Browsing Category

ଆଜିର ଖବର

FM କଲେଜ ଛାତ୍ରୀ ଆତ୍ମାହୂତି ମାମଲାର ଚାର୍ଜସିଟ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

ବହୁଚର୍ଚ୍ଚିତ FM କଲେଜ ଛାତ୍ରୀ ଆତ୍ମାହୂତି ମାମଲାର ଚାର୍ଜସିଟ ଦାଖଲ କରିଛି କ୍ରାଇମ୍‌ବ୍ରାଞ୍ଚ। ଶନିବାର କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ବାଲେଶ୍ୱର SDJMଙ୍କ କୋର୍ଟରେ ଦ୍ୱିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରାଯାଇଛି।ଏହା ପୂର୍ବରୁ ସେପ୍ଟେମ୍ବର ୯ ତାରିଖରେ ଛାତ୍ରୀଙ୍କ ଆତ୍ମାହୁତି ଘଟଣାରେ

ସୁନା ଓ ରୁପା ଦରରେ ହେଲା ବଡ଼ ପରିବର୍ତ୍ତନ

ବଢୁଛି ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର ।ସେପ୍ଟେମ୍ବର ୨୭ ଅର୍ଥାତ୍‌ ଶନିବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୧୫,୪୮୦ ଟଙ୍କା ରହିଛି । ଗତକାଲି ୧,୧୪,୮୮୦ ଟଙ୍କା ଥିଲା । ଏଥିରେ ୬୦୦

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧ ତାରିଖ ବେଳକୁ

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ କରିବ । ପ୍ରଭାବରେ ଉତ୍ତର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ,

Google କୁ ପୁରିଲା ୨୭ ବର୍ଷ, ଜନ୍ମଦିନ ପାଳୁଛି ଦୁନିଆର ସବୁଠୁ ବଡ଼ ସର୍ଚ୍ଚ ଇଞ୍ଜିନ୍

ଆଜି Google ର ଜନ୍ମଦିନ । Google କୁ ପୁରିଲା ୨୭ ବର୍ଷ । ୨୭ ସେପ୍ଟେମ୍ବର, ୨୦୨୫ ରେ, ବିଶ୍ୱର ସର୍ବବୃହତ ସର୍ଚ୍ଚ ଇଞ୍ଜିନ୍ ଏକ ରଙ୍ଗୀନ ଗୁଗୁଲ୍ ଡୁଡଲ୍ ସହିତ ଏହାର ଜନ୍ମଦିନ ପାଳନ କରିଛି । ଏକ ଛୋଟ ଗ୍ୟାରେଜ୍‌ରୁ ଆରମ୍ଭ ହୋଇଥିବା ଏହି କମ୍ପାନୀ ଏବେ ଦୁନିଆର ସବୁଠୁ ବଡ଼ ସର୍ଚ୍ଚ ଇଞ୍ଜିନ୍

ଓଡିଶାରୁ ସାରା ଦେଶରେ BSNL 4G ସେବା ଆରମ୍ଭ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦି BSNL ର 4G ସେବା ଆରମ୍ଭ କଲେ। ଭାରତ ସଞ୍ଚାର ନିଗମ ଲିମିଟେଡର 4G ସେବା ଏବେ ଦେଶର ପ୍ରତ୍ୟେକ ରାଜ୍ୟରେ ପହଞ୍ଚିସାରିଛି। ପୂର୍ବରୁ, BSNL ର 4G ସେବା ଦେଶର ବିଭିନ୍ନ ଟେଲିକମ୍ ସର୍କଲରେ ଆରମ୍ଭ କରାଯାଇଥିଲା। BSNLର 4G ନେଟୱାର୍କ ଏକକାଳୀନ ୯୮,୦୦୦ ସାଇଟରେ ଆରମ୍ଭ

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ପ୍ରତିକ୍ରିୟା ଦେଲେ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀଙ୍କ ସୁଚନା । ଏବେ କୌଣସି ସ୍ଥାନରେ ବନ୍ୟା ପରିସ୍ଥିତି ନାହିଁ । ଗତକାଲି ୪୯ ବ୍ଲକ ହେଡକ୍ୱାର୍ଟରରେ ୫୦ ଏମଏମ ଓ କାଲିମେଳା ବ୍ଲକରେ ୧୦୦ ଏମଏମ ବର୍ଷା ହୋଇଛି ।

ଏଣିକି ଓଡିଶାରେ ଚାଲିବ ଗୋଟିଏ ବୋର୍ଡ। ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ମିଳିଲାଅନୁମୋଦନ

ଏଣିକି ଓଡିଶାରେ ଚାଲିବ ଗୋଟିଏ ବୋର୍ଡ। ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ମିଳିଲା ଅନୁମୋଦନ। ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡ ରଖାଯିବ। କେବଳ ଏତିକି ନୁହେଁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କୁ ମାଗଣା ପାଠ୍ୟପୁସ୍ତକ ଦିଆଯାଉଥିବା ବେଳେ

ଓଡ଼ିଶା ପାଇଁ ହାତ ଖୋଲିଦେଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୪ଟି ଗେଟ୍। ବର୍ତ୍ତମାନ ୧୬ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୪ଟି ଗେଟ୍। ବର୍ତ୍ତମାନ ୧୬ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ। ଶୁକ୍ରବାର ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିବା ବେଳେ ଶନିବାର ଦିନ ସେଥିମଧ୍ୟରୁ ୪ ଟି ଗେଟ୍ ବନ୍ଦ କରାଯାଇଛି।ଲଗାତାର ବର୍ଷା କାରଣରୁ ଶୁକ୍ରବାର ହୀରାକୁଦ ଜଳ ଭଣ୍ଡାରର

ସାରା ଦେଶରେ BSNLର ୪ଜି ସେବାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ପ୍ରତୀକ୍ଷାର ଘଟିଲା ଅନ୍ତ।ଘୋଷଣା ହେଲା ବିଏସଏନଲ ୪ଜି ଲଞ୍ଚ୍‌ର ତାରିଖ। ସେପ୍ଟେମ୍ବର ୨୭ ତାରିଖରେ ଲଞ୍ଚ ହେବ ବିଏସଏନଏଲ ୪ଜି। ଯାହାର ଫାଇଦା ପ୍ରାୟ ୯ କୋଟିରୁ ଅଧିକ ୟୁଜର୍ସଙ୍କୁ ହେବ। ଏନେଇ ବିଏସଏନଏଲ ଚେୟାରମ୍ୟାନ ଏବଂ ପ୍ରବନ୍ଧ ନିର୍ଦ୍ଦେଶକ ଏ ରବର୍ଟ ଜେ ରବି ସୂଚନା ଦେଇଛନ୍ତି।

ନବରାତ୍ରିର ଷଷ୍ଠ ଦିନରେ ମା’ କାତ୍ୟାୟନୀଙ୍କ ଉପାସନା

ଧରାପୃଷ୍ଠକୁ ଅବତରଣ କରିବେ ମାଆ ଜଗତଜନନୀ । ରାଜ୍ୟର ଶକ୍ତିପୀଠ ଗୁଡ଼ିକରେ ଚାଲିଛି ମାଆଙ୍କ ଷୋଡ଼ଶ ଉପଚାର ପୂଜା ।ନବରାତ୍ରୀର ଷଷ୍ଠ ଦିନରେ ମା କାତ୍ୟାୟନୀଙ୍କୁ ପୂଜା କରାଯାଇଥାଏ । ଦେବୀ ଦୁର୍ଗାଙ୍କ ୯ଟି ସ୍ୱରୂପ ମଧ୍ୟରେ ମାଁ କାତ୍ୟାୟନୀଙ୍କ ପୂଜା କରିବା ଦ୍ୱାରା ଶୁଭ ଫଳ ପ୍ରାପ୍ତି ହୋଇଥାଏ ।

ଅକ୍ଟୋବରରେ ୨୦ ଦିନ ବ୍ୟାଙ୍କ ବନ୍ଦ ରହିବ

ଦଶହରା, ଗଜଲକ୍ଷ୍ମୀ ପୂଜା, ଦୀପାବଳୀ ଓ ଛଟ ପୂଜା ପାଇଁ ଦେଶରେ ଉତ୍ସବର ମାହୋଲ ଥିବା ବେଳେ ଅକ୍ଟୋବର ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ ପାଇଛି । ଅକ୍ଟୋବର ମାସରେ ପାଖାପାଖି 20 ଦିନ ବ୍ୟାଙ୍କ ବନ୍ଦ ରହିବ । ଏଥିରେ 4ଟି ରବିବାର ଓ ଦ୍ବିତୀୟ ଓ ଚତୁର୍ଥ ଶନିବାର ସାମିଲ ଅଛି । ତେବେ