Browsing Category
ଆଜିର ଖବର
ବିବାହିତା ମହିଳାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ । କନେଷ୍ଟବଳକୁ ବାନ୍ଧିଲା କେନ୍ଦ୍ରାପଡ଼ା…
ବିବାହିତା ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ । ଆଉ ପ୍ରତିଶ୍ରୁତି ଦେଇଥିବା ବ୍ୟକ୍ତି ହେଉଛନ୍ତି ଜଣେ ପୋଲିସ କର୍ମଚାରୀ । ସେ ବି ବିବାହିତ ଓ ଦୁଇଟି ଛୁଆର ବାପା । କିନ୍ତୁ ପୁରୁଷ ବନ୍ଧୁ ଜଣଙ୍କ ବି ବିବାହିତ ବୋଲି ମହିଳା ଜଣଙ୍କ ଜାଣିବା ପରେ ପ୍ରେମ!-->…
ମାଲେସିଆରେ ଖୁବ୍ଶୀଘ୍ର ଲଞ୍ଚ ହେବ ଭାରତର ଡିଜିଟାଲ୍ ପେମେଣ୍ଟ ପ୍ଲାଟଫର୍ମ ୟୁପିଆଇ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଲେସିଆ ଗସ୍ତ କରିଛନ୍ତି। ତାଙ୍କର ଗସ୍ତ ଦୁଇ ଦିନ ଧରି ଚାଲିବ। ଏହି ଗସ୍ତ ପୂର୍ବରୁ, ପ୍ରଧାନମନ୍ତ୍ରୀ ମୋଦି ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ଭାରତ ଏବେ ପ୍ରତିରକ୍ଷା, ସୁରକ୍ଷା, ଅର୍ଥନୀତି ଏବଂ ନବସୃଜନ ଭଳି ପ୍ରମୁଖ କ୍ଷେତ୍ରରେ ମାଲେସିଆ ସହିତ!-->…
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି : ଔଷଧ, ହୀରା ଏବଂ ଅନେକ କୃଷି ଉତ୍ପାଦ ଉପରେ ଶୂନ୍ୟ ପ୍ରତିଶତ ଶୁଳ୍କ
ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଏହାକୁ ଉଭୟ ଦେଶର ସ୍ବାର୍ଥ ପାଇଁ ଏକ ପ୍ରମୁଖ ଚୁକ୍ତି ବୋଲି ବର୍ଣ୍ଣନା କରିଛନ୍ତି। ଗୋୟଲ କହିଛନ୍ତି ଯେ ଏହି ଡିଲ୍!-->…
ବଡ ନିଷ୍ପତ୍ତି ନେଲେ ଖଣି ମନ୍ତ୍ରୀ, ଆଉ ନିର୍ବାଚନ ଲଢିବିନି
ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବଡ ନିଷ୍ପତ୍ତି । ଆଉ ନିର୍ବାଚନ ଲଢିବିନାହିଁ କହିଲେ ମନ୍ତ୍ରୀ । ଯୁବବର୍ଗଙ୍କ ପାଇଁ ବାଟ ଛାଡ଼ିବେ ବୋଲି କହିଛନ୍ତି। ଆସନ୍ତା ବର୍ଷ ମୋତେ ୬୦ ବର୍ଷ ହେବ । ୪୫ ବର୍ଷୀୟ ଯୁବକ ରାଷ୍ଟ୍ରୀୟ ଅଧ୍ୟକ୍ଷ, ଯୁବକମାନେ ଆଗକୁ ଆସିବା ଦରକାର । କିନ୍ତୁ ସେ ଦଳ!-->…
ମାର୍ଚ୍ଚ ୧୪ରେ ମହାନଦୀ ଜଳ ବିବାଦ ଶୁଣାଣି
ଆସନ୍ତା ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି । ଫେବ୍ରୁଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ୍ ଭିଜିଟ୍ ହେବ । ଟ୍ରିବ୍ୟୁନାଲ ସ୍ପଟ୍ ଭିଜିଟ୍ କରି ସାରିବା ପରେ ମାର୍ଚ୍ଚ ୧୪ ତାରିଖରେ ଶୁଣାଣି ହେବ । ଏପ୍ରିଲ ୧୩ ତାରିଖରେ ଟ୍ରିବ୍ୟୁନାଲ ଅବଧି!-->…
ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନଭେନସନରେ ଏହା ଅନୁଷ୍ଠିତ ହେବ ।ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପ ଵିସିପିପିଇଆର ଅଧୀନରେ ଅନେକ ଗୁଡିଏ ପ୍ରସ୍ତାବିତ ପ୍ରକଳ୍ପର ଶୁଭାରମ୍ଭ କରିବେ!-->…
ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ବଡି କ୍ୟାମେରା ପିନ୍ଧିବେ ଚଢ଼ାଉ ଟିମ୍
ରାଜ୍ୟରେ ଖୁବଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ ଅବକାରୀ ବିଭାଗ ପକ୍ଷରୁ ନିଶଆମୁକ୍ତ ଓଡିଶା ଅଭିଯାନ ଜୋରଦାର ହେବ ।ଅବୈଧ ନିଶା କାରବାର ରୋକିବା ପାଇଁ ବି ପଦକ୍ଷେପ ନିଆଯିବ। ଚଢ଼ାଉ ବେଳେ!-->…
ପୋଲିସ SI ପରୀକ୍ଷା ସ୍କାମ ମାମଲାରେ ଆଉ ଜଣେ ଦଲାଲ ଗିରଫ
ପୋଲିସ SI ପରୀକ୍ଷା ସ୍କାମ ମାମଲାରେ ଆଉ ଜଣେ ଦଲାଲ ଗିରଫ। ବ୍ରହ୍ମପୁରରୁ ଇପିଲି ସୀତାରାମଙ୍କୁ ଗିରଫ କରିଛି CBI। ଦଲାଲ ଜଣକ ହେଲେ ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ଶାନ୍ତି ନଗର ଇପିଲି.ସୀତାରାମ । ସୀତାରାମ ପୋଲିସ ଏସଆଇ କେଳେଙ୍କାରୀ ମାମଲାରେ ସମ୍ପୃକ୍ତ ଥିବା ସିବିଆଇ ତଦନ୍ତରେ!-->…
ମହିଳା ଅତିରିକ୍ତ ତହସିଲଦାରଙ୍କୁ ଯୌନ ନିର୍ଯାତନା ଅଭିଯୋଗ
ସରକାରୀ ଡ୍ୟୁଟିରେ ଥିବା ଜଣେ ମହିଳା ଅତିରିକ୍ତ ତହସିଲଦାରଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ । ଜଣେ ପଞ୍ଚାୟତ ନିର୍ବାହୀ ଅଧକାରୀଙ୍କ ନାଁରେ ଆସିଛି ଏପରି ସଙ୍ଗୀନ ଅଭିଯୋଗ । ଥାନାରେ ମାମଲା ରୁଜୁ ହେବା ଜାଣିବା ପରେ ଅଭିଯୁକ୍ତ ପିଇଓ ବିଷପିଇ ଦେଇଛନ୍ତି । ତାଙ୍କୁ ଗୁରୁତର!-->…
ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅନ୍ତର୍ଗତ ସ୍କଲାରଶିପ୍ ପୋର୍ଟାଲ ଖୋଲିଲା
ଛାତ୍ରଛାତ୍ରୀଙ୍କ ପାଇଁ ସ୍କଲାରଶିପ୍ ପୋର୍ଟାଲକୁ ଆଉଥରେ ଖୋଲା ଗଲା | ଉଚ୍ଚଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ପକ୍ଷରୁ ୨୦୨୫–୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅନ୍ତର୍ଗତ ସ୍କଲାରଶିପ୍ ପୋର୍ଟାଲକୁ ଆଉଥରେ ଖୋଲା ଯାଇଛି। ଅବଶିଷ୍ଟ ଖାଲି ଆସନ ପାଇଁ ନୂଆ!-->…
ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ଆଜି ୫୦ ତମ ଶୁଣାଣି
ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ଆଜି ୫୦ ତମ ଶୁଣାଣି । ଉଭୟ ଓଡ଼ିଶା ଓ ଛତିଶଗଡ଼ ଟ୍ରିବ୍ୟୁନାଲରେ ନିଜର ପକ୍ଷ ଓ ଆପୋସ ବୁଝାମଣାର ଅଗ୍ରଗତି ବିଷୟରେ ଜଣାଇବେ। ପୂର୍ବରୁ ୪୯ଟି ଶୁଣାଣିରେ କୌଣସି ସମାଧାନ ହୋଇପାରିନାହିଁ । ଟ୍ରିବ୍ୟୁନାଲ୍ ଏପର୍ଯ୍ୟନ୍ତ ଜଳ ବଣ୍ଟନ ସମ୍ପର୍କରେ କୌଣସି ଅନ୍ତରୀଣ!-->…
ଶହ ଶହ କାଉଙ୍କ ମଡ଼କ, ବାର୍ଡ ଫ୍ଲୁ ଆତଙ୍କ
ତାମିଲନାଡ଼ୁର ଚେନ୍ନାଇରେ ପ୍ରାୟ ୧,୫୦୦ କାଉଙ୍କ ହଠାତ୍ ମୃତ୍ୟୁ ପୁଣି ଥରେ ବାର୍ଡ ଫ୍ଲୁ ଭୂତାଣୁ ପ୍ରତି ଦୃଷ୍ଟି ଆକର୍ଷଣ କରିଛି, ଯାହା ଗତ କିଛି ବର୍ଷ ଧରି ସାରା ବିଶ୍ୱରେ ଶିରୋନାମରେ ରହିଆସିଛି। ବୈଜ୍ଞାନିକମାନେ ଚେତାବନୀ ଦେଇଛନ୍ତି ଯେ, ବର୍ତ୍ତମାନ ସମଗ୍ର ବିଶ୍ୱରେ ବ୍ୟାପିଥିବା!-->…