Browsing Category

ଆଜିର ଖବର

ପୁଣି ନିର୍ବାଚନ ଲଢ଼ିବେ ସୁର ରାଉତରାୟ

ପୁଣି ନିର୍ବାଚନ ଲଢ଼ିବେ ସୁର ରାଉତରାୟ । ଏନେଇ ଆଜି ସେ ଗଣମାଧ୍ୟମକୁ ପ୍ରକିକ୍ରିୟା ଦେଇ ଘୋଷଣା କରିଛନ୍ତି । ଲୋକେ ଚାହିଁଲେ କଂଗ୍ରେସ ଟିକେଟରୁ ଲଢ଼ିବି ବୋଲି ସେ କହିଛନ୍ତି । ସେ ଆହୁରି କହିଛନ୍ତି ଯେ ମୁଁ ଛାଡି ଦେଇଥିଲି ବୋଲି ଏଥର କଂଗ୍ରେସ ଜଟଣୀରେ ହାରିଲା । ଆଉ ଥରେ ଜଟଣୀରେ କଂଗ୍ରେସ

ମହାକାଶରୁ ଶତ୍ରୁ ଉପରେ ନଜର ରଖିବ ଭାରତ

ଭାରତ ଘରୋଇ ମହାକାଶ କ୍ଷେତ୍ରରେ ନିଜର କ୍ଷମତା ବୃଦ୍ଧି କରୁଛି। ଅହମଦାବାଦ ସ୍ଥିତ ଆଜିସ୍ତା ଇଣ୍ଡଷ୍ଟ୍ରିଜ୍ ପ୍ରାଇଭେଟ୍ ଲିମିଟେଡ୍, ଏହାର ଏରୋସ୍ପେସ୍ ଭର୍ଟିକାଲ୍ ମାଧ୍ୟମରେ ଏକ ଉପଗ୍ରହରୁ କକ୍ଷପଥରେ ଥିବା ବସ୍ତୁଗୁଡ଼ିକର ଚିତ୍ର ଉତ୍ତୋଳନ କରିବାର ସ୍ୱଦେଶୀ କ୍ଷମତା ପ୍ରଦର୍ଶନ କରିଛି।

ତିବ୍ବତୀୟ ନାବାଳିକାଙ୍କୁ ଦୁଷ୍କର୍ମ

ଜଣେ ତିବ୍ବତୀୟ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ନାବାଳକ ଅଟକ। ଗଜପତି ଜିଲ୍ଲା ମୋହନା ଥାନା ଚନ୍ଦ୍ରଗିରି ଫାଣ୍ଡି ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ବାପା ମାଆ ଦୁହେଁ ସମ୍ପର୍କୀୟଙ୍କ ଘରକୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ବେଳେ ଏକୁଟିଆର ସୁଯୋଗ ନେଇ ନାବାଳିକାକୁ

ସଂସଦ ଭବନକୁ ବୋମାରେ ଉଡ଼ାଇ ଦେବାକୁ ଧମକ

ସଂସଦକୁ ଉଡ଼ାଇବାକୁ ବୋମା ଧମକ । ଏହାସହିତ ଦିଲ୍ଲୀର ପ୍ରମୁଖ ୯ଟି ସ୍କୁଲକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ବୋମା ଧମକ ମିଳିବା ପରେ ସଂସଦ ଏବଂ କୋର୍ଟ ପରସରକୁ ଖାଲି କରାଯାଇଛି । ତେବେ ଖଲିସ୍ତାନ ନାଁରେ ମେଲ୍ରେ ଆସିଛି ଧମକ । ଦିଲ୍ଲୀକୁ ଖଲିସ୍ତାନ କରିବାକୁ ମେଲ୍ ରେ ଉଲ୍ଲେଖ କରାଯାଇଛି ।

ଉକୁଣୀ ନେଲା ନାବାଳିକାର ଜୀବନ!

ପରିବାର ଲୋକଙ୍କ ଦାୟିତ୍ୱହୀନତା ଯୋଗୁଁ ଉକୁଣୀ ପାଇଁ ଜଣେ ୧୨ ବର୍ଷିୟା ନାବାଳିକାର ଜୀବନ ଚାଲିଯାଇଛି । ଘଟଣା ଘଟିଛି ପୁରୀ ଜିଲ୍ଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ । ସୂଚନା ଅନୁସାରେ ଲକ୍ଷ୍ମୀପ୍ରିୟା ସ୍ଥାନୀୟ ବିଦ୍ୟାଳୟରେ ୬ଷ୍ଠ ଶ୍ରେଣୀର ଛାତ୍ରୀ ଥିଲେ । କିଛି ମାସ ତଳେ ତାଙ୍କ

