Browsing Category

ଆଜିର ଖବର

 ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର

ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୮,୪୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୫,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୮,୪୦୦ ଟଙ୍କା

୧୩ ତାରିଖରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଯୋଜନା ଶୁଭାରମ୍ଭ: ବିଭିନ୍ନ ଜିଲ୍ଲାରୁ ଆସିବେ ୫୦୦୦ ବୟସ୍କ ଓ ବିଧବା ଭକ୍ତ

ଚଳିତ ମାସ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବରଙ୍ଗପୁରଠାରୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଯୋଜନାର ପ୍ରଥମ ପର୍ଯ୍ୟାୟ ଶୁଭାରମ୍ଭ କରିବେ । ୫୦୦ ଶ୍ରଦ୍ଧାଳୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିବେ ।ପର୍ଯ୍ୟଟନ ବିଭାଗ ଅତିରିକ୍ତ ଶାସନ ସଚିବ ସରୋଜ କୁମାର ସ୍ୱାଇଁ ଏହି ଯୋଜନା ସମ୍ପର୍କରେ ସୂଚନା

ଓଡିଶାରେ ଭାରତ ବନ୍ଦର ପ୍ରଭାବକୁ ନେଇ ମୁହାଁମୁହିଁ

ଓଡିଶାରେ ଭାରତ ବନ୍ଦର ପ୍ରଭାବ ବିଶେଷ ପଡି ନାହିଁ ଏଭଳି କିଛି କହିଛନ୍ତି, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ।ଆହୁରି କହିଛନ୍ତି, ପ୍ରାୟତଃ ଗାଡି ଘୋଡା ଚାଲୁଛି , ବନ୍ଦର ବିଶଷ ପ୍ରଭାବ ପଡିନାହିଁ । ଟୋକା ପଞ୍ଝାଏ ବୁଲୁଛନ୍ତି, ବନ୍ଦ ପାଇଁ ଯାଉଛନ୍ତି । ତେବେ ବନ୍ଦ ନେଇ ସମବାୟ ମନ୍ତ୍ରୀ

ଇଟାଲୀୟ ରିପୋର୍ଟର ଚାଞ୍ଚଲ୍ୟକର ଦାବି: ଜାଣିଶୁଣି ବନ୍ଦ କରାଯାଇଥିଲା ଫୁଏଲ ସ୍ୱିଚ୍?

୧୨ ଜୁନ୍ ୨୦୨୫ରେ, ଅପରାହ୍ନରେ ଗୁଜୁରାଟର ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ବୋଇଂ ୭୮୭-୮ ବିମାନ ଉଡ଼ାଣ ଆରମ୍ଭ ହେବାର ମାତ୍ର କିଛି ସେକେଣ୍ଡ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନର ପଛ ଭାଗ ମେଡିକାଲ୍ ହଷ୍ଟେଲ୍ କୋଠାରେ ଧକ୍କା ଦେଇଥିଲା। ବିମାନରେ ଥିବା ୨୪୧ ଜଣ ଯାତ୍ରୀ ଓ କ୍ରୁ

ଚାର୍ଜସିଟ୍‌ରୁ ନୂଆ ଟ୍ଵିଷ୍ଟ : ପୀତବାସଙ୍କ ସିକ୍ରେଟ ଚାମ୍ବରରୁ ମିଳିଲା ବିକ୍ରମଙ୍କ ଆପତ୍ତିଜନକ ଫଟୋ!

ପୀତବାସ ପଣ୍ଡା ହତ୍ୟା ଘଟଣା ଚାର୍ଜସିଟ୍‌ରେ ଟ୍ୱିଷ୍ଟ୍ । ହତ୍ୟା ପଛରେ ରାଜନୈତିକ ଓ ବ୍ୟବସାୟିକ ଶତ୍ରୁତା ରହିଥିବା ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ସମୟରେ ଦର୍ଶାଇଥିଲା । ତେବେ ଚାର୍ଜସିଟ୍‌ରେ ଆଉ ଗୋଟିଏ କାରଣ ଯୋଡ଼ାଯାଇଛି ।ପୀତବାସ ପଣ୍ଡା ହତ୍ୟା ମାମଲାରେ ସଙ୍ଗୀନ ଅଭିଯୋଗ ଆଣିଲେ

ଏପ୍ରିଲରୁ  SIR , ୩ ମାସରେ ସରିବ ପୂରା ପ୍ରକ୍ରିୟା !

