Browsing Category
ଆଜିର ଖବର
ବିଏସଏଫରେ ଯୋଗଦେଲେ ଗଣିଆ ଝିଅ ରୋଜାଲିନ୍
ଗଣିଆ,(ବିଶ୍ୱରଂଜନ ସେଠି) ନୟାଗଡ଼ ଜିଲା ଗଣିଆ ବ୍ଳକର ପ୍ରଥମ ମହିଳା ବିଏସଏଫଭାବେ ଯୋଗଦାନ କରିଛନ୍ତି ରୋଜାଲିନ୍ । ଗଣିଆ ଗ୍ରାମର ପରିକ୍ଷିତ ବେହେରାଙ୍କ ଝିଅ ରୋଜାଲିନ ବେହେରା (୨୨)ା ନିଜର କଠିନ ପରିଶ୍ରମ ଓ ଦୃଢଇଚ୍ଛାଶକ୍ତି ଆଗରେ ହାର ମାନିଛି ଆର୍ଥିକ ପରିସ୍ଥିତି ସମେତ ବହୁ ବାଧାବିଘ୍ନ ।!-->…
ନାରପଡା ଠାରେ ୟଙ୍ଗ ମେନ୍ସ ସ୍ପୋର୍ଟିଂ କ୍ଳବ ତରଫରୁ ଦିବାରାତ୍ର ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ
- କଟକ ଜିଲ୍ଲା ଟାଙ୍ଗୀ ଚୌଦ୍ୱାର ବ୍ଲକ ଅନ୍ତର୍ଗତ ନାରପଡା ଠାରେ ୟଙ୍ଗ ମେନ୍ସ ସ୍ପୋର୍ଟିଂ କ୍ଳବ ତରଫରୁ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି l ଏହି ଟୁର୍ନାମେଣ୍ଟ ରେ ଟାଙ୍ଗୀ ସାଲେପୁର ବିଧାୟକ ଶ୍ରୀ ପ୍ରଶାନ୍ତ ବେହେରା ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ l ନାରପଡା ୟଙ୍ଗ ମେନ୍ସ!-->…
ଜାତୀୟ ସେବା ଯୋଜନାର ରାଜ୍ୟସ୍ତରୀୟ ଶିବିରରେ,ଗଣିଆ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟର ଦୁଇ ଛାତ୍ରଙ୍କଯୁବ ପ୍ରତିଭା
ନୟାଗଡ଼:(ବିଶ୍ୱରଂଜନ ସେଠି) ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ସେବା ଯୋଜନା (ଏନଏସଏସ) ରାଜ୍ୟସ୍ତରୀୟ ସାଂସ୍କୃତିକ ମହୋତ୍ସବ 'ଓଡ଼ିଆ ଅସ୍ମିତା' ଶିବିର ସଫଳତାର ସହ ଉଦଯାପିତ ହୋଇଯାଇଛି। ଏହି ଗୌରବମୟ କାର୍ଯ୍ୟକ୍ରମରେ!-->…
ଲିଙ୍ଗରାଜ ମନ୍ଦିରରେ ଜାଲ୍ ପାସ୍ ଧରାପଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ
ରାତି ପାହିଲେ ଲିଙ୍ଗରାଜଙ୍କ ଜାଗରଯାତ୍ରା । ୪୧ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ମହା ଶିବରାତ୍ରିରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଟ୍ରାଫିକ ପରିଚାଳନାକୁ ଗୁରୁତ୍ୱ ଦିଆଯାଇଛି । ଶୃଙ୍ଖଳିତ ଟ୍ରାଫିକ ପରିଚାଳନା ଲାଗି କଟକଣା ଜାରି କରାଯାଇଛି । ଗାଡି ରଖିବା ଲାଗି ମୋଟ ୧୨ଟି ପାର୍କିଂ ସ୍ଥାନ!-->…
‘ବିଷ କେମିତି ଲାଗେ, ଚାଖୁଥିଲେ ୫ ନାବାଳିକା, ଚାଲିଗଲା ୪ ଜୀବନ
ବିହାରର ଔରଙ୍ଗାବାଦ ଜିଲ୍ଲାରେ ୫ ଜଣ ନାବାଳିକା ସାଙ୍ଗ ବିଷର ସ୍ୱାଦ କିପରି ବୋଲି ଚାଖୁଥିଲେ । ଯାହା ଫଳରେ ୪ ଜଣଙ୍କର ମୃତ୍ୟୁ ହୋଇଛି।ଏବେ ଏହି ଘଟଣା ସାରା ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଳି ଦେଇଛି। ପୋଲିସ ଝିଅଟିର ବୟାନ ରେକର୍ଡ କରିଛି ଏବଂ ଘଟଣାର ତଦନ୍ତ କରୁଛି । ଘଟଣା ଜାନୁଆରୀ ୨୯!-->…
ଜିଲ୍ଲାପାଳଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ ଘଟଣା ; ପ୍ରତିକ୍ରିୟା ରଖିଲେ ସାଂସଦ ଭର୍ତ୍ତୃହରି ଓ ଦେବାଶିଷ
କଟକ ଜିଲ୍ଲାପାଳଙ୍କୁ ସ୍ୱାଧୀକାର ଭଙ୍ଗ ନୋଟିସ ଘଟଣାରେ ଦେବାଶିଷ ପ୍ରତିକ୍ରିୟା ରଖି କହିଛନ୍ତି, ଏବାବଦରେ ମୁଁ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଅବଗତ କରାଇଥିଲି । ତାଙ୍କ ନିର୍ଦ୍ଦେଶକ୍ରମେ ଡିଓପିଟି ବିଭାଗ ଘଟଣାର ଅନୁଧ୍ୟାନ କରିବ । ପୂର୍ବରୁ ପ୍ରଟୋକଲ ମାନି ମତେ ସରକାରୀ କାର୍ଯ୍ୟକ୍ରମରେ!-->…
କେନ୍ଦୁଝରରେ ୧୦୦ କୋଟିର ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝରରେ ଶିଳାନ୍ୟାସ କଲେ ୧୦୦ କୋଟିର ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ ମଧ୍ୟ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କେନ୍ଦୁଝରକୁ ଏକ ବିବିଧ ଶିଳ୍ପ!-->…
ଧରାପଡ଼ିଲା ଚୌଦ୍ଵାର ମଣ୍ଡଳ କାରାଗାରରୁ ଫେରାର ଆସାମୀ
ଚୌଦ୍ୱାର ଜେଲରୁ ଦୁଇ ବିହାରୀ କଏଦୀ ଚମ୍ପଟ ଘଟଣା । ଓଡିଶା ପୋଲିସକୁ ବଡ ସଫଳତା ମିଳିଛି । ବୃନ୍ଦାବନରୁ ଗିରଫ ହୋଇଛି ଜଣେ କଏଦୀ । ଏନେଇ ସୂଚନା ଦେଇଛନ୍ତି ପୁଲିସ ଡିଜି। ଚମ୍ପଟ ମାରିଥିବା କଏଦୀ ଜଣକ ମଧୁକାନ୍ତ ରାଣା। । ବୃନ୍ଦାବନର ଏକ ମଠରେ ଲୁଚିଥିବା ବେଳେ ଉଠାଇ ଆଣିଛି ପୋଲିସ ।ଅନ୍ୟ ଜଣେ!-->…
ସୋମବାରଠୁ ଆଧାର ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି
ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହେବ ଆଧାର ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି। ଆଧାର ସମ୍ବନ୍ଧୀୟ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆସନ୍ତା ସୋମବାର ଠାରୁ ଅଭିଯୋଗ ଶୁଣାଣି ଆରମ୍ଭ ହେବ। । ଏଥିପାଇଁ ଓକାକ ପୋର୍ଟାଲ www.ocac.inରେ ପଞ୍ଜୀକରଣ ପାଇଁ ପରାମର୍ଶ ଦିଆଯାଇଛି । ଇଚ୍ଛୁକ ବ୍ୟକ୍ତି ସେମାନଙ୍କ!-->…
ବିବାହ ବାର୍ଷିକୀ ମନେଇବାକୁ ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ଆସି ହୃତଘାତରେ ଚାଲିଗଲା ଜୀବନ
ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଶୁକ୍ରବାର ରାଜଗାଙ୍ଗପୁର ତଳକିପଡ଼ାର ୫୯ ବର୍ଷୀୟ ରାଜେଶ ଗୁପ୍ତା ନିଜ ପରିବାର ଓ ବନ୍ଧୁଙ୍କ!-->…
ଆଜି ହେଉଛି ଭାଲେଣ୍ଟାଇନ ଡେ’
ଆଜି ହେଉଛି ଭାଲେଣ୍ଟାଇନ ଡେ'।ଏହି ଦିନକୁ ଉତ୍ସାହର ସହ ଅପେକ୍ଷା କରିଥାଆନ୍ତି ପ୍ରେମୀଯୁଗଳ । ୧୪ ଫେବୃଆରୀରେ ଭାଲେଣ୍ଟାଇନ୍ସ ଡେ ପାଳନ କରାଯାଏ । ବିଶେଷକରି ପ୍ରେମୀଯୁଗଳଙ୍କ ପାଇଁ ଭାଲେଣ୍ଟାଇନ୍ସ ଡେ’ ଅତ୍ୟନ୍ତ ସ୍ୱତନ୍ତ୍ର । କିନ୍ତୁ ଏହା ପୂର୍ବରୁ ଭାଲେଣ୍ଟାଇନ୍ସ ସପ୍ତାହ ୭ଫେବୃଆରୀରୁ!-->…
SCB ଓପିଡିରେ ଏଣିକି ନିର୍ଦ୍ଦିଷ୍ଟ ବାର ବ୍ୟତୀତ ଅନ୍ୟ ଦିନ ଡାକ୍ତରଙ୍କୁ ଭେଟି ପାରିବେ ରୋଗୀ
ଏସ୍ସିବି ମେଡିକାଲ୍ କଲେଜ ଓ ହସ୍ପିଟାଲ୍ରେ ରୋଗୀଙ୍କ ସୁବିଧା ପାଇଁ ବହିର୍ବିଭାଗ (ଓପିଡି) ଚିକିତ୍ସା ସେବାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି । ଏବେ ରୋଗୀମାନେ ନିର୍ଦ୍ଧାରିତ ଦିନ ବ୍ୟତୀତ ଅନ୍ୟ କାର୍ଯ୍ୟ ଦିବସରେ ଚିକିତ୍ସା କରୁଥିବା ସମ୍ପୃକ୍ତ ଡାକ୍ତରଙ୍କ ପରାମର୍ଶ ପାଇପାରିବେ!-->…