ଆଫେବୃଆରୀ ୧୮ ରୁ +୨ ପରୀକ୍ଷା,ପରୀକ୍ଷାର୍ଥୀଙ୍କୁ ଦୁଇ ସ୍ତରୀୟ ଯାଞ୍ଚ କରାଯିବ 

ଆସନ୍ତା ୧୮ ତାରିଖରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ । । ଏହି ପରୀକ୍ଷା ପରିଚାଳନା କିଭଳି ଭାବେ ସ୍ୱଚ୍ଛ ଓ ଶୃଙ୍ଖଳିତ ହେବା ସେଥିଲାଗି ଅଣ୍ଟା ଭିଡ଼ିଛି ପରିଷଦ । ପୁଲିସ ସୁରକ୍ଷାରେ ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ଓ

୧୨ ତାରିଖ ସର୍ବଭାରତୀୟ ଧର୍ମଘଟକୁ ପିସିସି ପକ୍ଷରୁ ସମର୍ଥନ ଘୋଷଣା

ଧର୍ମଘଟ ଡାକରା ଦେଇଛି କେନ୍ଦ୍ରୀୟ ଶ୍ରମିକ ସଂଗଠନ । ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନର ଧର୍ମଘଟ ଡାକରାକୁ ସମର୍ଥନ କରିବ କଂଗ୍ରେସ । କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା

ରାଜ୍ୟରେ କମିବ ଶୀତ ପ୍ରଭାବ! ଆଜିଠୁ ବଢିବ ରାତି ତାପମାତ୍ରା

ଆଜିଠୁ ବଢିବ ରାତି ତାପମାତ୍ରା । ଆସନ୍ତା ୪ ଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିପାରେ। ଏହାର ପ୍ରଭାବରେ ଶୀତ କମିଯିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ

ଗଣିଆ ବ୍ଲକରେ ବିଜେଡ଼ିର ବନ୍ଧୁ ମିଳନ କାର୍ଯ୍ୟକ୍ରମ

ଗଣିଆ -( ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ରାସଙ୍ଗ ପଞ୍ଚାୟତ ଅନ୍ତର୍ଗତ କାଦୁଆ ଆମ୍ୱ ତୋଟାରେ ଗଣିଆ ବିଜେଡିର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗଣିଆ ବ୍ଲକର ନୂତନ ବିଜେଡି ସଭାପତି ଶେଷଦେବ ସ୍ୱାଇଁଙ୍କ ସଭାପତିରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା

ନୂତନ ପାଠ୍ୟ ପୁସ୍ତକ ସଂଚାଳନ ନିମନ୍ତେ ଶିକ୍ଷକ ପ୍ରଶିକ୍ଷଣ ଶିବିର

ଗଣିଆ, (ବିଶ୍ୱରଂଜନ ସେଠି .) ଚଳିତ ବର୍ଷ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ନୂତନ ଶିକ୍ଷା ନୀତି ଅନୁସାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂତନ ପାଠ୍ୟ ପୁସ୍ତକ ପ୍ରଣୟନ କରିଥିବା ବେଳେ ଏହାର ପ୍ରତ୍ୟକ୍ଷ ସଂଚାଳନ ନିମନ୍ତେ ଶିକ୍ଷକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଗଣିଆ ଥାନା ଅଞ୍ଚଳ ରେ ଚାନ୍ଚଲ୍ୟ ପୁଣି ଜୀବନ ହାରିଲା ଆଉ ଏକ ଯୁବକ , ଗାଁ ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ…

ଗଣିଆ (ବିଶ୍ୱରଂଜନ ସେଠି) ଗଣିଆ ଥାନା ମାଳତୀପୁଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଗ୍ରାମର ଅକ୍ଷୟ କୁମାର ପରିଡ଼ାଙ୍କ ସାନ ପୁଅ ଚୁକ୍ତିପ୍ରସାଦ ପରିଡ଼ା, ବୟସ ୨୩ବର୍ଷ ଗାଁ ନିକଟ ଜଙ୍ଗଲରେ ଯୁବକଙ୍କ ଝୁଲନ୍ତା ମୃତ ଦେହ ଦେଖିବକୁ ମିଳିଛି। ସୁଚନା ମୁତାବକ ଚୁକ୍ତି ପ୍ରସାଦ

ରାଜ୍ୟରେ ବଢୁଛି ପାରଦ, 16ଟି ସ୍ଥାନରେ 32 ଡିଗ୍ରୀ ଉପରେ ତାପମାତ୍ରା

ରାଜ୍ୟରେ ବଢୁଛି ପାରଦ କମୁଛି ଶୀତ । ରାଜ୍ୟର 16ଟି ସ୍ଥାନରେ 32 ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ଼ କରାଯାଇଛି । ସେହିପରି ଶୀତର ପ୍ରାଦୁର୍ଭାବ କମ୍ ପଡ଼ିବା ସହିତ ରାଜ୍ୟରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଗାମୀ 7 ଦିନ