ଓଡ଼ିଶାରେ ଭୋଟର ତାଲିକାର ହେବ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍) । ଏପ୍ରିଲରୁ ଏହି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଚଳିତ ମାସ ଶେଷ ସୁଦ୍ଧା ଭୋଟର ମ୍ୟାପିଂ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ୧୨ ରାଜ୍ୟରେ ଏସଆଇଆର୍ ପ୍ରକ୍ରିୟା ଚାଲିଥିବାବେଳେ ଓଡ଼ିଶାରେ ଏ ଦିଗରେ

ଆନ୍ଦୋଳନ ବେଳେ ବଡ଼ ଅଘଟଣ; ପୋଲିସ୍ ଗାଡ଼ିର ବ୍ରେକ୍ ଫେଲ୍

ଦୁର୍ଘଟଣାରୁ ବର୍ତ୍ତିଲେ ଆନ୍ଦୋଳନକାରୀ । ରାୟଗଡା ଶିରିଗୁଡ଼ା ଛକରେ ବ୍ରେକ୍ ଫେଲ୍ ହେଲା ପୋଲିସ ବସ୍ । ଆଜି ବନ୍ଦ ଡାକରା ଦେଇଥିବା ବେଳେ ଶିରିଗୁଡ଼ା ଛକରେ ଅନେକ ଯାନବାହାନ ଅଟକିଥିଲା।ଶତାଧିକ ଆନ୍ଦୋଳନକାରୀଙ୍କ ସହ ସୁରକ୍ଷା ଦୃଷ୍ଟିରୁ ପୋଲିସ ମଧ୍ୟ ଉପସ୍ଥିତ ଥିଲେ। ସେତିକିବେଳେ ଅଟକି

ରାହୁଲଙ୍କ ଅଭିଯୋଗରେ ହରଦୀପଙ୍କ ଜବାବ: ‘ମାତ୍ର ୩-୪ ଥର ଏପଷ୍ଟିନଙ୍କୁ ଭେଟିଛି

ଆମେରିକୀୟ ସେକ୍ସ ଅଫେଣ୍ଡର ଜେଫ୍ରି ଏପ୍‌ଷ୍ଟିନ୍‌ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଦୋମୁହଁା କହିଥିଲେ। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଣିଥିବା ଅଭିଯୋଗ ଉପରେ ଜବାବ ରଖିବାକୁ ଯାଇ ପୁରୀ ବୁଧବାର ଏହି ସୂଚନା ଦେଇଛନ୍ତି। ବିନା ଆଧାରରେ ଅଭିଯୋଗ ଲଗାଇବା ରାହୁଲଙ୍କ

ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ଡାକରା

ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ ଦାବିରେ ୧୦ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦେବା ସହ ଅନ୍ୟ ସଙ୍ଗଠନଗୁଡିକର ସମର୍ଥନ ଲୋଡ଼ିଛନ୍ତି। ଅନ୍ୟପଟେ ଆଜି

ଆଜିର ରାଶିଫଳ(୧୨ ଫେବୃଆରୀ, ୨୦୨୬)

ମେଷଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ବୃଷ : ଆଜି

ବିନା ପଲ୍ୟୁସନ ସାର୍ଟିଫିକେଟରେ ମିଳିବ ତେଲ

ବିନା ପଲ୍ୟୁସନ ସାର୍ଟିଫିକେଟରେ ମିଳିବ ତେଲ । ବାହାନ ପୋର୍ଟାଲରେ ହେବ ବଡ଼ ପରିବର୍ତ୍ତନ । ଓଡ଼ିଶା ସରକାର ଗାଡ଼ି ଚାଳକଙ୍କ ପାଇଁ ଜାରି କରିଥିବା ଏକ ବିବାଦୀୟ ନିୟମକୁ ପ୍ରତ୍ୟାହାର କରିନେଇଛନ୍ତି । ପୂର୍ବରୁ ଘୋଷଣା କରାଯାଇଥିଲା ଯେ ଯେଉଁ ଗାଡ଼ିର ବୈଧ ପଲ୍ୟୁସନ ସାର୍ଟିଫିକେଟ୍

ପୁଣି ଏକ କଳଙ୍କିତ ଅଧ୍ୟାୟ: ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ସାହିତ୍ୟ ଶିକ୍ଷକ

ଛାତ୍ରୀଙ୍କୁ ଦୁଷ୍କର୍ମ କରି ସାହିତ୍ୟ ସାର୍ ଗିରଫ । ଥରେ ନୁହେଁ, ଏକାଧିକ ଥର ଦୁଷ୍କର୍ମ କରିଥିବା ଅଭିଯୋଗ । ସୁନ୍ଦରଗଡ ଜିଲ୍ଲା ଲହୁଣୀପଡ଼ା ଅଞ୍ଚଳର ଘଟଣା । ଲହୁଣୀପଡ଼ା ଥାନା ହଳଦିକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର ସାହିତ୍ୟ ଶିକ୍ଷକ ତାପସ ବାଡାଇ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