ୍ତଙ୍କ ବିରୋଧରେ ଏନ୍ଆଇଏ ଚାର୍ଜସିଟ୍
ବାଂଲାଦେଶୀ ନାବାଳିକାକୁ ଓଡ଼ିଶା ଚାଲାର ମାମଲାରେ ଜାତୀୟ ତଦନ୍ତ ସଂସ୍ଥା (ଏନ୍ଆଇଏ) ୧୦ ଜଣ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି। ଏନ୍ଆଇଏ ଭୁବନେଶ୍ବରସ୍ଥିତ ଏକ କୋର୍ଟରେ ଏହି ଚାର୍ଜସିଟ୍ ଦାଖଲ କରିଛି। ଅଭିଯୁକ୍ତମାନେ ବାଂଲାଦେଶୀ ନାବାଳିକାଙ୍କୁ ଚାକିରି ପ୍ରଲୋଭନ!-->…
ହ୍ୟୁମାନ୍ ସାଗରଙ୍କ ଶେଷକୃତ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ରେ ସମ୍ପନ୍ନ ହୋଇଛି
ଜନ୍ମସ୍ଥାନ ଟିଟିଲାଗଡ଼ ଡେଙ୍ଗ ଗାଁରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମରଶରୀର ପହଞ୍ଚିବା ପରେ ଶେଷ ଦର୍ଶନ କରିଛନ୍ତି ପରିବାର, ସମ୍ପର୍କୀୟ, ଆତ୍ମୀୟ ସ୍ୱଜନ ଓ ସଙ୍ଗୀତ ଦୁନିଆର ବହୁ ସେଲିବ୍ରିଟି। ହ୍ୟୁମାନ୍ ସାଗରଙ୍କ ଶେଷକୃତ ଆଜି ସନ୍ଧ୍ୟାରେ ବଲାଙ୍ଗୀରଜିଲ୍ଲା ଟିଟିଲାଗଡ଼ରେ!-->…