Browsing Category

ଆଜିର ଖବର

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ ! ଭୁଲ ଛାପିଲେ ଦୃଢ କାର୍ଯ୍ୟାନୁଷ୍ଠାନ

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଦ୍ୱିତୀୟ ପଞ୍ଜିକା ସମୀକରଣ ବୈଠକ ଶେଷ ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୫ ଜଣ ପଞ୍ଜିକାର ସେମାନଙ୍କ ପାଣ୍ଡୁଲିପି ଶ୍ରୀମନ୍ଦିର ପ୍ରଶାସନ ନିକଟରେ ଦାଖଲ କରିଥିଲେ ।ଶ୍ରୀମନ୍ଦିର ମୁଖ୍ୟ

ମହାପ୍ରଭୁଙ୍କ ୨୪ବେଶ ଓ ୫୬ଭୋଗ ପ୍ରଦର୍ଶନ:-ଶ୍ରୀ ଜଗନ୍ନାଥ ଙ୍କ ପାଞ୍ଚରାତ୍ର ମ ହୋତ୍ସବ :-ବିରଳ ବେଶ ଦର୍ଶନ ପାଇଁ…

କୋଣାର୍କ:-10/02/2026 ଆଧାତ୍ମିକ ପରିବେଶରେ ଦିବ୍ୟ ଅନୁଭବ। ମହାପ୍ରଭୁ ଙ୍କ ବେଶ ଦର୍ଶନ କରି କୃତାର୍ଥ ଶ୍ରଦ୍ଧାଳୁ । ଗୋଟିଏ ସ୍ଥାନରେ ଶ୍ରୀଜୀଉ ଙ୍କର ୨୪ ପ୍ରକାର ବେଶ। ବିରଳ ବେଶ ଦର୍ଶନ ପାଇଁ ଲାଗିଛି ଗହଳି। କାଳିଆ ଠାକୁର ଙ୍କ ଦୈନଦିନ ବେଶ ସହିତ ୧୨ ମାସରେ ହେଉଥିବା ଭିନ୍ନ ଭିନ୍ନ ବେଶ ର

ବକେୟା ଚାଲାଣ ପୈଠ ନ କଲେ ହୋଇପାରିବନି PUCC: ହାଇକୋର୍ଟ

ହାଇକୋର୍ଟରେ PUCC ସମ୍ପର୍କିତ ଜନସ୍ବାର୍ଥ ମାମାଲା ଖାରଜ । ବକେୟା ଚାଲାଣ ପୈଠ ନ କଲେ ମିଳିବନି PUCC । ରାଜ୍ୟ ସରକାରଙ୍କ ତରଫରୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟଙ୍କ ବଳିଷ୍ଠ ଯୁକ୍ତି ଉପସ୍ଥାପନ ପରେ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ବପୂର୍ଣ୍ଣ ରାୟ ।ମୋଟର ଯାନ ଆଇନ ଧାରା ୧୬୭, ଉପଧାରା

କେନ୍ଦୁପଲ୍ଲୀ ଗଣପତି କ୍ଲବ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ନୂଆଗାଁ କୁ ହରାଇ କୁମ୍ଭାରପଡ଼ା ଚାମ୍ପିଅନ ।

ଗଣିଆ -(ବିଶ୍ୱରଂଜନ ସେଠି) ଗଣିଆ କ୍ଲବ ରାସଙ୍ଗ ପଞ୍ଚୟତ କେନ୍ଦୁପଲ୍ଲୀ ଗଣପତି କ୍ରିକେଟ କ୍ଲବ୍ଆନୁକୁଲ୍ୟରେ ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଗ୍ରାଣ୍ଡ ଫାଇନାଲ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଫାଇନାଲ ମ୍ୟାଚରେ କୁମ୍ଭାରପଡ଼ା କ୍ରିକେଟ କ୍ଲବ୍ ବନାମ ନୂଆଗାଁ କ୍ରିକେଟ କ୍ଲବ୍

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା

NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ୫ ବର୍ଷରୁ କମ ସମୟ ଅବଧି ପାଇଁ ସେବାରତ ଆୟୁଷ

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ ନିଶା ମହାରଣାଙ୍କୁ ମିଳିଲା ଜାମିନ

ଏସଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା । ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କ ନାଁରେ ଥାନାରେ ମାମଲା ରୁଜୁ ହୋଇଥିଲା । ଗିରଫ ଭୟରେ ଆଗୁଆ ଜାମିନ ଆବେଦନ କରିଥିଲେ ନିଶା ମହାରଣା । ଜାମିନ ପାଇବା ପରେ ଆଜି ମଙ୍ଗଳବାର ବଲାଙ୍ଗୀର

ମେଡିକାଲ ଆଇସିୟୁରେ ଚିକିତ୍ସା ବେଳେ ଜଣେ ମହିଳା ରୋଗୀ ବେଡ୍ ରୁ ବାଡା ଭାଙ୍ଗି ତଳକୁ ଖସିପଡୁଛନ୍ତି

କଟକ ଏସସିବି ମେଡିକାଲରୁ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଆଇସିୟୁ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଚିକିତ୍ସା ଚାଲିଥିବା ସମୟରେ ଜଣେ ମହିଳା ରୋଗୀ ବେଡ୍ ରୁ ବାଡା ଭାଙ୍ଗି ତଳକୁ ଖସିପଡିଥିବା ସୂଚନା ରହିଛି ।ଏସସିବି ମେଡିକାଲ ମେଡ଼ିସିନ୍ ବିଭାଗ ପ୍ରଥମ ମହଲା ଆଇସିୟୁର ବୋଲି

ଫେବୃଆରୀ ୧୨ରେ ଭାରତ ବନ୍ଦ, ବ୍ୟାଙ୍କ ବନ୍ଦ ନା ଖୋଲା ?

