Browsing Category

ଆଜିର ଖବର

ପିୟୁସିସି ଫାଇନ କମାଇବା ଯୋଜନା ଚାଲିଛି: ପରିବହନ ମନ୍ତ୍ରୀ ବିଭୂତି ଜେନା

ପିୟୁସିସି ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ ସୂଚନା ଦେଇଛନ୍ତି। ସମସ୍ତେ ପିୟୁସିସି କରିବା ବାଧ୍ୟତାମୂଳକ ଅଟେ । ଆହୁରି କହିଛନ୍ତି, ଟୋଲ ଗେଟରେ ପିୟୁସିସି ଫାଇନ କମାଇବା ପାଇଁ ଚାଲିଛି ଯୋଜନା। ୧୦ ହଜାର ଟଙ୍କା ଫାଇନକୁ କମ କରିବାକୁ ଆଲୋଚନା ଚାଲିଛି। ରାଜ୍ୟରେ ବାୟୁ ପ୍ରଦୂଷଣ ନେଇ

ବନ୍ଦେ ମାତରମ୍” ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି, ସମ୍ମାନ ଜଣାଇ ଠିଆ ହେବା ହେବ ବାଧ୍ୟତାମୂଳକ

ବନ୍ଦେ ମାତରମ୍ ପାଇଁ ଆସିଲା ନୂଆ ନିୟମ, ଏଣିକି ଜାତୀୟ ସଙ୍ଗୀତ ପୂର୍ବରୁ ଗାନ କରାଯିବ ଜାତୀୟ ଗାନଏଥିପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ଗାନ 'ବନ୍ଦେ ମାତରମ୍' ପାଇଁ ନୂତନ ମାର୍ଗଦର୍ଶିକା ଜାରି କରାଯାଇଛି। ଦେଶପ୍ରେମ ଏବଂ ସମ୍ମାନକୁ ଦୃଷ୍ଟିରେ ରଖି ଏହି ନିୟମରେ କିଛି

ଅନ୍ୟ ରାଜ୍ୟର ନକ୍ସଲଙ୍କୁ ଆତ୍ମସମର୍ପଣ ପାଇଁ ଆହ୍ବାନ ଦେଲେ ଓଡ଼ିଶା ସରକାର। ବନ୍ଧୁକ ବଦଳରେ ମିଳିବ କୋଟିଏ ଟଙ୍କାର…

ମାଓବାଦୀଙ୍କ ପାଇଁ କୋଟି କୋଟିର ପ୍ୟାକେଜ । ବନ୍ଧୁକ ବଦଳରେ ମିଳିବ ଟଙ୍କା । ନକ୍ସଲମୁକ୍ତ ପାଇଁ ଓଡ଼ିଶା ସରକାରଙ୍କ ନୂଆ ରୋଡ୍ ମ୍ୟାପ୍ । ଦୁଇ ମାସରେ ଦ୍ୱିତୀୟ ସଂଶୋଧିତ ପ୍ୟାକେଜ ଘୋଷଣା ହୋଇଛି। ଥଇଥାନ ପ୍ୟାକେଜ୍ ବା ପୁନର୍ବାସ ନୀତିରେ ସର୍ବଭାରତୀୟସ୍ତରର କ୍ୟାଡରଙ୍କ ପାଇଁ ନୂଆ ନିୟମ

ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ ସୁବ୍ରତ ବେହେରା

ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କୋଟିପତି କିରାଣୀ ସୁବ୍ରତ ବେହେରାଙ୍କ ଘରେ ରେଡ୍ । ସୁବ୍ରତ ପ୍ରାୟ ୨.୩୮ କୋଟି ଟଙ୍କାର ସରକାରୀ ପାଣ୍ଠି ହରିଲୁଟ କରିଥିବା ଅଭିଯୋଗରେ କଟକ ଭିଜିଲାନ୍ସ ଥାନାରେ କେସ ନଂ ୦୬/୨୦୨୬ ଅନୁଯାୟୀ ଏହି କାର୍ଯ୍ୟାନୁଷ୍ଠାନ

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପ୍ରଥମ ଅଭିଯୁକ୍ତ ରାଜେନ୍ଦ୍ର ସାହୁଙ୍କୁ ଜାମିନ୍

ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ରାଜେନ୍ଦ୍ରଙ୍କୁ ଜାମିନ । ପ୍ରଥମ ଅଭିଯୁକ୍ତ ରାଜେନ୍ଦ୍ର ସାହୁଙ୍କ ଜାମିନ୍ ମଞ୍ଜୁର କରିଛନ୍ତି ଗଞ୍ଜାମ ଜିଲ୍ଲା ଓ ଦୌରାଜଜ୍ କୋର୍ଟ । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ୍ ପ୍ରଦାନ କରାଯାଇଛି । ଏହାସହ ବିଭିନ୍ନ

