Browsing Category

ଆଜିର ଖବର

ଆଜି ବିଶ୍ୱ ରେଡ଼ିଓ ଦିବସ

ଆଜି ବିଶ୍ୱ ରେଡ଼ିଓ ଦିବସ। ଦିନେ ଖବର ପ୍ରସାରଣ ମୁଖ୍ୟ ମାଧ୍ୟମ ଥିଲା ରେଡ଼ିଓ। ଆଜିର ଡିଜିଟାଲ ଯୁଗରେ, ଏହାର ବିକଳ୍ପରେ ଆସିଛି। ତଥାପି ଅନେକଙ୍କ ମନରେ ଏବେ ବି ରେଡିଓର ସ୍ୱତନ୍ତ୍ର ସ୍ଥାନ ରହିଛି। ୧୯୪୬ ମସିହା ଆଜିର ଦିନରେ ଜାତିସଂଘ ରେଡ଼ିଓର ପ୍ରତିଷ୍ଠା ହୋଇଥିଲା । ପରିବର୍ତ୍ତିତ

ଯୁକ୍ତ୨ ପରୀକ୍ଷା: ଆଜିଠୁ ପଠାଯିବ ପ୍ରଶ୍ନପତ୍ର

ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା । ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର | ହବ୍‌ଗୁଡ଼ିକର ସୁରକ୍ଷା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରିଷଦ ପକ୍ଷରୁ ସମସ୍ତ ହବ୍‌ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।୧୪ଟି ରୁଟରେ ଯିବ ପ୍ରଶ୍ନପତ୍ର। ଏଥିପାଇଁ ବନ୍ଧୁକଧାରୀ ପୋଲିସ

ଆଜି ଲୋକନାଥ ଦେବଙ୍କ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ

ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ ହୋଇଛି । ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଥାନ୍ତି । ରାତ୍ର ୧୨ଟାରୁ ଦ୍ୱାର ଫିଟାଯାଇ ଭୋର ୪ଟାରୁ ପଙ୍କୋଦ୍ଧାର

କଟକରେ ଲେଜର ଲାଇଟ ମନା, ବ୍ୟାନ ଲଗାଇଲେ ହାଇକୋର୍ଟ

ବଢ଼ୁଥିବା ଶବ୍ଦ ଓ ଆଲୋକ ପ୍ରଦୂଷଣକୁ ରୋକିବା ପାଇଁ ଓଡ଼ିଶା ହାଇକୋର୍ଟ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଟକ କମିଶନରେଟ୍ ପୋଲିସ ଅଞ୍ଚଳରେ ଲେଜର ଲାଇଟ୍ ବ୍ୟବହାରକୁ ନିଷିଦ୍ଧ କରିଛନ୍ତି ହାଇକୋର୍ଟ । ବିକଟାଳ ଶବ୍ଦ କରୁଥିବା ଡିଜେ ବ୍ୟବହାରକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଲାଗି ପୋଲିସକୁ

ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର

ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର। ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଜଣେ ବାଲି ବ୍ୟବସାୟଙ୍କ ବାଲି ଗାଡ଼ି ଛାଡ଼ିବା ପାଇଁ ରସିଦ୍ ଠାରୁ ଅଧିକ ଟଙ୍କା ମାଗି ନେଇଥିବା ଅଭିଯୋଗରେ ଅତିରିକ୍ତ ତହସିଲଦାରଙ୍କ ସମେତ ଆଉ ୩ ଜଣ

୧୨ ଫେବ୍ରୁଆରୀ ଭାରତ ବନ୍ଦ ଗଣିଆ ଠାରେ ସଫଳ ହୋଇଛି

ଗଣିଆ , (ବିଶ୍ୱରଂଜନ ସେଠି)୧୨ ଫେବୃଆରୀ:-- କେନ୍ଦ୍ର ମୋଦୀ ସରକାର ଗ୍ରହଣ କରିଥିବା ଶ୍ରମିକ ବିରୋଧୀ ୪ଟି ଶ୍ରମ କୋଡ଼କୁ ତୁରନ୍ତ ବାତିଲ ଦାବିରେ ଦେଶର ୧୦ ଟି କେନ୍ଦ୍ରିୟ ଟ୍ରେଡ ୟୁନିୟନ ଓ ସ୍ବାଧିନ ଫେଡେରେସନ ଗୁଡ଼ିକ ଡ଼ାକରା ରେ ଏବଂ ବିଭିନ୍ନ ରାଜନୈତିକ ଦଳ ଓ ସଞ୍ଜୁକ୍ତ କିଶାନ

ନିଜ ଘରେ ୩୫ ଘଣ୍ଟା ଧରି ଡିଜିଟାଲ ଆରେଷ୍ଟ ହୋଇଥିଲେ ଦମ୍ପତି

ଚାଲାକି କଲେ ବୋଲି ବଞ୍ଚିଗଲେ । ଆଧାରକାର୍ଡରେ ଆତଙ୍କବାଦୀଙ୍କ ଲିଙ୍କ ରହିଥିବା କହି ବରିଷ୍ଠ ନାଗରିକଙ୍କୁ ୩୫ ଘଣ୍ଟା ଡିଜିଟାଲ ଆରେଷ୍ଟ । ରାଜଧାନୀରେ ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି । ନାଲକୋର ଅବସରପ୍ରାପ୍ତ ସେଫଟି ବିଭାଗର ମୁଖ୍ୟ ଥିଲେ ସରୋଜ କୁମାର ପଟ୍ଟନାୟକ ତାଙ୍କ ପତ୍ନୀ ନିର୍ଝରନି

ଦୂରଦର୍ଶନର ବରିଷ୍ଠ ଖବର ଉପସ୍ଥାପିକା ସରଳା ମାହେଶ୍ଵରୀଙ୍କ ଦେହାନ୍ତ

ଦୂରଦର୍ଶନର ନ୍ୟୁଜ୍ ଉପସ୍ଥାପିକା ସରଳା ମାହେଶ୍ଵରୀଙ୍କର ଦେହାନ୍ତ ଘଟିଛି। ସେ ତାଙ୍କର ଶାନ୍ତ ସ୍ଵର ଏବଂ ସ୍ଵଭାବ ଏବଂ ଶୁଦ୍ଧ ହିନ୍ଦୀ ଉଚ୍ଚାରଣ ଲାଗି ବେଶ୍ ଜଣାଶୁଣା। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ସରଳା ଦୂରଦର୍ଶନର ଏକ ପପୁଲାର୍ ଚେହେରା ଥିଲେ। ୧୯୮୦ ଏବଂ ୧୯୯୦ ଦଶକର ଜଣେ

ଭଡ଼ା ଘରେ ଚାଲିଥିଲା ସେକ୍ସ ସ୍କାଣ୍ଡାଲ; ପୁଲିସ ପଞ୍ଝାରେ ୩ ଦେହଜୀବୀ, ୪ ଗ୍ରାହକ

ଖୋର୍ଦ୍ଧା ବିକାଶ ନଗରରୁ ସେକ୍ସ ରାକେଟ୍ ଠାବ ହୋଇଛି । ଏକ ଭଡା ଘରେ ଚାଲିଥିବା ସେକ୍ସ ସ୍କାଣ୍ଡାଲର ପର୍ଦ୍ଦାଫାଶ କରିଛି ପୋଲିସ । କିଙ୍ଗପିନ୍ ସହ ୩ ଦେହଜିବୀ, ୪ ଜଣ ଗ୍ରାହକଙ୍କୁ ଧରିଛି ପୋଲିସ ।ସୂଚନାମୁତାବକ ଗତ କିଛି ଦିନ ଧରି ଏହି ସେକ୍ସ ସ୍କାଣ୍ଡାଲ ଚାଲିଥିଲା। କୌଣସି ସୂତ୍ରରୁ ଖବରପାଇ

୩ ମାସ ଭିତରେ ଶେଷ କର ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି: ହାଇକୋର୍ଟ

୩ ମାସ ଭିତରେ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ୧୯୭୮ ଗଣତି ମଣତି ସହିତ ବର୍ତ୍ତମାନର ଗଣତି ମଣତି ମେଳ କରିବାକୁ ନିର୍ଦ୍ଦେଶ ରହିଛି । ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ

ପ୍ରକାଶ ପାଇଲା OTET ରେଜଲ୍ଟ ! ଆସନ୍ତା ମେ ତୃତୀୟ ସପ୍ତାହରେ ପରବର୍ତ୍ତୀ ଓଟିଇଟି-୨୦୨୬ ପରୀକ୍ଷା ହେବ

ପ୍ରକାଶ ପାଇଲା OTET ରେଜଲ୍ଟ । OTET-୨୦୨୫ ଫଳାଫଳ ପ୍ରକାଶ ପାଇଛି। ୧୭ ଡିସେମ୍ବରରେ ହୋଇଥିବା ପରୀକ୍ଷାର ରେଜଲ୍ଟ ବାହାରିଛି। ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣ ହୋଇଛନ୍ତି। ପେପର-୨ରେ ୧ ଲକ୍ଷ ୮ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୩ ହଜାର ୯୫୪ ଜଣ

 ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର

ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୮,୪୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୫,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୮,୪୦୦ ଟଙ୍କା