ଫେବୃଆରୀ ୧୨ ତାରିଖରେ ଭାରତ ବନ୍ଦ ଡାକରା । କେନ୍ଦ୍ରୀୟ ବାଣିଜ୍ୟ ସଂଗଠନ ଏହି ବନ୍ଦ ଡାକରା ଦେଇଥିବା ବେଳେ ୧୦ରୁ ଅଧିକ ସଂଗଠନ ଏହାକୁ ସମର୍ଥନ ଦେଇଛନ୍ତି । ସେହିଭଳି ବ୍ୟାଙ୍କ ଆସୋସିଏସନ୍‌ ମଧ୍ୟ ବନ୍ଦକୁ ପୂର୍ଣ୍ଣ ସମର୍ଥନ ଦେଇଛି । ତେଣୁ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିପାରେ । ନୂଆ

ରାଜ୍ୟରେ ୨୫୦ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ

ରାଜ୍ୟରେ ଗଡିଲା ୨୫୦ ନୂଆ ଆମ୍ବୁଲାନ୍ସ । ଦ୍ୱିତୀୟ ପର୍ଯ୍ୟାୟରେ ୨୫୦ ଆମ୍ବୁଲାନ୍ସ ଲୋକାର୍ପିତ କରାଯାଇଛି । ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିମଧ୍ୟରୁ ୭ଟି ଆମ୍ବୁଲାନ୍ସରେ ରହିଛି ଆଡ୍‌ଭାନ୍ସ ଲାଇଫ୍ ସପୋର୍ଟ ବ୍ୟବସ୍ଥା । ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ

ସୁପ୍ରିମକୋର୍ଟ ଡିଜିଟାଲ ଆରେଷ୍ଟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ

ଡିଜିଟାଲ ଆରେଷ୍ଟକୁ ଡକାୟତି କହିଲେ ସର୍ବୋଚ୍ଚ ନ୍ୟାୟାଳୟ। ଡିଜିଟାଲ ଆରେଷ୍ଟ୍ ଜରିଆରେ ପୀଡ଼ିତମାନେ ୫୪ ହଜାର କୋଟି ଟଙ୍କାରୁ ଅଧିକ ଅର୍ଥ ହରାଇବା ଘଟଣା ଡକାୟତିଠାରୁ କିଛି କମ୍ ନୁହେଁ। ଏଭଳି ଅପରାଧକୁ ରୋକିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ, ବ୍ୟାଙ୍କ, ଦୂର ସଂଚାର ବିଭାଗ ଓ ଅନ୍ୟ

ଛାତ୍ରଛାତ୍ରୀମାନଙ୍କୁ ପାଠ ପଢାଇବା ବଦଳରେ ମଦ ପିଇ ସ୍କୁଲକୁ ଝୁଲି ଝୁଲି ଆସିଲେ ସାର୍

ମଦ ପିଇ ସ୍କୁଲକୁ ଝୁଲି ଝୁଲି ଆସିଲେ ସାର୍। ଦାରିଙ୍ଗବାଡି ବ୍ଲକ ଗୁମିକିଆ ପଞ୍ଚାୟତର ସୁକାଲାଦା ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଧନୁଞ୍ଜୟ ଦଣ୍ଡିଆ ସବୁବେଳେ ମଦ ପିଇ ସ୍କୁଲକୁ ଆସୁଛନ୍ତି। ଛାତ୍ରଛାତ୍ରୀମାନଙ୍କୁ ପାଠ ପଢାଇବା ବଦଳରେ ଚୌକିରେ ନିଘୋଡ଼ ନିଦ୍ରାରେ ଶୋଇ ପଡୁଛନ୍ତି।

ନାବାଳିକାର ଜୀବନ ବଞ୍ଚାଇ ଦେଲା ମୃତ କୁକୁର !

ମଲା କୁକୁର ଦେଲା ନୂଆ ଜୀବନ ଦାନ… ଆତ୍ମହତ୍ୟା ଉଦ୍ୟମ କରି ନଦୀକୁ ଡେଇଁ ପଡିଲେ ଛାତ୍ରୀ । ଗଜପତି ଜିଲ୍ଲାରେ ବିଦ୍ୟାଳୟରୁ ଫେରୁଥିବା ସମୟରେ ଜଣେ ନବମ ଶ୍ରେଣୀ ଛାତ୍ରୀ କୌଣସି କାରଣରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଛାତ୍ରୀ ଜଣକ ନିଜ ୟୁନିଫର୍ମ ଓ ସ୍କୁଲ ବ୍ୟାଗ୍ ସହ ମହେନ୍ଦ୍ରତନୟା ନଦୀ