ଓଡିଶାରେ ୭୬୫ଟି ଡଲଫିନ୍‌ ଚିହ୍ନଟ

ଡଲଫିନ୍‌ ସଂରକ୍ଷଣରେ ଓଡ଼ିଶାକୁ ବଡ଼ ସଫଳତା ମିଳିଛି । ୨୦୨୫-୨୬ ଡଲଫିନ୍‌ ଗଣନାରୁ ମିଳିଥିବା ତଥ୍ୟ ଅନୁଯାୟୀ ଚିଲିକା ସମେତ ଓଡ଼ିଶା ଉପକୂଳରେ ବିଭିନ୍ନ ପ୍ରଜାତିର ୭୬୫ଟି ଡଲଫିନ୍‌ ରହିଛନ୍ତି ।ଚିଲିକା ପ୍ରସିଦ୍ଧ ଇରାୱାଡି ସହ ବୋଟଲନୋଜ୍, ହମ୍ପବ୍ୟାକ୍, ସ୍ପିନର, ଫିନ୍ଲେସ୍ ପ୍ରଜାତିର ଡଲଫିନ

୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ପାଇପ୍‌ ପାଣି ଯୋଗାଣ: ମୁଖ୍ୟମନ୍ତ୍ରୀ

ଆଗକୁ ଖରାଦିନ ଆସୁଥିବାବେଳେ ଏବେଠୁ ଗାଁଗାଁରେ ପିଇବା ପାଣି ସଙ୍କଟ ଦେଖାଦେଲାଣି। ତେବେ ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗ୍ରାମକୁ ପାଇପ୍‌ ଜଳ ଯୋଗାଣ ସୁବିଧା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ମିଶନ୍‌ ମୋଡ୍‌ରେ କାର୍ଯ୍ୟକାରୀ କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଯେପରି

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଫାଲଗୁନ କୃଷ୍ଣ ଦଶମୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । କାର୍ଯ୍ୟସୂଚୀ ଅନୁଯାୟୀ ଦ୍ୱିତୀୟ ଭୋଗମଣ୍ଡପ ନୈବେଦ୍ୟ ସମାପ୍ତ

ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ

ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା ପରିକ୍ରମା ପଡ଼ିଥାଏ ସେହି ଦିନ ମହାଶିବରାତ୍ରି ପାଳନ କରାଯାଏ।ସେପଟେ ଗତ ବର୍ଷ ମହାଦୀପ ଅଘଟଣ ରୋକିବାକୁ ବଡ଼ ଯୋଜନା ହୋଇଛି।

୨୩ଟି ଶିଳ୍ପ ବିନିଯୋଗକୁ ଅନୁମୋଦନ

୨୩ଟି ଶିଳ୍ପ ବିନିଯୋଗ ପ୍ରସ୍ତାବକୁ ସିଙ୍ଗିଲ୍‌ ୱିଣ୍ଡୋ ଅନୁମୋଦନ । ୧୪୪ତମ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସଏଲଡବ୍ଲ୍ୟୁଏସସିଏ) ବୈଠକରେ ମଞ୍ଜୁରୀ ମିଳିଛି । ପ୍ରସ୍ତାବଗୁଡ଼ିକର ମୋଟ ବିନିଯୋଗ ପରିମାଣ ୪,୧୧୧.୮୦ କୋଟି ଟଙ୍କା । ଏହା ଦ୍ୱାରା ୯,୯୨୪ଟି ନିଯୁକ୍ତି ଚାକିରି ସୃଷ୍ଟି

ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ସ୍କୁଟି। ଅଳ୍ପକେ ବର୍ତ୍ତିଲେ ଗାଡ଼ି ଚାଳକ

କୋଣାର୍କ:-10/02/2026 -ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ସ୍କୁଟି। ଅଳ୍ପକେ ବର୍ତ୍ତିଲେ ଗାଡ଼ି ଚାଳକ। କୋଣାର୍କ କାକଟପୁର ମୁଖ୍ୟ ରାସ୍ତାର ରେଡ଼ିଓ ନମସ୍କାର ଅଫିସ ସମ୍ମୁଖରେ ବାଲିଦୋକାନ ରୁ କୋଣାର୍କ ଅଭିମୁଖେ ଯିବା ବେଳେ ସ୍କୁଟିରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗିଯାଇଥିବା ଅନୁମାନ

ପୁରୀର ଉପକୂଳରେ ଥିବା ବ୍ଲୁ ଫ୍ଲାଗ୍ ବିଚ୍ ଏବଂ ନୀଳାଦ୍ରି ବେଳାଭୂମିରେ ହଜାର ହଜାର ଜୀବନ୍ତ ଶାମୁକା

ପୁରୀ ସମୁଦ୍ର କୂଳରେ ବିଚରଣ କରୁଛନ୍ତି ହଜାର ହଜାର ସଂଖ୍ୟାରେ ଜୀବନ୍ତ ଶାମୁକା। ରାତିରେ ଦଳ ଦଳ ହୋଇ କୂଳକୁ ଆସୁଛନ୍ତି ଓ ବାଲିରେ ବିଚରଣ କରି ସୂର୍ଯ୍ୟ ଉଦୟର ଘଣ୍ଟାଏ କି ଦୁଇ ଘଣ୍ଟା ଭିତରେ ପୁଣି ସମୁଦ୍ର ଭିତରକୁ ଚାଲି ଯାଉଛନ୍ତି।। ତେବେ ଏହାର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଦୃତ